ଆମ ଜିଲା ଖବର

ମୁଖ୍ୟ ବିଚାରପତି ପାଇଁ ଏସ୍‌. ମୁରଲିଧରଙ୍କ ନାମ ସୁପାରିସ

କଟକ ଅଫିସ, ୧୬।୧୨: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପଦ ପାଇଁ ଏସ୍‌. ମୁରଲିଧରଙ୍କ ନାମକୁ ସୁପ୍ରିମ୍‌କୋର୍ଟଙ୍କ କଲେଜିୟମ୍‌ ସୁପାରିସ କରିଛନ୍ତି। ଆଇନ୍‌ ମନ୍ତ୍ରଣାଳୟର ଅନୁମୋଦନ ପରେ ମୁରଲିଧର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିବେ।...

ଚାଷୀଙ୍କୁ ବୀମା ପ୍ରହାର

ବରଗଡ଼ ଅଫିସ୍‌,୧୬।୧୨: ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏଥିରେ ରବି ଫସଲ ପାଇଁ ଚାଷୀମାନେ ଡିସେମ୍ବର ୩୧ ତାରିଖ ସୁଦ୍ଧା ବୀମା ପ୍ରିମିୟମ...

କୁମଝରିଆ ହାଇସ୍କୁଲରେ ମୋ ସ୍କୁଲ ଅଭିଯାନ, ରକ୍ତଦାନ କାର୍ଯ୍ୟକ୍ରମ

କୁଆଁରମୁଣ୍ଡା,୧୬।୧୨(ଡି.ଏନ.ଏ)-ସ୍କୁଲ ପ୍ରତି ଅଧିକ ସଂଖ୍ୟକ ଛାତ୍ରୀଛାତ୍ରମାନଙ୍କୁ ଆକୃଷ୍ଟ କରିବା ଓ ସ୍କୁଲର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଅଭିଭାବକ, ଜନସାଧାରଣ,ପୁରାତନ ଛାତ୍ରୀଛାତ୍ରମାନଙ୍କୁ ସଂଶ୍ଳିଷ୍ଟ କରି ଅଞ୍ଚଳରେ ସରକାରୀ ସ୍କୁଲ ଶିକ୍ଷାର ପ୍ରସାର ଘଟାଇବା ପାଇଁ ରାଜ୍ୟ ଗଣଶିକ୍ଷା ବିଭାଗ ବିଭିନ୍ନ ପ୍ରକାର...

ମଣ୍ଡାସୁଣି ଓ ସିଲିପଥର କମ୍ପାନୀର ବାର୍ଷିକ ସାଧାରଣସଭା ଏବଂ ନାବାର୍ଡର ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ରିଆମାଳ, ୧୬।୧୨ (ଡି.ଏନ.ଏ)- ଦେବଗଡ଼ ଜିଲା ରିଆମାଳ କଲ୍ୟାଣ ମଣ୍ଡପଠାରେ ନାବାର୍ଡ ସହାୟତାରେ ସିଏସକି.ଆର ଦ୍ୱାରା ଅନୁଷ୍ଠିତ ମଣ୍ଡାସୁଣି ଓ ସିଲିପଥର ପ୍ରଡ୍ୟୁସର କମ୍ପାନୀ ଲିଃର ବାର୍ଷିକ ସାଧାରଣ ସଭା ଏବଂ ନାବାର୍ଡର ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ସୋମବାର...

ବାଇକ୍‌କୁ ଧକ୍କା ଦେଲା ମିନି ଟ୍ରକ୍‌ : ଗୃହରକ୍ଷୀ ମୃତ, ଶିଶୁ କନ୍ୟା ଓ ବଡ଼ ବାପା ଗୁରୁତର

ରିଆମାଳ,୧୬।୧୨(ଡି.ଏନ୍‌.ଏ)- ଦେବଗଡ଼ ଜିଲା ରିଆମାଳ ଥାନା ଅଧିନ ରେଙ୍ଗାଳବେଡା ହନୁମାନ ମନ୍ଦିର ନିକଟରେ ୫୩ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ସନ୍ଧ୍ୟାରେ ଦୁର୍ଘଟଣା ଘଟିଛି। ମିନିଟ୍ରକ ଏକ ବାଇକ୍‌କୁ ଧକ୍କା ଦେବା ଫଳରେ ଧୀରେନ୍ଦ୍ର ସାହୁ (୩୫) ନାମକ ଜଣେ...

ପୁରାତନ ଛାତ୍ର ସଂସଦ ପକ୍ଷରୁ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କୁ ଦାବିପତ୍ର

ଦେବଗଡ଼, ୧୬।୧୨(ଡି.ଏନ.ଏ)- ପଶ୍ଚିମ ଓଡ଼ିିଶାର ସର୍ବପୁରାତନ ବେସରକାରୀ କଲେଜ ଭାବେ ପରିଚିତ ଦେବଗଡ଼ ମହାବିଦ୍ୟାଳୟର ସୌନ୍ଦର୍ଯ୍ୟକରଣ ଓ ସୁବର୍ଣ୍ଣଜୟନ୍ତୀ ସ୍ମାରକୀ ଫାଟକ ନିର୍ମାଣ ଦାବି ହୋଇଛି। ଏନେଇ ମଙ୍ଗଳବାର ଦେବଗଡ଼ କଲେଜ ପୁରାତନ ଛାତ୍ର ସଂସଦ ପକ୍ଷରୁ ପୂର୍ତ୍ତ ବିଭାଗ...

ପ୍ରକୃତିକୁ ଫେରନ୍ତୁ ପର୍ଯ୍ୟଟକ

ଅନୁଗୋଳ ଅଫିସ, ୧୬।୧୨ – ରାଜ୍ୟ ପର୍ଯ୍ୟଟନରେ ଅନୁଗୋଳ ଜିଲାର ବେଶ୍‌ ଗୁରୁତ୍ୱ ରହିଛି। ସରକାରୀ ମାନଚିତ୍ରରେ ଏଠାକାର ୧୩ଟି ପର୍ଯ୍ୟଟନସ୍ଥଳୀ ସ୍ଥାନ ପାଇଛି। ସେଥିରୁ ସାତକୋଶିଆର ସୌନ୍ଦର୍ଯ୍ୟ କାହାକୁ ବା ଅଛପା। ସେଥିପାଇଁ ପ୍ରକୃତିର ଗନ୍ତାଘର ଏହି ଅଭୟାରଣ୍ୟକୁ...

ନଦୀ କଇଁଛଙ୍କ ସୁରକ୍ଷା ଚିନ୍ତା

ଢେଙ୍କାନାଳ ଅଫିସ, ୧୬।୧୨ – ଢେଙ୍କାନାଳ ଜିଲାର ବିସ୍ତୀର୍ଣ୍ଣ ନଦୀ ଅବବାହିକା ବିରଳ ପ୍ରଜାତିର କଇଁଛଙ୍କ ସୁରକ୍ଷିତ ଆଶ୍ରୟସ୍ଥଳ ପାଲଟିଛି। ଏମାନଙ୍କୁ ସୁରକ୍ଷା ଦେବାକୁ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ଉଦ୍ୟମ ଜାରି ରହିଥିବାବେଳେ ବନ ବିଭାଗ ପକ୍ଷରୁ ଏକ ପ୍ରକଳ୍ପ...

କୋଳ ପାଉଛନ୍ତି କୋମଳମତି

ଢେଙ୍କାନାଳ ଅଫିସ, ୧୬।୧୨ – ଶୈଶବରେ ଯନ୍ତ୍ରଣା। କିଏ ହରାଇଛି ମା’ବାପାଙ୍କୁ ତ ପିତୃତ୍ୱ ପରିଚୟ ଭୟରେ ଆଉ କାହାକୁ ନାହି ନାଡ଼ କଟା ହେବା ଆଗରୁ ପର କରିଦେଇଛି ଜନ୍ମକଲା ମା’। ମରଣ ମୁହଁରୁ କିଏ ବଞ୍ଚତ୍ୟାଇଛି ତ...

‘ଅଣ୍ଟାରେ ବଳ ଥିବା ଯାଏ ଖଟିବି’

ବାରିପଦା ଅଫିସ,୧୬ା୧୨-ଅନ୍ୟକୁ ହାତ ପତାଇବି ନାହିଁ, ଅଣ୍ଟାରେ ବଳ ଥିବା ଯାଏ ଖଟିବି। ଏହି ଦୃଢ ମନୋବଳ ଓ ଇଚ୍ଛା ଶକ୍ତି ହିଁ ତାଙ୍କ ବାର୍ଦ୍ଧକ୍ୟ ଆଗରେ ହାର ମାନିଛି । ଦୀର୍ଘ ଦିନର ବୃତ୍ତିକୁ ଆପଣାଇ ୮୦ ବର୍ଷ...

ଚୁକ୍ତି ପାଇଁ ଅଟକିଛି ଯୋଡ଼ା ଫ୍ଲାଏଓଭର କାମ

ଯୋଡା, ୧୬।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଖଣିବହୁଳ ଯୋଡା ସହରରେ ଗତ ନଭେମ୍ବର ୧୨ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏକ ଫ୍ଲାଏଓଭର ନିର୍ମାଣର ଶୁଭାରମ୍ଭ କରାଯାଇଥିଲା। ପ୍ରାୟ ୨୦୬.୦୨ କୋଟି ଟଙ୍କା ବ୍ୟୟ ଅଟକଳରେ ୪.୮୭୫...

ବନବାସୀଙ୍କ ଖାଦ୍ୟ କାଇ, କୁରୁକୁଟି

କେନ୍ଦୁଝର, ୧୬ା୧୨ (ସ୍ବ.ପ୍ର)-ବିଚିତ୍ର ଏ ଦୁନିଆ । ବଣଜଙ୍ଗଲ ସମସ୍ତଙ୍କ ପାଇଁ ଭରି ଦେଇଛି ଖାଦ୍ୟ । ବନବାସୀ ମାନେ ଜଙ୍ଗଲରୁ ସଂଗୃହୀତ ଫଳମୂଳ ଖାଇବା ସହିତ କେତେକ କୀଟପତଙ୍ଗ ଖାଇବାକୁ ପସନ୍ଦ କରନ୍ତି। ତନ୍ମଧ୍ୟରୁ କଲେଇ, କାଇ ବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri