ଆମ ଜିଲା ଖବର

ମାଲବାହୀ ଟ୍ରେନ ଲାଇନଚ୍ୟୁତ: ତଳକୁ ଖସିଲା ୪ ବଗି

କୋରାପୁଟ,୨୯।୧୨(ସ୍ବ.ପ୍ର.): କୋରାପୁଟ ନିକଟସ୍ଥ ମାଳିଗୁଡ଼ା ଓ ଜରଟି ରେଳ ଷ୍ଟେଶନ ମଧ୍ୟରେ ମଙ୍ଗଳବାର ଭୋରରୁ ଏକ ଲୁହାପଥର ବୋଝେଇ ମାଲବାହି ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏଥିରେ ୪ଟି ବଗି ରେଳଧାରଣାରୁ ତଳକୁ ଖସିଯାଇଛି । ପରେ ଏହି ରୁଟରେ ସମସ୍ତ...

ଜାମୁକୋଳି ଗଛରୁ ପ୍ରେମୀଯୁଗଳଙ୍କ ମୃତଦେହ ଜବତ

ସାକ୍ଷୀଗୋପାଳ,୨୯।୧୨(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ଅଳଗୁମ ପଞ୍ଚାୟତ ରଜୀପୁର ପ୍ରଧାନ ସାହିରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ଏକ ଜାମୁକୋଳି ଗଛରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଜବତ ହୋଇଛି। ସେମାନେ ହେଲେ...

ବିନା ଅନୁମତିରେ ଶ୍ରୀମନ୍ଦିରରେ ପ୍ରବେଶ କରି ସସ୍‌ପେଣ୍ଡ ହେଲେ ୪ ଏଏନ୍‌ଏମ୍‌

ପୁରୀ ଅଫିସ, ୨୯।୧୨: ପୁରୀ ଶ୍ରୀମନ୍ଦିରକୁ ବିନା ଅନୁମତିରେ ପ୍ରବେଶ କରିବା ଏଏନ୍‌ଏମ୍‌ କର୍ମୀଙ୍କୁ ମହଙ୍ଗା ପଡ଼ିଛି। ଭକ୍ତଙ୍କ ଥର୍ମାଲ ସ୍କ୍ରିନିଂ ଦାୟିତ୍ୱରେ ଥିବା ୪ ଏଏନ୍‌ଏମ୍‌ଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ମଙ୍ଗଳବାର ନିଲମ୍ବିତ କରିଛନ୍ତି। ଏହି ଏଏନ୍‌ଏମମାନେ...

ଘୋଷଣାରେ ରହିଛି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ

ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତ ଚିକିତ୍ସା ସୁବିଧା ନାହିଁ। ଆଇସିୟୁ, ଭେଣ୍ଟିଲେଟର ନ ଥିବା ଯୋଗୁ ଗୁରୁତର ରୋଗୀ ପଡ଼ୋଶୀ ଜିଲା ଏବଂ ଆନ୍ଧ୍ରପ୍ରଦେଶ ଉପରେ ନିର୍ଭର କରୁଛନ୍ତି। ବିଭିନ୍ନ ରୋଗର ପରୀକ୍ଷା ପାଇଁ ମେଶିନ ରହିଥିଲେ ମଧ୍ୟ...

ଜମିକୁ ନିଅଣ୍ଟ ଜଳ

ଅନୁଗୋଳ ଅଫିସ, ୨୯।୧୨: ‘ଚାଷ ଅଛି ଯାହାର କେତେ ସୁଖ ତାହାର’। ଏହି ପ୍ରଚଳିତ ଆପ୍ତବାକ୍ୟ ଚାଷୀ-ଚାଷ ଭିତରେ ଥିବା ସମ୍ପର୍କ ସହିତ ଫସଲ ଉତ୍ପାଦନର ମହତ୍ତ୍ୱ ବଖାଣେ। ହେଲେ ଖଣିଖାଦାନ ଭରା ଅନୁଗୋଳ ଜିଲାରେ ଶିଳ୍ପ ପାଣି ଶୋଷୁଥିବାବେଳେ...

ନ୍ୟାୟ ଦାବିରେ ଏସ୍‌ପିଙ୍କ ଦ୍ୱାରସ୍ଥ ଦମ୍ପତି

ଖୋର୍ଦ୍ଧା ଅଫିସ,୨୯।୧୨: ଖୋର୍ଦ୍ଧା ଜିଲାରେ ସରକାରୀ ଓ ମହାପ୍ରଭୁଙ୍କ ଜମି, କାଜୁ ଜଙ୍ଗଲ ଉପରେ ପଥର ଖଣି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ଏପରିକି ସ୍ଥିତିବାନ ପ୍ଲଟ ମଧ୍ୟ ବାଦ୍‌ ପଡ଼ିନି। ପ୍ରତିବାଦ କଲେ ମିଳୁଛି ହତ୍ୟା ଧମକ। ଏଥିସହ...

ରାମଚଣ୍ଡୀ ପୀଠରେ ବେଆଇନ ପାର୍କିଂ ଫି

କୋଣାର୍କ,୨୯।୧୨(ଡି.ଏନ୍‌.ଏ.): କୋଣାର୍କସ୍ଥିତ ରାମଚଣ୍ଡୀ ପୀଠକୁ ଦୈନିକ ହଜାର ହଜାର ପର୍ଯ୍ୟଟକଙ୍କ ସମାଗମ ହେଉଥିବା ଦେଖିବାକୁ ମିଳୁଛି। ଏହାର ସୁଯୋଗ ନେଇ ପର୍ଯ୍ୟଟକଙ୍କୁ ଦର୍ଶନ ଓ ପାର୍କିଂ ନଁାରେ ଶୋଷଣ କରାଯାଉଥିବା ଅଭିଯୋଗ ହୋଇଛି। ପୀଠ ରାସ୍ତା ଦୁଇପାର୍ଶ୍ୱ, ରାମଚଣ୍ଡୀ ଥାନା...

ଇଞ୍ଜେକ୍‌ଶନ୍‌ ନେଇ ରୋଗୀଙ୍କ ମୃତ୍ୟୁ

ପାରାଦୀପ,୨୯।୧୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗ୍ରାମରେ ସୋମବାର ଏକ ଔଷଧ ଦୋକାନରୁ ଇଞ୍ଜେକଶନ୍‌ ନେବା ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରବୀନ୍ଦ୍ର ସାହୁ (୪୫)। ଏନେଇ ତାଙ୍କ ସ୍ତ୍ରୀ ମୀନା...

ହ୍ରାସ ପାଉଛି ଚଣ୍ଡିଆ ପାହାଡ଼ ପରିସୀମା

ଚଣ୍ଡିଖୋଲ, ୨୯।୧୨ (ଡି.ଏନ.ଏ.): ଦିନକୁ ଦିନ କମି ଚାଲିଛି ଚଣ୍ଡିଆ ପାହାଡ଼ର ଉଚ୍ଚତା ା ତାର ବ୍ୟାସାର୍ଦ୍ଧ ବି ହ୍ରାସ ପାଇବାରେ ଲାଗିଛି ା ଆଉ କିଛି ଦିନ ଏମିତି ଚାଲିଲେ ସେଠାରେ ଏକ ପାହାଡ଼ ଥିଲା ବୋଲି କେହି...

ପୁରୀ ବେଳାଭୂମିରେ ଉଡ଼ିଲା ବ୍ଲୁ ଫ୍ଲାଗ୍‌

ପୁରୀ ଅଫିସ, ୨୯।୧୨: ପୁରୀର ସ୍ବର୍ଣ୍ଣିମ ବେଳାଭୂମିକୁ ବିଧିବଦ୍ଧ ଭାବେ ମର୍ଯ୍ୟାଦାଜନକ ବ୍ଲୁ ଫ୍ଲାଗ୍‌ ମାନ୍ୟତା ମିଳିଛି। ଏଥିଲାଗି ପୁରୀ ବେଳାଭୂମି ୩୩ଟି ସର୍ତ୍ତ ପୂରଣ କରିଛି। ଅନ୍ତର୍ଜାତୀୟ ଜୁରି ସଂସ୍ଥା ଡେନ୍‌ମାର୍କର ଫି (ଫାଉଣ୍ଡେଶନ ଫର୍‌ ଏନ୍‌ଭାଇରନ୍‌ମେଣ୍ଟାଲ ଏଜୁକେଶନ)...

ପଲିଥିନ ତଳେ ବିତୁଛି ଜୀବନ

ବାରିପଦା ଅଫିସ,୨୯ା୧୨- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ସାରସକଣା ପଞ୍ଚାୟତ ଅଧୀନ ନୂଆଗାଁ ଗ୍ରାମର ବୀଣାପାଣି ଦାସ(୭୮) ଦୟନୀୟ ଅବସ୍ଥାରେ କାଳାତିପାତ କରୁଛନ୍ତି। ଖରା, ବର୍ଷା ଓ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ଭଙ୍ଗା ଟାଇଲଛପର ଘରେ ପଲିଥିନ...

ଦୁଇଭାଇଙ୍କ କିଚେନ ଗାର୍ଡେନ ଆପଣେଇଛନ୍ତି ଜୈବିକ ପଦ୍ଧତି

ଆନନ୍ଦପୁର, ୨୯।୧୨(ସ୍ବ.ପ୍ର.)-ଘର ଛାତ ଉପରେ ଜୈବିକ ପଦ୍ଧତିରେ ପନିପରିବା ଚାଷ ସାଙ୍ଗକୁ ନାନା ଜାତିର ଫୁଲ, ଫଳ ବଗିଚା ଯେ କେହି ବି ଦେଖିବ ତାର ଆଖି ଖୋସି ହୋଇଯିବ। ଏଭଳି ନିଆରା ଉଦ୍ୟମ କରି ଚର୍ଚ୍ଚାକୁ ଆସିଛନ୍ତି କେନ୍ଦୁଝର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri