ଆମ ଜିଲା ଖବର

କଂଗ୍ରେସର ବ୍ଲକସ୍ତରୀୟ ସାଙ୍ଗଠନିକ ବୈଠକ

ରିଆମାଳ, ୨୧।୧୨(ଡି.ଏନ୍‌.ଏ.) ଦେବଗଡ ଜିଲା ରିଆମାଳ ସଦର ମହକୁମା କଲ୍ୟାଣ ମଣ୍ଡପଠାରେ ଭାରତୀୟ ଜାତୀୟ କଂଗ୍ରେସର ଦଳକୁ ମଜବୁତ କରିବା ପାଇଁ ବ୍ଲକ ସ୍ତରୀୟ ସାଙ୍ଗଠନିକ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବ୍ଲକର ପୂର୍ବତନ ସଭାପତି ପ୍ରସନ୍ନ କୁମାର...

ସମ୍ବର୍ଦ୍ଧନା ଉତ୍ସବ ପାଳିତ

ଦେବଗଡ଼,୨୧ା୧୨(ଡ଼ି.ଏନ୍‌,ଏ.)- ରବିବାର ପୂର୍ବହ୍ନ ୧୦ଟା୩୦ରେ ସ୍ଥାନୀୟ କ୍ଲବ ଗୃହଠାରେ କୋଭିଡ଼-୧୯ ନିୟମକୁ ପାଳନ କରି ଶ୍ରୀଜଗନ୍ନାଥ ସାହିତ୍ୟ ସଂସଦ ନିରାଡ଼ମ୍ବର ଭାବରେ ସମ୍ବର୍ଦ୍ଧନା ଉତ୍ସବ ପାଳନ ହୋଇଯାଇଛି। ଉତ୍ସବରେ ସଂସଦର ଉପ-ସଭାପତି ନିରନ ଦ୍ୱିବେଦୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବରେ...

ଯବାନ-ମାଓବାଦୀ ଗୁଳି ବିନିମୟ

ଫୁଲବାଣୀ ଅଫିସ, ୨୦ା୧୨-କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ଅଧୀନ ବିରେନି ଗ୍ରାମ ନିକଟ ଜଙ୍ଗଲରେ ଗତ ୧୭ ତାରିଖରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସେଠାରୁ ମାଓବାଦୀମାନେ ଖସି ଯାଇଥିବା ବେଳେ ଜଣେ ମିଲିସିଆଙ୍କୁ ଧରାଯାଇଛି।...

ପିକ୍‌ନିକ୍‌ କରିବାକୁ ଯାଇ କୋଏଲ ନଦୀରେ ଭାସିଗଲେ ୩; ଜଣେ ମୃତ, ୨ ନିଖୋଜ

ରାଉରକେଲା ଅଫିସ,୨୦ା୧୨: ନଦୀରେ ବୁଡ଼ି ଜଣକର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ନିଖୋଜ ଅଛନ୍ତି। ରାଉରକେଲା କୋଏଲ ନଦୀରେ ରବିବାର ଅପରାହ୍ନରେ ୩ ଜଣ ଯୁବକ ଗାଧୋଉଥିବା ବେଳେ ଜଳ ସ୍ରୋତରେ ଭାସି ଯାଇଥିଲେ। ପିକ୍‌ନିକ୍‌ କରିବାକୁ କିଛି...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀ ବିଛାଇଥିଲେ ଲ୍ୟାଣ୍ଡମାଇନ: ଯୋଜନା ପଣ୍ଡ

ଚିତ୍ରକୋଣ୍ଡା,୨୦।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ନାକାମାମୁଡି ପିପିଲପଦର ଅଞ୍ଚଳରୁ ଶନିବାର ବିଏସ୍‌ଏଫ ଯବାନମାନେ ଲ୍ୟାଣ୍ଡମାଇନ ଉଦ୍ଧାର କରିଛନ୍ତି। ବିଏସ୍‌ଏଫ୍‌ ଯବାନ ଉକ୍ତ ରାସ୍ତା ଦେଇ ଯିବାଆସିବା କରୁଥିବା ବେଳେ ସେମାନଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଏଭଳି ଯୋଜନା...

ପୁଣି ଅନୁଭବଙ୍କ ନାଁରେ ଏତଲା ଦେଲେ ବର୍ଷା

କଟକ ଅଫିସ,୨୦ା୧୨ କେନ୍ଦ୍ରାପଡ଼ା ଏମ୍‌ପି ତଥା ଓଲିଉଡ ଅଭିନେତା ଅନୁଭବ ମହାନ୍ତିଙ୍କ ନାଁରେ ପୁଣି ଥରେ ଥାନାରେ ମାମଲା ରୁଜୁ ହୋଇଛି। ଏମ୍‌ପିଙ୍କ ଅଭିନେତ୍ରୀ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଏତଲା ଭିତ୍ତିରେ ପୁରୀଘାଟ ଥାନା ପୋଲିସ ତାଙ୍କ ବିରୋଧରେ ମାମଲା...

ଆଖଡ଼ାଶାଳିିିଠାରେ ନଦୀ ଭିତ୍ତିକ ବନ୍ଦର ନେଇ ସ୍ଥିତି ଅନୁଧ୍ୟାନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ

ମହାକାଳପଡ଼ା,୨୦।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ସ୍ଥାନୀୟ ଆଖଡ଼ାଶାଳିଠାରେ ମହାନଦୀ ଶାଖା ଗୁପ୍ତିଗିରି ମଧ୍ୟରେ ଏକ ପ୍ରସ୍ତାବିତ ନଦୀ ଭିତ୍ତିକ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁଜ ସଙ୍କେତ ମିଳିଥିଲା। ପରେ ଏ ନେଇ ରାଜ୍ୟ ସରକାରଙ୍କ...

ରାନିବଖରୀରେ ହେବ ରାଜକୀୟ ରେଷ୍ଟୁରାଣ୍ଟ

ସମ୍ବଲପୁର,୨୦ା୧୨ (ବ୍ୟୁରୋ): ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ରର ବିକାଶ କରି ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଁ ଅନେକ ଯୋଜନା କରୁଛନ୍ତି। ଏଥିରେ ଯୋଡିହୋଇଛି ନିମନ୍ତ୍ରଣ ଯୋଜନା। ଏହି ଯୋଜନାରେ ସମ୍ବଲପୁର, ପୁରୀ ଓ ଭୁବନେଶ୍ୱରରେ ଓଡିଆ ବ୍ୟଞ୍ଜନ ଯୋଗାଇଦେବାର ବ୍ୟବସ୍ଥା...

କୁମ୍ଭୀର ଆଁରେ ଉପାନ୍ତ ଗାଁ

କେନ୍ଦ୍ରାପଡା ଅଫିସ, ୨୦ା୧୨: ଆଳି ଓ ରାଜନଗର ସୀମାନ୍ତ ନଳଦିଆ ଗ୍ରାମ ପୋଖରୀରୁ ୬ ଫୁଟ୍‌ ଲମ୍ବର ଏକ ବଉଳା କୁମ୍ଭୀରକୁ ଗ୍ରାମବାସୀ ଧରି ବନବିଭାଗକୁ ଶୁକ୍ରବାର ହସ୍ତାନ୍ତର କରିଛନ୍ତି । ଏହାପୂର୍ବରୁ ଏକାଧିକ କୁମ୍ଭୀର ବ୍ରାହ୍ମଣୀ ନଦୀ କୂଳବର୍ତ୍ତୀ...

ଜଗତ୍‌ପୁରରୁ ନକଲି ସୋୟାବଡ଼ି କାରଖାନା ଠାବ: ନାମୀଦାମୀ କମ୍ପାନୀର ଲୋଗୋ ସମେତ ୧୦ଲକ୍ଷ ଟଙ୍କାର ସାମଗ୍ରୀ ଜବତ

କଟକ ଅଫିସ,୨୦ା୧୨: ଜଗତ୍‌ପୁର ଶିଳ୍ପାଞ୍ଚଳ ଫେଜ୍‌-୨ରେ ଥିବା ମାହେକ୍‌ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିମିଟେଡ ନାମକ ଏକ ନକଲି ସୋୟାବଡି କାରଖାନାକୁ ଶନିବାର ପୋଲିସ ଠାବ କରିଛି। ଦୀର୍ଘଦିନ ଧରି ସେଠାରେ ବେଆଇନ ଭାବେ ଉକ୍ତ କାରଖାନା ଚାଲୁଥିଲା। ଖବରପାଇ ଅପରାହ୍ନରେ...

ରୟାଲ୍‌ଟି ଅନିୟମିତତା: ୩ ଖଣିକୁ ନୋଟିସ

ଯୋଡ଼ା, ୨୦ା୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳ ଅନ୍ତର୍ଗତ ୩ ଖଣିକୁ ଷ୍ଟାକ୍‌(ମାନ ନିର୍ଦ୍ଧାରଣ କରାଯାଇଥିବା ଗଚ୍ଛିତ ଖଣିଜ)ରେ ରୟାଲ୍‌ଟି ଅନିୟମିତତା ଅଭିଯୋଗରେ ଯୋଡ଼ା ଖଣି ଯୁଗ୍ମ ନିର୍ଦ୍ଦେଶାଳୟ ପକ୍ଷରୁ ନୋଟିସ ଜାରି କରାଯାଇଛି। ଯୋଡ଼ା ଖଣି ଯୁଗ୍ମ ନିର୍ଦ୍ଦେଶାଳୟ...

୪ ହଜାର ଟଙ୍କାର ବାଲିକୁ ୫୦ ହଜାର

ଜଗତ୍‌ସିଂହପୁର ଅଫିସ୍‌, ୨୦ା୧୨: ଜଗତ୍‌ସିଂହପୁର ଜିଲାରେ ବାଲି ସଇରାତ ହାତେଇବା ପାଇଁ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି। ସଦ୍ୟ କେତୋଟି ସଇରାତ ନିଲାମ ଫଳାଫଳରୁ ଏହା ସ୍ପଷ୍ଟ ହୋଇଛି। ବଡ଼ କଥା ହେଲା ଗତବର୍ଷ ଯେଉଁ ସଇରାତରୁ ବାଲି ଉଠାଇବା ପାଇଁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri