ଆମ ଜିଲା ଖବର

ନିରାକାରପୁରରେ ହାତୀ ଉପଦ୍ରବ, ଫସଲ ଗଛ ନଷ୍ଟ

ନିରାକାରପୁର,୧୩ା୧୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅଧୀନସ୍ଥ ନିରାକାରପୁର ଚିତ୍ରକୂଟ ପାଦଦେଶରେ ଥିବା ପୂର୍ବତନ ସରପଞ୍ଚ ବିପିନ ଜୟସିଂହଙ୍କ ବଗିଚାରେ ଗତ ଶନିବାର ରାତିରେ ହାତୀପଲ ଉପଦ୍ରବ କରିଛନ୍ତି। ଖାଦ୍ୟ ଅନ୍ବେଷଣରେ ହାତୀପଲ ଆସି ବଗିଚାରେ ଥିବା ବିଭିନ୍ନ ଗଛକୁ...

ଦୁର୍ଘଟଣାରେ ଜଳିଗଲା କାର, ବାଇକ: ଚାଲିଗଲା ବାଇକ ଚାଳକଙ୍କ ଜୀବନ

ରଘୁନାଥପୁର,୧୩ା୧୨(ଡି.ଏନ୍‌.ଏ.)-ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଥାନା କଟକ ପାରାଦୀପ ରାସ୍ତାର ଗୋପାଳପୁରଠାରେ ରବିବାର ଏକ କାର ଓ ବାଇକ୍‌ ମୁହଁାମୁହିଁ ଧକ୍କା ହୋଇ ସମ୍ପୂର୍ଣ୍ଣ ଜଳି ଯାଇଛି। ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୃଷ୍ଣାନନ୍ଦପୁର ପଞ୍ଚାୟତ ମନୁମହଲାର...

୮ କୁଇଣ୍ଟାଲ ଗଞ୍ଜେଇ ଜବତ: ଟ୍ରକ୍‌ ଛାଡ଼ି ଅଭିଯୁକ୍ତ ଫେରାର

ଚିତ୍ରକୋଣ୍ଡା,୧୩।୧୨(ଡି.ଏନ.ଏ.)-ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ଶନିବାର ରାତିରେ ଇସାର ଛକ ନିକଟରୁ ଗଞ୍ଜେଇ ଚାଲାଣ ହେଉଥିବା ଏକ ଟ୍ରକ୍‌(ଆର୍‌ଜେ-୦୫ ଜିଆର୍‌ ୬୦୯୫) ଜବତ କରିଛି। ସେଥିରୁ ୮କୁଇଣ୍ଟାଲ ଗଞ୍ଜେଇ ମିଳିଛି। ତେବେ ପୋଲିସକୁ ଦେଖି ଟ୍ରକ୍‌ ଡ୍ରାଇଭର, ହେଲ୍‌ପର ଓ...

୧୫ ଲକ୍ଷ ଟଙ୍କାର ଗୁଟୁଖା ଜବତ: ୮ ଗିରଫ

ମାଲକାନଗିରି,୧୩।୧୨(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ସଦର ଥାନା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ପ୍ରାୟ ୧୫ ଲକ୍ଷ ଟଙ୍କାର ବେଆଇନ ଗୁଟୁଖା ଜବତ କରାଯାଇଛି। ଏହି ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବିଷ୍ଣୁ...

ଭାଙ୍ଗିଲା ବହୁବର୍ଷର ପରମ୍ପରା: ଏଥର ହେବନି ବରଗଡ଼ ଧନୁଯାତ୍ରା

ବରଗଡ଼ ଅଫିସ,୧୩।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଆସନ୍ତା ୨୦୨୧ ମସିହା ଜାନୁଆରୀ ୧୮ତାରିଖରୁ ୭୨ତମ ବରଗଡ଼ ଧନୁଯାତ୍ରା ମହୋତ୍ସବ ହେବାକୁ ଥିଲା। ତେବେ ମହାମାରୀ କରୋନା(କୋଭିଡ-୧୯) ସଂକ୍ରମଣ...

ଉପଭୋକ୍ତାଙ୍କୁ ଲୁଟୁଛନ୍ତି ବିଦ୍ୟୁତ୍‌ କର୍ମଚାରୀ

ଖୋର୍ଦ୍ଧା ଅଫିସ,୧୩ା୧୨: ଖୋର୍ଦ୍ଧା ବିଦ୍ୟୁତ୍‌ ସବ୍‌ଡିଭିଜନ ଅଧୀନରେ କାର୍ଯ୍ୟରତ ଜଣେ କର୍ମଚାରୀ ଉପଭୋକ୍ତାଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌ କରିଥିବା ଅଭିଯୋଗ ଆସିଛି। ଉକ୍ତ କର୍ମଚାରୀ ଜଣଙ୍କ ଗରିବ, ଦିନ ମଜୁରିଆଙ୍କଠାରୁ ମିଟର ବସାଇବା ଲାଗି ଟଙ୍କା ଆଦାୟ କରିବା...

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ସତ୍ତ୍ୱେ ମିଳୁନି ସହାୟତା

ଖୋର୍ଦ୍ଧା ଅଫିସ,୧୩ା୧୨: ଗରିବ ଲୋକଙ୍କ ଚିକିତ୍ସା ସୁବିଧା ନିମନ୍ତେ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (ସିଏମ୍‌ଆର୍‌ଏଫ୍‌) ବ୍ୟବସ୍ଥା କରିଛନ୍ତି। ତେବେ ଏହି ଯୋଜନା ଖୋର୍ଦ୍ଧା ଜିଲାରେ ଫେଲ୍‌ ମାରିଛି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ସତ୍ତ୍ୱେ ସ୍ଥାନୀୟ ପ୍ରଶାସନର ଅବହେଳା ଯୋଗୁ...

ଟୋଲ୍‌ଗେଟ୍‌ରେ ବିନା ଶୁଳ୍କରେ ଗାଡି ଛାଡିଲେ

ଚୌଦ୍ୱାର/କଟକ ସଦର, ୧୩ା୧୨(ଡି.ଏନ୍‌.ଏ.): କେନ୍ଦ୍ରର ୩ ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ ଜଣାଇ ନିଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତି, କୃଷକ ମୋର୍ଚ୍ଚା କଟକ ଜିଲା କମିଟି ଓ ଅନ୍ୟ ସଙ୍ଗଠନ...

ଚାଷୀଙ୍କୁ ମିଲର୍ସଙ୍କ ମାଡ଼

ସମ୍ବଲପୁର,୧୩ା୧୨(ବ୍ୟୁରୋ): ଧାନ କଟନୀଛଟନୀକୁ ବିରୋଧ କରିବାରୁ ଟାମ୍ପରକେଲା (ଅଇଁଲାମାଲ) ଗ୍ରାମର ଚାଷୀ ବିଭୂତି ପ୍ରଧାନଙ୍କୁ ଜଣେ ମିଲର୍ସ ଶନିବାର ମାଡ଼ ମାରିଛନ୍ତି। ଏନେଇ ବିଭୂତି ସମ୍ବଲପୁର ସହର ବୈଜାମୁଣ୍ଡାସ୍ଥିତ ସମଲେଶ୍ୱରୀ ଉଦ୍ୟୋଗ ମିଲର୍ସଙ୍କ ବିରୋଧରେ ବୁର୍ଲା ଥାନା ଗୋଶାଳା ଫାଣ୍ଡିରେ...

ଉଜୁଡ଼ିବ ହାତୀ କରିଡର ବେଲଡୁଙ୍ଗୁରି

ସମ୍ବଲପୁର,୧୩ା୧୨(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡିଆବାହାଲ ରେଞ୍ଜ ଅଞ୍ଚଳରେ ଇଡ୍‌କୋ ପକ୍ଷରୁ ୫୦୦ ଏକର ଜମି ଅଧିଗ୍ରହଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଜମିରେ ଏକ କମ୍ପାନୀ ସୋଲାର ପ୍ରକଳ୍ପ କରିବାକୁ ଯୋଜନା କରିଥିବା ଜଣାପଡିଛି। ଏହା ଦ୍ୱାରା ହାତୀ...

ଠକେଇର ଶିକାର ହୋଇଥିଲେ ରିପୋର୍ଟ କର

କଟକ ଅଫିସ,୧୩ା୧୨: ଆକାଶ ପାଠକ ନିଜକୁ ଟାଟା ମୋଟର୍ସର ଏମ୍‌ଡି ପରିଚୟ ଦେଇ ଚାକିରି କରାଇ ଦେବାକୁ କହି ବହୁ ଯବତୀଯୁବକଙ୍କଠାରୁ ବହୁ କୋଟି ଟଙ୍କା ଠକି ନେଇଛନ୍ତି। ଏହି ଠକେଇରେ ଗୋପାଳପୁର ବିଧାୟକଙ୍କ ସହଯୋଗ କରିଛନ୍ତି। ଏ ନେଇ...

ସ୍ବାମୀଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ସ୍ତ୍ରୀ

ଜଗତ୍‌ସିଂହପୁର ଅଫିସ,୧୩ା୧୨: ସ୍ବାମୀ ଯୌନ ନିର୍ଯାତନା ଦେଉଛନ୍ତି ବୋଲି ଜଗତ୍‌ସିଂହପୁର ଥାନାରେ ଶନିବାର ଜଣେ ମହିଳା ଅଭିଯୋଗ କରିଛନ୍ତି। ଏହାକୁ ଭିତ୍ତିକରି ଥାନାରେ ମାମଲା (ନଂ.୪୭୦/୨୦) ରୁଜୁ ହୋଇଛିି। ପୋଲିସ ତଦନ୍ତ ଆରମ୍ଭ କରିଛି। ସମ୍ପୃକ୍ତ ମହିଳାଙ୍କ ଅଭିଯୋଗ ଅନୁଯାୟୀ,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri