ଆମ ଜିଲା ଖବର

ଭିଡିଓ କଲ୍‌ କରି ଡାକ୍ତରଖାନା ଫ୍ୟାନ୍‌ରେ ଝୁଲିପଡ଼ିଲେ କର୍ମଚାରୀ, ଖିଅ ଖୋଜୁଛି ପୋଲିସ

ଦେବଗଡ଼,୨୫ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ କଣ୍ଟାପାଲି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟ କରୁଥିବା ଜଣେ ଯୁବକ ସ୍ବାସ୍ଥ୍ୟକେନ୍ଦ୍ରର ଏକ କଠୋରି ଭିତରେ ଲାଗିଥିବା ପଙ୍ଖାରେ ଫାଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଯୁବକ ବାରକୋଟ ଥାନା ଅନ୍ତର୍ଗତ...

ପରଲୋକରେ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ବୁଧବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। କିଛି ଦିନ ତଳେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରସ୍ଥିତ...

ଗଛରେ ପିଟିହେଲା ପିକ୍‌ଅପ୍‌: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲପର ଗୁରୁତର

ପାଟଣା,୨୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ରାଜନଗର କେନ୍ଦେଇପଶି ରାସ୍ତାର ଡେଣୁଆଁ ନିକଟରେ ଏକ ପିକଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଗଛକୁ ଧକ୍କା ଦେଇଛି। ଦୁର୍ଘଟଣା ପରେ ପିକ୍‌ଅପ୍‌ ଭ୍ୟାନଟି ଚୂର୍‌ମାର ହୋଇ ଯାଇଥିବାବେଳେ...

ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭାରେ ବାବା ସାହେବ ଡ଼. ଆମ୍ବେଡ଼କରଙ୍କ ପ୍ରତି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦୃଢ଼ ନିନ୍ଦା କରିଛି କରିଛି କଂଗ୍ରେସ। ଏହାର ପ୍ରତିବାଦରେ ଭବାନୀପାଟଣାରେ ଦଳ ପକ୍ଷରୁ ଏକ...

ଦାଉ ସାଧୁଛି ଅଦିନିଆ ବର୍ଷା: ଖୋଲା ଆକାଶ ତଳେ ଭିଜୁଛି ଧାନ

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କାରଣରୁ ଗତ ୨ଦିନ ହେଲା କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ହେଉଛି। ବର୍ତ୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବାବେଳେ ବର୍ଷା...

ଚାଲିଛି ବାଘ-ଛେଳି ଖେଳ

ବାରିପଦା,୨୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ପଶ୍ଚିମବଙ୍ଗର ପୁରୁଲିଆ ଜିଲା ରାଇକିଆ ପାହାଡ଼ ସଂଲଗ୍ନ କ୍ୱିଲାପାଳ ଜଙ୍ଗଲରେ ବୁଲୁଥିବା ମହାବଳ ବାଘୁଣୀ ଜିନ୍ନତକୁ ଧରିବା ପାଇଁ ବନ ବିଭାଗ ପ୍ରୟାସ ଜାରି ରଖିଛି। ଯନ୍ତାରେ ଛେଳି ଓ ବାର୍‌ହା ରଖି ଖାଦ୍ୟ ଦିଆଯାଉଥିଲେ...

ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ସାବିତ୍ରୀ ରଥଙ୍କୁ...

୬ ବର୍ଷର ଝିଅକୁ ଝୁଣି ମାରିଦେଲେ କୁକୁର

ବୋରିଗୁମ୍ମା, ୨୪।୧୨(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଧୀନ ପୁପୁଗାଁରେ ଏକ ୬ବର୍ଷର ଶିଶୁକନ୍ୟାଙ୍କୁ ବୁଲା କୁକୁରମାନେ କାମୁଡ଼ିକାମୁଡ଼ି ମାରିଦେଇଥିବା ଜଣାପଡ଼ିଛି। ମୃତକ ହେଲେ ଚାନ୍ଦିନୀ ହରିଜନ। ସୂଚନାନୁଯାୟୀ, ଚାନ୍ଦିନୀ ମଙ୍ଗଳବାର ନିଜ ଭାଇଙ୍କ ସହ ପାଖ ଜମିରେ...

କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଲୋଗୋ ଉନ୍ମୋଚନ, ପଞ୍ଚାୟତ ସ୍ତରୀୟ ଉତ୍ସବର ଶୁଭ ଉଦଘାଟନ

କେସିଙ୍ଗା, ୨୪ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କୁଣ୍ଡାବନ୍ଧ ଗ୍ରାମ ପଞ୍ଚାୟତର ଯୋଗମାୟା ପୀଠ ପରିସରରେ କେସିଙ୍ଗା ଗୋଷ୍ଠୀ ଅଧିକାରୀ ପଦ୍ମନାଭ ପୁରୋହିତଙ୍କ ନେତୃତ୍ବରେ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲାପାଳ ସଚିନ ପାୱାର...

ନାବାଳିକା ବଳାତ୍କରୀଙ୍କୁ ୨୦ ବର୍ଷ କାରାଦଣ୍ଡ

କେନ୍ଦୁଝର, ୨୪ା୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଅତିରିକ୍ତ ଜିଲ୍ଲା ଦୌରାଜଜ ତଥା ସ୍ବତନ୍ତ୍ର ବିଚାରପତି ମୋନାଲିସା ମହାନ୍ତି ଆଜି ୧୨ ବର୍ଷ ବୟସ୍କା ନାବାଳିକା ବାଲାତ୍କରୀ ରା‌ଜେନ୍ଦ୍ର ବାରିକ (୩୧) ଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଓ...

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ ସଂଖ୍ୟା ହେଉଛି ନିର୍ମାଣ ଶ୍ରମିକ। ଏଣୁ ସରକାର ସେମାନଙ୍କ ସୁରକ୍ଷା ପାଇଁ ବିଭିନ୍ନ...

ବିଜେଡି ନେତା ଭାଜପା ମୁହାଁ:ଭାଜପାରେ ମିଶିଲେ ୯ ସରପଞ୍ଚ, ୪ ସମିତିସଭ୍ୟ

ଯାଜପୁର/କୋରେଇ (ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୪/୧୨:ଗତ ଲୋକ ସଭା ନିର୍ବାଚନରେ ଯାଜପୁର ଆସନର ଫଳାଫଳକୁ ଦେଖିଲେ ଭାଜପା ଓ ବିଜେଡି ମଧ୍ୟରେ ହାରଜିତ୍‌ ବ୍ୟବଧାନ ମାତ୍ର ୦.୧୪% ରହିଥିଲା। ତେଣୁ ଆଗାମୀ ଜିଲା ପରିଷଦ ନିର୍ବାଚନରେ ଅଧିକରୁ ଅଧିକ ଆସନ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri