ଆମ ଜିଲା ଖବର

ନିଯୁକ୍ତି ପରିବର୍ତ୍ତେ ଛଟେଇ, ଧାରଣାରେ କୋଭିଡ ଯୋଦ୍ଧା ନର୍ସ

ବଲାଙ୍ଗୀର ଅଫିସ, ୧୪ା୧:  କରୋନା ମହାମାରୀ ରାଜ୍ୟବାସୀଙ୍କୁ ଅତିଷ୍ଠ କରିଥିବାବେଳେ ରାଜ୍ୟ ସରକାର ଚିନ୍ତାରେ ପଡିଥିଲେ। ଏଭଳି ସଙ୍ଗୀନ ସମୟରେ ଲୋକଙ୍କ ସେବା କରିବା ପାଇଁ ରାଜ୍ୟ ସରକାରଙ୍କ ଡାକରାରେ ନର୍ସ ଓ ସ୍ବାସ୍ଥ୍ୟକର୍ମୀମାନେ ଆଗେଇ ଆସିଥିଲେ। ସେମାନଙ୍କ ସେବାକୁ...

ବିପଦସଙ୍କୁଳ ଅବସ୍ଥାରେ ଲହଣ୍ଡାବୁଡ ଗ୍ରାମର ମୁକୁଳା ବିଦ୍ୟୁତ୍‌ ତାର

ସୁନ୍ଦରଗଡ଼, ୧୪।୧୨ (ଡି.ଏନ.ଏ.) ସୁନ୍ଦରଗଡ଼ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ଗ୍ରାମରେ ବିପଦସଙ୍କୁଳ ଅବସ୍ଥାରେ ରହିଛି ମୁକୁଳା ବିଦ୍ୟୁତ୍‌ ତାର। ଟ୍ରାନ୍ସଫର୍ମର ରାସ୍ତା ପାର୍ଶ୍ୱରେ ଥିବା ବେଳେ ସେଠାରୁ ଗ୍ରାମକୁ ସଂଯୋଗ ହୋଇଥିବା ବିଦ୍ୟୁତ୍‌ ତାର ମାତ୍ର ୩ ଫୁଟ...

ମିଳୁନି ଟେର୍‌, ୩ ଟିମ୍‌ର ତନାଘନା

ନୟାଗଡ଼ ଅଫିସ୍‌/ରଣପୁର, ୧୪ା୧୨(ସ୍ବ.ପ୍ର.):ନୟାଗଡ଼ ସଦର ଥାନା ଯଦୁପୁରର ପରୀ ହତ୍ୟାକାଣ୍ଡକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ି ଚାଲିଛି। ରଣପୁର ଥାନା ସୁନାଖଳା ଫାଣ୍ଡି ବଧିପାଟଣା ଗଁାଦାଣ୍ଡରୁ ଦିନ ଦ୍ୱିପ୍ରହରରେ ୩ ବର୍ଷର ଝିଅ ହରପ୍ରିୟା ସାହୁ(ସ୍ବାତୀ) ନ ମିଳିବା...

‘ମୋତେ ହତ୍ୟାକାରୀ ଦର୍ଶାଇବାକୁ ଉଦ୍ୟମ ଚାଲିଛି’

ନୟାଗଡ ଅଫିିସ/ଭୁବନେଶ୍ୱର,୧୪ା୧୨ (ବ୍ୟୁରୋ):ନୟାଗଡ଼ ସଦର ଥାନା ଅଧୀନ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡର ତଦନ୍ତ କରୁଥିବା ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରାଙ୍କ ନଁାରେ ସଙ୍ଗିନ ଅଭିଯୋଗ ଆଣିଛନ୍ତି ଯୁକ୍ତ ୩ ପ୍ରଥମ ବର୍ଷ କଳା ଛାତ୍ର ସରୋଜ ସେଠୀ। ତାଙ୍କୁ...

ଅନ୍‌ଲାଇନରେ ହେବ ଓପିଏସ୍‌ସି ପରୀକ୍ଷା

କଟକ ଅଫିସ,୧୪ା୧୨:ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସ୍‌ସି)ର ସମସ୍ତ ପରୀକ୍ଷା ଏଣିକି ଅନ୍‌ଲାଇନରେ କରାଯିବ। କରୋନା ମହାମାରୀ ଲାଗି ଆସନ୍ତା ୨୦ରେ ହେବାକୁ ଥିବା ମେଡିକାଲ ଅଫିସର ପଦବୀ ନିମନ୍ତେ ପରୀକ୍ଷା ଅନ୍‌ଲାଇନରେ କରାଯିବ। ପରୀକ୍ଷା ପରିଚାଳନା ନିମନ୍ତେ ଏକ...

ଦେବ ଦୀପାବଳି ଆରମ୍ଭ

ପୁରୀ ଅଫିସ, ୧୪ା୧୨:ଶ୍ରୀମନ୍ଦିରରେ ରବିବାରଠାରୁ ଦେବ ଦୀପାବଳି ଆରମ୍ଭ ହୋଇଛି। ଏହା ୩ଦିନ ଧରି ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଶ୍ରୀଜଗନ୍ନାଥ କାଶ ଧଡ଼ିିଆ ବସ୍ତ୍ର ପରିଧାନ ସହ ଶ୍ରାଦ୍ଧବେଶରେ ଭୂଷିତ ହୋଇଛନ୍ତି। ସେ ବାମନ ରୂପରେ ସତ୍ୟଯୁଗର ଅଦିତି...

ଜିଲା ସଂଗ୍ରହାଳୟ ପାଇଁ ସ୍ବାଧୀନତା ପୂର୍ବର ମୁଦ୍ରା ଦାନ

ମନମୁଣ୍ଡା, ୧୪।୧୨(ଡି.ଏନ.ଏ.)-ବୌଦ୍ଧ ଜିଲାର ପୁରୁଣା ଜିଲାପାଳ କାର୍ଯ୍ୟାଳୟରେ ଜାନୁୟାରୀ ୨ତାରିଖରେ ଉଦ୍‌ଘାଟନ ହେବାକୁ ଯାଉଛି ସଂଗ୍ରହାଳୟ। ଏଥିପାଇଁ ନିଜ ପାଖରେ ଥିବା ପୁରାତନ ଜିନିଷ ଯାହା ଲୋକଲୋଚନରୁ ହଜିଯାଇଛି ସେସବୁୁ ଦାନ କରିବା ପାଇଁ ଜିଲାପାଳ ଲଲାଟେନ୍ଦୁ ମିଶ୍ର ଜିଲାବାସୀଙ୍କୁ...

ଏକଦିବସୀୟ କ୍ରିକେଟ: ପୁଲସଖଣ୍ଡ ଚାମ୍ପିୟନ

ଦେଓଗାଁ,୧୪ା୧୨(ଡି.ଏନ.ଏ.)  ବଲାଙ୍ଗୀର ଜିଲା ଦେଓଗାଁ ପଞ୍ଚାୟତ ଅନ୍ତର୍ଗତ ଦେଓଗାଁ ନେହେରୁ ଖେଳ ପଡିଆରେ ରବିବାର ଏକଦିବସୀୟ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି ା ଶିରିଶ ଓ ପୁଲସଖଣ୍ଡ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା ା ଶିରିଶ ଦଳ ପ୍ରଥମେ...

‘ଗନ୍ଧରେଲ ପ୍ରକଳ୍ପକୁ ପର୍ଯ୍ୟଟନସ୍ଥଳୀ ଭାବେ ବିକାଶ କରାଯିବ’

ବଲାଙ୍ଗୀର ଅଫିସ, ୧୪ା୧୨: ବଲାଙ୍ଗୀର ସହର ସନ୍ନିକଟ ଗନ୍ଧରେଲ ପାହାଡ ପାଦଦେଶରେ ଥିବା ଗନ୍ଧରେଲ ଜଳ ପ୍ରକଳ୍ପକୁ ଆଗାମୀ ଦିନରେ କିଭଳି ଏକ ପର୍ଯ୍ୟଟନସ୍ଥଳୀଭାବେ ବିକଶିତ କରାଯିବ ସେନେଇ ପଦକ୍ଷେପ ନିଆଯିବ। ରବିବାର ଗନ୍ଧରେଲ ପ୍ରକଳ୍ପ ଅଞ୍ଚଳକୁ ପରିଦର୍ଶନରେ ଯିବା...

ବାଇକ୍‌ ଧକ୍କାରେ ହକି ଖେଳାଳିଙ୍କ ମୃତ୍ୟୁ: ୪ ଗୁରୁତର

ରିଆମାଳ, ୧୪।୧୨(ଡି.ଏନ.ଏ)-ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କିର୍ତ୍ତନପାଲି ଗ୍ରାମ(ବାଲିନାଳ) ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ରବିବାର ସନ୍ଧ୍ୟାରେ ଏକ ବାଇକ ଧକ୍କାରେ ଜଣେ ହକି ଖେଳାଳିଙ୍କର ମୃତ୍ୟୁ ଘଟିଛି ା ସେ ହେଲେ ଆଦାମ ଡାଙ୍ଗ(୧୬)। ସେହିପରି...

ଉଦ୍‌ଯାପିତ ହେଲା ଭାଜପା ପ୍ରଶିକ୍ଷଣ ଶିବିର

କୁଆଁରମୁଣ୍ଡା,୧୪।୧୨(ଡି.ଏନ.ଏ.) ସୁନ୍ଦରଗଡ ଜିଲା କୁଆଁରମୁଣ୍ଡା ବ୍ଲକ ଯମୁନାନାକି କମ୍ୟୁନିଟି ସେଣ୍ଟର ପରିସରରେ ଚାଲିଥିବା ଭାଜପାର ଦୁଇଦିନିଆ ପ୍ରଶିକ୍ଷଣ ଶିବିର ରବିବାର ଉଦ୍‌ଯାପିତ ହୋଇଯାଇଛି ା ପୂର୍ବତନ ଭାଜପା ଜିଲା ସଭାପତି ଜଗବନ୍ଧୁ ବେହେରା ଶିବିରକୁ ଉଦ୍‌ଘାଟନ କରିଥିଲେ। ଏଥିରେ ସଞ୍ଜୀବ...

ପରିକୁ ନ୍ୟାୟ ଦେବା ପାଇଁ ସିବିଆଇ ତଦନ୍ତ ଦାବିରେ ପଦଯାତ୍ରା ପାଇଁ ଭାଜପାର ପ୍ରସ୍ତୁତି

ଲହୁଣୀପଡା, ୧୪।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଲକ ଅନ୍ତର୍ଗତ ରାଜାମୁଣ୍ଡା ସ୍ଥିତ ଭାଜପା କାର୍ଯ୍ୟାଳୟ ଠାରେ ବଣାଇ ସାଙ୍ଗଠନିକ ଜିଲା ତରଫରୁ ଆସନ୍ତା ୧୮ ତାରିଖ ହେବାକୁ ଥିବା ପଦଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri