ଆମ ଜିଲା ଖବର

ଗଛ ଜଗିଛନ୍ତି ଗଞ୍ଜେଇ ଚାଷୀ

ବଇଣ୍ଡା,୨୬ା୧୧(ପରିକ୍ଷିତ ସାହୁ): ପ୍ରତିବର୍ଷ ଚଢ଼ାଉ ହେଉଛି। ଲକ୍ଷ ଲକ୍ଷ ଗଞ୍ଜେଇ ଗଛ ପୋଡ଼ି ନଷ୍ଟ କରାଯାଉଛି। ଶତାଧିକ ମାମଲା ସହ ବେଆଇନ ଚାଷୀଙ୍କୁ ଗିରଫ କରାଯାଉଛି। କିନ୍ତୁ ଅନୁଗୋଳ ଜିଲା ହଣ୍ଡପା ଓ ଠାକୁରଗଡ଼ ଥାନା ଅଞ୍ଚଳରେ ଗଞ୍ଜେଇ ଚାଷକୁ ରୋକାଯାଇପାରୁ...

ଝଲସିବନି ଲୋଭୀଙ୍କ ପୀଠ

ବଅଁରପାଳ, ୨୬ା୧୧(ଉପେନ୍ଦ୍ର ରାଉତ): ପ୍ରତିବର୍ଷ ଧୁମଧାମରେ ଅନୁଷ୍ଠିତ ହେଉଥିବା ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡସନ୍ତ୍ରୀ ଓ ତୁଳସୀପାଳ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଲୋଭୀଙ୍କ ଯାତ୍ରା ଚଳିତ ବଷର୍ର୍ ଆୟୋଜନ ହେବନି। ୪ ଦିନ ଧରି ଯାତ୍ରା ଯୋଗୁ ଉତ୍ସବମୁଖର...

ଅଳିଆ ବୋଝରେ ଆଦର୍ଶ ସହର

ଢେଙ୍କାନାଳ ଅଫିସ, ୨୬।୧୧: ଗଳିକନ୍ଦିରେ କୁଢ଼କୁଢ଼ ଆବର୍ଜନା। ଡଷ୍ଟବିନ୍‌ ଭର୍ତ୍ତି ହୋଇ ତଳେ ପଡୁଛି। ଦୁର୍ଗନ୍ଧରେ ନାକ ଫାଟୁଛି। ଦୁର୍ଗନ୍ଧମୟ ପରିବେଶ ସୌନ୍ଦର୍ଯ୍ୟ ବିଗାଡୁଛି। ଅଳିଆ ବୋଝରୁ ଆଦର୍ଶ ସହର ଢେଙ୍କାନାଳ ମୁଣ୍ଡ ଟେକି ପାରୁ ନ ଥିବାବେଳେ ପୌରସଂସ୍ଥାର ପରିମଳ...

ଆଖି ବୁଜିଲା କାଳିଆ

କଟକ/ଭୁବନେଶ୍ୱର, ୨୫।୧୧(ବ୍ୟୁରୋ)- ଶେଷରେ ଯୋଡ଼ା ମୁଣ୍ଡ ଶିଶୁ କାଳିଆ ଭାଇ ଜଗାକୁ ଛାଡି ଚାଲିଗଲା। କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ମିଲୁପଡ଼ା ଗ୍ରାମର ଯୋଡ଼ାମୁଣ୍ଡ ଶିଶୁ କାଳିଆର ବୁଧବାର ମୃତ୍ୟୁ ଘଟିଛି। କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ(ଏସ୍ସିବି) ମେଡିକାଲ ଓ...

ପରୀ ହତ୍ୟାକାଣ୍ଡର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ନୟାଗଡ଼ ଅଫିସ,୨୫ା୧୧: ନୟାଗଡ଼ର ବହୁଚର୍ଚ୍ଚିିତ ପରୀ ହତ୍ୟାକାଣ୍ଡର କ୍ରାଇମବ୍ରାଞ୍ଚ ତଦନ୍ତ ହେବ ବୋଲି ଶୀତକାଳୀନ ଅଧିବେଶନରେ ବୁଧବାର ଗୃହ ରାଷ୍ଟ୍ରମନ୍ତ୍ରୀ ଶକ୍ତିି ଶଙ୍କର ମିଶ୍ର ବିବୃତ୍ତି ରଖିଛନ୍ତି । ମନ୍ତ୍ରୀଙ୍କ ସୂଚନା ଅନୁସାରେ ମାମଲାରେ ଏଯାବତ ୩୪ଜଣଙ୍କୁ ଜେରା କରାଯାଇଛି।...

ବାଘଛାଲ, ନଖ ଜବତ; ୩ ଅଟକ

ବରଗଡ଼ ଅଫିସ,୨୫ା୧୧: ବରଗଡ଼ ଭଟଲି ଛକରୁ ବୁଧବାର ଏସ୍‌ଟିଏଫ (ସ୍ପେଶାଲ ଟାସ୍କ ଫୋର୍ସ) ଏକ ଚିତାବାଘର ଛାଲ, ନଖ ଓ ଦାନ୍ତ ଜବତ କରିଛି। ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖାଯାଇ ଥିବାବେଳେ ଗୋଟିଏ ବାଘଛାଲ ସମେତ ୧୧ଟି...

୫ କୋଟି ଟଙ୍କାର ଗଞ୍ଜେଇ ପୋଡ଼ିଦେଲା ପୋଲିସ

ଚିତ୍ରକୋଣ୍ଡା,୨୫।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ୫ କୋଟି ଟଙ୍କାର ଗଞ୍ଜେଇ ନଷ୍ଟ କରିଦେଇଥିବା ସୂଚନା ମିଳିଛି। ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ନାକାମୁମୁଡି ପଞ୍ଚାୟତ ଅନ୍ତର୍ଭୁକ୍ତ ଡାଇକ -ଟୁ, ଡାଇକ-ଥ୍ରୀ, ଓ ବାନ୍ଦାମାମୁଡି ଗ୍ରାମ ନିକଟ ୩୦ ଏକର ଜମିରୁ...

ମ୍ୟାନେଜରଙ୍କ ସନ୍ଦେହଜନକ ମୃତ୍ୟୁ: ଫିନାଇଲ ପିଇ ସାନ ଝିଅଙ୍କ ଆତ୍ମହତ୍ୟା ଉଦ୍ୟମ

ଲଖନପୁର,୨୫।୨୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବନ ଉନ୍ନୟନ ନିଗମ ସବ୍‌ ଡିଭିଜନାଲ ମ୍ୟାନେଜର ବାସୁଦେବ ପାଲ୍‌ଙ୍କ ମଙ୍ଗଳବାର ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି । ଏନେଇ ତାଙ୍କ ଝିଅ ଝାରସୁଗୁଡା ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗରେ ସେ ଦର୍ଶାଇଛନ୍ତି...

ନାଗାର୍ଜୁନ ବେଶ ଦିନ ଜିଲା ବାହାର ଲୋକଙ୍କୁ ପୁରୀ ନ ଆସିବାକୁ ଅନୁୁରୋଧ

ପୁରୀ ଅଫିସ, ୨୫।୧୧(ବ୍ୟୁରୋ): ବୁଧବାରଠାରୁ ଆରମ୍ଭ ହୋଇଛି ପଞ୍ଚକ ବ୍ରତ। ଏଥର ପଞ୍ଚକ ୬ ଦିନ ପଡୁଥିବା ବେଳେ ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ। ତେବେ ମହାମାରୀ କରୋନା ପାଇଁ ଶ୍ରୀମନ୍ଦିରକୁ ଭକ୍ତଙ୍କ...

ଦାରିଙ୍ଗବାଡ଼ିରେ ଶୀତ ଅବ୍ୟାହତ: ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ

ଦାରିଙ୍ଗବାଡ଼ି,୨୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଶୀତ ଅବ୍ୟାହତ ରହିଛି। ପାଗ ଶୁଖିଲା ରହିବା ସହ ବୁଧବାର ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ ତଳକୁ ଖସିଆସିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି । ସମଗ୍ର ଜିଲାରେ ଏବେ ଶୀତର ପ୍ରକୋପ ଦିନକୁ...

ଥାର୍ଡ ଡିଗ୍ରୀ ଅଭିଯୋଗର ତଦନ୍ତ ଆରମ୍ଭ

ପୁରୀ ଅଫିସ,୨୫ା୧୧: ଥାନାରେ ଅଭିଯୁକ୍ତଙ୍କୁ ଥାର୍ଡ ଡିଗ୍ରୀ ନେଇ ପୁରୀ ଜିଲା ଚର୍ଚ୍ଚାରେ ରହିଛି। ପୁରୀ ହାଜତ ମୃତ୍ୟୁର ତାତି ଥମି ନ ଥିବାବେଳେ ପିପିଲି ଓ ପୁରୀ ଟାଉନ ଥାନା ପୋଲିସ ନିର୍ଯାତନାର ଅଭିଯୋଗ ଆସିଛି। ଏହି ଦୁଇଟି...

ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲରୁ ୧୫ କର୍ମଚାରୀ ବହିଷ୍କୃତ

କଟକ ଅଫିସ,୨୫ା୧୧: କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରୁ ୧୫ କର୍ମଚାରୀଙ୍କୁ ମଙ୍ଗଳବାର ବହିଷ୍କୃତ କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଚିଠିନଂ.୪୪୫୮/୨୩ା୧୧ା୨୦ରେ ବିନା ଅନୁମୋଦନରେ କାମ କରୁଥିବା ୧୫ କର୍ମଚାରୀଙ୍କୁ ବହିଷ୍କାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri