ଆମ ଜିଲା ଖବର

ବିହନ ଯୋଗାଉନି ବିଭାଗ

ବଅଁରପାଳ,୧୭ା୧୨(ଡି.ଏନ.ଏ.) ରବି ଚାଷ ପାଇଁ କୃଷି ସମବାୟ ସମିତିଗୁଡ଼ିକୁ ଆବଶ୍ୟକ ବିହନ ଯୋଗାଇ ଦେଉନି କୃଷି ବିଭାଗ। ଫଳରେ ଅନୁଗୋଳ କୃଷି ଜିଲା ଅଧୀନ ବଅଁରପାଳ ବ୍ଲକ ଅଞ୍ଚଳର ଚାଷୀ ଅଧିକ ଜମିରେ ଫସଲ କରିପାରୁ ନ ଥିବା ଅଭିଯୋଗ ହେଉଛି।...

ବଦନାମ ହେଉଛି ବର୍ଦ୍ଦି

ଢେଙ୍କାନାଳ ଅଫିସ, ୧୭।୧:  ଜନତାଙ୍କ ବିଶ୍ୱାସଭାଜନ ହେବାକୁ ଆରମ୍ଭ ହୋଇଛି ‘ଆମ ପୋଲିସ’। ଥାନାକୁ ଆସୁଥିବା ଅଭିଯୋଗକାରୀଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ, ଧୈର୍ଯ୍ୟର ସହ ଅଭିଯୋଗ ଶୁଣିବା, ନ୍ୟାୟ ପ୍ରଦାନ ଦିଗରେ ଯତ୍ନବାନ ହେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ...

ନାହିଁ ବିଦ୍ୟୁତ୍‌ ସଂଯୋଗ, ଡିବିରି ଆଲୁଅ ଭରସା

କୋକସରା, ୧୭।୧୨ (ଡି.ଏନ.ଏ.) ବିଦ୍ୟୁତ୍‌ ସେବାରୁ ବଞ୍ଚିତଲୋକଙ୍କ ନିକଟରେ ବିଦ୍ୟୁତ୍‌ ସେବା ପହଞ୍ଚାଇବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ସୌଭାଗ୍ୟ ଯୋଜନା ଆରମ୍ଭ କରାଯାଇଛି। ହେଲେ ଆଜି ବି ଏହି ଯୋଜନା ଅନେକ ଗାଁରେ ପହଞ୍ଚି ପାରିନାହିଁ। କଳାହାଣ୍ଡି ଜିଲା କୋକସରା...

ହାତୀ ଉପଦ୍ରବ: ଭାଙ୍ଗିଲେ ଘର, ନଷ୍ଟକଲେ ଫସଲ

ଦେବଗଡ଼, ୧୭ା୧୨ (ଡି.ଏନ.ଏ)-ମଙ୍ଗଳବାର ରାତ୍ରିରେ ୨୨ଟି ହାତୀ ବାରକୋଟ ଫରେଷ୍ଟ ରେଞ୍ଜ ଓ ବଳମ ଫରେଷ୍ଟ ସେକ୍ସନ ଅଞ୍ଚଳରେ ଉପଦ୍ରବ କରିଛନ୍ତି। ଏହି ସେକ୍ସନର ବଡଛାପଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଘଘର ଗ୍ରାମରେ ପଶି ୨ଟି ଘର ଭାଙ୍ଗି ଧାନ,...

ବାତିଲ ହେଲା କୁସୁର୍ଲା ମକରମେଳା: ୪୫ଖଣ୍ଡ ଗ୍ରାମର ସଭ୍ୟଙ୍କୁ ନେଇ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି

ପଲମ, ୧୭।୧୨ (ଡି.ଏନ୍‌.ଏ)-କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ପଞ୍ଚାୟତ ସ୍ଥିତ କୁସୁର୍ଲା ନିଳକଣ୍ଠେଶ୍ୱର ମନ୍ଦିର ପରିସରରେ ୪୫ ଖଣ୍ଡ ଗ୍ରାମର ସଭ୍ୟମାନଙ୍କୁ ନେଇ ବୁଧବାର ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ଜାନୁଆରି ୧୪ ତାରିଖରେ ନିଳକଣ୍ଠେଶ୍ୱର ମନ୍ଦିରରେ ସ୍ବତନ୍ତ୍ର...

କଲେଜ ଛାତ୍ରୀଙ୍କୁ ଅପହରଣ

ଯାଜପୁର ଅଫିସ,୧୭।୧୨ :ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଛି। ମାତ୍ର ଅପହରଣର ୧୦ ଦିନ ପରେ ବି ପୋଲିସ ତାଙ୍କୁ ଉଦ୍ଧାର କରିବାରେ ସକ୍ଷମ ହୋଇନାହିଁ। ଛାତ୍ରୀ ଜଣଙ୍କ ଅପହରଣକାରୀଙ୍କ କବଳରୁ ଉଦ୍ଧାର...

୨୦୫୦ ସୁଦ୍ଧା ନିଶ୍ଚିହ୍ନ ହେବ ଭିତରକନିକା ହେନ୍ତାଳବଣ

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୧୭।୧୨ (ଡି.ଏନ୍‌.ଏ.):ବ୍ରାହ୍ମଣୀ ଓ ଖରସ୍ରୋତାର ମଧୁର ଜଳ ପରିମାଣ କମୁଛି। ମୌସୁମୀ ସମୟରେ ଭିତରକନିକାର ହେନ୍ତାଳ ବଣ ପାଇଁ ୭୦ ପ୍ରତିଶତ ଜଳ ଆବଶ୍ୟକ ଥିବା ବେଳେ ଏବେ ୪୦ ପ୍ରତିଶତ ରହିଛି। ସେହିପରି ଅଣମୌସୁମୀ ସମୟ...

ନକଲି ଗୁଟ୍‌ଖା କାରଖାନା ଠାବ

କଟକ ଅଫିସ, ୧୭।୧୨ :କଟକରେ ପୁଣି ଏକ ନକଲି କାରଖାନା ଠାବ ହୋଇଛି। ବୁଧବାର ପୋଲିସ ଜଗତପୁର ତଳବଣିଆସ୍ଥିତ ନକଲି ଗୁଟ୍‌ଖା କାରଖାନା ଉପରେ ଚଢ଼ାଉ କରି ବିଭିନ୍ନ ନାମୀଦାମୀ ବ୍ରାଣ୍ଡର ନକଲି ସାମଗ୍ରୀ ଜବତ କରିଛି। ଯାହାର ମୂଲ୍ୟ...

ଖଇରମାଳ ଫୁଟବଲ୍‌: ତୁରୁମ ସେମିରେ

ବିନିକା,୧୭ା୧୨(ଡି.ଏନ୍‌.ଏ.)-ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗ୍ରାପ ଖଇରମାଳ ଗ୍ରାମ ହରିଶଙ୍କର ଯୁବକ ସଂଘ ଆନୁକୂଲ୍ୟରେ ଚାଲିଥିବା ପଞ୍ଚାୟତସ୍ତରୀୟ ଫୁଟବଲ୍‌ କପ୍‌ର ଦ୍ୱିତୀୟ ଦିବସ ମ୍ୟାଚ୍‌ ବୁଧବାର ଅନୁଷ୍ଠିତ ହୋଇଯାଇଛି ା ବୁଧବାର ଦ୍ୱିତୀୟ ଦିବସ ମ୍ୟାଚ୍‌ରେ ସିଲାଟି ଓ...

ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡସ୍‌ରେ ଜୟରାମ

ଘଣ୍ଟାପଡା,୧୭।୧୨ (ଡି.ଏନ୍‌.ଏ):ଗିନିଜ୍‌ ବୁକ୍‌ ଅଫ୍‌ ୱାଲର୍‌ଡ ରେକର୍ଡରେ ସ୍ଥାନ ପାଇଛନ୍ତି ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଆମ୍ବଗାଁର ୩୦ ବର୍ଷୀୟ ଯୁବ ଗବେଷକ ଜୟରାମ ରଣା। ଜୈବ ରାସାୟନିକ ଗବେଷକ ରଣା ବିଶ୍ୱର ସର୍ବବୃହତ୍‌ ସାରୁପତ୍ର ପ୍ରଦର୍ଶନ କରି ଗିନିଜ୍‌...

ଶିଳ୍ପ ଗଡ଼ରେ ଭୋକ

ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳ ତଥା ଦାନଗଦି ଓ ସୁକିନ୍ଦା ବ୍ଲକରେ ଶିଳ୍ପ ଗଢ଼ିଉଠିଲେ ବିକାଶର ନୂତନ ଧାରା ସୃଷ୍ଟି ହେବ। ଲୋକଙ୍କ ମୌଳିକ ସମସ୍ୟାର ସମାଧାନ ହେବ। ପାଠପଢୁୁଆ ଯୁବତୀ ଯୁବକମାନେ କର୍ମସଂସ୍ଥାନ ପାଇ ଆମତ୍ନିର୍ଭରଶୀଳ ହେବେ। ଅଞ୍ଚଳରେ...

ପରୀ ପରିବାରକୁ ନ୍ୟାୟ ପାଇଁ ପଦଯାତ୍ରା କରିବ ଭାଜପା

ଦେବଗଡ଼,୧୭ା୧୨(ଡି.ଏନ.ଏ)-ପରୀ ଓ ତା’ର ବାପା ମା’ଙ୍କୁ ନ୍ୟାୟ ଦେବାପାଇଁ ଭାଜପା ବଦ୍ଧ ପରିକର ା ଏଣୁ ଏଥିପାଇଁ ଭାଜପା ପକ୍ଷରୁ ରାଜ୍ୟର ସମସ୍ତ ବିଧାନସଭା କ୍ଷେତ୍ରରେ ଚଳିତମାସ ୧୫ ତାରିଖଠାରୁ ପଦଯାତ୍ରା ଆରମ୍ଭ ହୋଇଛି ଓ ଏହା ଆଗାମୀ ୨୦...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri