ଆମ ଜିଲା ଖବର

ଝିଅକୁ ସାଦ ଖୁଆଇବାକୁ ଯିବାବେଳେ ଅଘଟଣ: ଓଲଟିଲା ପିକ୍‌ଅପ୍‌, ୪ ଗୁରୁତର

କେନ୍ଦୁଝର,୨୭ା୧୨(ସ୍ବ.ପ୍ର): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ କାଞ୍ଜିପାଣି ଥାନା କୁଆଁର ଛକ ୪୯ ନଂ. ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ପିକ୍‌ଅପ୍‌ ଓଲଟି ପଡ଼ିଛି । ଗାଡ଼ିରେ ୨୧ ଯାତ୍ରୀ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୪...

ରାସ୍ତା ପାର୍ଶ୍ୱ ଗଛ ପୋଡ଼ି ବାଇକ୍‌ ଛାଡ଼ି ଦୁର୍ବୃତ୍ତ ଚମ୍ପଟ

ଓଡ଼ଗାଁ,୨୭ା୧୨(ଡି.ଏନ୍‌.ଏ.): ଓଡ଼ଗାଁ ଆଦର୍ଶ ଥାନା ଓ ବନାଞ୍ଚଳ ଅନ୍ତର୍ଗତ ଭାଡ଼ିକିଲା-ମହୁଲିଆ ରାସ୍ତାରେ ଜଙ୍ଗଲ ବିଭାଗ ଦ୍ୱାରା ଲଗାଯାଇଥିବା ଗଛ ସହିତ ଅଟେଇ ପୋଡ଼ି ଦେଇଛନ୍ତି ଦୁର୍ବୃତ୍ତ। ସୂଚନାନୁସାରେ, କେତେକ ଯୁବକ ମଦ୍ୟପାନ କରି ଗଛ ପାଖରେ ପାଳ ଏକାଠି କରି...

ଦୟା ନଦୀ କୂଳରେ ମାଛ ମରାକୁ ନେଇ ବୋମାମାଡ

କଣାସ,୨୭।୧୨(ଡି.ଏନ୍‌.ଏ.): ମାଛ ମରାକୁ ନେଇ ୨ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ, ବୋମାମାଡ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀ ଜିଲା କଣାସ ନିକଟବର୍ତ୍ତୀ ଦୟା ନଦୀ କୂଳରେ। ଏଥିରେ ୨ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କଣାସ ଡାକ୍ତରଖାନାରେ...

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ: ୧୦ ଦିନରେ ଗଲାଣି ୩ ଜୀବନ

ମାଲକାନଗିରି,୨୭ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଉପକାରାଗାର ବିଚାରାଧୀନ ବନ୍ଦୀଙ୍କ ପାଇଁ ସତେ ଯେପରି ମରଣଯନ୍ତା ପାଲଟିଛି। ୧୦ ଦିନ ମଧ୍ୟରେ ୩ ଜଣଙ୍କ ଜୀବନ ଯାଇସାରିଲାଣି। ତେବେ ଉପକାରାଗାରରେ କାର୍ଯ୍ୟରତ କର୍ମଚାରୀଙ୍କ କର୍ତ୍ତବ୍ୟ ପରାୟଣତାକୁ ଏହା ପଦାରେ ପକାଇଛି। ଶନିବାର ରାତିରେ...

ଟ୍ରକ ଚକା ତଳେ ପଶିଗଲେ ସାଇକେଲ ଚାଳକ

କେନ୍ଦୁଝର,୨୭ା୧୨(ସ୍ବ.ପ୍ର.): ସଦର ଥାନା ଅନ୍ତର୍ଗତ ବନାଯୋଡ଼ି ଗ୍ରାମ ନିକଟରେ ଏନ୍‌ଏଚ୍‌ ୨୦ରେ ରବିବାର ପୂର୍ବାହ୍ନରେ ଏକ ଲୁହାପଥର ବୋଝେଇ ଟ୍ରକ ଚକା ତଳେ ଜଣେ ସାଇକେଲ ଚାଳକ ପଶି ଯାଇଥିଲେ। ସୌଭାଗ୍ୟବଶତଃ ନିଶ୍ଚିତ ମୃତ୍ୟୁ ମୁଖରୁ ସେ ବଞ୍ଚି ଯାଇଛନ୍ତି।...

ମିନି ବସ ଦୁର୍ଘଟଣା: ବୃଦ୍ଧି ପାଇଲା ମୃତକଙ୍କ ସଂଖ୍ୟା

ରାଉରକେଲା ଅଫିସ,୨୭।୧୨: ୧୪୩ ନଂ. ଜାତୀୟ ରାଜପଥ ରାଉରକେଲା ବାଲୁଘାଟ ଡାକବଙ୍ଗଳା ନିକଟରେ ରବିବାର ହୋଇଥିବା ମିନି ବସ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି ପାଇଛି। ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନା ନେବା ରାସ୍ତାରେ ଆର...

ବାଇକ୍‌ ଚାଳକଙ୍କୁ ୨୨ ହଜାର ଫାଇନ୍‌

ସୁନ୍ଦରଗଡ,୨୭।୧୨(ଡି.ଏନ୍‌.ଏ.): ମଦ ପିଇ ଗାଡ଼ି ଚଲାଇବା ବାଇକ୍‌ ଚାଳକଙ୍କୁ ପଡିଲା ମହଙ୍ଗା। ଏ ନେଇ ୨୨ ହଜାର ୫ ଶହ ଫାଇନ୍‌ ଗଣିଛନ୍ତି। ସୁନ୍ଦରଗଡ଼ ପରିବହନ ବିଭାଗ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ରାଜଗାଙ୍ଗପୁର ବିଜୁ ଏକ୍ସପ୍ରେସ ୱେରେ ଚେକିଂ...

ଡିଭାଇଡରରେ ପିଟି ହୋଇ ଓଲଟିଲା ମିନିବସ, ଜଣେ ଯାତ୍ରୀଙ୍କ ଜୀବନ ଗଲା; ୬ ଗୁରୁତର

ରାଉରକେଲା ଅଫିସ,୨୭ା୧୨: ୧୪୩ ନଂ ଜାତୀୟ ରାଜପଥର ବାଲୁଘାଟ ଏନ୍‌ଏଚ୍‌ ଡାକ ବଙ୍ଗଳା ନିକଟରେ ଏକ ମିନି ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ବସ୍‌ରେ ଥିବା ଅନ୍ୟ ୬ ଯାତ୍ରୀ ଗୁରୁତର...

ଯୁବଚାଷୀଙ୍କ ପ୍ରେରଣା ନୀଳକଣ୍ଠ

ନିଶ୍ଚିନ୍ତକୋଇଲି,୨୭ା୧୨(ସ୍ବ.ପ୍ର.): ଦିନକୁ ଦିନ ଚାଷ ଜମି କମି ଯାଉଥିବାବେଳେ ପଲ୍ଲୀରୁ ଦିଲ୍ଲୀ ସବୁଠି କୋଠାବାଡ଼ି ଦେଖିବାକୁ ମିଳୁଛି। ଅପରପକ୍ଷେ ଅଧିକ ଲାଭ ଆଶାରେ କ୍ଷେତରେ ରାସାୟନିକ ସାର, କୀଟନାଶକ ବ୍ୟବହାର କରାଯାଉଛି। ଏହାକୁ ଖାଇ ଲୋକେ ଦୁରାରୋଗ୍ୟ ବ୍ୟାଧିରେ ପୀଡ଼ିତ...

କାଠଚୋରଙ୍କ ଆଡ୍ଡାସ୍ଥଳୀ ବରବରା ଜଙ୍ଗଲ: ନୀରବଦ୍ରଷ୍ଟା ସାଜିଛି ବନ ବିଭାଗ

ବାଲୁଗାଁ,୨୭ା୧୨ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁ ବନବିଭାଗ ଅନ୍ତର୍ଗତ ବରବରା ଜଙ୍ଗଲ ଏବେ କାଠଚୋରଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ବନ ବିଭାଗ କର୍ମଚାରୀଙ୍କ ଅବହେଳା ଯୋଗୁ କାଠ ମାଫିଆମାନେ ଅବାଧରେ ଗଛ କାଟି ଚାଲାଣ କରୁଛନ୍ତି। ବନ ବିଭାଗ ପକ୍ଷରୁ ଆବଶ୍ୟକ...

ରାସ୍ତା ଅଧାପନ୍ତରିଆ, ଠିକାଦାରଙ୍କ ଦେଖାନାହିଁ

ଯାଜପୁର ଅଫିସ,୨୭ା୧୨: ଯାଜପୁର ଜିଲା ବଡ଼ଚଣା ବ୍ଲକର ବନ୍ଦାଳୋଠାରୁ ଏଣ୍ଡରପଦା ପର୍ଯ୍ୟନ୍ତ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ୨ ବର୍ଷ ହେଲା ଅଧାପନ୍ତରିଆ କାମ କରି ସମ୍ପୃକ୍ତ ଠିକାଦାରଙ୍କ ଦେଖାନାହିଁ। ୬ ନମ୍ବର ଜାତୀୟ ରାଜପଥରରୁ ବାହାରି ପଶ୍ଚିମ ବଡ଼ଚଣାର...

ଦିଆଯିବ ପଦୋନ୍ନତି: ୧୦୯୨ କର୍ମଚାରୀଙ୍କୁ ମିଳିବ ଏଏସ୍‌ଆଇ ତାଲିମ

କଟକ ଅଫିସ, ୨୭ା୧୨: କନଷ୍ଟେବଳ, ଲାନ୍ସ ନାଏକ, ହାବିଲଦାର ଓ ସିଆଇ ହାବିଲଦାର ପଦବୀରୁ ଏଏସ୍‌ଆଇ ପଦବୀକୁ ପଦୋନ୍ନତି ଦିଆଯିବ। ଏହି ପଦୋନ୍ନତି ନିମନ୍ତେ ଆବଶ୍ୟକ ତାଲିମ ପାଇଁ ଡିଜିପି ଅଭୟ ଅନୁମୋଦନ କରିଛନ୍ତି। ମନୋନୀତ ପ୍ରାର୍ଥୀଙ୍କ ମଧ୍ୟରେ ୮୪୯...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri