ଆମ ଜିଲା ଖବର

ଭାଜପା ପକ୍ଷରୁ ସମ୍ବିଧାନ ଦିବସ ପାଳିତ

ଜୁନାଗଡ଼, ୨୭।୧୧ (ଡି.ଏନ.ଏ.)  – କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାବସପୁର ମଣ୍ଡଳସ୍ଥିତ ଚକୁଳି ଗ୍ରାମଠାରେ ଗୁରୁବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ସମ୍ବିଧାନ ପ୍ରଣେତା ଡ. ବି ଆର ଆମ୍ବେଡକରଙ୍କ ଫୋଟୋ ଚିତ୍ରରେ ଫୁଲମାଲ ଦିଆଯାଇ କାର୍ଯ୍ୟକ୍ରମ ଆରମ୍ଭ...

ଅବଗତ ଥାଇ ଅବହେଳା

ଅନୁଗୋଳ ଅଫିସ, ୨୭।୧୧ – କରୋନାକୁ ହରାଇବାକୁ ହେଲେ ରୋଗୀଙ୍କୁ ଉତ୍ତମ ଖାଦ୍ୟ ଲୋଡା। ଏଥିପାଇଁ ଆରମ୍ଭରୁ ହିଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। କୋଭିଡ୍‌ ହସ୍ପିଟାଲ ଓ କେୟାର ସେଣ୍ଟରଗୁଡ଼ିକରେ ଆକ୍ରାନ୍ତଙ୍କୁ ପୁଷ୍ଟିକର ଆହାର ପ୍ରଦାନ ନିମନ୍ତେ...

ଧାନ ବଦଳରେ ଗ୍ରସେରି: ରମେଶଙ୍କ ଭ୍ରାମ୍ୟମାଣ ଦୋକାନ

କେନ୍ଦୁଝର,୨୭ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ)-ପୁରାତନ ଯୁଗରେ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ପରିମାଣର ଶସ୍ୟ ଉତ୍ପାଦନ ହେଉଥିଲା। କିନ୍ତୁ ତାକୁ ବିକିବାକୁ ଉପଯୁକ୍ତ ବଜାର ବ୍ୟବସ୍ଥା ନ ଥିଲା। ବର୍ତ୍ତମାନ ଦେଶ ଅତ୍ୟାଧୁନିକ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ଲୋକେ ସବୁ କ୍ଷେତ୍ରରେ ଡିଜିଟାଲଇଜେସନକୁ ଅନୁସରଣ...

ରାସ୍ତାରେ ବାଘଛୁଆ: ଭିଡିଓ ଭାଇରାଲ

ଚୌଦ୍ୱାର,୨୬ା୧୧(ଡି.ଏନ୍‌.ଏ.):କଟକ ବନଖଣ୍ଡ ଅଧୀନ ଡାଳିଯୋଡ଼ା ଫରେଷ୍ଟ ରେଞ୍ଜର ରାମଚନ୍ଦ୍ରପୁରଶାସନ ଗ୍ରାମ ନିକଟ ଫାର୍ମହାଉସ ରାସ୍ତାରେ ୨ଟି ବାଘଛୁଆ ବୁଲୁଥିବା ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଫଳରେ ଉକ୍ତ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି।...

ନକଲି ଘିଅ କାରଖାନାରେ ଚଢ଼ାଉ : ୫୦ ଲକ୍ଷ ଟଙ୍କାର ସାମଗ୍ରୀ ଜବତ

କଟକସଦର,୨୬।୧୧(ଡି.ଏନ୍‌.ଏ.)- କଟକସଦର ଥାନା ହରିଅନ୍ତା ପଞ୍ଚାୟତ ଉଲ୍ଲାର ଗ୍ରାମରେ ଥିବା ଏକ ନକଲି ଘିଅ କାରଖାନାରେ ପୋଲିସ ଗୁରୁବାର ଚଢ଼ାଉ କରି ବିଭିନ୍ନ ନାମୀଦାମୀ ଘିଅ କମ୍ପାନୀର ଲୋଗୋ, ଜରି ପ୍ୟାକେଟ, ନକଲି ଘିଅ ପ୍ରସ୍ତୁତ ପାଇଁ ସାମଗ୍ରୀ, ଓଜନ...

ପାରିବାରିକ କଳହକୁ କେନ୍ଦ୍ର କରି ତଣ୍ଟି କାଟିଦେଲେ ଯୁବକ

ଛେଣ୍ଡିପଦା,୨୬ା୧୧(ଡି.ଏନ.ଏ.)- ଛେଣ୍ଡିପଦା ଥାନା ବରସାହି ପଞ୍ଚାୟତ ରଙ୍ଗମାଟିଆ ସାହିର ଖକନ ବେହେରା(୪୭) ଗୁରୁବାର ନିଜ ଘର ପୋଡ଼ିଦେବା ସହ ତଣ୍ଟି କାଟି ଗୁରୁତର ହେବା ଚର୍ଚ୍ଚାର ବିଷୟ ହୋଇଛି। ପାରିବାରିକ କଳହକୁ କେନ୍ଦ୍ରକରି ଖକନ ଏପରି କରିଥିବା ପୋଲିସ ସୂଚନା...

ନାଲ୍‌କୋରେ ଧର୍ମଘଟର ପ୍ରଭାବ

ବଅଁରପାଳ,୨୬ା୧୧(ଡି.ଏନ.ଏ.)- କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନ ବିରୋଧୀ ନୀତି ବିରୋଧରେ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡ଼ିକ ପକ୍ଷରୁ ଗୁରୁବାର ଦିଆଯାଇଥିବା ଦେଶବ୍ୟାପୀ ଧର୍ମଘଟର ପ୍ରଭାବ ଅନୁଗୋଳ ଜିଲାରେ ଦେଖିବାକୁ ମିଳିଛି। ବିଶେଷକରି ନାଲ୍‌କୋର ସିପିପି ଓ ସ୍ମେଲଟର ପ୍ଲାଣ୍ଟ ସମ୍ମୁଖରେ ସକାଳୁ...

ଅନ୍‌ଲାଇନ ଟିସିକୁ ନେଇ ଅଡୁଆରେ ପ୍ରଧାନଶିକ୍ଷକ

ଶେରଗଡ,୨୬ା୧୧(ଡି.ଏନ୍‌.ଏ.)- ଶେରଗଡ ବ୍ଲକର ସମସ୍ତ ବିଦ୍ୟାଳୟରେ ଅନଲାଇନ ଟିସି (ଟ୍ରାନ୍ସଫର ସାର୍ଟିଫିକେଟ୍‌) ବ୍ୟବସ୍ଥା ପ୍ରଚଳନ କରାଯାଇଛି। ଯେଉଁ ଛାତ୍ରୀଛାତ୍ର ବିଦ୍ୟାଳୟ ଛାଡି ଅନ୍ୟ ଶିକ୍ଷାନୁଷ୍ଠାନକୁ ଯିବେ ସେମାନଙ୍କୁ ହାତଲେଖା ଟିସି ସହ ଅନ୍‌ଲାଇନ୍‌ରେ ଜେନେରେଟ୍‌ ହେଉଥିବା ଟିସି ନମ୍ବର ଦେବାର...

ପୁରୀରେ ଜାରି ହେଲା ୧୪୪ ଧାରା: ପତିତପାବନ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୬।୧୧: ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ରାତି ୨ଟାରୁ ବେଶ ଓଲାଗି ପର୍ଯ୍ୟନ୍ତ ଏହା ଜାରି ରହିବ। ମରିଚକୋଟ ଛକରୁ ସିଂହଦ୍ୱାର ଓ ମନ୍ଦିର ଚତୁଃପାର୍ଶ୍ୱରେ ଏହି ଧାରା...

ସ୍ବାଭିମାନ ଅଞ୍ଚଳରେ ମାଓବାଦୀ-ପୋଲିସ ଗୁଳି ବିନିମୟ: ମାଓନେତା କିଶୋର ମୃତ, ଜଣେ ଆହତ

ମାଲକାନଗିରି/ଚିତ୍ରକୋଣ୍ଡା,୨୬।୧୧(ଡି.ଏନ୍‌.ଏ.): ଆନ୍ଧ୍ର ଓଡିଶା ସୀମାନ୍ତ ନକ୍ସଲ ଉପଦ୍ରୁତ ଆଦିବାସୀବହୁଳ ଉପାନ୍ତ ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଯନ୍ତ୍ରୀ ପଞ୍ଚାୟତ ନିକଟସ୍ଥ ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁରୁବାର ଗୁଳିବିନିମୟ ଜାରି ରହିଛି। ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି...

୩ ଲକ୍ଷ ୨୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ନୋଟ ଜବତ: ଜଣେ ଗିରଫ

କୋରାପୁଟ,୨୬।୧୧(ସ୍ବ.ପ୍ର.): କୋରାପୁଟ ଜିଲାର ସୁନାବେଡ଼ା ଥାନା ଅଞ୍ଚଳରୁ ବୁଧବାର ବିଳମ୍ବିତ ରାତ୍ରରେ ଏସ୍‌ଟିଏଫ ଦ୍ୱାରା ଜଣେ ବ୍ୟକ୍ତିଠାରୁ ୩ ଲକ୍ଷ ୨୮ ହଜାର ୩ ଶହ ଟଙ୍କାର ନକଲି ନୋଟ ଜବତ କରାଯାଇଛି । ଘଟଣାରେ ଜଣକୁ ଗିରଫ କରାଯାଇଥିବା...

କୋରାପୁଟ ଜିଲାରେ ଭାରତ ବନ୍ଦ ପ୍ରଭାବ: ଯାନବାହନ ଚଳାଚଳ ଠପ୍‌

କୋରାପୁଟ,୨୬।୧୧(ସ୍ବ.ପ୍ର.) କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ଭାରତ ବନ୍ଦ ଡାକରା ଦିଆଯାଇଛି। ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଯୋଗୁ କୋରାପୁଟ ଜିଲାରେ ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି । ଯାନବାହନ ଚଳାଚଳ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri