ଆମ ଜିଲା ଖବର

ଆଉ ଦିନକ ପରେ ଖୋଲିବ ଶ୍ରୀମନ୍ଦିର: ପ୍ରଥମ ୩ଦିନ ଦର୍ଶନ କରିବେ ସେବାୟତଙ୍କ ପରିବାର

ପୁରୀ ଅଫିସ, ୨୧।୧୨: ଦୀର୍ଘ ମାସ ହେବ ନିଜ ପ୍ରଭୁଙ୍କ ଦର୍ଶନ ପାଇଁ ଆତୁର ହୋଇ ଚାହିଁ ରହିଥିବା ଭକ୍ତଙ୍କୁ ମିଳିଛି ଆଶ୍ୱସ୍ତି। ଆଉ ମାତ୍ର ଦିନକ ପରେ ଅର୍ଥାତ୍‌ ୨ି ତାରିଖରେ ଖୋଲିବ ଶ୍ରୀମନ୍ଦିର। ଶ୍ରିମନ୍ଦିର ଖୋଲିବା ପ୍ରସ୍ତୁତି...

ଭୁଲ ଔଷଧ ବିତରଣକୁ ନେଇ ଉତ୍ତେଜନା, ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମୁଖ୍ୟ ଫାଟକ ବନ୍ଦକଲେ ଗ୍ରାମବାସୀ

ବସ୍ତା, ୨୧।୧୨(ଡି.ଏନ୍‌.ଏ. ): ବାଲେଶ୍ୱର ଜିଲା ବସ୍ତାସ୍ଥିତ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭୁଲ ଔଷଧ ବିତରଣକୁ ନେଇ ସୋମବାର ସକାଳେ ଉତ୍ତେଜନା ଦେଖାଦେଇଛି। ମିଳିଥିବା ସୂଚନାନୁଯାୟୀ, ରବିବାର ବସ୍ତା ବ୍ଲକ ଅନ୍ତର୍ଗତ ଦେଉଳପଡ଼ା ଗ୍ରାମର ସୁବାସିନୀ ଦଳାଇ ନାମକ...

ପରୀ ହତ୍ୟା ମାମଲାର ପ୍ରମାଣ ପାଇଁ ଶୁଖାଯିବ ପୋଖରୀ: ଏସ୍‌ଆଇଟି

ନୟାଗଡ଼ ଅଫିସ, ୨୧।୧୨: ପରୀ ହତ୍ୟା ମାମଲାର ପ୍ରମାଣ ପାଇବା ପାଇ ଶୁଖାଯିବ ପୋଖରୀ। ପରୀ ମୃତଦେହର କିଛି ଅଂଶ ପୋଖରୀରେ ପଡ଼ିଥିବା ସନ୍ଦେହ କରୁଛି କ୍ରାଇମ୍‌ ବ୍ରାଞ୍ଚ। ତେଣୁ ଏପରି ପଦକ୍ଷେପ ନେବାକୁ ଯୋଜନା କରାଯାଉଥିବା ସୂଚନା ମିଳିଛି।...

ପ୍ରାଣୀ ଚିକିତ୍ସା ସେବା ବିପର୍ଯ୍ୟସ୍ତ

ଜଗତ୍‌ସିଂହପୁର ଅଫିସ୍‌, ୨୧।୧୨ – ଜଗତ୍‌ସିଂହପୁର ଜିଲାରେ ଏବେ ପ୍ରାଣୀ ଚିକିତ୍ସା ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ପଦବୀ ଖାଲି ସାଙ୍ଗକୁ ଅସ୍ତ୍ରୋପଚାର ସୁବିଧା ନ ଥିବା ଏବଂ ଭିତ୍ତିଭୂମିର ଅଭାବ କାରଣରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାଣୀ ରକ୍ତ,...

ପେନାଲା ଗ୍ରାମକୁ ରାସ୍ତା ନାହିଁ: କାଠଗଣ୍ଡିରେ ଯାତାୟାତ କରୁଛନ୍ତି ଆଦିବାସୀ

ବାଲିଗୁଡ଼ା,୨୧।୧୨(ଡି.ଏନ୍‌.ଏ.): କନ୍ଧମାଳର ବିକାଶ ପାଇଁ ସରକାରୀସ୍ତରରେ ସ୍ବତନ୍ତ୍ର ଯୋଜନା ରହିଛି। ହେଲେ ଏବେ ମଧ୍ୟ ଅନେକ ଅଞ୍ଚଳରେ ବିକାଶ ଅପହଞ୍ଚ ହୋଇଛି। ଫଳରେ ବର୍ଷବର୍ଷ ଧରି ଲୋକେ କାଠଗଣ୍ଡିରେ ବିପଦସଙ୍କୁଳ ଅବସ୍ଥାରେ ଯାତାୟାତ କରୁଛନ୍ତି। ଏହା ଦେଖିବାକୁ ମିଳିଛି କନ୍ଧମାଳ ଜିଲା...

ପରୀ ହତ୍ୟାକାଣ୍ଡ ମାମଲା: ସରୋଜଙ୍କ ଘରେ ଏସ୍‌ଆଇଟି ଟିମ୍‌

ନୟାଗଡ଼ ଅଫିସ,୨୧ା୧୨: ପରୀ ହତ୍ୟାକାଣ୍ଡର ତଦନ୍ତ ପାଇଁ ଏସ୍‌ଆଇଟିର ଦୁଇ ଜଣିଆ ଟିମ୍‌ ଯଦୁପୁର ଗାଁରେ ପହଞ୍ଚିଛନ୍ତି। ମହିଳା ଇନ୍ସପେକ୍ଟର ପ୍ରଥମେ ସରୋଜଙ୍କ ମା’ ଓ ପରେ ଗାଁ ସଭାପତିଙ୍କ ପଚରାଉଚରା କରିଛନ୍ତି। ତେବେ ଅଭିଯୁକ୍ତଙ୍କୁ ତାଙ୍କ ସାଙ୍ଗରେ ଆଣି...

ବ୍ରାଉନସୁଗାର କାରବାର ବେଲଗାମ

ନୟାଗଡ ଅଫିସ,୨୧।୧୨: ବ୍ରାଉନସୁଗାର କାରବାର ଉପରେ ଲଗାମ ନ ଥିବାରୁ ଏହାର ବ୍ୟବସାୟ ନୟାଗଡ଼ ଜିଲାରେ ବଢ଼ିବାରେ ଲାଗିଛି। ଜିଲାର ବିଭିନ୍ନ ଥାନା, ଫାଣ୍ଡି, ମନ୍ଦିର, ବଜାର, ଶିକ୍ଷାନୁଷ୍ଠାନ ସମ୍ମୁଖରେ ବ୍ରାଉନସୁଗାର ବିକ୍ରି ହେଉଛି। କାରବାରକୁ ବଢ଼ାଇବା ପାଇଁ ବେକାର...

ପୂରଣ ହେଉନି ବସ୍‌ଷ୍ଟାଣ୍ଡ ପ୍ରତିଶ୍ରୁତି

ଛେଣ୍ଡିପଦା,୨୧ା୧୨ (ସ୍ବ.ପ୍ର.) ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକରେ ରହିଛି କୋଇଲା ଖଣି। ଦୈନିକ ଶତାଧିକ ଟ୍ରକ୍‌ରେ ଏଠାରୁ କୋଇଲା ବିଭିନ୍ନ କାରଖାନାକୁ ଯାଉଛି। ଆଗାମୀ ଦିନରେ ଆହୁରି ଅଧିକ କୋଇଲା ଖଣି ଖୋଳାଯିବାର ଯୋଜନା ସରକାରଙ୍କ ନିକଟରେ ରହିଛି। ବ୍ଲକ ସଦରମହକୁମାରୁ...

ପୁରୀ-ସୁରତ ଏକ୍ସପ୍ରେସ ଧକ୍କାରେ ଦନ୍ତା ହାତୀର ପ୍ରାଣ ଗଲା

ସମ୍ବଲପୁର ଅଫିସ,୨୧ା୧୨: ସମ୍ବଲପୁରର ହାତୀବାରି ଓ ମାନେଶ୍ୱର ଷ୍ଟେଶନ ମଧ୍ୟରେ ଭବାନୀପାଲିରେ ପୁରୀ-ସୁରତ ଏକ୍ସପ୍ରେସ ଧକ୍କାରେ ରବିବାର ବିଳମ୍ବିତ ରାତିରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଥିବା ବେଳେ ଏହାର ସମ୍ମୁଖ ଇଞ୍ଜିନର ୬ଟି ଚକ ଟ୍ରାକ୍‌ରୁ ବାହାରି ଯାଇଥିବା...

ଜିଲା ପରିଷଦ ଉପନିର୍ବାଚନ: ବୁଥ୍‌ରେ ଗ୍ଲୋବ୍ସ, ମାସ୍କ ବ୍ୟବସ୍ଥା ନାହିଁ

କଟକ ସଦର,୨୧।୧୨(ଡି.ଏନ୍‌.ଏ.): ଆସନ୍ତା ୨୨ରେ କଟକ ଜିଲାପରିଷଦ ୭ନଂ. ଜୋନ୍‌ ଉପନିର୍ବାଚନ କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁଯାୟୀ ଅନୁଷ୍ଠିତ ହେବ। ବୁଥ୍‌ରେ ସାମାଜିକ ଦୂରତା ସହ ଭୋଟରମାନଙ୍କ ଥର୍ମାଲ ସ୍କାନିଂ ଓ ସାନିଟାଇଜର ଦ୍ୱାରା ହାତ ସଫାର ବ୍ୟବସ୍ଥା ରହିଛି। ବିଧାନସଭା...

ମନା ନାହିଁ ପତିତପାବନ ଦର୍ଶନ

ପୁରୀ ଅଫିସ, ୨୧।୧୨କରୋନା ମହାମାରୀ ଯୋଗୁ ଦୀର୍ଘ ୯ମାସ ଧରି ବନ୍ଦ ରହିଥିବା ଶ୍ରୀମନ୍ଦିର ଆସନ୍ତା ୨୩ ତାରିଖରୁ ଖୋଲିବ। ୨୩ ଓ ୨୪ ତାରିଖରେ ସେବାୟତ ପରିବାରଙ୍କ ଦର୍ଶନ ପରେ ପୁରୀ ସହରବାସୀଙ୍କ ପାଇଁ ଦର୍ଶନ ବ୍ୟବସ୍ଥା ଆରମ୍ଭ...

ଅନିଶ୍ଚିତତାରେ ଚଉଷଠି ଯୋଗିନୀ ମହୋତ୍ସବ

ବାଳକାଟୀ,୨୧।୧୨(ଡି.ଏନ୍‌.ଏ): ରାଜ୍ୟରେ କରୋନା କଟକଣା କୋହଳ ହେବା ସହ ସଭା, ସମିତି, ଉତ୍ସବ କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ କରିବାକୁ ସରକାର କହିଛନ୍ତି। ତେବେ ରାଜଧାନୀ ଉପକଣ୍ଠ ବାଳକାଟୀର ପ୍ରସିଦ୍ଧ ଚଉଷଠି ଯୋଗିନୀ ମହୋତ୍ସବ ପାଇଁ ଅଳ୍ପଦିନ ବାକି ଥିବାବେଳେ ପ୍ରଶାସନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri