ଆମ ଜିଲା ଖବର

ବାସନା ଧାନରେ ମହକୁଛି ଗାଁ ଦାଣ୍ଡ

ବାରିପଦା ଅଫିସ,୧ା୧୨-ବାସନା ଧାନରେ ମହକୁଛି ଗାଁ ଦାଣ୍ଡ। ସୁଗନ୍ଧରେ ଫାଟି ପଡ଼ୁଛି ପରିବେଶ। ଯାହାଙ୍କ ପାଇଁ ଏହା ସମ୍ଭବ ହୋଇଛି ସେ ଜଣେ ମହିଳା ଚାଷୀ। ନିଜେ ସ୍ବାବଲମ୍ବୀ ହେବା ସହିତ ଅଞ୍ଚଳବାସୀଙ୍କୁ ଚାଷର ପ୍ରଣାଳୀ ଜଣାଇ ସ୍ବତନ୍ତ୍ର ପରିଚୟ...

ପୋଷ୍ଟକାର୍ଡରେ ସ୍ଥାନିତ ହେଲା ଜଉକଣ୍ଢେଇ

ବାଲେଶ୍ୱର ଅଫିସ, ୧।୧୨-ବାଲେଶ୍ୱରର କଳା ସଂସ୍କୃତିର ପ୍ରତୀକ ଭାବେ ପରିଚିତ ଜଉକଣ୍ଢେଇକୁ ବିଶ୍ୱ ପୋଷ୍ଟକାର୍ଡ ଦିବସ ଅବସରରେ ପୋଷ୍ଟକାର୍ଡରେ ସ୍ଥାନିତ କରାଯାଇଛି। ଏନେଇ ଚିଫ୍‌ ପୋଷ୍ଟମାଷ୍ଟର ଜେନେରାଲ ଜଲେଶ୍ୱର କନହାର ସୂଚନା ଦେବା ପରେ ବାଲେଶ୍ୱର ଅଞ୍ଚଳର କଳାପ୍ରେମୀଙ୍କ ମନରେ...

୧୭ ବର୍ଷରେ ୨୦୫୦ ସଂକ୍ରମିତ

ଅନୁଗୋଳ ଅଫିସ, ୧ା୧୨ ସଞ୍ଜମ ଓ ସତର୍କତା ଅବଲମ୍ବନ ଦ୍ୱାରା ଏଡ୍‌ସକୁ ରୋକିହେବ। ନିଜେ ସଚେତନ ହୋଇ ଅନ୍ୟମାନଙ୍କୁ ସଚେତନ କରିପାରିଲେ ଜିଲା ଏଡ୍‌ସ ମୁକ୍ତ ହୋଇପାରିବ ବୋଲି ପ୍ରତିବର୍ଷ ବିଶ୍ୱ ଏଡ୍‌ସ ଦିବସରେ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ...

ଇଟାଭାଟିରେ ନାବାଳିକାଙ୍କୁ ବଳାତ୍କାର ପରେ ବିଷ ପିଆଇଦେଲେ

ସଜନାଗଡ଼, ୩୦ା୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା ଏକ ଇଟାଭାଟିରେ ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ବିଷ ପିଆଇ ଦିଆଯିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏନେଇ ନାବାଳିକାଙ୍କ ଦାଦା ନୀଳଗିରି ଥାନାରେ ଏତଲା ଦେଇଛନ୍ତି। ଉକ୍ତ...

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

ଦିଗପହଣ୍ଡି,୩୦ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି କାନରା ବ୍ୟାଙ୍କ ସମ୍ମୁଖରେ ଏକ ଭଡ଼ା ଘରେ ରହୁଥିବା ଗର୍ଭବତୀ ସୁଜାତା ସେଠୀଙ୍କୁ ଅଧିକା ଯୌତୁକ ପାଇଁ ସ୍ବାମୀ ଓ ଶ୍ୱଶୁର ଘର ଲୋକେ ମିଳିମିଶି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ବାପା...

ଚର୍ଚ୍ଚାରେ ୧୫୦ ଫୁଟର ଡଙ୍ଗା

ବାଲେଶ୍ୱର ଅଫିସ,୩୦ା୧୧: ବାଲେଶ୍ୱର ଜିଲା ସୋର ମାଣିତ୍ରୀ ଗ୍ରାମରେ କାର୍ତ୍ତିକ ପୁର୍ଣ୍ଣିମା ଆବସରରେ ଗ୍ରାମବାସୀ ୧୫୦ ଫୁଟର ଡଙ୍ଗା ତିଆରି କରିବା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ୧୫୦ ଫୁଟର ନିର୍ମାଣ କରିଛନ୍ତି ଗ୍ରାମବାସୀ।...

ମାଲକାନଗିରିରେ ଖୋଲିଲା ଧାନମଣ୍ଡି

ମାଲକାନଗିରି,୩୦ା୧୧(ଡି.ଏନ୍‌.ଏ.): ସୋମବାର ମାଲକାନଗିରି ଜିଲାରେ ଚାଷୀମାନଙ୍କ ନିକଟରୁ ଧାନ କିଣିବା ପାଇଁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଧାନମଣ୍ଡି ଖୋଲାଯାଇଛି। ସଦର ମହକୁମା ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଥିବା ମଣ୍ଡିକୁ ଜିଲାପାଳ ଓ୍ବାଇ ବିଜୟ ଉଦ୍‌ଘାଟନ କରିଛନ୍ତି।...

କାର୍ତ୍ତିକ ପୂର୍ଣ୍ଣିମାରେ ଆରଡ଼ି ପୀଠ ଜନଶୂନ୍ୟ

ଆରଡ଼ି,୩୦ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ସୋମବାର କାର୍ତ୍ତିକ ପୂର୍ଣ୍ଣିମାରେ ଭକ୍ତ ସମାଗମ ଦେଖିବାକୁ ମିଳିନାହିଁ। କୋଭିଡ କଟକଣା ଯୋଗୁ ମନ୍ଦିର ଓ ଶିବଗଙ୍ଗା ପୁଷ୍କରିଣୀ ପାଶର୍‌ବ ବର୍ତ୍ତୀ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଥିଲା।...

ଡଙ୍ଗା ଭସାଇବାକୁ ଯାଇ ଭାଲୁ ଆକ୍ରମଣର ଶିକାର ହେଲେ ବ୍ୟକ୍ତି

ପାଟଣା,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଟାଙ୍ଗରପଡା ପଞ୍ଚାୟତ ଝାଲିଆପଡ଼ା ଗ୍ରାମର ଜଣେ ବ୍ୟକ୍ତି ସୋମବାର ଭୋରରୁ ଗାଁ ନାଳକୁ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଡଙ୍ଗା ଭସାଇବାକୁ ଯାଉଥିବା ବେଳେ ଭାଲୁ ଆକ୍ରମଣର ଶିକାର ହୋଇ ଗୁରୁତର ହୋଇଛନ୍ତି। ସେ...

ପରୀ ହତ୍ୟା ମାମଲା: ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବରଗଡ଼ ଅଫିସ,୩୦।୧୧: ନୟାଗଡ଼ ପରୀ ଅପହରଣ, ହତ୍ୟା ମାମଲାକୁ ନେଇ ଆନ୍ଦୋଳନ ଥମିବାର ନାଁ ଧରୁ ନାହିଁ। ସୋମବାର ଓଡିଶା ସୂଚନା ଅଧିକାର ଅଭିଯାନ, ବରଗଡ଼ ଜିଲା ଶାଖା ପକ୍ଷରୁ ଜିଲାପାଳ ଅଫିସ ଆଗରେ ଧାରଣା ଦେବା ସହିତ ବିକ୍ଷୋଭ...

ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୩୦।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମଙ୍ଗଳବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ଦାରୁଦିଅଙ୍କୁ ସୁନା ବେଶରେ ସଜାଯାଇଛି। ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ

ପାରଳାଖେମୁଣ୍ଡି/ଆର୍‌.ଉଦୟଗିରି,୩୦ା୧୧(ଡି.ଏନ୍‌.ଏ.)-ଗଜପତି ଜିଲା ଅଡ଼ବା ଥାନା ବିରିକୋଟ ଗ୍ରାମ ନିକଟରେ ସୋମବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କ ଜୀବନ ଯାଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ଛେଳିଗଡ଼ ଗ୍ରାମର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri