ଆମ ଜିଲା ଖବର

ଦିନକୁ ୩ ପର୍ଯ୍ୟାୟରେ ଦାରୁଦିଅଁ ଦର୍ଶନ

ପୁରୀ ଅଫିସ,୨୩ା୧୨: ଦୀର୍ଘ ୯ମାସର ପ୍ରତୀକ୍ଷା ପରେ ବୁଧବାର ଶ୍ରୀମନ୍ଦିର ଖୋଲିବ। କରୋନା କଟକଣା ଭିତରେ ଦାରୁଦିଅଁଙ୍କ ଦର୍ଶନ ମିଳିବ। ପୁରୀ ଜିଲା ପ୍ରଶାସନ ପକ୍ଷରୁ ଜାରି ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ...

୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କ ଦର୍ଶନ କଲେ ସେବାୟତ ପରିବାର

ପୁରୀ ଅଫିସ, ୨୩।୧୨: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଦୀର୍ଘ ୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର। ଆରମ୍ଭ ହେଲା ଭକ୍ତ-ଭଗବାନଙ୍କ ମିଳନ। ଭୋର ୪ଟା ୪୦ରେ ସିଂହଦ୍ୱାର ଫିଟାଯିବା ପରେ ଦର୍ଶନ ଆରମ୍ଭ ହୋଇଛି। ତେବେ ଆଜିଠୁ ୩ଦିନ...

ଅଭିଯୁକ୍ତ ଛାତ୍ରଙ୍କୁ ୩ ଦିନ ରିମାଣ୍ଡ

ନୟାଗଡ଼ ଅଫିସ,୨୩ା୧୨: ଏସ୍‌ଆଇଟି ସୋମବାର ଗିରଫ କରିଥିବା କଲେଜ ଛାତ୍ରଙ୍କୁ କୋର୍ଟରେ ହାଜର କରିବା ସହ ରିମାଣ୍ଡ ପାଇଁ ଆବେଦନ କରିଥିଲା। ଏଥିପାଇଁ କୋର୍ଟ ୩ ଦିନ ଅନୁମତି ପ୍ରଦାନ କରିଛନ୍ତି। ୨୨, ୨୩ ଓ ୨୪ ତାରିଖ ଯାଏ...

ଯୁଦ୍ଧ ଜାହାଜରେ ବୁଲିଲେ ବିଧାୟକ,ଏମ୍‌ପି

ପାରାଦୀପ,୨୩ା୧୨(ସ୍ବ.ପ୍ର.) : ରାଜ୍ୟର ୧୦୧ ବିଧାୟକ ଓ ଜଣେ ଏମ୍‌ପି ମଙ୍ଗଳବାର ପାରାଦୀପ ଗସ୍ତରେ ଆସି ଭାରତୀୟ ନୌସେନାର ଦ୍ବିତୀୟ ବୃହତ୍‌ ଯୁଦ୍ଧ ଜାହାଜ ଆଇଏନ୍‌ଏସ୍‌ ଜଲାସ୍ବରେ ବୁଲିଛନ୍ତି। ଏହା ନୌସେନା ଇତିହାସରେ ପ୍ରଥମ ବୋଲି କାର୍ଯ୍ୟକ୍ରମ ଶେଷରେ ରିୟଲ...

ଦକ୍ଷେଶ୍ୱର ମନ୍ଦିରରୁ ଚୋରି

ଖୋର୍ଦ୍ଧା ଅଫିସ୍‌/ ବାଣପୁର, ୨୩ା୧୨ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଣପୁରର ଐତିହାସିକ ଶୈବପୀଠ ଶ୍ରୀଦକ୍ଷେଶ୍ୱର ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ୨୨ଟି ଅଷ୍ଟଧାତୁ ମୂର୍ତ୍ତି ଚୋରି ହୋଇଛି। ଏନେଇ ମଙ୍ଗଳବାର ପାଳିଆସେବକ ଶଙ୍କର ନାୟକ ବାଣପୁର ଥାନାରେ ଲିଖିତ ଅଭିଯୋଗ...

ହାତ ପତେଇବେ ଅଭିନେତ୍ରୀ ମୀରା

ପୁରୁଣା ଭୁବନେଶ୍ୱର, ୨୩।୧୨(ଡି.ଏନ୍‌.ଏ.): କରୋନା ମହାମାରୀ ପାଇଁ ରାଜ୍ୟର ବିଭିନ୍ନ କଳାକାର ହାତବାନ୍ଧି ବସିଛନ୍ତି। ପ୍ରଭାବିତ ହୋଇଛି ଜୀବିକା। ଓଡ଼ିଆ ଫିଲ୍ମ ଜଗତର ହାସ୍ୟ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ମୀରା ମହାନ୍ତି କେନ୍ଦ୍ର ସରକାର ପକ୍ଷରୁ କଳାକାର ଭତ୍ତା ପାଉଥିଲେ।...

କିନ୍ନରଙ୍କୁ କଲେ ଜୀବନସାଥୀ

ଅନୁଗୋଳ ଅଫିସ,୨୩ା୧୨: ୫ ବର୍ଷ ତଳୁ ଭଲ ପାଉଥିବା କିନ୍ନରଙ୍କୁ ମଙ୍ଗଳବାର ଜୀବନସାଥୀ କରିଛନ୍ତି ଜଣେ ଯୁବକ। ଏହି ଚର୍ଚ୍ଚିତ ବିବାହ ହୋଇଛି ଅନୁଗୋଳ ସହରସ୍ଥିତ ମା’ ବୁଢ଼ୀ ଠାକୁରାଣୀ ମନ୍ଦିରରେ। ଉଭୟଙ୍କ ପରିବାରରୁ କେହି ଉପସ୍ଥିତ ନ ଥିଲେ...

ଆଜି ଖୋଲିବ ଶ୍ରୀମନ୍ଦିର

ପୁରୀ ଅଫିସ,୨୩ା୧୨: ସବୁ ଉତ୍କଣ୍ଠା ଓ ପ୍ରତୀକ୍ଷାର ଅବସାନ ଘଟାଇ ବୁଧବାରଠାରୁ ଶ୍ରୀମନ୍ଦିର ଖୋଲିବ। ଭକ୍ତ ଓ ଭଗବାନଙ୍କ ମିଳନ ହେବ। ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ବ୍ୟାରିକେଡ୍‌ ତିଆରି ସରିଥିବାବେଳେ ନାମ ପଞ୍ଜୀକରଣ ଓ...

ଏକଦିବସୀୟ ଭଲିବଲ ଟୁର୍ନାମେଣ୍ଟ : ବଲାଙ୍ଗୀର ଚାମ୍ପିୟନ

ବଲାଙ୍ଗୀର ଅଫିସ, ୨୩ା୧୨ – ବଲାଙ୍ଗୀର ସଦର ବ୍ଲକ ଶିବତଲା ଭଲିବଲ ଆସୋସିଏଶନ ପକ୍ଷରୁ ଏକଦିବସୀୟ ଭଲିବଲ ପ୍ରତିଯୋଗିତା ଶିବତଲା ମିନିଷ୍ଟାଡିୟମଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଲାଙ୍ଗୀର, ପାଟଣାଗଡ, ଶିବତଲା ସମେତ ୬ଟି ଦଳ ଅଂଶଗ୍ରହଣ କରିଥିଲେ। ମୁଖ୍ୟଅତିଥି ଭାବେ...

ସାକାର ହେଉନି ସେତୁ ସ୍ବପ୍ନ

(ସଚ୍ଚିଦାନନ୍ଦ ପ୍ରଧାନ) କଣିହାଁ ,୨୩।୧୨ – ଟିକିରା ନଦୀରେ ସେତୁଟିଏ ପାଇଁ ବର୍ଷ ବର୍ଷ ଧରି ଲୋକେ ଦାବି କରିଆସୁଥିଲେ। ଜିଲା ଖଣିଜ ପାଣ୍ଠିରୁ ୧୪ କୋଟି ଟଙ୍କା ମଞ୍ଜୁର ହୋଇଥିବା ଜଣାପଡ଼ିବା ପରେ ସେମାନେ ଖୁସି ହୋଇଯାଇଥିଲେ। ପୋଲ...

୫୦ଏକର ଧାନ ନଷ୍ଟ କଲେ ହାତୀପଲ

ରାଇସୁଆଁ, ୨୩।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ଜାମୁନାଳିଆ ଗ୍ରାମରେ ସୋମବାର ବିଳମ୍ବତି ରାତିରେ ୨୨ରୁ ଉର୍ଦ୍ଧ୍ୱ ହାତୀ ପଶି ୫୦ ଏକରରୁ ଅଧିକ ଧାନଫସଲ ନଷ୍ଟ କରି ଦେଇଛନ୍ତି। ସ୍ଥାନୀୟ ଅଞ୍ଚଳରେ ହାତୀ ଘଉଡ଼ାଇବା ସହ ହାତୀ ଆତଙ୍କ...

ରାସ୍ତାରୋକୋ କଲେ ଚାଷୀ :  ଏସ୍‌ଏଚ୍‌ଜିର ଧାନକିଣାକୁ ବିରୋଧ

ଭଦ୍ରକ ଅଫିସ/ପଦ୍ମପୁର,୨୩ା୧୨(ଡି.ଏନ୍‌.ଏ.)- ଭଦ୍ରକ ବ୍ଲକ ଅଧୀନ ବରହମ୍‌ପୁର ପଞ୍ଚାୟତର ସେବା ସମବାୟ ସମିତିରେ ସ୍ବୟଂ ସହାୟକ ଗୋଷ୍ଠୀର ଧାନକିଣାକୁ ବିରୋଧ କରି ମଙ୍ଗଳବାର ଶତାଧିକ ଚାଷୀ ଧାନ ବୋଝେଇ ଟ୍ରକ ଓ ଟ୍ରାକ୍ଟର ରଖି ଇଚ୍ଛାପୁରଠାରେ ରାସ୍ତାରୋକୋ କରିଥିଲେ। ଏହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri