ଆମ ଜିଲା ଖବର

୧୬ ନମ୍ବର ଜାତୀୟ ରାଜପଥ ଏବେ ମରଣଯନ୍ତା

ଖୋର୍ଦ୍ଧା ଅଫିସ,୨୮।୧୨: ଭୁବନେଶ୍ୱର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ଏବେ ମରଣଯନ୍ତା ପାଲଟିଛି। ରାଜପଥର ଖୋର୍ଦ୍ଧା ଓ ଭୁବନେଶ୍ୱର ମଧ୍ୟରେ ଗତ ମେ ମାସରୁ ଡିସେମ୍ବର ୨୭ ସୁଦ୍ଧା ଅର୍ଥାତ୍‌ ୮ ମାସରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ଦୈନିକ...

ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ବାସଭବନରେ ଚାଲିଛି ଚଢ଼ାଉ

ବରଗଡ଼ ଅଫିସ,୨୮ା୧୨: ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ତାଲପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ)ପାଣ୍ଡବ ନନ୍ଦଙ୍କ ବାସଭବନରେ ସୋମବାର ସକାଳୁ ଭିଜିଲାନ୍ସ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପିଇଓ ନନ୍ଦଙ୍କ ବିଜେପୁର ବ୍ଲକ ଅନ୍ତର୍ଗତ କଲଙ୍ଗାପାଲି...

ବାଡ଼ ଅଛି, ଗଛ ନାହିଁ: ଉଜୁଡ଼ିଯାଉଛି ରାସ୍ତା ପାର୍ଶ୍ୱ ବନୀକରଣ

ଚମ୍ପୁଆ, ୨୮।୧୨(ଡି.ଏନ.ଏ.)-ପରିବେଶକୁ ସବୁଜ ସୁନ୍ଦର କରିବା ପାଇଁ ସରକାର ରାସ୍ତାପାର୍ଶ୍ୱ ବନୀକରଣ ଲାଗି ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ରକ୍ଷଣାବେକ୍ଷଣ ଅଭାବରୁ କିଛି ଦିନ ମଧ୍ୟରେ ରାସ୍ତାପାର୍ଶ୍ୱ ବନୀକରଣ ଉଜୁଡ଼ିଯାଉଛି। ବାଡ଼ ଅଛି, ବତା ଅଛି, ଗଛ...

କାମରେ ଆସୁନି ରାତ୍ର ଆଶ୍ରୟସ୍ଥଳ: ଶୀତ କାକରରେ ନିରାଶ୍ରୟ

କେନ୍ଦୁଝର, ୨୮ା୧୨(ସ୍ବ.ପ୍ର.)- କେନ୍ଦୁଝର ସହରରେ ବାସହୀନ ଓ ଅସହାୟ ଲୋକଙ୍କ ପାଇଁ ରାତ୍ରି ଆଶ୍ରୟସ୍ଥଳୀ ଅଛି ହେଲେ ଦୂରତା ଦୃଷ୍ଟିରୁ ସେଠାକୁ ଯିବାକୁ ଲୋକେ ପସନ୍ଦ ନାହାନ୍ତି। ଫଳରେ ଏହି ଆଶ୍ରୟସ୍ଥଳୀ କାମରେ ଲାଗି ପାରୁନି। ସେଠାକୁ ଯାତାୟାତ ପାଇଁ...

ଗୋଟିଏ ବି ସରିଲାନି ମେଗା ଜଳଯୋଗାଣ ପ୍ରକଳ୍ପ

ଯାଜପୁର ଅଫିସ,୨୮।୧୨: ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ(ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁସାରେ ରାଜ୍ୟର ୮ ଜିଲାର ଖଣି ପ୍ରଭାବିତ ଅଞ୍ଚଳବାସୀଙ୍କ ପାଇଁ ପାନୀୟ ଜଳଯୋଗାଣ ପ୍ରକଳ୍ପ ଆରମ୍ଭ ହୋଇଛି। ଏହି ଜିଲାଗୁଡିକ ହେଲା ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ,...

‘ସବୁ ବ୍ୟକ୍ତି ଭିତରେ କବି ସତ୍ତାଟିଏ ରହିଛି’

ବଲାଙ୍ଗୀର ଅଫିସ, ୨୮ା୧୨: କଥାଶିଳ୍ପୀ ଡା. ମଞ୍ଜୁବାଳା ପଣ୍ଡାଙ୍କ ଗଳ୍ପ ସଙ୍କଳନ ପାରନାନୀ ଓ ଅନ୍ୟାନ୍ୟ ଗଳ୍ପ ଉନ୍ମୋଚିତ ହୋଇଛି ା ବଲାଙ୍ଗୀର ପୂଜ୍ୟପୂଜା ସଙ୍ଗଠନ ପକ୍ଷରୁ ସ୍ଥାନୀୟ ଲିଟେରାରୀ ଆଣ୍ଡ ସୋସିଆଲ କ୍ଳବ ପରିସରରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆଙ୍କ...

ପରୀ ହତ୍ୟାକାଣ୍ଡ : ଚାପରେ ଚେପା ଏସ୍‌ଆଇଟି ତଦନ୍ତ

ନୟାଗଡ଼ ଅଫିସ,୨୮ା୧୨: ପୋଲିସ ପରି ଏସ୍‌ଆଇଟି ତଦନ୍ତ ଚାପରେ ଚେପା ହୋଇପଡ଼ିଛି। ପରୀ ମା’ବାପାଙ୍କ ଅଭିଯୋଗକୁ ଏସ୍‌ଆଇଟି ଅଣଦେଖା କରୁଥିବା ଅଭିଯୋଗ ହେଉଛି। ପରୀ ହତ୍ୟାକାଣ୍ଡ ନେଇ ମା’ବାପାଙ୍କ ମନରେ ଉଠୁଥିବା ଅସମାହିତ ପ୍ରଶ୍ନର ଉତ୍ତର ନ ଥିବାରୁ ସେମାନେ...

ଆଜି ଖୋଲିଲା ଆଖଣ୍ଡଳମଣି ମନ୍ଦିର, ପ୍ରଥମେ ଦର୍ଶନ କରୁଛନ୍ତି ସେବାୟତଙ୍କ ପରିବାର

ଭଦ୍ରକ ଅଫିସ,୨୮ା୧୨: ଦୀର୍ଘ ମାସର କୋଭିଡ୍‌ କଟକଣା ଯୋଗୁ ଭକ୍ତ ଓ ଭଗବାନ ମଧ୍ୟରେ ସୃଷ୍ଟି ହୋଇଥିବା ଦୂରତା କ୍ରମଶଃ ହ୍ରାସ ପାଇଛି। ଭକ୍ତମାନଙ୍କ ଦୀର୍ଘ ଦିନର ଆକୁଳ ନିବେଦନ ପରେ ଏବେ ବିଭିନ୍ନ ଜିଲାରେ ଥିବା ଧର୍ମାନୁଷ୍ଠାନ ଖୋଲିବାରେ...

ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କ ଜୀବନ

ବରଗଡ଼ ଅଫିସ୍‌/ଅତାବିରା,୨୭।୧୨-ବରଗଡ଼ ସହର ଉପକଣ୍ଠ ପାଣିଛତର ଓଭରବ୍ରିଜ ଏବଂ ଗୋଡ଼ଭଗା-ତୁରୁମ ରାସ୍ତାରେ ରବିବାର ପୃଥକ ଭାବେ ୨ଟି ସଡ଼କ ଦୁର୍ଘଟଣା ଘଟିଛି। ଉଭୟ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ପାଣିଛତର ବ୍ରିଜ ଉପରେ ଜଣେ ଲୋକ ଯାଉଥିବା ବେଳେ ତାଙ୍କୁ...

ଚାଷୀଙ୍କୁ ଦଳିଦେଲା ହାତୀ

ଭଞ୍ଜନଗର,୨୭।୧୨(ଡି.ଏନ.ଏ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଗାଲେରୀ ରେଞ୍ଜରେ ହାତୀ ଆତଙ୍କ ଦେଖାଦେଇଛି। ରବିବାର ଅପରାହ୍ନ ପ୍ରାୟ ୨ଟାରେ ବଦାଙ୍ଗି ନୂଆପଲ୍ଲୀର ଚାଷୀ ଶୁକ୍ରିୟା ନାଇକ (୫୫)ଙ୍କୁ ହାତୀ ଦଳି ମାରିଦେଇଛି। ମୃତଦେହକୁ ହାତୀପଲ ଘେରି ରହିଛନ୍ତି।...

ଘର ଭାଙ୍ଗି ଯୁବକଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ

ଛେଣ୍ଡିପଦା,୨୭।୧୨(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ତିପଦା ବନାଞ୍ଚଳ କମ୍ପସଲା ଗ୍ରାମ ପଞ୍ଚାୟତର ଗୋଳାଗାଡିଆ ଗ୍ରାମରେ ଦନ୍ତାହାତୀ ଆକ୍ରମଣରେ ପୁଣି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଜଣଙ୍କ ହେଲେ ଗୋଳାଗାଡିଆ ଗ୍ରାମର ବୀର ସାହୁଙ୍କ ପୁଅ ଅଜିତ। ତାଙ୍କୁ ଛେଣ୍ଡିପଦା...

କୃଷି ଆଇନକୁ ବିରୋଧ କରି ବିକ୍ଷୋଭ

ଦିଗପହଣ୍ଡି,୨୭ା୧୨(ଡି.ଏନ୍‌.ଏ.): କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଓ ଆନ୍ଦୋଳନରତ ଚାଷୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଗଞ୍ଜାମ ଜିଲା ଦିଗପହଣ୍ଡି ଗାନ୍ଧୀ ଛକଠାରେ ରବିବାର ବିଭିନ୍ନ ଚାଷୀ ସଙ୍ଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଅଖିଳ ଭାରତ କିଷାନ ସଂଘର୍ଷ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri