ଆମ ଜିଲା ଖବର

ଦିବ୍ୟାଙ୍ଗ ହୋଇ ବି ସକ୍ଷମ

ବାରିପଦା ଅଫିସ,୩ା୧୨- ଜନ୍ମରୁ ଦୁନିଆର ଆଲୋକ ଦେଖି ପାରି ନ ଥିବା କୁନି ଝିଅ ମନରେ ଅସୁମାରୀ ସ୍ବପ୍ନ। ବଡ଼ ହେଲେ ଅନ୍ୟର ସାହାରା ନ ନେଇ ସମାଜରେ ଉଦାହରଣ ସାଜିବେ ବୋଲି ଦୃଢ଼ ଇଛା ଶକ୍ତି ରଖିଛନ୍ତି ସେ।...

କଟ୍‌ନି ଛଟନି ବନ୍ଦ କର

ବଲାଙ୍ଗୀର ଅଫିସ, ୩ା୧୨: ବଲାଙ୍ଗୀର ଜିଲା କୃଷକ ମହାସଂଘ ପକ୍ଷରୁ ଧାନକିଣା ଅବ୍ୟବସ୍ଥା ନେଇ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଧାରଣା ଦିଆଯାଇଥିଲା ା ଚାଷୀନେତା ତଥା ମହାସଂଘ ସଭାପତି ଡା. ସୁଧୀର କୁମାର ପରିଚ୍ଛାଙ୍କ ନେତୃତ୍ୱରେ ଚାଷୀମାନେ ବିଭିନ୍ନ...

ଭିଜିଲାନ୍ସ ଜାଲରେ କୋଟିପତି ମହିଳା କିରାଣି  

ଜଗତ୍‌ସିଂହପୁର ଅଫିସ, ୨ା୧୨-ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଗତ୍‌ସିଂହପୁର ଜିଲା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ (ଜିପିଓ) ସେକ୍ସନ୍‌ ଅଫିସର ସଞ୍ଜୁକ୍ତା ଦାସ। ଭିଜିଲାନ୍ସ ଟିମ୍‌ ବୁଧବାର ତାଙ୍କ ଜଗତ୍‌ସିଂହପୁର ସାତପୁରାସ୍ଥିତ ପୈତୃକ ବାସଭବନ ସମେତ ସ୍ଥାନୀୟ ପାଣିଶାଳିଆସ୍ଥିତ ଘର, କଟକ ମହାନଦୀ ବିହାରସ୍ଥିତ...

ଗଛରେ ପିଟିହେଲା ବାଇକ୍‌: ଚାଲିଗଲା ୨ ଜୀବନ

ତିହିଡ଼ି,୨ା୧୨(ସ୍ବ.ପ୍ର.)-ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ମଙ୍ଗରାଜପୁର ଗ୍ରାମର ପ୍ରସନ୍ନ ମଲିକ(୧୯) ଓ ନାୟକାଣିଡିହୀ ଥାନା ଅନ୍ତର୍ଗତ ଭଞ୍ଜସାହିର ଧର୍ମପଦ ମଲିକ(୧୯)ଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୂଚନା ମୁତାବକ ପ୍ରସନ୍ନ ଓ ଧର୍ମପଦ ଉଭୟ ଗୋଟିଏ ବାଇକ୍‌ରେ ମଙ୍ଗଳବାର...

ବ୍ରିଜ୍‌ରେ ପିଟି ହୋଇ ତଳକୁ ଖସିଲା ବାଇକ୍‌, ଯୁବକଙ୍କ ଜୀବନ ଗଲା

ବାଲିଗୁଡ଼ା,୨ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ଥାନା ଗୁଟିଙ୍ଗିଆ ନିକଟରେ ଭାରସାମ୍ୟ ହରାଇ ବ୍ରିଜ୍‌ ବାଡ଼ରେ ପିଟିହୋଇ ଜଣେ ମୋଟରସାଇକେଲ ଚାଳକଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗୁଡ୍ରିପଡ଼ି ଗ୍ରାମରୁ ବାହାରି ଗୁଟିଙ୍ଗିଆ ଅଭିମୁଖେ...

ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ, ମୁଣ୍ଡ ଜାମିନ ପାଇଁ ଘୋଷଣା ହୋଇଥିଲା ୪ ଲକ୍ଷ ଟଙ୍କା

କୋରାପୁଟ,୨ା୧୨(ସ୍ବ.ପ୍ର.): ବୁଧବାରଠାରୁ ମାଓବାଦୀଙ୍କ ପିଏଲଜିଏ ସପ୍ତାହ ଆରମ୍ଭ ହୋଇଥିବାବେଳେ ମାଓବାଦୀଙ୍କ ଟପ୍‌ ନେତା ତଥା ଏଓବିଏସଜେଡସିର କେନ୍ଦ୍ରୀୟ କମିଟିର ବରିଷ୍ଠ ନେତା ରାମକ୍ରୀଷ୍ଣାଙ୍କ ଅଙ୍ଗରକ୍ଷୀ ତଥା ଏସିଏମ ର଼୍ୟାଙ୍କର ରାମେ ମାଡକାମୀ କୋରାପୁଟ ଜିଲା ଆରକ୍ଷୀ ଅଧୀକ୍ଷକ ମୁକେଶ ଭାମୁଙ୍କ...

ସରପଦାରେ ଅଗ୍ନିକାଣ୍ଡ: ୩ ବଖରା ଜଳିଗଲା

ଭଣ୍ଡାରିପୋଖରୀ,୨।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତର ସରପଦା ଗ୍ରାମରେ ମଙ୍ଗଳବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ଏକ ପରିବାରର ୩ ବଖରା ଘର ପୋଡି ଭସ୍ମୀଭୂତ ହୋଇଯାଇଛି। ଗ୍ରାମର ବୃଦ୍ଧା ରମାମଣି ଓଝା( ୬୫)ଙ୍କ ୩ ବଖରା...

ମୃତ୍ୟୁ ସହ ସଂଗ୍ରାମ କରୁଛି ମାଈହାତୀ

ଦେବଗଡ଼,୨ା୧୨(ଡି.ଏନ.ଏ): ଦେବଗଡ ବନଖଣ୍ଡ ଓ ଦେବଗଡ ବନାଞ୍ଚଳ କଂସର ସେକ୍ସନ ଅନ୍ତର୍ଗତ ବିରିୟାମ ଗ୍ରାମର ଏକ ନାଳରେ ପଡି ଜୀବନମୃତ୍ୟୁ ସହ ସଂଗ୍ରାମ କରୁଛି ଏକ ମାଈହାତୀ । ହାତୀଟି ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ସୋମବାର ବିରିୟାମ ଗ୍ରାମକୁ ଚାଲିଆସିଥିଲା।...

ଭେଣ୍ଡିଂ ଜୋନ୍‌ ନାହିଁ, ବ୍ୟବସାୟୀଙ୍କୁ ଟ୍ରେ ଭରସା

ଗଞ୍ଜାମ, ୨।୧୨(ଡି.ଏନ୍‌.ଏ.): ଦୀର୍ଘ ବର୍ଷ ହେବ ଗଞ୍ଜାମ ସହରର ବ୍ୟବସାୟୀମାନେ ଭେଣ୍ଡିଂ ଜୋନ୍‌ ପାଇଁ ଦାବି କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଯାହାକୁ ନେଇ ବ୍ୟବସାୟୀ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି l ବର୍ତ୍ତମାନ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ...

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି: ୪ଟି ସ୍ଥାନରେ ଚାଲିଛି ରେଡ୍‌

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଲେ ଜଗତସିଂହପୁର ଜିଲାପାଳ କାର୍ଯ୍ୟାଳୟର ବରିଷ୍ଠ କିରାଣି ସଂଯୁକ୍ତା ଦାଶ। ସଂଯୁକ୍ତାଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ରେଡ୍‌ କରିଛି। ଜଗତ୍‌ସିଂପୁର କାର୍ଯ୍ୟାଳୟ, ସାତପୁରାରେ ଥିବା...

ମୃତକଙ୍କ ପରିବାରକୁ ଦିଆଯାଇଛି ୫ଲକ୍ଷ

କଟକ ଅଫିସ,୨ା୧୨: ପୁରୀ ହାଜତ ମୃତ୍ୟୁ ମାମଲାକୁ ନେଇ ହାଇକୋର୍ଟରେ ହୋଇଥିବା ଜନସ୍ବାର୍ଥ ମାମଲାରେ ରାଜ୍ୟ ସରକାର ମଙ୍ଗଳବାର ସତ୍ୟପାଠ ଦାଖଲ କରିଛନ୍ତି। କେ. ରମେଶଙ୍କ ପରିବାରକୁ କ୍ଷତିପୂରଣ ବାବଦରେ ୫ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ସେହିପରି ସିଆର୍‌ପିସି ୧୭୬...

ଓଡ଼ିଶୀ, ଭାରତନାଟ୍ୟମରେ ଶିବ ଆରାଧନା

କୋଣାର୍କ,୨।୧୨(ଡି.ଏନ୍‌.ଏ.): ଓଡ଼ିଶା ପର୍ଯ୍ୟଟନ ବିଭାଗର ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ସହଯୋଗରେ ଆୟୋଜିତ କୋଣାର୍କ ଉତ୍ସବ ୨୦୨୦ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡିଜିଟାଲ ମାଧ୍ୟମରେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri