ଆମ ଜିଲା ଖବର

ବିଦ୍ୟୁତ୍‌ ଖୁଣ୍ଟରେ ବିପଦସଙ୍କୁଳ ଯାତ୍ରା

ବଇଣ୍ଡା, ୨୬।୧୨(ଡି.ଏନ୍‌.ଏ.) ପୋଲଟିଏ ପାଇଁ ଅନେକ ଦାବି, ଆନ୍ଦୋଳନ, ପ୍ରତିବାଦ। ଏହାପରେ ସରକାର ଶୁଣିଲେ ଗୁହାରି। ମଞ୍ଜୁର ହେଲା ଅନୁଦାନ। ଆରମ୍ଭ ହେଲା କାମ। ଇତିମଧ୍ୟରେ ୪ବର୍ଷ ବିତିଗଲାଣି। ହେଲେ ସପୋର୍ଟିଂ ପିଲାରରେ ସୀମିତ ରହିଯାଇଛି କାର୍ଯ୍ୟ। ପ୍ରଶାସନିକ ଅବହେଳା ପାଇଁ...

ଯେତେ ଖୋଜିଲେ ସେତେ ମିଳୁଛି

କଟକ ଅଫିସ,୨୭ା୧୨: ଗ୍ୟାଙ୍ଗଷ୍ଟାର ଧଳସାମନ୍ତ ଭ୍ରାତାଙ୍କ ଘରେ ପୋଲିସ ଯେତେ ଖୋଜୁଛି ସେତେ ମିଳୁଛି ବନ୍ଧୁକ, ଗୁଳି ଓ ଟଙ୍କା। ଦୁଇଦିନର ତନାଘନା ପରେ କମିଶନରେଟ ପୋଲିସ ୩ ବନ୍ଧୁକ, ୫ ମାଗାଜିନ, ୧୭୫ ଗୁଳି ଓ ୧୬ ଲକ୍ଷ...

ଜଗା ଦର୍ଶନ କଲେ ପୁରୀବାସୀ: ଶୃଙ୍ଖଳିତ ଦର୍ଶନ, ଭାବବିହ୍ବଳ ପରିବେଶ

ପୁରୀ ଅଫିସ,୨୭ା୧୨: ଶ୍ରୀମନ୍ଦିର ଖୋଲିବାର ୩ଦିନ ପରେ ଶନିବାର ସ୍ଥାନୀୟ ଲୋକେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି। ପ୍ରଥମ ଦିନରେ ୩ଟି ପର୍ଯ୍ୟାୟରେ ପୁରୀବାସୀ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ସକାଳ ବେଳା ୬ ଓ ୯ ନମ୍ବର, ଅପରାହ୍ନରେ ୧୨...

ଚାଷୀ ଆନ୍ଦୋଳନରେ ସାମିଲ ହେଲେ ବିଧାୟକ

ବଲାଙ୍ଗୀର ଅଫିସ, ୨୭ା୧୨- ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଶନିବାର ଦେଓଗାଁ ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତ ଗସ୍ତ କରିଥିଲେ। ପ୍ରଥମେ ସେ ମୁଣ୍ଡପଲା ଛକଠାରେ ଚାଲିଥିବା କେନ୍ଦ୍ର କୃଷି ଆଇନ ବିରୋଧ ଚାଷୀ ଆନ୍ଦୋଳନରେ ସାମିଲ ହୋଇ ଆନ୍ଦୋଳନରତ...

ମୋଟେରରେ ସଶସ୍ତ୍ର ଡକାୟତି: ୪୦ ଭରି ସୁନାଗହଣା ସହ ବୁଲେଟ ଧରି ଚମ୍ପଟ ମାରିଲେ ଡକାୟତ

କୋକସରା, ୨୭।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଗ୍ରାମର ଶାନ୍ତିନଗର ପଡାରେ ରହୁଥିବା ଶିକ୍ଷକ ଯଯାତି ପାଟଯୋଷୀଙ୍କ ବାସଭବନରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ବଡ଼ ଧରଣର ଡକାୟତି ହୋଇଛି । ପ୍ରାୟ ୫ ରୁ ୭ ଜଣ...

ଅସମ୍ଭାଳ ଶୀତ, ଥରୁଛି ବଲାଙ୍ଗୀର

ବଲାଙ୍ଗୀର ଅଫିସ, ୨୭ା୧୨: ବଲାଙ୍ଗୀରରେ ଶୀତର ପ୍ରକୋପ ଦେଖାଯାଉଛି। କିଛିଦିନ ହେଲା ପ୍ରବଳ ଶୀତ ଯୋଗୁଁ ସନ୍ଧ୍ୟା ୬ଟାରୁ ରାସ୍ତାଘାଟ ଶୂନଶାନ ହୋଇପଡୁଛି। ଲୋକେ ଅତି ଜରୁରୀ କାମ ନ ପଡିଲେ ଘରୁ ବାହାରୁ ନାହାନ୍ତି। ବଲାଙ୍ଗୀର ସହରର ଲୋକେ...

ହେମଦସ୍ତାରେ ପିଟି ଆଈଙ୍କୁ ହତ୍ୟାକଲେ ନାତୁଣୀ

ଭଣ୍ଡାରିପୋଖରୀ,୨୭।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ଗ୍ରାମରେ ଶୁକ୍ରବାର ରାତିରେ ନାତୁଣୀର ହେମଦସ୍ତା ମାଡ଼ରେ ଆଈଙ୍କ ମୃତ୍ୟୁ ଘଟିଛି। ଗ୍ରାମର ଶଶୀ ଦାସ ନାମ୍ନୀ ବୃଦ୍ଧାଙ୍କ ମୁଣ୍ଡକୁ ୧୬ ବର୍ଷୀୟା ନାତୁଣୀ ଏକ ହେମଦସ୍ତାରେ ଆଘାତ ଦେବାରୁ ତାଙ୍କର ମୃତ୍ୟୁ...

ଫାର୍ମହାଉସରେ ପଶି କଦଳୀଗଛ ଭାଙ୍ଗିଲେ ହାତୀପଲ

ଚିତ୍ରଡ଼ା,୨୭।୧୨ (ଡି.ଏନ.ଏ)-ହାତୀ ଉପଦ୍ରବ ଥମିବାର ନଁା ଧରୁନି। ଗୋଟେ ହାତୀପଲ ଗଲା ବେଳକୁ ଆଉ ଗୋଟେ ହାତୀପଲ ପ୍ରବେଶ କରି ଚାଷୀମାନଙ୍କୁ ବାରମ୍ବାର ହଇରାଣ କରୁଛନ୍ତି। ହାତୀପଲଙ୍କ ଯୋଗୁ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହୁଛନ୍ତି। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ...

ସୋଲା ଚାଷୀଙ୍କୁ ମିଳୁନି ପ୍ରୋତ୍ସାହନ

କେନ୍ଦୁଝର, ୨୭।୧୨(ସ୍ବ.ପ୍ର.)-ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଚାଷ ଓ ଚାଷୀ ମାନଙ୍କ ବିକାଶ କଥା କହୁଛନ୍ତି । କିନ୍ତୁ କେନ୍ଦୁଝର ଜିଲାରେ ଧାନ ସହିତ ଲାଭଜନକ ସୋଲା ଚାଷ କରି ବହୁ ବର୍ଷ ଧରି ଜୀବନଜୀବିକା ବିତାଉଥିବା ହଜାର...

ଦୁର୍ଘଟଣାରେ ଦୁଇଖଣ୍ଡ ହେଲା ରଡ୍‌ ବୋଝେଇ ଟ୍ରକ, ଚାଳକଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୧୨(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ୨୦ ନମ୍ବର ଜାତୀୟ ରାଜପଥ ନେକଡ଼ା ଘର ପୋଲ ନିକଟରେ ନିକଟରେ ଶନିବାର ଏକ ଲୁହା ରଡ୍‌ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଟ୍ରକଟି ଦୁଇଖଣ୍ତ ହୋଇଯାଇଥିବାବେଳେ ଚାଳକଙ୍କ ମୃତ୍ୟୁ...

ବିଜେଡିର ୨୪ ତମ ପ୍ରତିଷ୍ଠା ଦିବସ

ହିଞ୍ଜିଳିକାଟୁ,୨୬ା୧୨: ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଓ ପୌରାଞ୍ଚଳ ବିଜେଡି ପକ୍ଷରୁ ମିଳିତ ଭାବରେ ଶନିବାର ହିଞ୍ଜିଳିକାଟୁଠାରେ ଦଳର ୨୪ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ପୂର୍ବାହ୍ନରେ ଦଳର ନେତା ଓ କର୍ମୀ ପୂର୍ତ୍ତ ବିଭାଗ ଡାକବଙ୍ଗଳାରୁ ରାଲିରେ ବାହାରି...

ମଧ୍ୟାହ୍ନରେ ମହିଳାଙ୍କ ବେକରୁ ସୁନାହାର ଲୁଟ୍‌, ସିସିଟିଭିରେ ହେଲା କଏଦ

ହିଞ୍ଜିଳିକାଟୁ,୨୬ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବଇଁଚବଣିଆ ଅଞ୍ଚଳରେ ଜଣେ ମହିଳାଙ୍କ ବେକରୁ ଶନିବାର ମଧ୍ୟାହ୍ନରେ ୨ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ୩ ଭରି ଓଜନର ହାର ଲୁଟି ନେଇଛନ୍ତି। ଏଥିନେଇ ଲୁଟ୍‌ର ଶିକାର ହୋଇଥିବା ହିଞ୍ଜିଳିକାଟୁ ଶ୍ୟାମଳାଇ ନଗରର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri