ଆମ ଜିଲା ଖବର

ବରଗଡ଼ରେ କ୍ୟାନସର ହସ୍ପିଟାଲ ସ୍ଥାପନ ନେଇ ଦାବି: ଅନଶନକୁ ଓହ୍ଲାଇଲା କୋଶଳ ସେନା

ବରଗ ଅଫିସ,୧୭।୧୧: ବରଗଡ଼ ଜିଲାରେ କ୍ୟାନ୍‌ସର ହସ୍ପିଟାଲ ଦାବି ନେଇ ପୁଣି ଆନ୍ଦୋଳନ ତେଜି ଉଠିଛି। ମଙ୍ଗଳବାର କୋଶଳ ସେନା ବିକ୍ଷୋଭ ଶୋଭାଯାତ୍ରା ସହିତ ଅନଶନକୁ ଓହ୍ଲାଇଛି। ଏକ ବିକ୍ଷୋଭ ଶୋଭାଯାତ୍ରାରେ କୋଶଳ ସେନାର କର୍ମୀମାନେ ଜିଲାପାଳଙ୍କ ଅଫିସକୁ ଯାଇଥିଲେ।...

ବେଆଇନ ଭାବେ ମାଛ ମାରୁଥିବା ଟ୍ରଲର ଜବତ: ୮ ଗିରଫ

ଗଞ୍ଜାମ, ୧୭।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଳିବନ୍ଧସ୍ଥିତ ଋଷୁକୁଲ୍ୟା ମୁହାଣ ଠାରୁ ୮ କିଲୋମିଟର ସମୁଦ୍ର ମଧ୍ୟରେ ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ସୋମବାର ବିଳମ୍ବିତ ରାତିରେ ଜବତ କରାଯାଇଛି। ସେହି ଟ୍ରଲରରେ ଥିବା ୮ ଯୁବକଙ୍କୁ ଗିରଫ...

ପୁରୀକୁ ନେଇ ବିବାଦୀୟ ମନ୍ତବ୍ୟ: ଲେଖାଶ୍ରୀଙ୍କ ବିରୋଧରେ ଏତଲା ଦେଲା ଯୁବ କଂଗ୍ରେସ

ପୁରୀ ଅଫିସ,୧୭ା୧୧: ପୁରୀକୁ ନେଇ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଦେଇଥିବା ମନ୍ତବ୍ୟକୁ ବିରୋଧ କରିଛି ଜିଲା ଯୁବ କଂଗ୍ରେସ । କିଛିଦିନ ପୂର୍ବରୁ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଲେଖାଶ୍ରୀ କହିଥିଲେ, ଅନେକ ଲୋକ ପୁରୀକୁ କଲିକତାର ବୋଲି...

ମୃତଦେହକୁ ନିଜ କାର୍‌ରେ ନେଇ ଘରେ ପହଞ୍ଚାଇଲେ ଯୁବକ: ଛୁଟୁଛି ପ୍ରଶଂସାର ସୁଅ

ହରଭଙ୍ଗା,୧୭।୧୧(ଡି.ଏନ୍‌.ଏ.): ରାସ୍ତାରୁ ଶିଶୁର ମୃତଦେହକୁ କାରରେ ନେଇ ଘରେ ଛାଡି ଅନ୍ୟ ମାନଙ୍କ ପାଇଁ ଉଦାହରଣ ସାଜିଲେ ଜଣେ ଯୁବକ। ଏଭଳି ଏକ ଘଟଣା ଘଟିଛି ବଦ୍ଧ ଜିଲା ହରଭଙ୍ଗା ବ୍ଲକରେ। ଉକ୍ତ ଯୁବକ ଜଣକ ହେଲେ ପୁରୁଣା କଟକର...

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ,୧୭ା୧୧: ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ପୂର୍ବାହ୍ନ ୧୧ଟାରେ ଗଜପତି ମହାରାଜ ଦିବ୍ୟସିଂହ ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଲୋଚନା କରାଯିବ। ମୁଖ୍ୟତଃ...

ମହାପ୍ରଭୁଙ୍କ ଆଭୂଷଣ ପାଇଁ ଓଡ଼ିଆ ଭକ୍ତ ଦେବେ ସୁନା

ପୁରୀ ଅଫିସ,୧୭।୧୧:  ମହାପ୍ରଭୁଙ୍କୁ ଦାନ ଦେବାକୁ ଦାତାଙ୍କ ମଧ୍ୟରେ ଆଗ୍ରହ ବଢ଼ିଛି। ଶ୍ରୀମନ୍ଦିରର ୩ଟି କବାଟ ରୁପା ଛାଉଣି ପାଇଁ ଆବଶ୍ୟକ ରୁପା ଏବଂ ଅନ୍ୟାନ୍ୟ ଖର୍ଚ୍ଚ ବହନ କରିବାକୁ ଜଣେ ଭକ୍ତ ଆଗେଇ ଆସିଥିବାବେଳେ ଏବେ ଆଉ ଜଣେ...

ଜାନୁୟାରୀ ୫ରୁ ଧାନ ସଂଗ୍ରହ

ଜଗତ୍‌ସିଂହପୁର ଅଫିସ, ୧୭।୧୧: ଆସନ୍ତା ଜାନୁୟାରୀ ୫ରୁ ଜିଲାରେ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ଅଭିଯାନ ଆରମ୍ଭ ହେବ । ୧୦୫ଟି ପାକ୍ସ (ପ୍ରାଥମିକ କୃଷି ସମବାୟ ସମିତି) ମାଧ୍ୟମରେ ୮୫, ୨୯୪.୧୧୭ ମେଟ୍ରିକ ଟନ୍‌ ଧାନ ସଂଗ୍ରହ...

ମୃତ ବଉଳା କୁମ୍ଭୀର ଉଦ୍ଧାର

ରାଜନଗର,୧୭।୧୧(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ପ୍ରବାହିତ ପାଟ୍ଟଶାଳା ନଦୀରୁ ସୋମବାର ୬ ଫୁଟ ଲମ୍ବର ମାଈ କୁମ୍ଭୀର ମୃତଦେହ ଉଦ୍ଧାର ହୋଇଛି। ମାଈ କୁମ୍ଭୀରର ୪ ଦିନ ତଳୁ ମୃତ୍ୟୁ ଘଟିଥିବା ବ୍ୟବଚ୍ଛେଦରୁ ଜଣାପଡିଛି। ଅତିରିକ୍ତ...

ଅସ୍ତିତ୍ୱ ହରାଉଛି ଚଣ୍ଡିଆ ପାହାଡ଼

ଯାଜପୁର ଅଫିସ୍‌/ବାଲିଚନ୍ଦ୍ରପୁର, ୧୭।୧୧(ସ୍ବ.ପ୍ର):  ମୁଗୁନି, ଖଡ଼ି, ଶାଣ ଏବଂ କନ୍ଦା ଆଦି ପଥରରେ ନିର୍ମିତ ମୂର୍ତ୍ତି, ମନ୍ଦିର ଓ ଘରକରଣା ସାମଗ୍ରୀ ପାଇଁ ଯାଜପୁର ଜିଲାର ସୁନାମ ସାରା ରାଜ୍ୟରେ ରହିଛି। ଜିଲାର ପଥର କାରିଗରମାନେ ଦର୍ପଣ ତହସିଲ ଅନ୍ତର୍ଗତ...

ଲାଞ୍ଚ ନେଇ ତହସିଲଦାର ଗିରଫ

ସୋନପୁର/ତରଭା, ୧୭।୧୧(ନି.ପ୍ର./ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ତରଭା ତହସିଲଦାର ତଥା ଭାରପ୍ରାପ୍ତ ସବ୍‌ରେଜିଷ୍ଟ୍ରାର ସୁବ୍ରତ କୁମାର ବେହେରା ଭିଜିଲାନ୍ସ ଦ୍ୱାରା ସୋମବାର ଗିରଫ ହୋଇଛନ୍ତି। ମଙ୍ଗଳବାର ତାଙ୍କୁ ବଲାଙ୍ଗୀର ଭିଜିଲାନ୍ସ କୋର୍ଟରେ ହାଜର କରାଯିବ। ବେହେରା ତରଭା ଥାନା ଘାଟକଇଁତରା ଅଞ୍ଚଳର...

୨୩ ପ୍ରତିପକ୍ଷଙ୍କୁ ନୋଟିସ

କଟକ/ପୁରୀ ଅଫିସ୍‌,୧୭।୧୧: ପୁରୀ ବଗଲା ଧର୍ମଶାଳା ଜମି ବିବାଦ ମାମଲାରେ ସମସ୍ତ ୨୩ ପ୍ରତିପକ୍ଷଙ୍କୁ ହାଇକୋର୍ଟ ସୋମବାର ନୋଟିସ ଜାରି କରିଛନ୍ତି। ବିବାଦୀୟ ଜମି କିଣିଥିବା ୬ଜଣ ବ୍ୟକ୍ତି, ଶ୍ରୀମନ୍ଦିର ପ୍ରଶାସନ, ରାଜସ୍ବ ପର୍ଷଦ, ପୁରୀ-କୋଣାର୍କ ଉନ୍ନୟନ ଅଧିକାରୀ, ଓଡ଼ିଶା...

ଅତିଥିଙ୍କୁ ମିଳୁନି ଆତିଥ୍ୟ

ବଇଣ୍ଡା, ୧୭ା୧୧(ପରିକ୍ଷିତ ସାହୁ) ନେତା, ମନ୍ତ୍ରୀ, ସରକାରୀ ଅଧିକାରୀ, ପର୍ଯ୍ୟଟକ ଏବଂ ଅନ୍ୟ ଅତିଥିଙ୍କୁ ସରକାରୀ ଆତିଥ୍ୟ ପ୍ରଦାନ ପାଇଁ ବିଭିନ୍ନ ସ୍ଥାନରେ ପୂର୍ତ୍ତ ବିଭାଗର ବଙ୍ଗଳା ରହିଛି। ହେଲେ ଆବଶ୍ୟକ ଯତ୍ନ ଅଭାବରୁ ସେଥିରୁ ଅନେକ ଜରାଜୀର୍ଣ୍ଣ ହୋଇପଡ଼ୁଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri