ଆମ ଜିଲା ଖବର

କରୋନା ଛଡ଼ାଇ ନେଇଛି ଜୀବିକା

ଖୋର୍ଦ୍ଧା ଅଫିସ,୧୬ା୧୨: ରାଜ୍ୟରେ କୋଭିଡ୍‌-୧୯ ସ୍ଥିତି ସୁଧୁରିଥିବା ବେଳେ ଏବେ ବି ଦିନ ମଜୁରିଆ, ମିସ୍ତ୍ରି କାମ ନ ପାଇ ଘରେ ବସି ରହିଛନ୍ତି। କରୋନା ଛଡ଼ାଇ ନେଇଛି ସେମାନଙ୍କ ଜୀବିକା। ଫଳରେ ଅଭାବ ଅନାଟନ ମଧ୍ୟରେ ଏମାନେ ନାହିଁ...

ଆଜିଠୁ ସୂର୍ଯ୍ୟମନ୍ଦିରରେ ଲାଇଟ୍‌ ଆଣ୍ଡ ସାଉଣ୍ଡ ଶୋ

କୋଣାର୍କ,୧୬।୧୨(ଡି.ଏନ.ଏ): କୋଣାର୍କ ସୂର୍ଯ୍ୟମନ୍ଦିରରେ ବୁଧବାରଠାରୁ ଲାଇଟ୍‌ ଆଣ୍ଡ ସାଉଣ୍ଡ ଶୋ ଆରମ୍ଭ ହେଉଛି। କରୋନା କଟକଣା ଯୋଗୁ ୯ମାସ ହେଲା ଏହି ଶୋ’ ବନ୍ଦ ରହିଥିଲା। ଏବେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁଯାୟୀ ସୂର୍ଯ୍ୟମନ୍ଦିର ଲାଇଟ୍‌ ଆଣ୍ଡ ସାଉଣ୍ଡ ଶୋ ଚାଲିବ...

ଜଗନ୍ନାଥ ମନ୍ଦିର ନିଯୋଗକୁ କୋଟିଏ ଟଙ୍କାର ଘର ଦାନ

ନବରଙ୍ଗପୁର,୧୬।୧୨(ବି.ପ୍ର.): ସାଧାରଣତଃ ମଣିଷ ମୃତ୍ୟୁ ପୂର୍ବରୁ ନିଜର ସମସ୍ତ ସମ୍ପତ୍ତି ପରିବାର ଅଥବା ବନ୍ଧୁଙ୍କୁ ଦାନ କରିଥାନ୍ତି। କିନ୍ତୁ ନବରଙ୍ଗପୁର ସହର ଭଗବତୀ ସାହି ବାସିନ୍ଧା ଭବାନୀ ସାହୁଙ୍କ ସ୍ତ୍ରୀ ବୈଜୟନ୍ତୀ ନିଜର କୋଟିଏ ଟଙ୍କାର ଘରକୁ ସ୍ଥାନୀୟ ଜଗନ୍ନାଥ...

୧୧୪ ଆଟେଣ୍ଡାଣ୍ଟ, ୩୬ ପ୍ରାଣୀଧନ ନିରୀକ୍ଷକ ପଦବୀ ଖାଲି

କଟକ ଅଫିସ,୧୬ା୧୨: କଟକ ଜିଲାର ମୋଟ ୨୧୧ଟି ପ୍ରାଣୀଧନ ସହାୟକ କେନ୍ଦ୍ର ରହିଛି। ହେଲେ ପ୍ରାଣୀଧନ ନିରୀକ୍ଷକ, ଡାକ୍ତର, ଆଟେଣ୍ଡାଣ୍ଟ ପଦବୀ ଖାଲି ପଡିଥିବାରୁ ପ୍ରାଣୀ ଚିକିତ୍ସା ବାଧାପ୍ରାପ୍ତ ହେଉଛି। ଏଥିସହ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନ...

ଜିଲା ପରିଷଦ ଜୋନ୍‌-୭ ଉପନିର୍ବାଚନ: ଦୁଇ ପ୍ରାର୍ଥୀଙ୍କ ନାଁ ସମାନ

କଟକ ସଦର, ୧୬ା୧୨(ଡି.ଏନ୍‌.ଏ.): କଟକ ଜିଲାପରିଷଦ ଜୋନ୍‌ ନଂ.୭ର ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ୩ ରାଜନୈତିକ ଦଳ ଓ ଜଣେ ସ୍ବାଧୀନ ପ୍ରାର୍ଥୀ ଘରକୁ ଘର ବୁଲି ପ୍ରଚାର ଆରମ୍ଭ କରିଛନ୍ତି। ବିଜେଡି ପ୍ରାର୍ଥୀ...

ଚୋରା ଚାଲାଣ ଉଦ୍ୟମ ପଣ୍ଡ, ୧୨ ଗିରଫ

କଟକ ଅଫିସ, ୧୬।୧୨: କଟକ ସହରର ବିଭିନ୍ନ ସ୍ଥାନରେ ଦାଦାବଟି ସହ ବେଆଇନ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ ପାଇଁ ପ୍ରସ୍ତୁତ ସରିଥିଲା ପୂରା ରୋଡ୍‌ମ୍ୟାପ। ଏଥିପାଇଁ ବିହାର ଓ ଅନ୍ୟ ପଡ଼ୋଶୀ ରାଜ୍ୟଗୁଡ଼ିକରୁ କିଣାଯାଇଥିଲା ବିପୁଳ ଅସ୍ତ୍ରଶସ୍ତ୍ର। ହେଲେ ସବୁକିଛି...

ଏନ୍‌ଆର୍‌ଟିଏସ୍‌ ପରୀକ୍ଷା, ସାହିତ୍ୟ ପ୍ରଶ୍ନପତ୍ରରେ ତ୍ରୁଟି

ଆଳି,୧୬।୧୨(ଡି.ଏନ.ଏ.): ଚଳିତବର୍ଷର ଏନ୍‌ଆର୍‌ଟିଏସ୍‌ ପରୀକ୍ଷା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏହି ପରୀକ୍ଷାର ମାତୃଭାଷା (ସାହିତ୍ୟ) ପ୍ରଶ୍ନପତ୍ରରେ ବ୍ୟାପକ ତ୍ରୁଟି ପରିଲକ୍ଷିତ ହୋଇଛି। ଉକ୍ତ ପରୀକ୍ଷା ସାଧାରଣତଃ ୧୦୦ ମାର୍କ ପୂର୍ଣ୍ଣସଂଖ୍ୟା। ୨୫ ମାର୍କ ବିଶିଷ୍ଟ ୪ଟି ବିଷୟ ଭାଷା (ସାହିତ୍ୟ),...

ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ପୋଷ୍ଟକରି ସ୍ବାମୀ ଗିରଫ

ରାୟଗଡ଼ା ଅଫିସ,୧୬ା୧୨: ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ସୋସିଆଲ ମିଡିଆରେ ପୋଷ୍ଟକରି ସ୍ବାମୀ ଗିରଫ ହୋଇଛନ୍ତି। ରାୟଗଡ଼ା ଜିଲା ଗୁଣପୁର ଥାନା ପୋଲିସ ସୋମବାର ବଲାଙ୍ଗୀର ଜିଲା ଟିଟିଲାଗଡ଼ ଅଞ୍ଚଳର ଗୋବିନ୍ଦ ରାଓ(୪୧)ଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, ଗୋବିନ୍ଦ ୨୦୧୦ରେ...

ଚା’ ଦୋକାନୀଙ୍କୁ ୧୧୦କୋଟିର ଜିଏସ୍‌ଟି ନୋଟିସ

ରାଉରକେଲା ଅଫିସ, ୧୬।୧୨: ରାଉରକେଲାରେ ଜିଏସ୍‌ଟି ଠକେଇର ନୂଆ ନୂଆ ମାମଲା ସାମ୍ନାକୁ ଆସୁଛି। ସହରରେ ଜିଏସ୍‌ଟି ଠକେଇ ତାଲିକାରେ ଜଣେ ଚା’ ଦୋକାନୀଙ୍କ ନାଁ ଯୋଡ଼ି ହୋଇଯାଇଛି। ରାସ୍ତାକଡରେ ଏକ ଛୋଟିଆ ଗୁମୁଟିରେ ଚା’ ବିକି ଗୁଜରାଣ ମେଣ୍ଟାଉଥିବା...

ଚାକିରି ନାଁରେ ୨୭ ଲକ୍ଷ ଠକେଇ

ଜଗନ୍ନାଥପ୍ରସାଦ,୧୬ା୧୨(ଡି.ଏନ.ଏ.): ବିଶାଖାପାଟଣା ପୋର୍ଟରେ ଚାକିରି ଦେବା ନାଁରେ ୨୭ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗରେ ମଙ୍ଗଳବାର ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ପୋଲିସ ଜଣଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ ସରକୁମ୍ପା ଗ୍ରାମର...

ଏଟିଏମ୍‌ କାଟି ସାଢ଼େ ୨୬ ଲକ୍ଷ ଲୁଟ୍‌

ଢେଙ୍କାନାଳ ଅଫିସ, ୧୬ା୧୨: ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅଧୀନ ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ନିମବାହାଳି ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ)ର ଏକ ଏଟିଏମ୍‌ରୁ ବଡ଼ ଧରଣର ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ଗ୍ୟାସ୍‌ କଟର ସହାୟତାରେ ଏଟିଏମ୍‌...

ପୁଅକୁ ବିଷ ଦେଇ ମା’ ପିଇଲେ

ସଇଁତଳା, ୧୬ା୧୨(ଡ଼ି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ କୁମ୍ଭାରୀ ଗ୍ରାମରେ ମଙ୍ଗଳବାର ସକାଳେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ବାମୀଙ୍କ ଅତ୍ୟାଚାର ସହି ନ ପାରି ଦୁଇବର୍ଷର ପୁଅକୁ ବିଷ ପିଆଇବା ପରେ ସ୍ତ୍ରୀ ରିକି ରଣା(୨୫) ନିଜେ ବିଷ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri