ଆମ ଜିଲା ଖବର

ଭୋଟର ତାଲିକା ସଂଶୋଧନ ଆରମ୍ଭ

ଯାଜପୁର ଅଫିସ,୨୦।୧୧: ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଯାଜପୁର ଜିଲାରେ ଆରମ୍ଭ ହୋଇଛି। ଚୂଡାନ୍ତ ସଂଶୋଧିତ ଭୋଟର ତାଲିକା ୨୦୨୧ ଜାନୁୟାରୀ ୧୫ରେ ସମସ୍ତ ଭୋଟଗ୍ରହଣ କେନ୍ଦ୍ର ଓ ଜିଲା ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରକାଶ ପାଇବ। ଏ...

୩ ବ୍ଲକର କୃଷି ପ୍ରଭାବିତ ହେବ

କେନ୍ଦ୍ରାପଡା ଅଫିସ,୨୦।୧୧: କେନ୍ଦ୍ରାପଡ଼ା ଜିଲାର ଖରସ୍ରୋତା ନଦୀରୁ ଭଦ୍ରକ ଜିଲାର ୪ ବ୍ଲକକୁ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପକୁ ସ୍ଥାନୀୟ ଅଧିବାସୀଙ୍କ ବିରୋଧ ତୀବ୍ରତର ହେବାରେ ଲାଗିଛି। ପ୍ରଶାସନିକସ୍ତରରେ ଏହି ପ୍ରକଳ୍ପ ନିର୍ମାଣ ପାଇଁ ଉଦ୍ୟମ ଚାଲିଛି। ହେଲେ...

ଡିସେମ୍ବର ୨୦ରୁ ଖରିଫ ଧାନ ସଂଗ୍ରହ

ଯାଜପୁର ଅଫିସ,୨୦।୧୧: ଡିସେମ୍ବର ୨୦ରୁ ଚଳିତ ବର୍ଷର ଖରିଫ ଧାନ ସଂଗ୍ରହ ହେବ। ନିୟମ ଅନୁଯାୟୀ ଅନୁପାଳନ ସହ ଚାଷୀମାନଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ। ଗୁରବାର ଯାଜପୁର ଗୌତମ ବୁଦ୍ଧ ସଂସ୍କୃତି ଭବନଠାରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି...

ପୋଲିସ ହେପାଜତରେ ମୃତ୍ୟୁ ଘଟଣା: ‘ମୃତଦେହ ଲୁଚାଇ ଦାହ କରିଛି ପୋଲିସ’

ପୁରୀ ଅଫିସ,୨୦ା୧୧: କେ. ରମେଶ ଦାସଙ୍କ ମୃତ୍ୟୁ ଘଟଣାରେ ସମ୍ପର୍କୀୟମାନେ ଭିନ୍ନ କଥା କହିଛନ୍ତି। ରମେଶଙ୍କ ମା’, ବାପାଙ୍କୁ ପୋଲିସ ସହର ବାହାରର ଏକ ଥାନାକୁ ନେଇ ସେଠାରେ ଅଟକ ରଖିଛି। ୭ଦିନ ପୂର୍ବରୁ ପୋଲିସ ରମେଶଙ୍କୁ ଘରୁ ଉଠାଇ...

‘ବିଧାନସଭାରେ ଉଠିବ ହାଜତ ମୃତ୍ୟୁ ପ୍ରସଙ୍ଗ’

ପୁରୀ ଅଫିସ,୨୦।୧୧: ପୋଲିସ ହେପାଜରେ ଯୁବକଙ୍କ ମୃତ୍ୟୁକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛି ଭାଜପା। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ନେତୃତ୍ୱରେ ଗୁରୁବାର ସନ୍ଧ୍ୟାରେ ୨୦ଜଣ ବିଧାୟକଙ୍କ ଏକ ପ୍ରତିନିଧି ଦଳ ପୁରୀ ଆସି ମୃତକଙ୍କ ସମ୍ପର୍କୀୟଙ୍କୁ...

ଡିସେମ୍ବର ୨୮ରୁ ପ୍ରକ୍ରିୟା ଆରମ୍ଭ: ୬.୭୬ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ

ପୁରୀ ଅଫିସ,୨୦।୧୧: ପୁରୀ ଜିଲା ଚାଷୀଙ୍କଠାରୁ କିପରି ସୁରୁଖୁରୁରେ ଖରିଫ ଧାନ ସଂଗ୍ରହ କରାଯିବ ସେ ନେଇ ବୁଧବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୁଗୁଲ୍‌ ମିଟ୍‌ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ଜିଲାପାଳ ବଲୱନ୍ତ ସିଂ ଅଧ୍ୟକ୍ଷତା...

ନିମାପଡ଼ା କଲେଜର ପ୍ରଥମ ପିଜି ପରୀକ୍ଷାଫଳ ପ୍ରକାଶିତ

ନିମାପଡ଼ା,୨୦ା୧୧(ଡି.ଏନ୍‌.ଏ.): ନିମାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ରଥମଥର ସ୍ନାତକୋତ୍ତର(ପିଜି) ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏହି ପରୀକ୍ଷାର ପାସ ହାର ଶତକଡ଼ା ଶତପ୍ରତିଶତ ହୋଇଛି। କଲେଜରେ ପ୍ରଥମଥର ପାଇଁ ସ୍ନାତକତ୍ତୋର ଶ୍ରେଣୀର ଓଡ଼ିଆ ବିଭାଗରେ ୨୯ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ସମସ୍ତେ...

ବିଦେଶୀ ପକ୍ଷୀଙ୍କ ଆଗମନ ସଂଖ୍ୟା କମୁଛି

କୃଷ୍ଣପ୍ରସାଦ,୨୦ା୧୧(ଡି.ଏନ୍‌.ଏ.): ଶୀତ ଋତୁ ଆସିଲେ ରଙ୍ଗବେରଙ୍ଗ ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ କୃଷ୍ଣପ୍ରସାଦ ଅଞ୍ଚଳ। ଯେଉଁଥି ପାଇଁ ଦେଶ ବିଦେଶରୁ ପର୍ଯ୍ୟଟକଙ୍କ ସୁଅ ଛୁଟେ ଚିଲିକାକୁ। ତେବେ ବିଡ଼ମ୍ବନାର ବିଷୟ ପ୍ରାକୃତିକ ବୈଷମ୍ୟତା...

ଲୁଟିନେଲେ ୧୨କୋଟି

କଟକ ଅଫିସ,୨୦ା୧୧:କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ (ଆଇଆଇଏଫ୍‌ଏଲ୍‌)ର ଶାଖା କାର୍ଯ୍ୟାଳୟରୁ ଗୁରୁବାର ପୂର୍ବାହ୍ନରେ ଏକ ବଡ଼ଧରଣର ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ କାର୍ଯ୍ୟାଳୟରେ ପଶି ବନ୍ଧୁକ ଦେଖାଇ କର୍ମଚାରୀଙ୍କୁ ଭୟଭୀତ କରିବା...

ଆବର୍ଜନା ଖତ ପ୍ରତି ବଢ଼ୁଛି ଆଗ୍ରହ

ଅନୁଗୋଳ ଅଫିସ, ୨୦ା୧୧ ସହରୀ ଆବର୍ଜନାରୁ ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି) ଜରିଆରେ ଖତ ଉତ୍ପାଦନ କରାଯାଉଛି। ଅନୁଗୋଳର ୩ଟି ଏମ୍‌ସିସିରେ ଏହି ପ୍ରକ୍ରିୟା ଜାରି ରହିଛି। କେଇ ମାସ ମଧ୍ୟରେ ଏଠାରୁ ୧୫ କୁଇଣ୍ଟାଲ ଖତ ଉତ୍ପାଦନ କରାଯାଇଥିବା...

ଝୋଲାଛାପ୍‌ ୱେବ୍‌ ସିରିଜ୍‌ରେ ଗ୍ରାମୀଣ ସ୍ବାସ୍ଥ୍ୟସେବାର ନିଛକ ଚିତ୍ର

ବଲାଙ୍ଗୀର ଅଫିସ, ୨୦ା୧୧ ବଲାଙ୍ଗୀର ଜନ୍ମିତ ବଲିଡଡ୍‌ ଚଳଚ୍ଚିତ୍ର ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ଗୁରୁବାର ସ୍ଥାନୀୟ ସାମ୍ବାଦିକ ଭବନରେ ଏକ ଖବରଦାତା ସମ୍ମିଳନୀରେ ମୁକ୍ତିଲାଭ କରିବାକୁ ଥିବା ତାଙ୍କ ନିର୍ଦ୍ଦେଶିତ ୱେବ୍‌ ସିରିଜ୍‌ ଝୋଲାଛାପ୍‌ ସମ୍ପର୍କରେ ସବିଶେଷ ସୂଚନା ଦେଇଛନ୍ତି।...

ଜଳିଗଲା ଲକ୍ଷାଧିକ ଟଙ୍କା ମୂଲ୍ୟର ପିଭିସି ପାଇପ

ରାଉରକେଲା ଅଫିସ,୧୯ା୧୧-ରାଉରକେଲା ଉଦିତନଗର ପରେଡ ପଡିଆରେ ଗୁରୁବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କା ମୂଲ୍ୟର ପିଭିସି ପାଇପ ଜଳିପୋଡି ପାଉଁଶ ହୋଇଯାଇଛି। ଓଡ଼ିଶା ଅଗ୍ନିଶମ ଓ ଆର୍‌ଏସ୍‌ପିର ୪ଟି ଦମକଳ ଗାଡି ଘଟଣାସ୍ଥଳରେ ପହଞ୍ଚି ନିଅଁାକୁ ଆୟତ୍ତ କରିଥିଲେ। ସୂଚନାନୁସାରେ,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri