ଆମ ଜିଲା ଖବର

କାର୍ଯ୍ୟରେ ଅବହେଳା: ନିଲମ୍ବିତ ହେଲେ କାର୍ଯ୍ୟନିର୍ବାହୀ ଅଧିକାରୀ, କନିଷ୍ଠ ଯନ୍ତ୍ରୀ

ପଦ୍ମପୁର,୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ମ୍ୟୁନିସପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରି ତାପସ ରଞ୍ଜନ ଜେନା ଓ କନିଷ୍ଠ ଯନ୍ତ୍ରୀ ଦେବକାନ୍ତ ନାୟକଙ୍କୁ ଶନିବାର କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଳା ଓ ଲକ୍ଷ୍ୟ ଧାର୍ଯ୍ୟ ପୂରଣ ନ କରିବାରୁ ସେମାନଙ୍କୁ ନିଲମ୍ବନ...

ଛଟେଇ ପରେ ହାରିଲେ ଜୀବନ

ଢେଙ୍କାନାଳ ଅଫିସ, ୫।୧୨: ପେଟପାଟଣା କଥା ବୁଝୁଥିଲା ଠିକା ଚାକିରି। କଷ୍ଟେମଷ୍ଟେ ଚଳିଯାଉଥିଲା ପରିବାର। ଚାକିରିରୁ ଛଟେଇ ପରେ ମାଡ଼ିବସିଲା ଚିନ୍ତା। ଅସହ୍ୟ ହେଲା ଆର୍ଥିକ ଅନଟନ। କରୋନା କାଳରେ ଆର୍ଥିକ ଦୁରାବସ୍ଥା ସାଙ୍ଗକୁ ମାନସିକ ଚାପ ସହି ନ...

ଅତ୍ୟାଧୁନିକ ପରିମଳ ସେବାର ଶୁଭାରମ୍ଭ

ସୁନ୍ଦରଗଡ଼/ ରାଉରକେଲା ଅଫିସ୍‌, ୫।୧୨: ‘ସ୍ବଚ୍ଛତା ବିଷୟ ଉଠିଲେ ପ୍ରଥମେ ଗାନ୍ଧିଜୀଙ୍କ କଥା ମନକୁ ଆସିଥାଏ। ଗାନ୍ଧିଜୀ ସବୁବେଳେ ପରିମଳକୁ ଗୁରୁତ୍ୱ ଦେଉଥିଲେ। ବାସ୍ତବରେ ସୁସ୍ଥ ପରିବେଶ ହିଁ ଉନ୍ନତି ଏବଂ ଉନ୍ନତ ଜୀବନର ଆଧାର। ଶୁକ୍ରବାର ସୁନ୍ଦରଗଡ଼ ଜିଲା...

ସ୍ବାବଲମ୍ବୀ କରିଛି ସିଲେଇ

ଢେଙ୍କାନାଳ ଅଫିସ, ୫।୧୨ ମହିଳା ସ୍ବାବଲମ୍ବୀ ହେଲେ ସୁଦୃଢ଼ ହେବ ପରିବାରର ଆର୍ଥିକସ୍ଥିତି। ଏ କଥାକୁ ଘରେ ଘରେ ପହଞ୍ଚାଇବାକୁ ଅନବରତ ଉଦ୍ୟମ କରୁଛି ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ବିଏସ୍‌ଏଲ୍‌। କମ୍ପାନୀ ପାର୍ଶ୍ୱବର୍ତ୍ତୀ ୬ ଗ୍ରାମରେ ଆରମ୍ଭ ହୋଇଥିବା...

ଆୟ ବଢ଼ାଇଛି ଅତ୍ୟାଧୁନିକ କୌଶଳ

ଅନୁଗୋଳ ଅଫିସ, ୫।୧୨ ଶିଳ୍ପ ରାଜଧାନୀ ଅନୁଗୋଳରେ ପଥ ହୁଡ଼ିନି ଚାଷ। ଖଣି ଖାଦାନ ଭରା ଏହି ଜିଲାର ଚାଷୀ ଏବେ ବି ଭଲ ଲାଭ କମାଉଛନ୍ତି କୃଷି କ୍ଷେତ୍ରରୁ। ତେବେ ପାରମ୍ପରିକ ପରିବର୍ତ୍ତେ ଅନେକେ ଅତ୍ୟାଧୁନିକ ଜ୍ଞାନକୌଶଳ ଅବଲମ୍ବନ...

ଶବରପଡା ଗାଁକୁ ନାହିଁ ସବୁଦିନିଆ ରାସ୍ତା: ଜମି ହିଡ ପାଲଟିଛି ରାସ୍ତା

କୋକସରା, ୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ ଡୁଡକାଠେଙ୍ଗା ପଞ୍ଚାୟତର ଶବରପଡାର ଗାଁକୁ ସବୁ ଦିନିଆ ଭଲ ରାସ୍ତା ନ ଥିବାବେଳେ ଯାତାୟତ ପାଇ ଜମି ହିଡ ହିଁ ଭରସା। ଏଥିପାଇଁ ଲୋକେ ଯାତାୟତରେ ଅନେକ ଅସୁବିଧାର ସମ୍ମୁଖିନ...

କାଉଡୋଳା ମୁଟୁରା ନଦୀ ପଠାରେ ଚାଲିଛି ବେଆଇନ ଇଟାଭାଟି

କୋକସରା, ୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ତହସିଲ ଅନ୍ତର୍ଗତ କାଉଡୋଲା ମୁଦ୍ରା ନଦୀ କୂଳରେ ବେଧଡକ ଭାବେ ଚାଲିଛି ଏବେ ବେଆଇନ ଇଟାଭାଟି। ସରକରୀ ନିୟମ ମୁତାବକ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ଗୁଡିକରେ ପ୍ରଥମେ ରାଜସ୍ବ ଫିସ ଜମା...

ଧାନକିଣା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଜିଲାପାଳ

ଦେବଗଡ଼, ୫।୧୨(ଡ଼ି.ଏନ୍‌.ଏ.)- ଗତ ନଭେମ୍ବର ୧୦ ତାରିଖରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକର ନିଷ୍ପତିମତେ ଶୁକ୍ରବାରଠାରୁ ଦେବଗଡ ଜିଲାରେ ଚାଷୀଙ୍କଠାରୁ ୨୦୨୦-୨୧ ଖରିଫ୍‌ ବର୍ଷ ନିମନ୍ତେ ଧାନକିଣା ଆରମ୍ଭ କରାଯାଇଛି। ବାରକୋଟ ବ୍ଲକ ଅନ୍ତର୍ଗତ କାଦୋପଡା ପ୍ରାଥମିକ...

ପ୍ରତି ଶନିବାର ହାଇକୋର୍ଟ ସମେତ ସବୁ କୋର୍ଟ ବନ୍ଦ

କଟକ ଅଫିସ, ୪ା୧୨- ଚଳିତ ମାସର ପ୍ରତି ଶନିବାର କୋର୍ଟ କାର୍ଯ୍ୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିଷ୍ପତ୍ତିକ୍ରମେ ହାଇକୋର୍ଟ ଏହି ବିଜ୍ଞପ୍ତି ଜାରି କରିଛନ୍ତି। ଏହି ନିୟମ ଓଡ଼ିଶାର ସମସ୍ତ କୋର୍ଟ ଓ ଟ୍ରିବୁନାଲ...

ବୋଲେରୋ ଧକ୍କାରେ ଜଳିଗଲା ବାଇକ୍‌: ସ୍ବାମୀ, ସ୍ତ୍ରୀ ଓ ପୁଅ ମୃତ

ବଲାଙ୍ଗୀର ଅଫିସ/ଗୁଡଭେଲା, ୪ା୧୨(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁଷୁରା-ଦେଉଳଗୁଡି ମୁଖ୍ୟରାସ୍ତାର ଜମ୍ଭେଲ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସାଢ଼େ ୨ଟାରେ ଏକ ବୋଲେରୋ ଗାଡ଼ି ସାମ୍ନାପଟରୁ ଆସୁଥିବା ଏକ ବାଇକ୍‌କୁ ଧକ୍କା ଦେଇଛି। ବାଇକ୍‌ ସମ୍ପୂର୍ଣ୍ଣ ଜଳିଯିବା ସହ ଏହି ମର୍ମନ୍ତୁତ ଦୁର୍ଘଟଣାରେ...

ଛଟେଇ ପରେ ହାରିଲେ ଜୀବନ

ଢେଙ୍କାନାଳ ଅଫିସ, ୪।୧୨-ପେଟପାଟଣା କଥା ବୁଝୁଥିଲା ଠିକା ଚାକିରି। କଷ୍ଟେମଷ୍ଟେ ଚଳିଯାଉଥିଲା ପରିବାର। ଚାକିରିରୁ ଛଟେଇ ପରେ ମାଡ଼ିବସିଲା ଚିନ୍ତା। ଅସହ୍ୟ ହେଲା ଆର୍ଥିକ ଅନଟନ। କରୋନା କାଳରେ ଆର୍ଥିକ ଦୂରାବସ୍ଥା ସାଙ୍ଗକୁ ମାନସିକ ଚାପ ସହି ନ ପାରି...

ବନବିଭାଗ ପକ୍ଷରୁ ଚଢାଉ: ୮ କାଠମାଫିଆ ଗିରଫ

ତେଲକୋଇ, ୪ା୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନ କାଳିଆହତା ଫରେଷ୍ଟ ବିଟ୍‌ର ରେକୁଟି ସଂରକ୍ଷିତ ଜଙ୍ଗଲ ମଧ୍ୟରେ ୮ଜଣ ମେଶିନରେ ଶାଳ ଗଛ କାଟୁଥିବା ବେଳେ ଗୁରୁବାର ସନ୍ଧ୍ୟାରେ ବନବିଭାଗ ପକ୍ଷରୁ ଚଢାଉ କରାଯାଇଥିଲା। ବନାଞ୍ଚଳ ଅଧିକାରୀଙ୍କ ନେତୃତ୍ୱରେ ଚଢାଉ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri