ଆମ ଜିଲା ଖବର

ଦହି ଖାଇ ୨୦ରୁ ଉର୍ଦ୍ଧ୍ୱ ଅସୁସ୍ଥ

ସମ୍ବଲପୁର,୨୩।୧୨(ବ୍ୟୁରୋ): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଲୁନ୍ଦୁରୁଡିହି ଗ୍ରାମରେ ଦହି ଖାଇ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ଜଣ ଅସୁସ୍ଥ ହୋଇଛନ୍ତି। ସେଥିରେ ୫ ଜଣ ଶିଶୁ ଥିବା ବେଳେ ୧୫ ଜଣ ମହିଳା ଓ ୫ରୁ ଉର୍ଦ୍ଧ୍ୱ ପୁରୁଷ ରହିଛନ୍ତି...

ଖଳାରେ କାମ କରୁଥିବା ସମୟରେ ମହିଳାଙ୍କୁ ଆକ୍ରମଣ କଲା ବାରହା

ରାଜନଗର,୨୩।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ରାଜନଗର ବେଲପାଳ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ସକାଳୁ ଗାଁର ଅମରୀ ସାହାଣୀ ନାମକ ୬୦ ବର୍ଷୀୟା ଜଣେ ମହିଳା ଖଳାରେ କାମ କରୁଥିବା ସମୟରେ ତାଙ୍କୁ ବାରାହା ଆକ୍ରମଣ କରିଥିଲା। ଏଥିରେ ତାଙ୍କ...

ଡାକବଙ୍ଗଳା ବଜାରରେ ଭୋରୁ ଲାଗିଲା ନିଆଁ: ଚାହୁଁ ଚାହୁଁ ଜଳିଗଲା ୪ ଦୋକାନ

ଭୋଗରାଇ,୨୩।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା କମର୍ଦା ଥାନା ଅଧୀନ ଡ଼ାକବଙ୍ଗଳା ବଜାରରେ ବୁଧବାର ଭୋରରୁ ହଠାତ୍‌ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ଟି ଦେକାନରେ ନିଆଁ ଲାଗି ଲଖ୍ୟଧିକ ଟଙ୍କାର ସାମଗ୍ରୀ ଭସ୍ମୀଭୂତ ହୋଇଯାଇଛି। ଏଥି ମଧ୍ୟରୁ ଦୁଇଟି ଫଳ ଓ ଅନ୍ୟ...

ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ। ବାରିପଦାରେ ଅବସ୍ଥିତ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟକୁ ଏବେ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ କରାଯାଇଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର...

ଥରୁଛି କନ୍ଧମାଳ: ଫୁଲବାଣୀରେ ୪, ଦାରିଙ୍ଗିବାଡିରେ ୫ ଡିଗ୍ରୀ ତଳକୁ ଖସିଲା ପାରଦ

ଫୁଲବାଣୀ ଅଫିସ, ୨୩ା୧୨: କନ୍ଧମାଳ ଜିଲାରେ ଶୀତର ପ୍ରକୋପ ହଠାତ୍‌ ବଢ଼ିଯାଇଛି । ବିଗତ ତିନି ଦିନ ହେବ ଜିଲାରେ ତାପମାତ୍ରା କମିବାରେ ଲାଗିଛି । ଫୁଲବାଣୀରେ ରବିବାର ୫.୫ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ବୁଧବାରରେ ସୁଦ୍ଧାରେ ଏହା...

ଭିଜିଲାନ୍ସ ଜାଲରେ ଅଙ୍ଗନଓ୍ବାଡି କର୍ମୀ: ଏକକାଳୀନ ୫ ସ୍ଥାନରେ ଚଢ଼ାଉ

ପୁରୀ ଅଫିସ,୨୩।୧୨: ପୁଣି ଜଣେ ଅଙ୍ଗନଓ୍ବାଡି କର୍ମୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ହେଲେ ପୁରୀ ଜିଲାର ଅଙ୍ଗନଓ୍ବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ବୁଧବାର ସକାଳେ ସନ୍ଧ୍ୟାରାଣୀଙ୍କ ଘରେ ଚଢ଼ାଉ...

ଜାତୀୟ ରାଜପଥରେ ବେଆଇନ ହମ୍ପ୍‌ସ: ୪ ଘଣ୍ଟା ଅଟକିଲା ହଜାର ହଜାର ଗାଡ଼ି

ଭଦ୍ରକ ଅଫିସ, ୨୩।୧୨: ଭଦ୍ରକ ଜିଲା ୧୬. ନଂ ଜାତୀୟ ରାଜପଥର ରାଣୀତାଲ ନିକଟରେ ଏକ ହାଇଓ୍ବା ଗାଡି ଯାନ୍ତ୍ରିକ ତ୍ରୁଟି କାରଣରୁ ରାତି ୩ରୁ ସକାଳ ୬ଟା ପର୍ଯ୍ୟନ୍ତ ରାସ୍ତା ଉପରେ ଅଟକି ରହିଥିଲା। ଫଳରେ ରାସ୍ତାର ଉଭୟ...

୧୧ହଜାର ବସ୍ତା ସିମେଣ୍ଟ ଜବତ

କଟକ ଅଫିସ,୨୩ା୧୨: କଟକ ଜଗତ୍‌ପୁର ଅଞ୍ଚଳରେ ଥିବା ଏକ ସିମେଣ୍ଟ ଗୋଦାମ ଉପରେ ମଙ୍ଗଳବାର ପୋଲିସ ଚଢାଉ କରିଥିଲା। ସେଠାରୁ ପ୍ରାୟ ୧୦ ହଜାର ବସ୍ତା ଏକ୍ସପାଏରି ସିମେଣ୍ଟ ଓ ୧ହଜାର ବସ୍ତା ଭଲ ସିମେଣ୍ଟ, ୫ହଜାର ପ୍ୟାକେଜିଙ୍ଗ ପଲିଥିନ,...

ଦିନକୁ ୩ ପର୍ଯ୍ୟାୟରେ ଦାରୁଦିଅଁ ଦର୍ଶନ

ପୁରୀ ଅଫିସ,୨୩ା୧୨: ଦୀର୍ଘ ୯ମାସର ପ୍ରତୀକ୍ଷା ପରେ ବୁଧବାର ଶ୍ରୀମନ୍ଦିର ଖୋଲିବ। କରୋନା କଟକଣା ଭିତରେ ଦାରୁଦିଅଁଙ୍କ ଦର୍ଶନ ମିଳିବ। ପୁରୀ ଜିଲା ପ୍ରଶାସନ ପକ୍ଷରୁ ଜାରି ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ...

୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କ ଦର୍ଶନ କଲେ ସେବାୟତ ପରିବାର

ପୁରୀ ଅଫିସ, ୨୩।୧୨: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଦୀର୍ଘ ୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର। ଆରମ୍ଭ ହେଲା ଭକ୍ତ-ଭଗବାନଙ୍କ ମିଳନ। ଭୋର ୪ଟା ୪୦ରେ ସିଂହଦ୍ୱାର ଫିଟାଯିବା ପରେ ଦର୍ଶନ ଆରମ୍ଭ ହୋଇଛି। ତେବେ ଆଜିଠୁ ୩ଦିନ...

ଅଭିଯୁକ୍ତ ଛାତ୍ରଙ୍କୁ ୩ ଦିନ ରିମାଣ୍ଡ

ନୟାଗଡ଼ ଅଫିସ,୨୩ା୧୨: ଏସ୍‌ଆଇଟି ସୋମବାର ଗିରଫ କରିଥିବା କଲେଜ ଛାତ୍ରଙ୍କୁ କୋର୍ଟରେ ହାଜର କରିବା ସହ ରିମାଣ୍ଡ ପାଇଁ ଆବେଦନ କରିଥିଲା। ଏଥିପାଇଁ କୋର୍ଟ ୩ ଦିନ ଅନୁମତି ପ୍ରଦାନ କରିଛନ୍ତି। ୨୨, ୨୩ ଓ ୨୪ ତାରିଖ ଯାଏ...

ଯୁଦ୍ଧ ଜାହାଜରେ ବୁଲିଲେ ବିଧାୟକ,ଏମ୍‌ପି

ପାରାଦୀପ,୨୩ା୧୨(ସ୍ବ.ପ୍ର.) : ରାଜ୍ୟର ୧୦୧ ବିଧାୟକ ଓ ଜଣେ ଏମ୍‌ପି ମଙ୍ଗଳବାର ପାରାଦୀପ ଗସ୍ତରେ ଆସି ଭାରତୀୟ ନୌସେନାର ଦ୍ବିତୀୟ ବୃହତ୍‌ ଯୁଦ୍ଧ ଜାହାଜ ଆଇଏନ୍‌ଏସ୍‌ ଜଲାସ୍ବରେ ବୁଲିଛନ୍ତି। ଏହା ନୌସେନା ଇତିହାସରେ ପ୍ରଥମ ବୋଲି କାର୍ଯ୍ୟକ୍ରମ ଶେଷରେ ରିୟଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri