ଆମ ଜିଲା ଖବର

ବଡଟେମରି ମଣ୍ଡିକୁ ଅଲଗା କରିବାକୁ ଦାବି

କୋକସରା,୨୨।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଚାରବାହାଲ ପ୍ୟାକ୍ସ ଅଧୀନରେ ଥିବା ମୋଟେର ମଣ୍ଡିରୁ ରଣମାଲ ପ୍ୟାକ୍ସର ବଡଟେମରି ମଣ୍ଡିକୁ ସମ୍ପୂର୍ଣ୍ଣ ଅଲଗା କରିବାକୁ ଚାଷୀମାନେ ଦାବି କରିଛନ୍ତି। ଚାଷୀଙ୍କ ଅଭିଯୋଗ ହେଲା, ବଡଟେମରୀ ମଣ୍ଡିର ଚାଷୀମାନେ ମଣ୍ଡି...

୧୦ ଲକ୍ଷରୁ ଊର୍ଦ୍ଧ୍ୱ ମୂଲ୍ୟର ନକଲି ଜର୍ଦ୍ଦା ଜବତ

ଭଦ୍ରକ ଅଫିସ, ୨୧।୧୧- ଭଦ୍ରକ ଜିଲା ପୁରୁଣାବଜାର ଥାନା ଅଞ୍ଚଳରୁ ପୁଣି ଶନିବାର ବିପୁଳ ପରିମାଣର ନକଲି ଜ଼ର୍ଦ୍ଦା ଜବତ କରାଯାଇଛି। ଏଥିରେ ବ୍ୟବହୃତ ବିଭିନ୍ନ ଯନ୍ତ୍ରାଂଶ ଜବତ ସହ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି ପୋଲିସ। ଜବତ ହୋଇଥିବା...

ଆନ୍ତଃଜିଲା ଲୁଟେରା ଦଳର ୪ ଗିରଫ

ଭଞ୍ଜନଗର,୨୧।୧୧(ଡି.ଏନ.ଏ)-ଗଞ୍ଜାମ ଜିଲା ବେଲଗୁଣ୍ଠା ଫାଣ୍ଡି ପୋଲିସ ଶନିବାର ଏକ ଆନ୍ତଃଜିଲା ଲୁଟେରା ଦଳର ୪ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ସେମାନେ ହେଲେ ବୁଗୁଡ଼ା ଥାନା ଘୋଳପୁରର ଲକ୍ଷ୍ମୀ ପାତ୍ର ତାଙ୍କ ପୁଅ ଉତ୍ତମ, ଜ୍ୱାଇଁ ପୋଚାଲୁଣ୍ଡିର ଚିରଞ୍ଜୀବି ପାତ୍ର...

କଳାହାଣ୍ଡିରେ ବିରଳ ପ୍ରଜାତିର ବାଦୁଡି

ଜୁନାଗଡ,୨୧।୧୧(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମେରିଆବନ୍ଧଲି ପଞ୍ଚାୟତ ଡୁମେରବାହାଲ ଗ୍ରାମରେ ଶୁକ୍ରବାର ରାତିରେ ଏକ ବିରଳ ପ୍ରଜାତିର ବାଦୁଡି ଦେଖିବାକୁ ମିଳିଛି। ସାଧାରଣତଃ ବାଦୁଡିର ରଙ୍ଗ କଳା ହୋଇଥିବାବେଳେ ଏହି ବାଦୁଡିର ରଙ୍ଗ ନିଳ ଓ ହଳଦିଆ ରହିଥିଲା। ଘଟଣାରୁ...

ବିଦ୍ୟାଳୟ ବନ୍ଦ ନ ହେବାକୁ ରାସ୍ତାରେ ବସିଲେ ଛାତ୍ରୀଛାତ୍ର

କେନ୍ଦୁଝର,୨୧ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ କମ୍‌ ଛାତ୍ରୀଛାତ୍ର ପାଠ ପଢୁଥିବା ୧୪ଟି ବିଦ୍ୟାଳୟ ବନ୍ଦ କରାଯାଇ ନିକଟସ୍ଥ ବିଦ୍ୟାଳୟରେ ସଂଲଗ୍ନ କରାଯିବାକୁ ଶିକ୍ଷା ବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି। ତେବେ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ନରସିଂହପୁର...

ଆବଶ୍ୟକ ନ ଥିଲେ ଚେନ୍‌ ପୁଲିଂ ନ କରିବାକୁ ପରାମର୍ଶ

ଛତ୍ରପୁର,୨୧ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଆର୍‌ପିଏଫ୍‌ ଆଉଟ୍‌ପୋଷ୍ଟ ପକ୍ଷରୁ ଲୋକଙ୍କୁ ସୁରକ୍ଷା ସମ୍ପର୍କରେ ସଚେତନ କରାଯାଇଛି। ଲେଭଲ କ୍ରସିଂ ନିକଟରେ ଥିବା ବୁରୁଡ଼ି ଓ କନକା ଗ୍ରାମରେ ଏହି ସଚେତନତା କାର୍ଯ୍ୟକ୍ରମ କରାଯାଇ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ ସହ...

ସୁନା ଦୋକାନୀ, ଫାଇନାନ୍ସ କମ୍ପାନୀ ସହ ଛତ୍ରପୁର ପୋଲିସର ଆଲୋଚନା

ଛତ୍ରପୁର,୨୧।୧୧(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ପୋଲିସ ସୁନା ଦୋକାନ ବ୍ୟବସାୟୀ ଏବଂ ଫାଇନାନ୍ସ କମ୍ପାନୀ ଅଧିକାରୀଙ୍କ ଶନିବାର ଏକ ଆଲେଚନା ହୋଇଛି। ସୁରକ୍ଷାକୁ ନେଇ ଥାନା ପରିସରରେ ଏହି ଆଲୋଚନା ବୈଠକ ବସିଛିି ା ଏଥିରେ ଛତ୍ରପୁର ଥାନା ଆଇଆଇସି...

ପୁରୁଷୋତ୍ତମପୁରରେ ତହସିଲଦାର ଭାବେ ଯୋଗ ଦଲେ ନିତିଶ କୁମାର ତ୍ରିପାଠୀ

ପୁରୁଷୋତ୍ତମପୁର,୨୧।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲରେ ନୂତନ ତହସିଲଦାର ଭାବେ ନିତିଶ କୁମାର ତ୍ରିପାଠୀ ଶନିବାର କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବରୁ ସେ କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ।

ପୂର୍ବ ଶତ୍ରୁତାରୁ ବିଭତ୍ସ ହତ୍ୟାକାଣ୍ଡ: ଅଙ୍ଗନଓ୍ବାଡି କେନ୍ଦ୍ର ପଛପଟେ ପଡ଼ିଛି ରକ୍ତ ଭିଜା ମୃତଦେହ

ସୋନପୁର/ତରଭା,୨୧।୧୧(ନି.ପ୍ର./ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ତରଭା ଥାନା ଅନ୍ତର୍ଗତ ଦଇତପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । କଟାପାଲି ପଞ୍ଚାୟତ ଅରଖାପଦର ଗାଁର ପିତାମ୍ବର ମହାକୁର(୪୫)ଙ୍କୁ ଦଇତପୁର ଅଙ୍ଗନଓ୍ବାଡି କେନ୍ଦ୍ର ପଛପଟେ ହତ୍ୟା କରାଯାଇଥିବା ପରିବାର...

ଡାକ୍ତର ଚିତ୍ତରଞ୍ଜନ କରଙ୍କ ପରଲୋକ

କଟକ ଅଫିସ,୨୧। ୧୧: ବରିଷ୍ଠ କିଡ୍‌ନୀ ରୋଗ ବିଶେଷଜ୍ଞ ତଥା ଏସ୍‌ସିବି ନେଫ୍ରୋଲୋଜି ବିଭାଗୀୟ ମୁଖ୍ୟ ପ୍ରଫେସର ଚିତ୍ତରଞ୍ଜନ କର(୫୮)ଙ୍କର ଶୁକ୍ରବାର ସନ୍ଧ୍ୟାରେ ମାଡ୍ରାସ୍‌ର ଏମ୍‌ଜିଏମ୍‌ ହସ୍ପିଟାଲରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ହସ୍ପିଟାଲରେ ତାଙ୍କ ଦୁଇ ପୁଅ ଓ ସ୍ତ୍ରୀ...

ବି.ଟେକ୍‌ ଡିଗ୍ରୀଧାରୀଙ୍କ ନିଶା କାରବାର

ଜଗତ୍‌ସିଂହପୁର ଅଫିସ,୨୧। ୧୧: ଜଗତ୍‌ସିଂହପୁର ଜିଲାରେ ବ୍ରାଉନସୁଗାର କାରବାର ଚଳାଇଥିବା ଜଣେ ଉଚ୍ଚଶିକ୍ଷିତ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ପ୍ରଭାତ ରଞ୍ଜନ ମହାପାତ୍ର (୨୯), ଯିଏକି ଜଣେ ବି.ଟେକ୍‌ ଡିଗ୍ରୀଧାରୀ। ଜଗତ୍‌ସିଂହପୁର ଅବକାରୀ ଥାନା ଓ ସ୍ଥାନୀୟ ପୋଲିସ...

ମୁଖ୍ୟ ସଚିବ, ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ/ ପୁରୀ ଅଫିସ, ୨୧। ୧୧: ପୁରୀ ପୋଲିସ ହେପାଜତରେ ମୃତ୍ୟୁ ମାମଲାକୁ ନେଇ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅସନ୍ତୋଷ ପ୍ରକାଶ କରିଛନ୍ତି। ଆଇନର ଶାସନ ଚାଲିଥିବା ଦେଶରେ ଏସବୁ ଗ୍ରହଣୀୟ ନୁହେଁ ବୋଲି କମିଶନ କହିଛନ୍ତି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri