ଆମ ଜିଲା ଖବର

ମହିଳାଙ୍କ ଉପରକୁ ଗୁଳିମାଡ: ଗୁରୁତର ଅବସ୍ଥାରେ ଆଇଜିଏଚ୍‌ରେ ଭର୍ତ୍ତି

ସୁନ୍ଦରଗଡ଼/ବେଦବ୍ୟାସ (ଡି.ଏନ୍‌.ଏ)/ ରାଉରକେଲା ଅଫିସ୍‌ ୧୫।୧୨ – ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ସିଂଘଟୋଲାଠାରେ ସୋମବାର ରାତି ସାଢେ ୮ଟାରେ ମହିଳାଙ୍କ ଉପରକୁ ଗୁଳିମାଡ଼ ହୋଇଛି। ପୁଅ ସହ ବାଇକ୍‌ରେ ଯାଉଥିବା ଜଣେ ମହିଳାଙ୍କ ଉପରକୁ ଅନ୍ୟ ଏକ ବାଇକ୍‌ରେ...

ନାହିଁ ବିଦ୍ୟୁତ୍‌ ସଂଯୋଗ, ଡିବିରି ଆଲୁଅ ଭରସା: ଅନ୍ଧାରରେ ଚିକିଲି ନଦୀ ଖଣି କଛାରପଡାବାସୀ

କୋକସରା, ୧୫।୧୨ (ଡି.ଏନ.ଏ.) ବିଦ୍ୟୁତ୍‌ ସେବାରୁ ବଞ୍ଚତ୍ତ ଲୋକମାନଙ୍କ ନିକଟରେ ବିଦ୍ୟୁତ୍‌ ସେବା ପହଞ୍ଚାଇବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ସୌଭାଗ୍ୟ ଯୋଜନା ଆରମ୍ଭ କରାଯାଇଛି। ହେଲେ ଆଜି ବି ଏହି ଯୋଜନା ଅନେକ ଗାଁରେ ପହଞ୍ଚତ୍ ପାରିନାହିଁ। କଳାହାଣ୍ଡି...

ଫସଲବୀମା ପ୍ରଦାନ ପାଇଁ ପ୍ରତିଶ୍ରୁତି :ଚାଷୀଙ୍କର ଆମରଣ ଅନଶନ ପ୍ରତ୍ୟାହୃତ

ଦେବଗଡ଼,୧୫ା୧୨(ଡି.ଏନ.ଏ):ଆଗାମୀ ୧୫ ଦିନ ମଧ୍ୟରେ ଫସଲ ବୀମାରାଶି ପ୍ରଦାନ ପାଇଁ ଜିଲା ପ୍ରଶାସନ ତଥା ସମବାୟ ବିଭାଗ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଛି ା ଏହି ପ୍ରତିଶ୍ରୁତି ପରେ ସୋମବାର ଜିଲା କୃଷକ ସଂଘ ସମର୍ଥନରେ ଚାଷୀମାନଙ୍କ ଦ୍ୱାରା ଆରମ୍ଭ ହୋଇଥିବା...

ସମ୍ପଦ ଦେଉନି ସମୃଦ୍ଧି

ଛେଣ୍ଡିପଦା,୧୫ା୧୨(ସ୍ୱ.ପ୍ର.): ପ୍ରାକୃତିକ ସମ୍ପଦର ସଦ୍‌ବିନିଯୋଗ ସମୃଦ୍ଧିର ଦ୍ୱାର ଉନ୍ମୁକ୍ତ କରେ। ଲୋକଙ୍କ ଆର୍ଥିକ ଅଭିବୃଦ୍ଧିକୁ ଏହା ବଳ ଯୋଗାଏ। କିନ୍ତୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ୬ଟି ପଞ୍ଚାୟତ ବସନ୍ତପୁର, ମାଛକୁଟା, ପାତ୍ରପଡ଼ା, ଶିମିଳିପାଳ, ରାଇଝରଣ ଓ କଙ୍କରେଇବାସୀଙ୍କ କ୍ଷେତ୍ରରେ...

କ୍ୟାନ୍‌ସର ପୀଡିତଙ୍କ ପାଇଁ କେଶ ଦାନ

ବାରିପଦା ଅଫିସ,୧୫ା୧୨- ଶରୀରର ପ୍ରତ୍ୟେକଟି ଅଙ୍ଗକୁ ଦାନ କରିବା ପାଇଁ ରହିଛି ଇଚ୍ଛାଶକ୍ତି। ଚକ୍ଷୁଦାନ ଲାଗି ସ୍ବିକୃତୀ ଦେଇ ସାରିବା ପରେ ଏବେ କ୍ୟାନସର ପୀଡ଼ିତଙ୍କ ପାଇଁ ନିଜ କେଶକୁ ଦାନ କରି ଚର୍ଚ୍ଚାକୁ ଆସିଛନ୍ତି ଜଣେ କଲେଜ ଛାତ୍ରୀ।...

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ଼ସ୍‌ରେ ୩ବର୍ଷର ସୋହିନୀ

ଖୋର୍ଦ୍ଧା/ ବାଲେଶ୍ୱର ଅଫିସ, ୧୫।୧୨- ଖୋର୍ଦ୍ଧା ଜିଲା କାଇମାଟିଆ ଗ୍ରାମର କମଳେନ୍ଦୁ ନାୟକ ଏବଂ ରଞ୍ଜନା ରାଣୀ ଦାସଙ୍କ ଝିଅ ସୋହିନୀ ନାୟକ। ବୟସ ୩ ବର୍ଷ ୭ ମାସ। ଏହି ବୟସରେ ପିଲାମାନେ ନାଚଗୀତ, ଖେଳକୁଦରେ ମସ୍‌ଗୁଲ ଥିବା...

କୋଲାବ ଜଳଭଣ୍ଡାରରେ ବୁଡ଼ିିଗଲେ ୨ ନାବାଳକ

ସୁନାବେଡା, ୧୪ା୧୨(ସ୍ବ.ପ୍ର.)-ମାଲକାନଗିରି ଜିଲା ସୁନାବେଡ଼ା ପୌର ପରିଷଦ ସେମିଳିଗୁଡା ହନୁମାନ ନଗର ନିକଟସ୍ଥ କୋଲାବ ଜଳଭଣ୍ଡାରରେ ବୁଡ଼ିି ୨ଜଣ ନାବାଳକଙ୍କ ସୋମବାର ମୃତ୍ୟୁ ହୋଇଛି। ସେମାନେ ହେଲେ ନୟାଗଡ ଅଞ୍ଚଳର ପ୍ରଭାତ କୁମାର ଦଳାଇଙ୍କ ପୁଅ ଶୁଭ୍ରାଂଶୁ ଶେଖର ଦଳାଇ...

କାର ଭିତରୁ ଲୁଟିନେଲେ ୫ଲକ୍ଷ

ଲଖନପୁର,୧୪ା୧୨(ଡି.ଏନ.ଏ.): ଝାରସୁଗୁଡା ସହର ବମ୍ବେ ଛକ ନିକଟରେ ଅଟକିଥିବା ଏକ କାର ଭିତରୁ ଦୁର୍ବୃତ୍ତମାନେ ସୋମବାର ଦିନ ଦ୍ବିପ୍ରହରରେ ୫ଲକ୍ଷ ଟଙ୍କା ଲୁଟିନେଇଛନ୍ତି। ଝାରସୁଗୁଡା ଟାଉନ ଥାନା ପୋଲିସ ପହଞ୍ଚତ୍ ବିଭିନ୍ନ ରାସ୍ତା ସିଲ୍‌ କରି ଲୁଟ୍‌ ସମ୍ପର୍କରେ ଛାନ୍‌ଭିନ୍‌...

କୃଷି ଆଇନ ପ୍ରତ୍ୟାହାର ଦାବି: ଜିଲାପାଳଙ୍କ ଅଫିସ ଆଗରେ ଧାରଣା ଦେଲେ କୃଷକ ସଂଗଠନ

ଛତ୍ରପୁର,୧୪।୧୨(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ କୃଷି ଆଇନର ପ୍ରତ୍ୟାହାର, ଜନ ବିରୋଧୀ ପ୍ରସ୍ତାବିତ ବିଦ୍ୟୁତ ସଂଶୋଧନ ବିଲର ବାତିଲ, କୃଷି ପାଇଁ ବ୍ୟବହୃତ ଡିଜେଲର ଟିକସ ହ୍ରାସ ଆଦି ଦାବି ହୋଇଛି। ଏ ନେଇ ଗତ ଅଠର ଦିନ ଧରି ଦିଲ୍ଲୀ...

ଲାଲଗଡରେ ପହଞ୍ଚିଲେ ଡିଜି ଅଭୟ

ଚିତ୍ରକୋଣ୍ଡା,୧୪।୧୨(ଡି.ଏନ.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଥିବା ଲାଲଗଡ ହନ୍ତାଳଗୁଡ଼ା ବିଏସଏଫ କ୍ୟାମ୍ପରେ ସୋମବାର ପହଞ୍ଚିଛନ୍ତି ରାଜ୍ୟ ପୋଲିସ ଡିଜି ଅଭୟ। ମାଓ ଦମନ ତଥା ଉକ୍ତ ଅଞ୍ଚଳକୁ ମାଓ କବଳରୁ ମୁକ୍ତ କରିବାକୁ ବିମାନ ଯୋଗେ ଡିଜି...

ପୁରାତନ ହୋଇ ବି ଅବହେଳିତ

ପଦ୍ମପୁର,୧୪।୧୨(ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକଠାରୁ ୧୪ କି.ମି. ଦୂରରେ ପଢ଼ୁଆଁରେ ଅବସ୍ଥିତ ବାବା କ୍ଷୀରେଶ୍ୱରଙ୍କ ମନ୍ଦିର। କାହିଁ କେଉଁ କାଳରୁ ଏହି ମନ୍ଦିର ବିରାଜମାନ। ଏହି ମନ୍ଦିରର ପୌରାଣିକ ଉପଖ୍ୟାନ ମଧ୍ୟ ରହିଛି। ମନ୍ଦିରର ମାହାତ୍ମ୍ୟ ଥାଇ...

ମଣ୍ଡି ବ୍ୟବସ୍ଥା ନାହିଁ: ମକାଚାଷୀ ଶୋଷଣର ଶିକାର

ଲାଠୋର, ୧୪।୧୨(ଡି.ଏନ.ଏ.) – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ମକାଚାଷୀ ସଙ୍କଟରେ ପଡିଛନ୍ତି। ଏଠାରେ ମଣ୍ଡିର ସୁବିଧା ନ ଥିବା ଯୋଗୁ ଶୋଷଣର ଶିକାର ହେଉଥିବା ରବୀନ୍ଦ୍ରନାଥ ବିଶ୍ବାଳ, ବିରଞ୍ଚି ମାଝି, ଅମୂଲ୍ୟ ବିଶ୍ବାଳ, ଶିବ ରଣା, ଭିକାରି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri