ଆମ ଜିଲା ଖବର

ଧାନ କିଣାକୁ ବିରୋଧ କରି ରାଜରାସ୍ତାରେ ଚାଷୀ

ପଦ୍ମପୁର,୨୨ା୧୨(ଡି.ଏନ୍‌.ଏ.): ବରହମପୁର ସେବା ସମବାୟ ସମିତିରେ ସ୍ବୟଂ ସହାୟକ ଗୋଷ୍ଠୀର ଧନ କିଣାକୁ ବିରୋଧ କରି ମଙ୍ଗଳବାର ଚାଷୀମାନେ ଧାନ ବୋଝେଇ ଟ୍ରକ ଓ ଟ୍ରାକ୍ଟର ରଖି ଇଚ୍ଛାପୁର ଠାରେ ରାସ୍ତାରୋକୋ କରିଛନ୍ତି। ଭଦ୍ରକ ବାସୁଦେବପୁର ଓ ଭଦ୍ରକ ଚାନ୍ଦବାଲି...

ଅଙ୍ଗନବାଡ଼ି କର୍ମୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ,୨୨ା୧୨: ଆୟବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୌର ପରିଷଦର ୯ ନଂ ଓ୍ବାର୍ଡର ଅଙ୍ଗନବାଡ଼ି କର୍ମୀ ନମିତା ଦଳାଇଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏକା ସାଙ୍ଗରେ ୫ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି।...

ଅଠରନଳା ପୁରୁଣା ବ୍ରିଜ୍‌ରେ ବାଇକ୍‌ ଚଳାଚଳ ବନ୍ଦ

ପୁରୀ ଅଫିସ,୨୨।୧୨:ଅଠରନଳା ପୁରୁଣା ବ୍ରିଜ୍‌ ଉପରେ ଦୁଇଚକିଆ ଯାନ ଚଳାଚଳ ବନ୍ଦ ରହିବ। ଏ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ସୋମବାର ଏ ସମ୍ପର୍କରେ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରାଯାଇ ସର୍ବସାଧାରଣଙ୍କୁ ଅବଗତ କରାଯାଇଛି।...

ଜ୍ବାଇଁଙ୍କୁ ପରଷାଗଲା ୭୫ ପ୍ରକାର ଖାଦ୍ୟ

ଗୋପ,୨୨।୧୨(ଡି.ଏନ୍‌.ଏ.): କଥାରେ ଅଛି ଓଡ଼ିଆ ଘରେ ଜ୍ବାଇଁର ସମ୍ମାନ ସବୁଠାରୁ ଉଚ୍ଚରେ। ଜ୍ବାଇଁ ଯେବେ ଘରକୁ ଅତିଥି ଭାବରେ ଆସିଥାଏ ସେତେବେଳେ ଶ୍ୱଶୁର ଘର ପକ୍ଷରୁ ଜ୍ବାଇଁ ଝିଅଙ୍କ ଲାଗି ୯ ପ୍ରକାର ଛଅ ଭଜା ହୋଇଥାଏ। ହେଲେ ସୋମବାର...

ଏସ୍‌ଆଇଟିର ଗିରଫଦାରି ପରେ ଅନେକ ପ୍ରଶ୍ନ

ନୟାଗଡ଼ ଅଫିସ,୨୨।୧୨: ପରୀ ଅପହରଣ ଓ ହତ୍ୟା ଘଟଣାରେ ଏସ୍‌ଆଇଟି ଜଣେ ଛାତ୍ରଙ୍କୁ ଗିରଫ କରିବା ପରେ ସାଧାରଣରେ ନାନା ପ୍ରଶ୍ନ ଉଠିଛି। ସାଢ଼େ ୪ ମାସର ତଦନ୍ତ ପରେ ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ଫେଲ୍‌ ମାରିଥିଲା। ହେଲେ ୨୦...

ସ୍ବାମୀଙ୍କୁ ଜାମିନରେ ଆଣିବାକୁ ଯାଇ ଜେଲ ଗଲେ ମହିଳା

କଟକ ଅଫିସ,୨୨।୧୨: ଡାକ୍ତରଙ୍କ ନକଲି ପ୍ରେସ୍‌କ୍ରିପ୍‌ସନ ତିଆରି କରି ଜଣେ ମହିଳା ଗିରଫ ହୋଇଛନ୍ତି। ସ୍ବାମୀଙ୍କୁ ଜାମିନରେ ଆଣିବା ପାଇଁ ନିଜେ ଅସୁସ୍ଥ ଦର୍ଶାଇ ମହିଳା ଜଣକ ଏପରି ଚକ୍ରାନ୍ତ କରିଥିଲେ। କୋର୍ଟରେ ଧରା ପଡିବା ପରେ ତାଙ୍କୁ ଜେଲ୍‌...

୩ରୁ ଖୋଲିବ ଶାରଳା ମନ୍ଦିର, ଗୋରଖନାଥ ପୀଠ

ଜଗତ୍‌ସିଂହପୁର ଅଫିସ୍‌, ୨୨।୧୨: ଜାନୁୟାରୀ ୩ରୁ ଜଗତ୍‌ସିଂହପୁର ଜିଲାର ପ୍ରସିଦ୍ଧ ଶାରଳା ମନ୍ଦିର ଓ ଗୋରଖନାଥ ପୀଠ ଖୋଲିବ ବୋଲି ସୋମବାର ଜିଲାପାଳ ସରୋଜ କୁମାର ମିଶ୍ର ସୂଚନା ଦେଇଛନ୍ତି। ଏହି ୨ ପୀଠରେ କୋଭିଡ୍‌ ନିୟମାବଳୀ କଡ଼ାକଡ଼ି ଭାବେ...

ପରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତ କୋର୍ଟଚାଲାଣ

ନୟାଗଡ ଅଫିସ,୨୨।୧୨: ନୟାଗଡ଼ ସଦର ଥାନା ଅନ୍ତର୍ଗତ ଯଦୁପୁରର ଶିଶୁକନ୍ୟା ପରୀକୁ ଅପହରଣ ଓ ହତ୍ୟା ମାମଲାରେ ସେହି ଗ୍ରାମର ଜଣେ କଲେଜ ଛାତ୍ରଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ଦର୍ଶାଇଛି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଆଇଟି। ଶନିବାରଠାରୁ ଅଟକ ଥିବା ଉକ୍ତ ଛାତ୍ରଙ୍କୁ...

ସନ୍ତୁଷ୍ଟି ଦେଉନି ସବୁଜିମା ସର୍ଭେ

ଅନୁଗୋଳ ଅଫିସ,୨୨ା୧୨ ପ୍ରତିବର୍ଷ ଅନୁଗୋଳ ଜିଲାରେ ହେଉଛି ବନୀକରଣ। ସହସ୍ରାଧିକ ହେକ୍ଟର ଜମିରେ ଲଗାଯାଉଛି ଲକ୍ଷାଧିକ ଚାରା। ଏଥିରୁ ବନ ବିଭାଗ ନିଜେ କିଛି ରୋପଣ କରୁଥିବାବେଳେ ବଳକା ଚାରା ସରକାରୀ ଓ ବେସରକାରୀ ସଂସ୍ଥା ସହ ସାଧାରଣରେ ବଣ୍ଟନ...

ସ୍ପେଶାଲ ପ୍ଲାନିଂ ଅଫିସ ଟ୍ରେସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୨୧ା୧୨-ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଟିମ୍‌ ବଲାଙ୍ଗୀର ସ୍ପେଶାଲ ପ୍ଳାନିଂ ଅଫିସର ଟ୍ରେସର(ନକ୍ସା ଅଙ୍କନକାରୀ)ଜୀବଦୀଶ ପାତ୍ରଙ୍କ ଘର ଓ ଅଫିସରେ ସୋମବାର ଚଢ଼ାଉ କରିଥିଲା। ଭିଜିଲାନ୍ସ ଟିମ୍‌ ପାତ୍ରଙ୍କ ବଲାଙ୍ଗୀର ସହର ଆଦର୍ଶପଡାସ୍ଥିତ ଘର, ଭାଇଙ୍କ ଘର,...

ସିକିମ୍‌ ସଡ଼କ ଦୁର୍ଘଟଣା: ଆସନ୍ତାକାଲି ଆସିବ ଓଡ଼ିଆ ଯବାନଙ୍କ ମୃତଦେହ

କବିସୂର୍ଯ୍ୟନଗର,୨୧ା୧୨-ସିକିମ୍‌ର ନାଥୁଲାରେ ଏକ ବରଫାବୃତ୍ତ ରାସ୍ତାରେ ଯବାନଙ୍କ ଜିପ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଜଣେ ଓଡ଼ିଆଙ୍କ ସମେତ ୩ ଯବାନ ଓ ଜିପ୍‌ରେ ଥିବା କମାଣ୍ଡିଂ ଅଫିସରଙ୍କ ୭ ବର୍ଷୀୟ ପୁଅଙ୍କ ମୃତ୍ୟୁ ଘଟିଥିଲା। ମୃତ ଓଡ଼ିଆ ଯବାନ ହେଲେ...

ଏଟିଏମ୍‌ରୁ ୨୬ ଲକ୍ଷ ୫୬ ହଜାର ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ୪ ଗିରଫ

ଢେଙ୍କାନାଳ ଅଫିସ, ୨୧।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନଂ. ଜାତୀୟ ରାଜପଥରୁ ପାର୍ଶ୍ୱ ନିମବାହାଲି ଛକରେ ଥିବା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ଏକ ଏଟିଏମ୍‌ରୁ ଗତ ୧୪ ତାରିଖରେ ଚୋରି ହୋଇଥିଲା। ଦୁର୍ବୃତ୍ତ ଗ୍ୟାସ କଟର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri