ଆମ ଜିଲା ଖବର

ବାହାରିଲାନି ନିଷ୍କର୍ଷ, ସମୟ ନେଲା ପ୍ରଶାସନ

ଖୋର୍ଦ୍ଧା ଅଫିସ,୧୮।୧୨: ଖୋର୍ଦ୍ଧା ବ୍ଲକ ନରଣଗଡ଼ ପଞ୍ଚାୟତରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବିଜେ, ପୁରୀ ମାର୍ଫତ ଶ୍ରୀମନ୍ଦିର ପରିଚାଳନା କମିଟି ଆଡ୍‌ମିନିଷ୍ଟ୍ରେଟର, ପୁରୀ ନାମରେ ଶତାଧିକ ଏକର ଜମି ଅଛି। ବଂଶାନୁକ୍ରମରେ ଏହି ଜମି ଗ୍ରାମବାସୀଙ୍କ ଭୋଗ ଦଖଲରେ ରହିଛି। ଜମି...

ଜଗନ୍ନାଥପୁର କାଜୁ ପ୍ରକଳ୍ପରେ ଦୁର୍ନୀତି ଅଭିଯୋଗ

ନିରାକାରପୁର,୧୮।୧୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଳବିଭାଜିକା ପକ୍ଷରୁ ଟାଙ୍ଗୀ ବ୍ଲକ କମାଗୁରୁ ପଞ୍ଚାୟତ ଜଗନ୍ନାଥପୁରସ୍ଥିତ ଅଟଳା ମୌଜାରେ ରହିଥିବା ୨୫ଏକର ପରିମିତ ଜମିରେ ୨୦୦୦ ହଜାର କାଜୁ ଚାରାରୋପଣ କରାଯିବାକୁ ପ୍ରକଳ୍ପ ଅନୁମୋଦନ କରାଯାଇଥିଲା। ତେବେ ୩ ବର୍ଷ ମଧ୍ୟରେ ମୋଟ୍‌...

ଶାରଳା ମନ୍ଦିର ଖୋଲିବାକୁ ଜିଲାପାଳଙ୍କ ସବୁଜ ସଙ୍କେତ

ଜଗତ୍‌ସିଂହପୁର ଅଫିସ୍‌,୧୮ା୧୨: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ ଶାରଳା। କୋଭିଡ୍‌-୧୯ ପୂର୍ବରୁ ମା’ଙ୍କ ଦର୍ଶନ ପାଇଁ ରାଜ୍ୟ ତଥା ଦେଶର ବିଭିନ୍ନ ପ୍ରାନ୍ତରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଆଗମନ ହେଉଥିଲା। କିନ୍ତୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି...

ଧାନକିଣା ଆରମ୍ଭରୁ ବିଭ୍ରାଟ

ଖଇରା,୧୭।୧୨: ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ୧୪ଟି ସେବା ସମବାୟ ସମିତିରେ ଏବେ ଧାନକିଣା ଆରମ୍ଭ ହୋଇସାରିଛି। ଅନଲାଇନରେ ବ୍ୟାପକ ତ୍ରୁଟି ରହିଥିବା ଅଭିଯୋଗ ପରେ ମଧ୍ୟ ଯୋଗାଣ ବିଭାଗ ଏହାର ସଂଶୋଧନ କରୁ ନ ଥିବାରୁ ଚାଷୀଙ୍କ ମଧ୍ୟରେ...

ରାସ୍ତା କାମରେ ବ୍ୟବହୃତ ହେଉଛି ଚାଷୀଙ୍କ ପାଣି

ଉମରକୋଟ, ୧୮।୧୨(ସ୍ବ.ପ୍ର.): ଚାଷ କାମ ପାଇଁ ଥିବା କେନାଲ ପାଣିକୁ ଠିକାଦାର ନେଇ ରାସ୍ତା ତିଆରି କାମରେ ବ୍ୟବହାର କରୁଛନ୍ତି। ଉମରକୋଟ ଭାସ୍କେଲ ଜଳସେଚନ ପ୍ରକଳ୍ପର ପାଣି ପୂର୍ତ୍ତ ବିଭାଗ ରାସ୍ତା କାମରେ ଲଗାଯାଉଛି। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ...

ମଷ୍ଟରରୋଲ୍‌ରେ ଅବସରପ୍ରାପ୍ତ ଶିକ୍ଷକ, ପୋଷ୍ଟମାଷ୍ଟରଙ୍କ ନାଁ

ଦିଗପହଣ୍ଡି,୧୮।୧୨(ଡି.ଏନ.ଏ.) – ଦିଗପହଣ୍ଡି ବ୍ଲକ ବଡ଼ଡିମ୍ବୁଳା ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ମଷ୍ଟରରୋଲରେ ଅବସରପ୍ରାପ୍ତ ଶିକ୍ଷକଙ୍କ ସମେତ ପୋଷ୍ଟମାଷ୍ଟର ଓ ସେମାନଙ୍କ ସ୍ତ୍ରୀଙ୍କ ନାଁ ଲେଖାଯାଇ...

ଫଳ ବଜାରରେ ଲାଗିଲା ନିଆଁ

ବଲାଙ୍ଗୀର ଅଫିସ,୧୮ା୧୨: ବଲାଙ୍ଗୀର ଫଳ ବଜାରରେ ଗୁରୁବାର ବିଳମ୍ବିତ ରାତିରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ଚାହୁଁ ଚାହୁଁ ନିଆଁ ଚାରିଆଡ଼େ ବ୍ୟାପି ଯାଇଥିଲା। ଫଳରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ଏହି ଅଗ୍ନିକାଣ୍ଡରେ ଜଣେ...

ଘାଟିରେ ଓଲଟିଲା ବସ୍‌, ୨୫ ଯାତ୍ରୀ ଆହତ

ଫୁଲବାଣୀ ଅଫିସ,୧୮ା୧୨: ଗୁରୁବାର ବିଳମ୍ବିତ ରାତିରେ ଖଜୁରିପଡ଼ା ଥାନା ଅନ୍ତର୍ଗତ ସ୍କୁଲ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପ୍ରାୟ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର...

ପ୍ରଥମେ ଟୋକନ୍‌, ପରେ ଜଗା ଦର୍ଶନ

ପୁରୀ ଅଫିସ,୧୮ା୧୨: କରୋନା କଟକଣା ଯୋଗୁ ଦୀର୍ଘ ୯ମାସ ହେଲା ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିଛି। ତେବେ ପ୍ରଶାସନର ନିଷ୍ପତ୍ତି କ୍ରମେ କୋଭିଡ କଟକଣା ପାଳନ କରାଯାଇ ଅସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲାଯିବ। ପ୍ରଥମ ପର୍ଯ୍ୟାୟରେ ୨୩ରୁ...

୨୦ରେ ମହାପ୍ରଭୁ ପିନ୍ଧିବେ ଘୋଡ଼

ପୁରୀ ଅଫିସ,୧୮ା୧୨: ଶୀତ ଜୋର୍‌ ଧରିବା ଆରମ୍ଭ କଲାଣି। ତେଣୁ ମହାପ୍ରଭୁଙ୍କୁ ଶୀତ ପ୍ରକୋପରୁ ସୁରକ୍ଷିତ ରଖିବା ପାଇଁ ଘୋଡ଼ ଲାଗି କରାଯିବ। ଦରଜି ସର୍ଦ୍ଦାର ପ୍ରକାଶ ମହାପାତ୍ର ଏହି ଘୋଡ଼ (ଶୀତବସ୍ତ୍ର) ତିଆରି କରିସାରି ଗୁରୁବାର ଶ୍ରୀମନ୍ଦିର ପ୍ରଶାସନକୁ...

କାର୍ଯ୍ୟକାରୀ ହେଉନି ସୁପ୍ରିମକୋର୍ଟ ନିର୍ଦ୍ଦେଶନାମା: ଶିଶୁ ମୁଣ୍ଡରେ ଇଟାବୋଝ

ମହାକାଳପଡା,୧୮ା୧୨(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଶୁମାନଙ୍କ ପ୍ରତିଭା ବିକାଶ କରିବା ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରାଯାଉଛି। ସମାଜରେ ନିଜର ସ୍ବାର୍ଥ ସାଧନ ପାଇଁ ଶିଶୁମାନଙ୍କୁ ଘରୋଇ, ନିର୍ମାଣ କାମ, ହୋଟେଲ ଓ ଅନ୍ୟ କାର୍ଯ୍ୟରେ ସ୍ବଳ୍ପ...

ବେଆଇନ କମ୍ପ୍ୟୁଟର ଶିକ୍ଷାକେନ୍ଦ୍ରକୁ ଲଗାମ ନାହିଁ : ମିଳୁଥିବା ସାର୍ଟିଫିକେଟ କାମରେ ଲାଗୁନି

କେନ୍ଦ୍ରାପଡ଼ା ଅଫିସ, ୧୮।୧୨: ବୈଷୟିକ ଶିକ୍ଷା ପ୍ରତି ଯୁବତୀ ଯୁବକଙ୍କ ମଧ୍ୟରେ ଏବେ ଆକର୍ଷଣ ବଢୁଛି। କମ୍ପ୍ୟୁଟର ବିନା କାର୍ଯ୍ୟ କରିବା ଅସମ୍ଭବ ହେଉଛି। ଯୁବପିଢ଼ିଙ୍କ ପାଇଁ ଏହି ଶିକ୍ଷାର ଆବଶ୍ୟକତା ରହିଛି। ଏହାର ସୁଯୋଗ କେତେକ ଜାଲ ସଂସ୍ଥା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri