ଆମ ଜିଲା ଖବର

ପାଇପ ମିସ୍ତ୍ରିଙ୍କ ନାଁରେ ୭୦ କୋଟି ଟଙ୍କାର ଜିଏସ୍‌ଟି ଠକେଇ

ରାଉରକେଲା ଅଫିସ,୬ା ୧୧-ଷ୍ଟିଲ ସିଟିର ଜଣେ ପାଇପ ମିସ୍ତ୍ରିଙ୍କ ନାମରେ ୭୦ କୋଟି ଟଙ୍କା ଜିଏସଟି ଠକେଇ ହୋଇଥିବା ଘଟଣା ସାମନାକୁ ଆସିଛି। ଏହାପୂର୍ବରୁ ଏଭଳି ଏକାଧିକ ମାମଲା ଲୋକ ଲୋଚନକୁ ଆସିଥିବା ବେଳେ ଏଥିରେ ବହୁ ନିରୀହ ଲୋକ...

ଧରାକୋଟ ବ୍ଲକ ଉପାଧ୍ୟକ୍ଷ ହେଲେ ବଲବନ୍ତ ସିଂ

ଧରାକୋଟ,୬ା୧୧(ଡି.ଏନ୍‌.ଏ.)- ଧରାକୋଟ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ପାଇଁ ଶୁକ୍ରବାର ପୂର୍ବାହ୍ନରେ ଉପନିର୍ବାଚନ ହୋଇଥିଲା। ଏଥିରେ ବିଜେଡି ସମର୍ଥିତ ପ୍ରାର୍ଥୀ ତଥା ବାହାରପୁର ସମିତିସଭ୍ୟ ବଲବନ୍ତ ସିଂ ୧୨ ସମିତିସଭ୍ୟଙ୍କ ସମର୍ଥନ ପାଇ ନିର୍ଦ୍ୱନ୍ଦ୍ୱରେ ବ୍ଲକ ଉପାଧ୍ୟକ୍ଷ ପଦବୀ ହାତେଇଛନ୍ତି। ବିପକ୍ଷ...

ଦୁଇ ଭାଇଙ୍କ ଝଗଡ଼ା ସମାଧାନ କରିବାକୁ ଚାହିଁଥିଲେ ମା’: ହେଲେ ପୁଅର ଟାଙ୍ଗିଆ ଚୋଟରେ ଚାଲିଗଲା ଜୀବନ

କେନ୍ଦୁଝର,୬।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ କୁଣ୍ଢେଇ ଗ୍ରାମରେ ଗୁରୁବାର ରାତିରେ ଅଭାବନୀୟ ଘଟଣା ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ମା’ଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତେବେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ...

ମନରେଗା କାର୍ଯ୍ୟରେ ଅଗ୍ରଗତି ନ ହେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ: ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର,୬।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଗ୍ରସ୍ତରେ ଶୁକ୍ରବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଆସି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରଛନ୍ତି। ତେବେ ଜିଲାପାଳ ବ୍ଲକକୁ ଆସିବା ସମୟରେ ନିକଟରେ ଥିବା ତାରାତାରିଣୀ କଲେଜର ବହୁ ଛାତ୍ରୀଛାତ୍ର...

ତାରାତାରିଣୀ ମନ୍ଦିର ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ

ପୁରୁଷୋତ୍ତମପୁର,୬।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତି ପୀଠ ତଥା ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଚାଲିଛି। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଆସି ଏହାର ସମୀକ୍ଷା କରିଛନ୍ତି। ଏହାସହ...

ତୀର୍ଥ ପୁଷ୍କରିଣୀ ପ୍ରତି ଅବହେଳା

ପୁରୀ ଅଫିସ,୬ା୧୧: ଶ୍ରୀକ୍ଷେତ୍ରରେ ଏକାଧିକ ତୀର୍ଥ ପୁଷ୍କରିଣୀ ରହିଛି। ମାତ୍ର ଏସବୁର ରକ୍ଷଣାବେକ୍ଷଣ ଦିଗରେ ଉପଯୁକ୍ତ ଧ୍ୟାନ ଦିଆଯାଉ ନାହିଁ। ଫଳରେ ତୀର୍ଥ ପୁଷ୍କରିଣୀଗୁଡ଼ିକର ସ୍ଥିତି ଦୟନୀୟ ହୋଇ ପଡୁଛି। ଇନ୍ଦ୍ରଦ୍ୟୁମ୍ନ, ଶ୍ୱେତଗଙ୍ଗା, ମାର୍କଣ୍ଡେୟ ପୁଷ୍କରିଣୀ ଆଦିର ଠିକ୍‌ ଭାବେ...

ଥାନାର ଦ୍ୱାରସ୍ଥ ହେଲେ ବର୍ଷା ପ୍ରିୟଦର୍ଶିନୀ, ତାଙ୍କ ଶାଶୁ

କଟକ ଅଫିସ, ୬।୧୧: ଥାନାର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନି ଓ ତାଙ୍କ ଶାଶୁ ମଧୁସ୍ମିତା ମହାନ୍ତି। ଉଭୟ ପରସ୍ପର ବିରୋଧରେ ଅଭିଯୋଗ ଆଣିଛନ୍ତି। ଉଭୟଙ୍କ ପକ୍ଷରୁ କଟକ ପୁରୀଘାଟ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ବର୍ଷା ଅଭିଯୋଗ...

ଦାନଗଦୀ ମେଡିକାଲ ଗୃହ ନିର୍ମାଣରେ ଅନିୟମିତତା

କଳିଙ୍ଗନଗର,୬ା୧୧(ଡି.ଏନ.ଏ.): ଦାନଗଦୀ ସ୍ବାସ୍ଥ୍ୟକେନ୍ଦ ପରିସରରେ ପ୍ରାୟ ୬କୋଟି ଟଙ୍କାରେ ଏକ ମେଡିକାଲ ଗୃହ ନିର୍ମାଣ କରାଯାଉଛି। ତେବେ ଏଥିରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ସାଧାରଣ ଲୋକଙ୍କ ଜାଣିବା ନିମନ୍ତେ ସରକାରଙ୍କ ପକ୍ଷରୁ କାର୍ଯ୍ୟସ୍ଥଳୀରେ ସୂଚନା ଫଳକ ଲଗାଇବାର...

କାର୍ଯ୍ୟକ୍ଷମ ହୋଇପାରୁନି କୃଷକ ବଜାର

ପୁରୀ ଅଫିସ,୬।୧୧: ପୁରୀ ସହରରେ ଥିବା ବ୍ୟବସାୟ ପ୍ରତିଷ୍ଠାନ ତଥା ଗୋଦାମକୁ ସାମଗ୍ରୀ ଆଣି ଆସୁଥିବା ଗାଡ଼ି ପାଇଁ ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି ହେଉଛି। ପର୍ଯ୍ୟଟକ ଓ ସ୍ଥାନୀୟ ଲୋକେ ନାନା ହଇରାଣ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି...

କରୋନା କଟକଣା: ବାଣ ଫୁଟିବନି, ପ୍ରସ୍ତୁତକାରୀ ହତାଶ

କେନ୍ଦ୍ରାପଡ଼ା ଅଫିସ,୬ା୧୧: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୧୦ରୁ ୩୦ ତାରିଖ ପର୍ଯ୍ୟନ୍ତ ବାଣ ଫୁଟାଇବା ଉପରେ କଟକଣା ଜାରି ହୋଇଛି। ବିକ୍ରି କିମ୍ବା ବାଣ ଫୁଟାଇଲେ ଆଇନ ଜାଲରେ ଛନ୍ଦିବାକୁ ନିର୍ଦ୍ଦେଶ ଦିଆଯାଇଛି।...

ମଞ୍ଚରୁ ଆଉ ଶୁଭିବନି ‘ମୁଁ ଅନ୍ଧ ଭିକାରି’ ଗୀତ

ଖଣ୍ଡପଡ଼ା,୬ା୧୧(ସ୍ବ.ପ୍ର.): ଭଜନ ମଣ୍ଡପରୁ ଆଉ ଶୁଭିବନି ‘ମୁଁ ଅନ୍ଧ ଭିକାରି, ହାତ ଧରି ମୋତେ କରିଦେ ପାରି..’ ଗୀତ। ଜୀବନବ୍ୟାପୀ ଜଗନ୍ନାଥ ସଙ୍ଗୀତର ସଫଳ ସାଧକ କଣ୍ଠଶିଳ୍ପୀ ଭିକାରୀ ମହମ୍ମଦ ଆଉ ନାହାନ୍ତି। ଗୁରୁବାର ଭୋର ସମୟରେ ୭୧ ବର୍ଷ...

ବୃକ୍ଷ ପ୍ରେମରେ ଛାତ୍ର, ଅଧ୍ୟାପକ

ଖୋର୍ଦ୍ଧା ଅଫିସ,୬ା୧୧: କରୋନା ମହାମାରୀ ଯୋଗୁ ଦୀର୍ଘ ୮ମାସ ଧରି ରାଜ୍ୟର ସମସ୍ତ ସ୍କୁଲ, କଲେଜରେ ପାଠପଢ଼ା ବନ୍ଦ ରହିଛି। କରୋନା ମୁକାବିଲା ଲାଗି ସାମୂହିକ କାର୍ଯ୍ୟ ଉପରେ କଟକଣା ଲଗାଯିବା ସହ ବିନା କାରଣରେ ଘରୁ ନ ବାହାରିବାକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri