ଆମ ଜିଲା ଖବର

ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୩୦।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମଙ୍ଗଳବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ଦାରୁଦିଅଙ୍କୁ ସୁନା ବେଶରେ ସଜାଯାଇଛି। ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ

ପାରଳାଖେମୁଣ୍ଡି/ଆର୍‌.ଉଦୟଗିରି,୩୦ା୧୧(ଡି.ଏନ୍‌.ଏ.)-ଗଜପତି ଜିଲା ଅଡ଼ବା ଥାନା ବିରିକୋଟ ଗ୍ରାମ ନିକଟରେ ସୋମବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କ ଜୀବନ ଯାଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ଛେଳିଗଡ଼ ଗ୍ରାମର...

ଘରକୁ ଫେରୁଛନ୍ତି ଜିଲା ବାହାର ଶ୍ରମିକ

ବରଗଡ଼ ଅଫିସ,୩୦ା୧୧:ମହାମାରୀ କରୋନା ସଭିଁଙ୍କ ରୋଜଗାର ଛଡ଼ାଇ ନେଇଛି। ଏଥିରେ ଶ୍ରମଜୀବୀ ଶ୍ରେଣୀର ଲୋକେ ଅଧିକ ପ୍ରଭାବିତ ହୋଇଛନ୍ତି। କରୋନା ସଂକ୍ରମଣ ଆରମ୍ଭ ହେବାଠାରୁ ଶ୍ରମିକଙ୍କ ଦୁର୍ଦ୍ଦଶା ବଢ଼ି ଯାଇଛି ଯେ, ତାହା ଥମିବାର ନାଁ ନେଉ ନାହିଁ। ଚଳିତ...

ସହାୟତା ଡେସ୍କରୁ ମିଳୁନି ସହଯୋଗ

ଅନୁଗୋଳ ଅଫିସ, ୩୦।୧୧: ମେଡିକାଲ ଆସିଥିବା ରୋଗୀଟିଏ ଉପଯୁକ୍ତ ଚିକିତ୍ସା ସେବା ପାଇପାରୁ ନ ଥିବା ଅନେକ ସମୟରେ ଦେଖାଯାଇଥାଏ। ଏପରି କି ବିଭାଗୀୟ ଡାକ୍ତରଙ୍କ ନିକଟରେ ସେ କିପରି ତୁରନ୍ତ ପହଞ୍ଚିପାରିବ ତାହା ମଧ୍ୟ ଜାଣି ନ ଥାଏ। ଏପରି...

ଗାଇବନ୍ଧା ଗାଁକୁ ନାହିଁ ରାସ୍ତା କି ପିଇବା ପାଇଁ ପାଣି ନାହିଁ; ସୋଲାର ପାଣି ଟାଙ୍କି ୨ ବର୍ଷ ହେବ ଅଚଳ

କୋକସରା, ୩୦।୧୧ (ଡି.ଏନ.ଏ.)  କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ଅଧୀନ ଆଦିବାସୀ ବହୁଳ ଗାଁ ହେଉଛି ଗାଇବନ୍ଧା । ଏଠାରେ ୩୦ରୁ ଊଦ୍ଧ୍ୱର୍ର୍ ସାନ୍ତା ପରିବାରର ପାଖାପାଖି ୧ ଶହ ୫୦ରୁ ଊଦ୍ଧ୍ୱର୍ର୍ ଲୋକେ ବାସ କରନ୍ତି...

ସଂସ୍କୃତ କଲେଜରେ ଚାକିରିଆ ଛାତ୍ର

ଯାଜପୁର ଅଫିସ,୩୦ା୧୧:ଯାଜପୁର ଜିଲା ସୀମାନ୍ତବର୍ତ୍ତୀ କଟକ ଜିଲା ମାହାଙ୍ଗା ବ୍ଲକ ଅଧୀନ କଇଥା ତ୍ରିନାଥପୁର ମୀରାଦେବୀ ସଂସ୍କୃତ କଲେଜରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଛାତ୍ରୀଛାତ୍ରଙ୍କଠାରୁ ବିନା ରସିଦରେ ଅର୍ଥ ଆଦାୟ ଏବଂ କେତେଜଣ ବାହାରେ ଚାକିରି କରି ଏହି...

ସାଢେ ୬ ମାସ ପରେ ପୁରୀରେ ପଜିଟିଭ ଶୂନ

ପୁରୀ ଅଫିସ,୩୦ା୧୧: ଦୀର୍ଘ ସାଢ଼େ ୬ମାସ ପରେ ପୁରୀ ସହରର ଦୈନିକ କରୋନା ପଜିଟିଭ ସଂଖ୍ୟା ଶୂନ ରହିଛି। ରବିବାର ପୁରୀ ଜିଲାରୁ ୧୫ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ପୌରାଞ୍ଚଳରୁ କୌଣସି ସଂକ୍ରମିତ ବାହାରି ନାହାନ୍ତି। ନୂଆ ଆକ୍ରାନ୍ତଙ୍କୁ...

ଆରମ୍ଭରୁ ହାତ ଟେକିଲେଣି

ଯୋଡ଼ା,୩୦।୧୧(ଡି.ଏନ୍‌.ଏ.) ଚଳିତବର୍ଷ ମାର୍ଚ୍ଚରେ ଶେଷ ହୋଇଥିବା ରାଜ୍ୟର ବିଭିନ୍ନ ଖଣିମଣ୍ଡଳର ୧୭ଟି ଲୁହାପଥର ଖଣି ପାଇଁ ୨୦୧୯ ଶେଷ ଭାଗରେ ନିଲାମ ଡକାଯାଇଥିଲା। ସେଥିମଧ୍ୟରୁ ଯୋଡ଼ା ଖଣିମଣ୍ଡଳରେ ୯ଟି ଖଣି ରହିଥିଲା। ନିଲାମ ପ୍ରକ୍ରିୟାରେ ବହୁ କମ୍ପାନୀ ପ୍ରତିଦ୍ୱନ୍ଦ୍ୱିତା କରି...

ବୋଇତ ବନ୍ଦାଣ ଉପରେ କଟକଣା: ସଂସ୍କୃତି, ପରମ୍ପରା ପ୍ରତି କୁଠାରାଘାତ

ଖୋର୍ଦ୍ଧା ଅଫିସ,୩୦ା୧୧:ପବିତ୍ର କାର୍ତ୍ତିକ ମାସକୁ ଧର୍ମ ମାସ ବୋଲି କୁହାଯାଏ। ଓଡ଼ିଆ ପରମ୍ପରା ଅନୁଯାୟୀ ପଞ୍ଚକ ଶେଷଦିନ କାର୍ତ୍ତିକ ପୂର୍ଣ୍ଣମୀରେ ସମୁଦ୍ର ଓ ପୁଷ୍କରିଣୀରେ ଡଙ୍ଗା ଭସାଯିବା ସହ ବୋଇତ ବନ୍ଦାଣ କରାଯାଇଥାଏ। ତେବେ ଚଳିତ ବର୍ଷ କରୋନା ମହାମାରୀକୁ...

ଭକ୍ତିସଙ୍ଗୀତରେ ଭିଜିଲା ସିଂହଦ୍ୱାର

ପୁରୀ ଅଫିସ,୩୦ା୧୧:ପବିତ୍ର ବୈକୁଣ୍ଠ ଚତୁର୍ଦ୍ଦଶୀ ଅବସରରେ ରବିବାର ଶ୍ରୀମନ୍ଦିର ସିଂହଦ୍ୱାର ଅଞ୍ଚଳ ଭକ୍ତି ସଙ୍ଗୀତରେ ଭିଜିଥିଲା। ପ୍ରବୀଣ ଓ ନବୀନ କଣ୍ଠଶିଳ୍ପୀଙ୍କ ଭାବଭକ୍ତିର ସଙ୍ଗୀତରେ ବିଭୋର ହୋଇଥିଲେ ଶ୍ରୋତା। ଏକ ଭକ୍ତିମୟ ପରିବେଶରେ ସମସ୍ତେ ମହାପ୍ରଭୁଙ୍କ ପାଖରେ ସମର୍ପିତ ହୋଇଯାଇଥିଲେ।...

ଫିଟିପାରୁନି ରତ୍ନଭଣ୍ଡାର ଚାବି ରହସ୍ୟ

ପୁରୀ ଅଫିସ,୩୦ା୧୧:ରତ୍ନଭଣ୍ଡାର ଚାବି ହଜିବାକୁ ନେଇ ଏକଦା ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଥିଲା। ରାଜ୍ୟ ସରକାରଙ୍କୁ ଘେରିଥିଲେ ବିରୋଧୀ। ଦାବି ଜୋରଦାର ହେବାରୁ ସରକାର ତଦନ୍ତ କମିଶନ ବସାଇଥିଲେ। ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ରଘୁବୀର ଦାସଙ୍କୁ ଏହାର ତଦନ୍ତ ଦାୟିତ୍ୱ...

ଆଜି ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୩୦ା୧୧:କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ରବିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଛି। ସୋମବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ରତ୍ନସିଂହାସନରେ ମହାପ୍ରଭୁଙ୍କ ଅତ୍ୟନ୍ତ ମନୋରମ ରାଜରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହେବ। କିନ୍ତୁ କୋଭିଡ୍‌ କଟକଣା ପାଇଁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri