ଆମ ଜିଲା ଖବର

ରାସ୍ତା ପାଇଁ ଗ୍ରାମ୍ୟ ଜଙ୍ଗଲ ପଦା

ସମ୍ବଲପୁର,୨୮ା୧୧(ବ୍ୟୁରୋ): ସମ୍ବଲପୁର ଜିଲାର ବିଭିନ୍ନ ସ୍ଥାନରେ ନୂତନ ରାସ୍ତା ନିର୍ମାଣ ସହିତ ପ୍ରଶସ୍ତୀକରଣ କାମ ଚାଲିଛି। ଆବଶ୍ୟକ ଅନୁମତି ନେଇ ଠିକା ସଂସ୍ଥା ଗଛ କାଟିବାର ନିୟମ ରହିଛି। ହେଲେ ଏହି ସୁଯୋଗରେ ବିନା ଅନୁମତିରେ ଗ୍ରାମ୍ୟ ଜଙ୍ଗଲରୁ ଶତାଧିକ...

ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ

ବେଲପାହାଡ଼,୨୮ା୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବେଲପାହାଡ଼ ପୌରାଞ୍ଚଳରେ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉକ୍ତ ପ୍ରକ୍ରିୟା ଡିସେମ୍ବର ୧୫ ପର୍ଯ୍ୟନ୍ତ ଚାଲିବ। ଏହି କାର୍ଯ୍ୟ ପାଇଁ ୨୬ଟି ବିଦ୍ୟାଳୟରେ ବୁଥ୍‌ ଖୋଲାଯାଇଛି। ଏହାର ପରିଚାଳନା ପାଇଁ ଶିକ୍ଷକ ଓ...

ଭାରିଯାନ ବଢ଼ାଉଛି ପ୍ରଦୂଷଣ

ପାରାଦୀପ,୨୮ା୧୧(ସ୍ବ.ପ୍ର.): ପାରାଦୀପର ବିସ୍ତୀର୍ଣ୍ଣ ସମୁଦ୍ର ବେଳାଭୂମି ସବୁବେଳେ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ଏଠାରେ ଥିବା ବେଳାଭୂମି ରାସ୍ତାରେ ସବୁବେଳେ ଲୋକ ଓ ପର୍ଯ୍ୟଟକଙ୍କ ଗହଳି ପରଲିକ୍ଷିତ ହୋଇଥାଏ। ଏହାସତ୍ତ୍ୱେ ରାସ୍ତାରେ ଭାରିଯାନ ରଖାଯାଉଛି। ଫଳରେ ଅଧିକ ସମୟ ଯାନଗୁଡିକ ଷ୍ଟାଟ...

ଦୁର୍ଘଟଣାରେ ଆଖିବୁଜିଲା ନାବାଳକ: ଉତ୍ତ୍ୟକ୍ତ ଲୋକଙ୍କ ଥାନା ଘେରାଉ

ସମ୍ବଲପୁର, ୨୮।୧୧(ବ୍ୟୁରୋ): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ଆଶାପାଲି ସ୍କୁଲ ନିକଟରେ ଶନିବାର ପୂର୍ବାହ୍ନରେ ଏକ ଜିପ୍‌ ଧକ୍କାରେ ୭ ବର୍ଷର ନାବାଳକର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ସେ ସାହୁ କଲୋନୀର ସାହିଲ ସିଂ ବୋଲି ଜଣାପଡିଛି। ଏହାକୁ...

ପ୍ରେମ ସମ୍ପର୍କକୁ ନେଇ ଦେହରେ ନିଆଁ ଲଗାଇ ଛାତ୍ରୀଙ୍କ ଆତ୍ମହତ୍ୟା

ଗଞ୍ଜାମ, ୨୮।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅଞ୍ଚଳରେ ଶୁକ୍ରବାର ଜଣେ ନାବାଳିକା କଲେଜ ଛାତ୍ରୀ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ l ମୁମୂର୍ଷ ଅବସ୍ଥାରେ ପରିବାର ଲୋକେ ତାଙ୍କୁ ଉଦ୍ଧାରକରି ପ୍ରଥମେ ବ୍ରହ୍ମପୁର ଓ ପରେ...

‘ଅଙ୍ଗଦାନ ପାଇଁ ରାଜ୍ୟରେ ବ୍ୟାପକ ସମ୍ଭାବନା ଅଛି’

କଟକ ଅଫିସ,୨୮ା୧୧: ଗତ ଫେବୃୟାରୀ ୪ତାରିଖରେ ଓଡ଼ିିଶାରେ କାଡାଭରିକ (ମୃତ୍ୟୁବେଳେ ଅଙ୍ଗଦାନ) ପ୍ରକ୍ରିୟା ଆରମ୍ଭ ହୋଇଥିଲା। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କେବଳ ୩ଜଣ ଅଙ୍ଗଦାନ କରିଛନ୍ତି। କିଡ୍‌ନୀ ବ୍ୟତୀତ ଶରୀରର ଅନ୍ୟ ଅଙ୍ଗ ଯେପରିକି ଫୁସ୍‌ଫୁସ୍‌, ଯକୃତ ମଧ୍ୟ କାଡାଭରିକ...

ବଡ଼ମ୍ବା ରାଜବାଟୀ ଜଗନ୍ନାଥଙ୍କ ନାଗାର୍ଜୁନ ବେଶ

ବଡ଼ମ୍ବା, ୨୮ା୧୧(ଡି.ଏନ୍‌.ଏ.): ବଡମ୍ବା ରାଜବାଟୀସ୍ଥିତ ଜଗନ୍ନାଥଙ୍କର ଶୁକ୍ରବାର ନାଗାର୍ଜୁନ ବେଶ ଅନୁଷ୍ଠିତ ହୋଇଯାଇଛି। ଏହି ବେଶ ପ୍ରଥମଥର ଲାଗି ରାଜବାଟୀରେ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଆନନ୍ଦର ଲହରୀ ଖେଳିଯାଇଛି। କୋଭିଡ୍‌ କଟକଣା ମଧ୍ୟରେ କେତେଜଣ ଭକ୍ତ ନାଗାର୍ଜୁନ ବେଶ ଦର୍ଶନ...

ମିଳିଲାନି ଦର୍ଶନ, କାନ୍ଦିଲା ଭକ୍ତ ପ୍ରାଣ

ପୁରୀ ଅଫିସ,୨୮ା୧୧: କୋଟି ଓଡ଼ିଆଙ୍କ ମଉଡ଼ମଣି ମହାପ୍ରଭୁ ଶ୍ରୀଜଗନ୍ନାଥ। ସେ ବିଶ୍ୱନିୟନ୍ତା ପୁଣି ଭାବର ଠାକୁର। ତାଙ୍କ ସେବାପୂଜା, ବେଶ ସବୁକିଛି ସ୍ବତନ୍ତ୍ର। ଦୈନିନ୍ଦିନ ବେଶ ଅପେକ୍ଷା ବର୍ଷତମାମ୍‌ ବିଭିନ୍ନ ସ୍ବତନ୍ତ୍ର ବେଶରେ ବିଭୂଷିତ ହୋଇଥାନ୍ତି ଚତୁର୍ଦ୍ଧାବିଗ୍ରହ। ତାଙ୍କର ୨ଟି...

ତେଲନଦୀକୁ ଡେଇଁ ଦିବ୍ୟାଙ୍ଗ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର ଅଫିସ/ଗୁଡଭେଲା,୨୮ା୧୧(ଡି.ଏନ.ଏ.): ତୁଷରା ତେଲନଦୀ ପୋଲ ଉପରୁ ଶୁକ୍ରବାର ଜଣେ ଦିବ୍ୟାଙ୍ଗ ଯୁବକ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତେବେ ପୋଲିସ ଟିମ୍‌ ସମ୍ପକ୍ତ ଯୁବକଙ୍କୁ ନଦୀରୁ ଉଦ୍ଧାର କରିଛି। ପ୍ରେମରେ ବିଫଳ ପରେ ସେ ଏପରି ପଦକ୍ଷେପ...

ମୋବାଇଲରେ ବେଶ ଫଟୋ ଉଠାଇବା ଚର୍ଚ୍ଚା

ପୁରୀ ଅଫିସ,୨୮ା୧୧: ଶ୍ରୀମନ୍ଦିର କର୍ମଚାରୀ, ସେବାୟତ ଏବଂ ସୁରକ୍ଷା କର୍ମଚାରୀ କେହି ବି ମନ୍ଦିର ଭିତରକୁ ମୋବାଇଲ ଫୋନ୍‌ ନେବେ ନାହିଁ। ସମସ୍ତଙ୍କୁ ଯାଞ୍ଚ କରାଯାଇ ଭିତରକୁ ଛଡ଼ାଯିବ। ସେହିପରି କେହି ବେଶ ବଦଳାଇ ଭିତରକୁ ଯିବାକୁ ଚେଷ୍ଟା କରିବେ...

ବିନା ଭକ୍ତରେ ନାଗାର୍ଜୁନ ବେଶ

ପୁରୀ ଅଫିସ, ୨୮ା୧୧: ଏକ ଆବେଗମୟ ମୁହୂର୍ତ୍ତର ପରିସମାପ୍ତି ଘଟିଛି। ଶୁକ୍ରବାର ଶ୍ରୀମନ୍ଦିର ରତ୍ନସିଂହାସନରେ ମହାପ୍ରଭୁଙ୍କର ଦୁର୍ଲଭ ନାଗାର୍ଜୁନ ବେଶ ହୋଇଛି। ଦୀର୍ଘ ୨୫ବର୍ଷ ପରେ ପଡ଼ିିଥିବା ଏହି ବେଶ କିନ୍ତୁ ଦେଖିପାରି ନାହାନ୍ତି ଭକ୍ତ। ବିଷାଦ ଓ ଅବସୋସ...

ହାଇକୋର୍ଟରେ ଲକ୍ଷ୍ମୀପ୍ରସାଦ ସରପଞ୍ଚ

କଟକ ଅଫିସ,୨୮ା୧୧: ନୟାଗଡ଼ ପରୀ ହତ୍ୟା ମାମଲାରେ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନ ଶୁକ୍ରବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ନିଜର ଓ ପରିବାରର ସୁରକ୍ଷା ଲୋଡିଛନ୍ତି। ସେ ହାଇକୋର୍ଟରେ ଏକ ରିଟ୍‌ ପିଟିଶନ ଦାଖଲ କରି ମନ୍ତ୍ରୀ ଅରୁଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri