ଆମ ଜିଲା ଖବର

ସଂକ୍ଷିପ୍ତ ଫଟୋ ଭୋଟର ତାଲିକା ସଂଶୋଧନ: ଜାଲ୍‌ ଭୋଟରଙ୍କ ଉପରେ କଡ଼ା ନଜର

ପୁରୀ ଅଫିସ/ଖୋର୍ଦ୍ଧା ଅଫିସ,୧୩ା୧୧: ଭାରତୀୟ ନିିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧିତ ଫଟୋ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ପୁରୀ ଜିଲାରେ ଆରମ୍ଭ ହୋଇଛି। ଆସନ୍ତା ଜାନୁୟାରୀ ପହିଲା ସୁଦ୍ଧା ୧୮ବର୍ଷ ପୂରଣ ହେଉଥିବା ନାଗରିକମାନେ ଭୋଟର ଭାବେ...

ଗୋଖାପଡ଼ାର ଶିଶୁବଳି ମାମଲା: ତାନ୍ତ୍ରିକ, ସହଯୋଗୀଙ୍କୁ ଆଜୀବନ କାରାଦଣ୍ଡ

କେନ୍ଦ୍ରାପଡା ଅଫିସ,୧୩।୧୧: ୨୦୧୫ରେ ବହୁଚର୍ଚ୍ଚିତ କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଗୋଖାପଡା ଶିଶୁବଳି ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ମାମଲାରେ ତାନ୍ତ୍ରିକ ଚୌଧୁରୀ ଅବିନାଶ ଦାସ ଓ ସହଯୋଗୀ ବଜରଙ୍ଗୀ ଓରଫ ବୈକୁଣ୍ଠନାଥ ଦାସଙ୍କୁ ବିଚାରପତି ଦୋଷୀ ସାବ୍ୟସ୍ତ...

କଟକରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି

କଟକ ଅଫିସ,୧୩।୧୧: କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳରେ ହୋଇଥିବା ସେରୋ ସର୍ଭେ ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି) ଭୁବନେଶ୍ୱର ଦ୍ୱାରା ହୋଇଥିବା ସର୍ବେକ୍ଷଣ ଅନୁଯାୟୀ, କଟକରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି...

ମଣ୍ଡି ଖୋଲିନି, ଖଳାରେ ପଡିରହିଛି ଧାନ

କୋକସରା, ୧୩।୧୧ (ଡି.ଏନ.ଏ.) ଖରିଫ ଧାନ ଏବେ ଅମଳ କରୁଛନ୍ତି ଚାଷୀ। ସ୍ବଳ୍ପ ଓ ମଧ୍ୟମ କିସମ ଧାନ ଅମଳ ହୋଇସାରିଥିବା ବେଳେ ବଡ ଧାନ ଜମିରେ ପାକଳ ଅବସ୍ଥାରେ ଅଛି। ଏଭଳି ସମୟରେ କଳାହାଣ୍ଡି ପ୍ରଶାସନ ଆସନ୍ତା ୧୫...

ପରିବା ଦର ଆକାଶ ଛୁଆଁ

ଲାଠୋର, ୧୩।୧୧ (ଡି.ଏନ.ଏ.) ବଲାଙ୍ଗର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ ହୋଇଛି । ଫଳରେ ଗରିବ ତଥା ମଧ୍ୟବିତ୍ତ ଶ୍ରେଣୀର ଲୋକଙ୍କ ପକ୍ଷେ ପରିବା କିଣି ଖାଇବା ସମ୍ଭବ ହେଉନାହିଁ । କରୋନା...

ରାତିରେ ରାସ୍ତା ଭୟ

ବଇଣ୍ଡା,୧୩ା୧୧(ଡି.ଏନ.ଏ.) – କିଛି ବର୍ଷ ହେଲା ଗାଁର ସହରୀକରଣ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର। ସେଥିପାଇଁ ପ୍ରତି ପଞ୍ଚାୟତକୁ ପ୍ରଥମେ ପକ୍କା ରାସ୍ତା ନିର୍ମାଣ କରାଯାଉଛି। ଏଥିସହ ପାଇପ୍‌ ପାଣି, ବିଦ୍ୟୁତ୍‌, ବଜାର ସୁବିଧା ସହ ଇଣ୍ଟରନେଟ୍‌ ସଂଯୋଗର ପ୍ରୟାସ କରାଯାଉଛି।...

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ: ୬ ଗିରଫ

ଜୟପୁର, ୧୨ା୧୧ (ନି.ପ୍ର./ଡି.ଏନ.ଏ.)-ଜୟପୁର ସଦର ପୋଲିସ ଗୁରୁବାର ଏକ ଆନ୍ତଃ ରାଜ୍ୟ ଗଞ୍ଜେଇ ଚାଲାଣକାରୀ ର଼୍ୟାକେଟ୍‌ ଉପରେ ଚଢାଉ କରିଛି ା ମାମଲାରେ ବିହାର, ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାର ୬ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବିହାରର...

ପୋଲିସକୁ ଧକ୍କା ଦେଇ ଖସି ପଳାଇଲେ ଅଭିଯୁକ୍ତ

କଟକ ସଦର,୧୨ା୧୧(ଡି.ଏନ୍‌.ଏ.): କଟକ ସଦର ଥାନା ହାଜତରୁ ଗୁରୁବାର ସକାଳେ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛନ୍ତି। ସେ ହେଲେ ବ୍ରାହ୍ମଣଝରିଲୋ ଅଞ୍ଚଳର ବସିର ଖଁା ଓରଫ୍‌ ଜୁଗା। ଏନେଇ ପୋଲିସ ଦଫା ୨୨୫ରେ ମାମଲା (ନଂ.୫୯୩/୨୦)ରୁଜୁକରି ତଦନ୍ତ ଚଳାଇଛି। ପ୍ରକାଶ...

ଭିଜିଲାନ୍ସ ଜାଲରେ କୋଟିପତି କିରାଣି

ଧର୍ମଶାଳା, ୧୨ା୧୧(ଡି.ଏନ.ଏ.): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଧର୍ମଶାଳା ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି ରତ୍ନାକର ମହାନ୍ତିଙ୍କ ବାସଭବନରେ ଗୁରୁବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। କଟକ ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ଭିଜିଲାନ୍ସ ଡିଏସ୍‌ପି ସୁରେନ୍ଦ୍ରନାଥ ରାୟଗୁରୁଙ୍କ ନେତୃତ୍ୱରେ...

ଗ୍ରାମାଞ୍ଚଳ ଉଦ୍ୟାନ କାର୍ଯ୍ୟ ସ୍ଥିତି ପରଖିଲେ ଅତିରିକ୍ତ ଜିଲାପାଳ

ରସୁଲପୁର,୧୨ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଧୀନ ବଧକଇଁଚି ପଞ୍ଚାୟତର ମା’ହିଙ୍ଗୁଳା ଖେଳ ପଡ଼ିଆରେ ଗ୍ରାମାଞ୍ଚଳ ଉଦ୍ୟାନ ନିର୍ମାଣ ହେବ। ଏଥିପାଇଁ ଜମି ଚିହ୍ନଟ ହେବା ସହ ଭିତ୍ତିଭୂମିର ବିକାଶ ଓ ପରିସୀମା ନିର୍ଦ୍ଧାରଣ କାର୍ଯ୍ୟ ଆରମ୍ଭ ହୋଇଛି। ତେବେ ଏହାର ସ୍ଥିତି...

୫୦ ଲକ୍ଷ ଟଙ୍କାର ବାଣ ବୋଝେଇ ଟ୍ରକ ଛାଡି ପଳାଇଲେ ଚାଳକ

ଧରାକୋଟ,୧୨ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଧରାକୋଟ ଥାନା ମୁଣ୍ଡମରାଇ ଗ୍ରାମ ନିକଟ କଲେଜସ୍ଥିତ ପାହାଡ଼ପାଖରୁ ଏକ ବାଣବୋଝେଇ ଟ୍ରକକୁ ବୁଧବାର ରାତିରେ ଧରାକୋଟ ପୋଲିସ ଜବତ କରିଛି। ଟ୍ରକ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ପ୍ରକାଶ ଯେ, ଖବର ପାଇ ଆସିକା...

କଟକରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି

କଟକ ଅଫିସ, ୧୨।୧୧: କଟକ ସହରରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡ଼ି ତିଆରି ହୋଇଛି। ଆର୍‌ଏମ୍‌ଆର୍‌ସି ପକ୍ଷରୁ କରାଯାଇଥିବା ସେରୋ ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ସେରୋ ସର୍ଭେ ନେଇ ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ସଂଘମିତ୍ରା ପତି ସୂଚନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri