ଆମ ଜିଲା ଖବର

ଲିମକା ବୁକ ଅଫ୍‌ ରେକର୍ଡ଼ସରେ ବାହାନଗାର ଯୁବ ଇଞ୍ଜିନିୟର

ବାହାନଗା, ୨୨ା୧୨-୧୦ହଜାରରୁ ଊର୍ଦ୍ଧ୍ୱ ସାମାଜିକ ଉପକରଣ, ୩୦ହଜାରରୁ ଊର୍ଦ୍ଧ୍ୱ ବିଜ୍ଞାନ ଓ ଶିକ୍ଷଣୀୟ ସାମଗ୍ରୀ ପ୍ରସ୍ତୁତ କରି ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଚଳର ଯୁବ ଇଞ୍ଜିନିୟର ଡ. ମିହିର କୁମାର ପଣ୍ଡା ଲିମିକା ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ...

ପାରାଦୀପରେ ୧୦୦ରୁ ଊର୍ଦ୍ଧ୍ୱ ମନ୍ତ୍ରୀ, ବିଧାୟକ: ଯୁଦ୍ଧ ଜାହାଜରେ ବସି ସମୁଦ୍ରରେ ବୁଲିଲେ

ସୋରଡ଼ା,୨୨।୧୨(ଡି.ଏନ୍‌.ଏ.): ରାଜନୀତିରୁ କିଛି ସମୟ ବାହାରକରି ସମୁଦ୍ରର ନୀଳ ଜଳରାଶିରେ ବୁଲିଛନ୍ତି ମନ୍ତ୍ରୀ, ବିଧାୟକ । ମଙ୍ଗଳବାର ସକାଳେ ୧୦୦ ଜଣରୁ ଊର୍ଦ୍ଧ୍ୱ ବିଧାୟକ ଭୁବନେଶ୍ବରରୁ ୪ଟି ସ୍ବତନ୍ତ୍ର ବସ୍‌ ଯୋଗେ ପାରାଦ୍ବୀପ ଯାତ୍ରାକରି ସେଠାରେ ୯ଟା ସୁଦ୍ଧା ପହଞ୍ଚିଥିଲେ।...

ଟ୍ରକ୍‌ ଚାଳକଙ୍କୁ ମରଣାନ୍ତକ ଆକ୍ରମଣ କରି ଦୁର୍ବୃତ୍ତ ଲୁଟିନେଲେ ୧୩ ହଜାର

ଲଖନପୁର,୨୨।୨୦(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅନ୍ତର୍ଗତ ରମ୍ପେଲା ବ୍ରିଜ ନିକଟରେ ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଜଣେ ଟ୍ରକ ଚାଳକଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ତାଙ୍କ ନିକଟରୁ ୧୩ ହଜାର ଟଙ୍କା ଲୁଟିନେଇ ଫେରାର ହୋଇଯାଇଛନ୍ତି । ଆହତ...

ସାର୍ଣ୍ଣା ଧର୍ମକୁ ସ୍ବୀକୃତି ଦାବିରେ ଆଦିବାସୀଙ୍କ ଆନ୍ଦୋଳନ, ସାମିଲ ହେଲେ ପିସିସି ସଭାପତି

କେନ୍ଦୁଝର, ୨୨।୧୨(ସ୍ବ.ପ୍ର.): ଆଦିବାସୀଙ୍କ ସାର୍ଣ୍ଣା ଧର୍ମର ସାମ୍ବିଧାନିକ ସ୍ବୀକୃତି ଦାବିରେ ମଙ୍ଗଳବାର ଆଦିବାସୀ ସଙ୍ଗଠନ ପକ୍ଷରୁ ଏକ ବିଶାଳ ରାଲି ଓ ବିକ୍ଷୋଭ ସଭା ଅନୁଷ୍ଠିତ ହୋଇଯାଇଛି। ଦ ଅଲ୍‌ ଇଣ୍ଡିଆ ସାର୍ଣ୍ଣା ଧର୍ମ ଚେମେଟ ଆଶ୍ରା ସଙ୍ଗଠନର ଡାକରାରେ...

ପରୀ ମୃତଦେହ ସହ ଯୌନ ସମ୍ପର୍କ ରଖିଥିଲେ ଅଭିଯୁକ୍ତ

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ନୟାଗଡ଼ ଯଦୁପୁରର ପରୀ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ସରୋଜ ସେଠୀଙ୍କୁ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ ଏସ୍‌ଆଇଟି। ଏ ନେଇ ମଙ୍ଗଳବାର ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରା ପ୍ରେସ୍‌ମିଟ୍‌ ଜରିଆରେ ସୂଚନା ଦେଇଛନ୍ତି। ସରୋଜ ସେଠୀ ମୁଖ୍ୟ...

ପ୍ରତିଶ୍ରୁତି ହେଉନି ପାଳନ

ପଟ୍ଟାମୁଣ୍ଡାଇ, ୨୨।୧୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଦୀର୍ଘଦିନରୁ ଅବହେଳିତ ଅବସ୍ଥାରେ ରହିଛି। ବାରମ୍ବାର ବିଭିନ୍ନ ଦାବି ପୂରଣ ଦିଗରେ ରାଜ୍ୟ ସରକାର ଠୋସ ପଦକ୍ଷେପ ନେଉଥିବା ନେଇ ଚର୍ଚ୍ଚା ହେଉଛି। ପଟ୍ଟାମୁଣ୍ଡାଇ ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବର...

ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

କଳିଙ୍ଗନଗର,୨୨।୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଚୋରଦା-ଡୁବୁରୀ ୬ ଚକିଆ ରାସ୍ତା ନିର୍ମାଣ ପାଇଁ ସୋମବାରଠାରୁ ଦାନଗଦୀ ବଜାରରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ସକାଳ ୧୦ଟାରୁ ଆରମ୍ଭ ହୋଇଛି। ପ୍ରଥମେ ମାନପୁର ଓଭର ବ୍ରିଜ ନିକଟରୁ ଗୋଟିଏ ପଟ ଉଚ୍ଛେଦ କରାଯାଇଥିଲା। ସିଙ୍ଗାଗାଡିଆରେ...

ଦୁଇଦିନ ହେଲା ୪୯ ନଂ ଜାତୀୟ ରାଜପଥ ଜାମ୍‌: ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୨୨ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ମୁମ୍ବାଇ – କୋଲକାତା ଜାତୀୟ ରାଜପଥ (ଏନ୍‌ଏଚ୍‌) ୪୯ରେ ସଦର ଥାନା ଅନ୍ତର୍ଗତ ଠାକୁରଡିହି ନିକଟରେ ଦୁଇଟି ଟ୍ରକ୍‌ ବ୍ରେକ ଡାଉନ ହେବାରୁ ସୋମବାରଠାରୁ ଯାତାୟାତ ଠପ୍‌ ହୋଇଯାଇଛି। ଏହି ରାସ୍ତାରେ ହଜାର...

ପାନୀୟ ଜଳ ପାଇଁ ବାଲିଚୁଆ ଭରସା

କୋକସରା, ୨୨।୧୨ (ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର ମହକୁମା ପଞ୍ଚାୟତ ନୂଆପଡା ଗାଁର ନଳକୂପ ପାଣି ବ୍ୟବହାର ଉପଯୋଗୀ ହେଉ ନ ଥିବାରୁ ଏବେ ଜଳକଷ୍ଟ ଭୋଗୁଛନ୍ତି ଗ୍ରାମବାସୀ। ଗାଁରେ ୫୦ରୁ ଊର୍ଦ୍ଧ୍ୱ ପରିବାର ରହୁଥିବା ବେଳେ...

ପରୀ ହତ୍ୟାକାଣ୍ଡ: ପୋଖରୀରୁ ପ୍ରମାଣ ଖୋଜୁଛି ଏସ୍‌ଆଇଟି, ନିଷ୍କାସନ ହେଉଛି ପାଣି

ନୟାଗଡ଼ ଅଫିସ, ୨୨।୧୨: ବହୁ ଚର୍ଚ୍ଚିତ ‘ପରୀ’ ହତ୍ୟାକାଣ୍ଡ ମାମଲାରେ ଏସ୍‌ଆଇଟି ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ତାଙ୍କ ଗାଁ ଯଦୁପୁରରେ ଥିବା ଏକ ପୋଖରୀରୁ ମଙ୍ଗଳବାର ସକାଳୁ ଜଳ ନିଷ୍କାସନ କରାଯାଉଛି। ଅଧିକ ପ୍ରମାଣ ଲାଗି ପୋଖରୀରୁ ଜଳ...

ପ୍ରଜାକୋର୍ଟରେ ଗୋଟିଏ ପରିବାରକୁ ଗାଁରୁ ବିତାଡ଼ିତ କଲେ ମାଓବାଦୀ

ଚିତ୍ରକୋଣ୍ଡା,୨୨ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀଙ୍କ ହିଂସା ଦେଖିବାକୁ ମିଳିଛି। ସ୍ବାଭିମାନ ଅଞ୍ଚଳ ଯନ୍ତ୍ରୀ ପଞ୍ଚାୟତ ସନ୍ନ୍ୟାସୀଗୁଡ଼ା ଗ୍ରାମର ଗୋଟିଏ ପରିବାରକୁ ପ୍ରଜାକୋର୍ଟରେ ନିର୍ଯାତନା ଦିଆଯିବା ସହ ଗାଁରୁ ବିତାଡ଼ିତ କରିଛନ୍ତି ମାଓବାଦୀ। ଦୁଇଦିନ ତଳେ ସ୍ବାଭିମାନ...

ଜିଏସ୍‌ଟି ଅଫିସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରାଉରକେଲା ଅଫିସ, ୨୨।୧୨: ରାଉରକେଲା ଜିଏସ୍‌ଟି ଅଫିସରେ କାର୍ଯ୍ୟରତ ଅଲେଖ ମହାନନ୍ଦଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ଅଲେଖ ଜିଏସ୍‌ଟି ଅଫିସର ଭାବେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri