ଆମ ଜିଲା ଖବର

ପୋଲିସର ଅତର୍କିତ ଚଢ଼ାଉ: ୩ ଜୁଆଡ଼ି ଗିରଫ

ଦିଗପହଣ୍ଡି,୧୩।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ରାତିରେ କଇଠଡ଼ା ପଞ୍ଚାୟତ କଲ୍ୟାଣପୁର ଗ୍ରାମରେ ଅତର୍କିତ ଚଢ଼ାଉ କରି ୩ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନେ ହେଲେ କଲ୍ୟାଣପୁର ଗ୍ରାମର କୁନା ଦୋରା , ଗୁହାଳପୁର ଗ୍ରାମର ରବି ସେଠୀ...

୪ ପ୍ରକଳ୍ପ ପାଇଁ ୪୬୧ କୋଟି ମଞ୍ଜୁର

ପୁରୀ ଅଫିସ,୧୩।୧୧: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହର ଭାବେ ଗଢ଼ାଯିବ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସେବା ସୁବିଧା ମିଳିବ। ଏଥିପାଇଁ ଭିତ୍ତିଭୂମି ବିକାଶ, ନୂଆ ବହୁଥାକିଆ ରାସ୍ତା, ସେତୁ, ହ୍ରଦ,...

ପିପିଲି ଉପନିର୍ବାଚନ: ଅଧିକ ୭୭ ବୁଥ୍‌ ହେବ

ପୁରୀ ଅଫିସ,୧୩।୧୧: ଆଗକୁ ପିପିଲି ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବ। ପ୍ରଦୀପ ମହାରଥୀଙ୍କ ବିୟୋଗ ପରେ ଏହି ଆସନ ଖାଲିପଡ଼ିଛି। ୬ମାସ ଭିତରେ ନିର୍ବାଚନ ହେବାକୁ ନିୟମ ରହିଥିବାରୁ ଆସନ୍ତା ଏପ୍ରିଲ ୩ ତାରିଖ ସୁଦ୍ଧା ଏଠାରେ ଭୋଟ...

ଧାନ ଫସଲ ନଷ୍ଟ କରୁଛନ୍ତି ବାର୍‌ହା: ଜମିରେ ମଞ୍ଚା ବାନ୍ଧି ଜଗୁଛନ୍ତି ଚାଷୀ

ମହାକାଳପଡା,୧୩ା୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଗହୀରମଥା ସଂଲଗ୍ନ ଗ୍ରାମଗୁଡିକରେ ବାର୍‌ହା ଉପଦ୍ରବ ଦେଖିବାକୁ ମିଳୁଛି। ବାର୍‌ହା ପଲ ମୁହଁ ଅନ୍ଧାର ହେଲା ପରେ ଜମିରେ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରୁଛନ୍ତି। ଫସଲକୁ ବାର୍‌ହା କବଳରୁ ରକ୍ଷା...

ସମସ୍ୟାରେ ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ରସୁଲପୁର,୧୩।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଧୀନ ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚ୍‌ସି) ଅଧୀନରେ ପରିଚାଳିତ ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର(ପିଏଚ୍‌ସି)ରେ ନାନା ସମସ୍ୟା ଲାଗିରହିଛି। ହେଲେ ପ୍ରଶାସନିକ ଦୃଷ୍ଟି ଦିଆଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଏଦିଗରେ ସୁଧାର ଆଣିବା...

ଯାବରା ବାଲି ଘାଟ ବିବାଦ: ହାଇକୋର୍ଟଙ୍କ ନିର୍ଦ୍ଦେଶରେ ତଦନ୍ତ ଆରମ୍ଭ

ରସୁଲପୁର,୧୩ା୧୧(ଡି.ଏନ.ଏ.): ରସୁଲପୁର ତହସିଲ ଅଧୀନ ଯାବରା ବାଲି ଘାଟରୁ ବାଲି ଉତ୍ତୋଳନକୁ ନେଇ ବିବାଦ ଦେଖାଦେଇଥିଲା। ଉକ୍ତ ବିବାଦ କ୍ରମଶଃ ହାଇକୋର୍ଟଙ୍କ ପର୍ଯ୍ୟନ୍ତ ଯାଇଥିଲା। ହାଇକୋର୍ଟ ଏହାର ବିଚାର କରି ତଦନ୍ତ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁସାରେ...

ଲୋକଙ୍କୁ ଆକର୍ଷିତ କରୁଛି ପାର୍କ

ଡେରାବିଶ,୧୩ା୧୧(ସ୍ବ.ପ୍ର.): ସହରାଞ୍ଚଳର ଲୋକେ ଚିତ୍ତ ବିନୋଦନ ଓ ବ୍ୟାୟାମ ଲାଗି ପାର୍କକୁ ବାଛି ନେଇଛନ୍ତି। ହେଲେ ଗଁା ଗହଳିରେ ଆଗ ଭଳି ଆଉ ତୋଟା ନ ଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ...

ଏବର୍ଷ ରାଧାପାଦ ଦର୍ଶନ ବନ୍ଦ

ପୁରୀ ଅଫିସ,୧୩ା୧୧: ଶୀତଦିନେ କରୋନା ସଂକ୍ରମଣ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏଥିସହ କୋଭିଡ୍‌ କଟକଣାକୁ ଦୃଷ୍ଟିିରେ ରଖି ଚଳିତବର୍ଷ ଅଁଳା ନବମୀରେ ସାକ୍ଷୀଗୋପାଳ ମନ୍ଦିରରେ ରାଧାପାଦ ଦର୍ଶନ ବନ୍ଦ ରହିବ। ପ୍ରଶାସନିକ ସ୍ତରରେ ଏ ନେଇ ଆଲୋଚନା ହୋଇଛି।...

ମୋ ଧାମ ମୋ ଗର୍ବ ଅଭିଯାନ: ସାଇକେଲରେ ବୁଲି ସ୍ଥିତି ପରଖିଲେ ଜିଲାପାଳ

ପୁରୀ ଅଫିସ,୧୩ା୧୧: ସ୍ବଚ୍ଛତା କ୍ଷେତ୍ରରେ ପୁରୀ ହେବ ଦେଶର ଏକ ନମ୍ବର ସହର। ୨୦୨୧ ସ୍ବଚ୍ଛ ସର୍ବେକ୍ଷଣରେ ପୁରୀକୁ କିପରି ଏହି ମାନ୍ୟତା ମିଳିବ ସେଥିଲାଗି ଜିଲା ପ୍ରଶାସନ ପକ୍ଷରୁ ପ୍ରୟାସ ଚାଲିଛି। ଏଥିଲାଗି ମୋ ଧାମ, ମୋ ଗର୍ବ...

ପେଟରୁ ୫୭ କେଜି ଟ୍ୟୁମର ବାହାରିବା ଘଟଣା: ସୁସ୍ଥ ହୋଇ ଫେରିଗଲେ ଫୁଲମତି

ଖୋର୍ଦ୍ଧା ଅଫିସ,୧୩ା୧୧: ଦୀର୍ଘ ୧୦ ବର୍ଷ ପେଟରେ ୫୭ କେଜି ଟ୍ୟୁମର ଧରି ଯନ୍ତ୍ରଣାରେ ଛଟପଟ ହେଉଥିଲେ ନବରଙ୍ଗପୁର ଜିଲା ପାଣ୍ଡ୍ରିପାଖନା କଚରପଡ଼ା ଗ୍ରାମର ଫୁଲମତି ଗଣ୍ଡ। ଖୋର୍ଦ୍ଧା ଜିଲା କୁହୁଡ଼ିସ୍ଥିତ ସାଇସେବା ସଦନ ମେଡିକାଲରେ ସଫଳ ଅପରେଶନ ପରେ...

ସଂକ୍ଷିପ୍ତ ଫଟୋ ଭୋଟର ତାଲିକା ସଂଶୋଧନ: ଜାଲ୍‌ ଭୋଟରଙ୍କ ଉପରେ କଡ଼ା ନଜର

ପୁରୀ ଅଫିସ/ଖୋର୍ଦ୍ଧା ଅଫିସ,୧୩ା୧୧: ଭାରତୀୟ ନିିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧିତ ଫଟୋ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ପୁରୀ ଜିଲାରେ ଆରମ୍ଭ ହୋଇଛି। ଆସନ୍ତା ଜାନୁୟାରୀ ପହିଲା ସୁଦ୍ଧା ୧୮ବର୍ଷ ପୂରଣ ହେଉଥିବା ନାଗରିକମାନେ ଭୋଟର ଭାବେ...

ଗୋଖାପଡ଼ାର ଶିଶୁବଳି ମାମଲା: ତାନ୍ତ୍ରିକ, ସହଯୋଗୀଙ୍କୁ ଆଜୀବନ କାରାଦଣ୍ଡ

କେନ୍ଦ୍ରାପଡା ଅଫିସ,୧୩।୧୧: ୨୦୧୫ରେ ବହୁଚର୍ଚ୍ଚିତ କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଗୋଖାପଡା ଶିଶୁବଳି ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ମାମଲାରେ ତାନ୍ତ୍ରିକ ଚୌଧୁରୀ ଅବିନାଶ ଦାସ ଓ ସହଯୋଗୀ ବଜରଙ୍ଗୀ ଓରଫ ବୈକୁଣ୍ଠନାଥ ଦାସଙ୍କୁ ବିଚାରପତି ଦୋଷୀ ସାବ୍ୟସ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri