ଆମ ଜିଲା ଖବର

କଟ୍‌ନୀ ଆଳରେ ଚାଷୀଙ୍କୁ ଲୁଟ୍‌

ବରଗଡ଼ ଅଫିସ୍‌,୯।୧୨: ଚିରାଚରିତ ଢଙ୍ଗରେ ଚାଲିଥିବା ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀ ପେଷି ହୋଇ ଗଲେଣି। ଧାନ କିଣାବିକା ସମୟରେ ଗୁଣବତ୍ତାକୁ ନେଇ କଟ୍‌ନୀଛଟ୍‌ନୀ ଆଳ ଅଭାବୀ ବିକ୍ରିର ମୁଖ୍ୟ କାରଣ ପାଲଟିଛି। ଧାନ କିଣାବିକାରେ ରହିଥିବା ଅବ୍ୟବସ୍ଥାକୁ ସୁଧାରିବା...

ଫାଇନ୍‌ରେ ନ ଅଟକୁ ଆଇନ

ଅନୁଗୋଳ ଅଫିସ, ୯ା୧୨ – ରାଜ୍ୟରେ କ୍ରମାଗତ ଭାବେ ବଢ଼ୁଛି ସଡ଼କ ଦୁର୍ଘଟଣା ଓ ତଜ୍ଜନିତ ମୃତ୍ୟୁ ହାର। ୨୦୧୯ ବର୍ଷରେ ମୋଟ୍‌ ୧୧,୦୬୪ଟି ଦୁର୍ଘଟଣା ଘଟିଛି। ୫,୩୩୩ ଜଣ ଏହାର ଶିକାର ହୋଇଥିବାବେଳେ କେବଳ ୨,୩୯୮ ବାଇକ୍‌ ଆରୋହୀଙ୍କ...

ଶଶୁର ହତ୍ୟାକାରୀ ଜ୍ୱାଇଁ ଗିରଫ

ବାରିପଦା ଅଫିସ/ବୈଶିଙ୍ଗା(ଡି.ଏନ୍‌.ଏ.),୮ା୧୨- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖୁଣ୍ଟାପୁର ଗ୍ରାମରେ ଶଶୁରଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛି ଜ୍ୱାଇଁ। ଅଭିଯୁକ୍ତ ଜ୍ୱାଇଁ ରାଜୁ ସିଂଙ୍କୁ ଗିରଫ କରିଛି ପୋଲିସ। ତାଙ୍କୁ ବାଲେଶ୍ୱର ଜିଲା ରୂପସା ଥାନା ଅଞ୍ଚଳରୁ...

ଦିଗପହଣ୍ଡିରେ ଭାରତ ବନ୍ଦର ପ୍ରଭାବ: ରାଜ୍ୟ ରାଜପଥରେ ଗାଡ଼ି ଚଳାଚଳ ବନ୍ଦ

ଦିଗପହଣ୍ଡି,୮।୧୨(ଡି.ଏନ୍‌.ଏ.): ନିଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତିର ଡାକରା କ୍ରମେ ମଙ୍ଗଳବାର ଗଞ୍ଜାମ ଜିଲା ଦିଗପହଣ୍ଡିରେ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସହର ମଧ୍ୟଦେଇ ଯାଇଥିବା ରାଞ୍ଚି – ବିଜୟ ୱାଡା ୩୨୬ ନଂ. ଜାତୀୟ ରାଜପଥ...

ପରୀ ହତ୍ୟାକାଣ୍ଡ ମାମଲା : ଯଦୁପୁରରୁ ଖାଲିହାତରେ ଫେରିଲା ଏସ୍‌ଆଇଟି

ନୟାଗଡ଼ ଅଫିସ,୮।୧୨: ପରୀ ହତ୍ୟାକାଣ୍ଡକୁ ନେଇ ଏସ୍‌ଆଇଟି ସୋମବାର ବିଳମ୍ବିତ ରାତିରେ ଯଦୁପୁର ଗାଁ ହରିଜନ ସାହିରେ ପହଞ୍ଚିିଥିଲେ। ଏ ନେଇ ଉତ୍ତେଜନା ଦେଖାଦେଇଛି। ସାହିଲୋକେ ଏହାକୁ ବିରୋଧ କରିଛନ୍ତି। ସକାଳୁ ରାସ୍ତାରୋକ କରିବା ସହ କୌଣସି ତଦନ୍ତକାରୀ ସଂସ୍ଥାଙ୍କୁ...

ଭାରତ ବନ୍ଦ, ବାଲେଶ୍ୱରରେ ପ୍ରଭାବ

ବାଲେଶ୍ୱର ଅଫିସ, ୮।୧୨: କେନ୍ଦ୍ର ସରକାରଙ୍କ ନୂତନ କୃଷିନୀତି ଆଇନକୁ ବିରୋଧିକରି ମଙ୍ଗଳବାର ପୂର୍ବାହ୍ନ ୬ ଟାରୁ ବନ୍ଦରେ ବାଲେଶ୍ୱର ଜିଲା ସାମିଲ ହୋଇଛି । ବିଭିନ୍ନ କୃଷକ ସଂଗଠନ ସହିତ କେନ୍ଦ୍ରୀୟ ଶ୍ରମିକ ସଂଗଠନ, କେନ୍ଦ୍ରୀୟ ଫେଡରେଶନ, କଂଗ୍ରେସ...

ଭାରତ ବନ୍ଦରେ ଆଗୁଆ ଶୋଭାଯାତ୍ରା

ଭୋଗରାଇ, ୮।୧୨(ଡି.ଏନ୍‌.ଏ): ତିନୋଟି କୃଷି ଆଇନ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନ ପକ୍ଷରୁ ଡାକରା ଦିଆଯାଇଥିବା ପାଞ୍ଚ ଘଣ୍ଟିଆ ଭାରତ ବନ୍ଦକୁ ସମର୍ଥନକରି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଥାନାଛକ ଠାରେ ଏସ୍‌ୟୁସିଆଇ (କମ୍ୟୁନିଷ୍ଟ )ର କୃଷକ ଓ ଛାତ୍ର...

ସୁରକ୍ଷା ଦିଆ ନ ଗଲେ ସଫା ହୋଇଯିବ

ବଇଣ୍ଡା,୮।୧୨(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଚାରଖମଣ ଜଙ୍ଗଲରୁ ଚାଲିଛି କାଠ ଚୋରା ଚାଲାଣ। ଗତ ୩ ମାସ ମଧ୍ୟରେ ଚୋରା ବେପାରୀମାନେ ୭୮୦ ଗଛ କାଟି ନେଇଛନ୍ତି। ତେଣୁ ସୁରକ୍ଷା ଦିଆ ନ ଗଲେ ଏହି...

ବାଟବଣା ହୋଇଛି ‘ବସୁଧା’

ପରଜଙ୍ଗ, ୮।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ପାନୀୟ ଜଳଯୋଗାଣ ପ୍ରକଳ୍ପ ନିର୍ମାଣରେ ମହାଦୁର୍ନୀତି ହୋଇଥିବା ଅଭିଯୋଗ ଆଣିଛି ଭାଜପା। ବର୍ଷକ ମଧ୍ୟରେ ‘ବସୁଧା’ ଯୋଜନାରେ ନିର୍ମିତ ୪ ପାଣି ଟାଙ୍କି ଏବଂ କୂଅ ଭୁଶୁଡ଼ି ପଡ଼ିଲାଣି। ଏଥିରେ ଲକ୍ଷାଧିକ...

ଧାନ ବିକି ନ ପାରି ଚାଷୀ ଦହଗଞ୍ଜ

ବରଗଡ଼ ଅଫିସ୍‌,୮।୧୨: ବରଗଡ଼ ଜିଲାରେ ନଭେମ୍ବର ୯ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ ଧାନ କିଣାବିକାରେ ଏବେ ମଧ୍ୟ ଅବ୍ୟବସ୍ଥା ଜାରି ରହିଛି। ଅମଳ କରିସାରିଥିଲେ ସୁଦ୍ଧା ଅନେକ ଚାଷୀ ସେମାନଙ୍କ ଧାନ ବିକ୍ରି କରି...

ଭାରତ ବନ୍ଦ ଡାକରାରେ ଦାରିଙ୍ଗବାଡ଼ି ପ୍ରଭାବିତ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ): କେନ୍ଦ୍ର ସରକାରଙ୍କ କୃଷି ଆଇନ ପ୍ରତ୍ୟାହାର ଦାବିରେ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି । ଅଞ୍ଚଳର ବ୍ରାହ୍ମଣୀଗାଁ, କାଟିଙ୍ଗିଆ ସମେତ ସିମନବାଡ଼ି ଆଦି ଅଞ୍ଚଳରୁ...

କୃଷି ଆଇନକୁ ବିରୋଧ: ଚିତ୍ରକୋଣ୍ଡାରେ ଭାରତ ବନ୍ଦ ପ୍ରଭାବ

ଚିତ୍ରକୋଣ୍ଡା,୮।୧୨(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ୩ ବିବାଦୀୟ କୃଷି ଆଇନକୁ ନେଇ ଦେଶବ୍ୟାପୀ ବିରୋଧ କରାଯାଉଛି। ଏହି କ୍ରମରେ ସାରାଦେଶରେ ଚାଷୀ ଆନ୍ଦୋଳନ ଜାରି ରଖିଥିବାବେଳେ ମଙ୍ଗଳବାର ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରାକୁ ସ୍ବତଃସ୍ଫୁର୍ତ୍ତ ସମର୍ଥନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri