ଆମ ଜିଲା ଖବର

ଶିଳ୍ପ ଗଡ଼ରେ ଭୋକ

ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳ ତଥା ଦାନଗଦି ଓ ସୁକିନ୍ଦା ବ୍ଲକରେ ଶିଳ୍ପ ଗଢ଼ିଉଠିଲେ ବିକାଶର ନୂତନ ଧାରା ସୃଷ୍ଟି ହେବ। ଲୋକଙ୍କ ମୌଳିକ ସମସ୍ୟାର ସମାଧାନ ହେବ। ପାଠପଢୁୁଆ ଯୁବତୀ ଯୁବକମାନେ କର୍ମସଂସ୍ଥାନ ପାଇ ଆମତ୍ନିର୍ଭରଶୀଳ ହେବେ। ଅଞ୍ଚଳରେ...

ପରୀ ପରିବାରକୁ ନ୍ୟାୟ ପାଇଁ ପଦଯାତ୍ରା କରିବ ଭାଜପା

ଦେବଗଡ଼,୧୭ା୧୨(ଡି.ଏନ.ଏ)-ପରୀ ଓ ତା’ର ବାପା ମା’ଙ୍କୁ ନ୍ୟାୟ ଦେବାପାଇଁ ଭାଜପା ବଦ୍ଧ ପରିକର ା ଏଣୁ ଏଥିପାଇଁ ଭାଜପା ପକ୍ଷରୁ ରାଜ୍ୟର ସମସ୍ତ ବିଧାନସଭା କ୍ଷେତ୍ରରେ ଚଳିତମାସ ୧୫ ତାରିଖଠାରୁ ପଦଯାତ୍ରା ଆରମ୍ଭ ହୋଇଛି ଓ ଏହା ଆଗାମୀ ୨୦...

ମା’ ବଇରାସରାଣୀ କ୍ରିକେଟ: ବେହେରାପାଲି ଚାମ୍ପିୟନ

ତରଭା,୧୭ା୧୨(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ତରଭା ନିକଟସ୍ଥ ବଇରାସର ପୂର୍ତ୍ତ ଡାକବଙ୍ଗଳା ପରିସରରେ ଅନୁଷ୍ଠିତ ହୋଇଥିବା ମା ବଇରାସରାଣୀ କ୍ରିକେଟ ଟୁର୍ନାମେଣ୍ଟ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଗତ ୧୪ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ଟୁର୍ନାମେଣ୍ଟରେ ୧୬ଟି ଦଳ ଅଂଶଗ୍ରହଣ...

ପୋକରା ପିଡିଏସ୍‌ ଚାଉଳ ଫେରାଇଲେ ସରପଞ୍ଚ

ରିଆମାଳ, ୧୭ା୧୨ (ଡି.ଏନ.ଏ)- ଦେବଗଡ଼ ଜିଲା ରିଆମାଳ ବ୍ଲକ ମଳେହିପଡା ପଞ୍ଚାୟତରେ ବୁଧବାର ପିଡିଏସ୍‌ ଚାଉଳକୁ ସରପଞ୍ଚ ହାବିଲ ସାହୁ ଫେରାଇ ଦେଇଥିବା ଜଣାପଡିଛି। ଘଟଣା ଅନୁସାରେ ପଞ୍ଚାୟତକୁ କିଛି ମାସ ହେବ ଠିକ୍‌ ମାପଠାରୁ କମ୍‌ ଏବଂ ଅତି...

କାଳ ସାଜିଲା ସେଲ୍‌ଫି ନିଶା

ପାରଳାଖେମୁଣ୍ଡିି,୧୬।୧୨: ସେଲ୍‌ଫି ନିଶା କେତେ ଯେ ଭୟଙ୍କର ଏଠାରେ ଘଟିଥିବା ଏକ ଘଟଣାରୁ ଜଣାପଡ଼ୁଛି। ପାରଳାଖେମୁଣ୍ଡି ରେଳଷ୍ଟେସନରେ ଛିଡ଼ା ହୋଇଥିବା କୋଭିଡ୍‌ ସ୍ପେଶାଲ ଟ୍ରେନ ଉପରେ ଛିଡ଼ା ହୋଇ ସେଲ୍‌ଫି ନେବାବେଳେ ଜଣେ ନାବାଳକ ୩୩ କେଭି ବିଦ୍ୟୁତ ତାର...

ଜାନୁୟାରୀ ୩ରେ ଖୋଲିବ ବଳଦେବଜିଉ ମନ୍ଦିର

କେନ୍ଦ୍ରାପଡା ଅଫିସ୍‌,୧୬।୧୨: କରୋନା ସ୍ଥିତିରେ ସୁଧାର ଆସିବା ପରେ ଶ୍ରୀମନ୍ଦିର ଏବଂ ଲିଙ୍ଗରାଜ ମନ୍ଦିର ଖୋଲିବାନେଇ ଅନୁମତି ମିଳିଛି। ଏବେ ଅନ୍ୟ ମନ୍ଦିରମାନ ଖୋଲିବା ପାଇଁ ପ୍ରସ୍ତୁତି ଚାଲିଛି। ଏହାରି ମଧ୍ୟରେ ଜାନୁୟାରୀ ୩ରୁ ଖୋଲିବାକୁ ଯାଉଛି କେନ୍ଦ୍ରାପଡାର ବଳଦେବଜିଉ...

୨ ମାସ ପରେ ପୁଣି ଆରମ୍ଭ ହେଲା ସଂପ୍ରସାରଣ କାର୍ଯ୍ୟ

ଆରଡ଼ି,୧୬।୧୨( ଡି.ଏନ୍‌.ଏ ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ପୁଣି ଥରେ ସଂପ୍ରସାରଣ କାର୍ଯ୍ୟ ବୁଧବାର ଆରମ୍ଭ ହୋଇଛି। ଚାନ୍ଦବାଲି ତହସିଲଦାର ସୁଶାନ୍ତ ସୁତାରଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ମନ୍ଦିର ପୁଷ୍କରିଣୀର ପଶ୍ଚିମ ପାଶର୍‌ବରେ ଥିବା ୧୯ଟି ବ୍ୟବସାୟ ପ୍ରତିଷ୍ଠାନକୁ...

ପରୀ ହତ୍ୟା ମାମଲା: ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ ଅଫିସ, ୧୬।୧୨: ନୟାଗଡ଼ ଜିଲାର କୁନି ଝିଅ ପରୀ ହତ୍ୟା ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଏସ୍‌ଆଇଟି ବୁଧବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛି। ପରୀ ମୃତ୍ୟୁ ମାମଲା କେତେ ବାଟ ଆଗେଇଛି, ତା’ର ଷ୍ଟାଟସ ରିପୋର୍ଟ ଦାଖଲ...

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେଉନି ଉଠାଜଳସେଚନ ପ୍ରକଳ୍ପ

କାଶୀନଗର,୧୬।୧୨(ଡି.ଏନ୍‌.ଏ.): କାଶୀନଗର ବ୍ଲକ ଓ ଏନ୍‌ଏସିର ଚାଷ ଜମିକୁ ଜଳସେଚନ ପାଇଁ ୨୦୧୯ରେ ବଥବା ଠାରେ ବୃହତ୍‌ ଉଠାଜଳସେଚନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ପରେ କାମ ଆରମ୍ଭ ହେଲା। ୨କୋଟି ୯୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଶିକ୍ଷକ

ବରଗଡ଼ ଅଫିସ,୧୬।୧୨: ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଗଣ୍ଠିଆପାଲି ଗ୍ରାମସ୍ଥିତ ପଞ୍ଚାୟତ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ପାଣିଗ୍ରାହୀଙ୍କ ବାସଭବନରେ ବୁଧବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପାଣିଗ୍ରାହୀଙ୍କ...

ଦାବି ଶୁଣିଲେନି ସରକାର: ୬ ଘଣ୍ଟା ଇନ୍ଦ୍ରାବତୀ ବଜାର ବନ୍ଦ

ନବରଙ୍ଗପୁର, ୧୬।୧୨(ଡି.ଏନ୍‌.ଏ.): ଗତ ୩୦ ବର୍ଷ ହେଲା ସରକାର ଦାବି ଶୁଣୁ ନାହାନ୍ତି। ତେଣୁ ବିସ୍ଥାପିତଙ୍କ ଥଇଥାନ ଦାବିରେ ନବରଙ୍ଗପୁର ଜିଲା ଇନ୍ଦ୍ରାବତୀ ବଜାର ବୁଧବାର ସକାଳୁ ୬ ଘଣ୍ଟା ପାଇଁ ବନ୍ଦ ରହିଛି। ଇନ୍ଦ୍ରାବତୀ ବୁଡ଼ି ଅଞ୍ଚଳ ଗଣ...

ପହିଲି ଭୋଗ ନୀତିରେ ବିଳମ୍ବ

ପୁରୀ ଅଫିସ,୧୬।୧୨: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହିଲି ଭୋଗ ନୀତି ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଚଳିତଥର ନୀତିରେ ସାମାନ୍ୟ ବିଳମ୍ବ ହୋଇଥିବା ଲକ୍ଷ୍ୟ କରାଯାଇଛି। ସାଧାରଣରେ ପହିଲି ଭୋଗ ସମୟ ୬ଟା ୨୦ରୁ ୬ଟା ୫୦ ମିନିଟ୍‌ ମଧ୍ୟରେ ଶେଷ ହେବ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri