ଆମ ଜିଲା ଖବର

ଆଉ ଜଣେ ଶିଶୁଙ୍କୁ ଅପହରଣ : ଗାଁ ଦାଣ୍ଡରୁ ଉଠାଇ ନେଲେ ୨ ଦୁର୍ବୃତ୍ତ

କାଶୀନଗର,୧୭ା୧୨(ଡି.ଏନ୍‌.ଏ.)- ଓଡ଼ିଶାର ବିଭିନ୍ନ ସ୍ଥାନରେ ଶିଶୁ ଅପହରଣକୁ ନେଇ ତୁମ୍ବିତୋଫାନ ଚାଲିଥିବାବେଳେ ଗଜପତି ଜିଲା କାଶୀନଗର ଅଞ୍ଚଳରୁ ଗୁରୁବାର ପୁଣି ଜଣେ ଶିଶୁଙ୍କୁ ଅପହରଣ କରାଯାଇଛି। ଦାଣ୍ଡରେ ଖେଳୁଥିବାବେଳେ ଗଜପତି ଜିଲା କାଶୀନଗରସ୍ଥିତ ଜନଗହଳିପୂର୍ଣ୍ଣ ବସ୍‌ଷ୍ଟାଣ୍ଡ ନିକଟ ମର୍ଣ୍ଣିଂ ସାହିରୁ...

ଡାହାଣୀ ସନ୍ଦେହରେ ବୃଦ୍ଧାଙ୍କୁ ହତ୍ୟା

କେନ୍ଦୁଝର/ଢେଙ୍କିକୋଟ,୧୭।୧୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲା ଘଟଗାଁ ଥାନା ଭୋଳବେଡ଼ା ଗ୍ରାମର ମୁଣ୍ଡା ସାହିରେ ବୁଧବାର ଡାହାଣୀ ସନ୍ଦେହରେ ଜଣେ ବୃଦ୍ଧାଙ୍କୁ ଟାଙ୍ଗିଆରେ ହାଣି ନିର୍ମମ ଭାବେ ହତ୍ୟା କରାଯାଇଛି। ଏହି ଘଟଣାରେ ଜନୈକା ନାବାଳିକା ଓ ଜଣେ ନାବାଳକ ପୋଲିସ ନିକଟରେ...

ଓ୍ବେସ୍କୋ ଘରୋଇକରଣକୁ କର୍ମଚାରୀଙ୍କ ବିରୋଧ

ଦେବଗଡ଼,୧୭ା୧୨(ଡି.ଏନ୍‌.ଏ.): ଓ୍ବେସ୍କୋ ଘରୋଇକରଣ ପ୍ରତ୍ୟାହାର ଦାବିରେ ବୁର୍ଲା ଓ୍ବେସ୍କୋ ମୁଖ୍ୟାଳୟଠାରେ ଧାରଣା ଦିଆଯାଇଥିଲା। ଏହି କ୍ରମରେ ଦେବଗଡ଼ ବିଦ୍ୟୁତ୍‌ ବିଭାଗର କର୍ମଚାରୀମାନେ ମଧ୍ୟ ଅନୁରୂପ ବିଦ୍ୟୁତ୍‌ ବିଭାଗ ମୁଖ୍ୟ କାର୍ଯ୍ୟାଳୟଠାରେ ଧାରଣା ଦେଇଥିଲେ। ହୀରାଖଣ୍ଡ ବିଦ୍ୟୁତ୍‌ କର୍ମଚାରୀ ସଂଘ, ହିରା...

ଜୁଏଲାରୀ ଦୋକାନରୁ ୪୦ ଭରି ସୁନାଗହଣା ଚୋରି

ବ୍ରହ୍ମପୁର ଅଫିସ,୧୭ା୧୨: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ଗଣେଶ ମାର୍କେଟ ନିକଟରେ ଥିବା କେଶବ ଜୁଏଲାରୀରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୋକାନ ମାଲିକ ପି. ସତ୍ୟନାରାୟଣ ସେନାପତି ଏନେଇ ଅଭିଯୋଗ କରିଛନ୍ତି। ବ୍ରହ୍ମପୁର ଏସ୍‌ପି ପିନାକ...

ପୁଣି ମାଓବାଦୀଙ୍କ ବର୍ବରତା: ଠିକାଦାରଙ୍କୁ ହତ୍ୟା କରି ଜାହିର କଲେ ସ୍ଥିତି

ମାଲକାନଗିରି,୧୭ା୧୨(ଡି.ଏନ୍‌.ଏ.): ଦୀର୍ଘଦିନର ନୀରବତା ପରେ ପୁଣି ମାଓବାଦୀମାନେ ବର୍ବର କାଣ୍ଡ ଭିଆଇ ନିଜର ସ୍ଥିତି ଜାହିର କରିଛନ୍ତି। ଠିକାଦାରଙ୍କୁ ହତ୍ୟା କରି ରାସ୍ତା କାର୍ଯ୍ୟରେ ନିୟୋଜିତ ମେଶିନ ଓ ଗାଡ଼ି ଜାଳି ଦେଇଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି...

ରାସ୍ତାରୁ ହାତଗୋଡ଼ ବନ୍ଧା ଅଚିହ୍ନା ଯୁବକଙ୍କ ମୃତଦେହ ଜବତ କଲା ପୋଲିସ

ଲଖନପୁର,୧୭ା୧୨(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ଥାନା ଅନ୍ତର୍ଗତ ବେଲପାହାଡ଼ରୁ ସୁନ୍ଦରଗଡ଼ ଯାଇଥିବା ଗ୍ରୀଣ୍ଡୋଲା-କାଉଧର ରାସ୍ତାରୁ ପୋଲିସ ଏକ ଅଚିହ୍ନା ଯୁବକଙ୍କ ମୃତଦେହ ଜବତ କରିଛି। ମୃତ ଯୁବକଙ୍କ ହାତ, ଗୋଡ଼ ଏବଂ ମୁହଁ ବନ୍ଧା ହୋଇଛି । ପ୍ରମାଣ ନଷ୍ଟ...

କୂଅରୁ ମିଳିଲା ନିଖୋଜ ଶିଶୁପତ୍ରର ମୃତଦେହ

ଢେଙ୍କାନାଳ ଅଫିସ୍‌,୧୭।୧୨: ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଖଙ୍କିରା ଗାଁ ଦାଣ୍ଡରେ ଖେଳୁ ଖେଳୁ ନିଖୋଜ ହୋଇଯାଇଥିଲା ଚନ୍ଦନ ସାହୁଙ୍କ ୩ ବର୍ଷର ପୁଅ କାଳିଆ। ବହୁ ଖୋଜାଖୋଜି ପରେ ପରିବାର ଲୋକେ ଛୁଆଟିର ପତ୍ତା ପାଇ ନ ଥିଲେ।...

କେନ୍ଦୁଝରରେ ପର୍ଯ୍ୟଟନସ୍ଥଳୀ ଖାଁ ଖାଁ

କେନ୍ଦୁଝର, ୧୭।୧୨(ଡି.ଏନ.ଏ.): ପର୍ଯ୍ୟଟନ ପୀଠ, ଜଳପ୍ରପାତ, ବିସ୍ତୀର୍ଣ୍ଣ ସବୁଜବନାନୀ ପ୍ରତି ଆକର୍ଷିତ ହୋଇ ରାଜ୍ୟ ଓ ରାଜ୍ୟ ବାହାରୁ ଲକ୍ଷାଧିକ ପର୍ଯ୍ୟଟକ ଧାଇଁ ଆସନ୍ତି କେନ୍ଦୁଝର ଜିଲାକୁ। ବିଶେଷ କରି ଶୀତ ଦିନରେ ଲକ୍ଷ ଲକ୍ଷ ପର୍ଯ୍ୟଟକ ଆସନ୍ତି ସାନଘାଗରାର...

ନକଲି ନୋଟ କାରବାର କରୁଥିଲେ: ୨ ଆନ୍ତଃରାଜ୍ୟ ଅଭିଯୁକ୍ତଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ

ବାରିପଦା ଅଫିସ,୧୭।୧୨: ବାରିପଦା ସହରରେ ନକଲି ନୋଟ କାରବାର କରୁଥିବା ୨ ଆନ୍ତଃରାଜ୍ୟ ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଗୁରୁବାର ସକାଳେ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଓଡ଼ିଶା ଓ ଝାଡ଼ଖଣ୍ଡ ସୀମାନ୍ତ ବୋହଡ଼ାଗୁଡ଼ା ଅଞ୍ଚଳର ରକ୍ଷାହରୀ ରଣା ଓ...

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର କମ୍ପ୍ୟୁଟର ଖତ ଖାଉଛି

ଖଣ୍ଡପଡା,୧୭।୧୨ (ସ୍ବ.ପ୍ର.):କମ୍ପ୍ୟୁଟର ଶିକ୍ଷା ମାଧ୍ୟମରେ ହାଇସ୍କୁଲ ଛାତ୍ରୀଛାତ୍ରମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ୨୦୧୩ରେ କେନ୍ଦ୍ର ଓ ରାଜ୍ୟ ସରକାର ଇ-ବିଦ୍ୟାଳୟ ଯୋଜନା ଆରମ୍ଭ କରିଥିଲେ। ଏଥିପାଇଁ ପ୍ରତି ହାଇସ୍କୁଲରେ ଜଣେ ଲେଖାଏ ଶିକ୍ଷା ସଂଯୋଜକଙ୍କୁ ୫ବର୍ଷିୟା ଚୁକ୍ତିନାମାରେ ନିଯୁକ୍ତି ମିଳିଥିଲା।...

ରାସ୍ତାରୁ ପାଇଥିବା ୩୦ ହଜାର ଫେରାଇଲେ ବୃଦ୍ଧା

ଗୋପ,୧୭।୧୨ (ଡି.ଏନ୍‌.ଏ.):ରାସ୍ତାରେ ପଡ଼ିଥିବା ଏକ ଟଙ୍କା ଭର୍ତ୍ତି ମନିପର୍ସ ପାଇବା ପରେ ଗୋପ ବ୍ଲକ ଷୋଳପୁର ଗ୍ରାମର ଗୀତାଞ୍ଜଳି ସ୍ବାଇଁ ହଜିଥିବା ପୁରୀ ଚନ୍ଦନପୁର ଅଞ୍ଚଳର ବିଜୟ କୁମାର ଗୋଚ୍ଛାୟତଙ୍କୁ ଫେରାଇଛନ୍ତି। ସୂଚନା ଥାଉ କି, ମଙ୍ଗଳବାର ପୂର୍ବାହ୍ନରେ ଚନ୍ଦନପୁରର...

ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ପୁରୀ ଅଫିସ, ୧୬।୧୨:ଶ୍ରୀମନ୍ଦିର ଆସନ୍ତା ୨୩ ତାରିଖରେ ଖୋଲିବ। ଏ ନେଇ ନିକଟରେ ଅନୁଷ୍ଠିତ ନୀତି ଆୟୋଗ ବୈଠକରେ ନିଷ୍ପତ୍ତି ହୋଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଥିଲେ। ବର୍ତ୍ତମାନ ମନ୍ଦିର ଯଦି ଖୋଲିବ କିଭଳି କଟକଣା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri