ଆମ ଜିଲା ଖବର

ବାଣ ପେଟି ଧରି ଗାଁମୁହାଁ

ଅନୁଗୋଳ ଅଫିସ, ୪।୧୧ – ଦୀପାବଳିରେ ବାଣ ବିକ୍ରି ଓ ଫୁଟାଯିବା ଉପରେ ସରକାର ମଙ୍ଗଳବାର ସମ୍ପୂର୍ଣ୍ଣ କଟକଣା ଲଗାଇବା ପରେ ଅନୁଗୋଳ ଜିଲାର ବାଣ ବ୍ୟବସାୟୀଙ୍କ ମଧ୍ୟରେ ଭାଳେଣି ପଡ଼ିଯାଇଛି। କୋଭିଡ୍‌ ପାଇଁ ସବୁ ପର୍ବ ମାଡ଼ ଖାଇଯାଉଥିବା...

୩୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ଫରେଷ୍ଟ ଗାର୍ଡ

ସମ୍ବଲପୁର,୩ା୧୧(ବ୍ୟୁରୋ)-ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ୍‌ ଯୁଯୁମୁରା ବନ ବିଭାଗରେ କାର୍ଯ୍ୟରତ ଫରେଷ୍ଟଗାର୍ଡ ମଧୁସ୍ମିିତା ମହାପାତ୍ରଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଚାରାରୋପଣ ଓ ବନ ସୁରକ୍ଷା ସମିତି ଗୃହ ନିର୍ମାଣ କାମର ବିଲ୍‌ କରିବା ପାଇଁ ସେ ୩୬ହଜାର...

ଯୁବକଙ୍କ ଉପରେ ଚଢିଗଲା ଟ୍ରେଲର

ଢେଙ୍କିକୋଟ,୩।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଖଣ୍ଟଘର ପଞ୍ଚାୟତ ଜାତୀୟ ରାଜପଥ ୨୦ ନଂ. ଟୋଲ୍‌ ପ୍ଲାଜା ନିକଟରେ ଟ୍ରେଲର ଚାପାରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ପାରାଭା ସାହିର କଳାକାର ମହାକୁଡ଼। କଳାକାରଙ୍କୁ ତୁରନ୍ତ ଘଟଗାଁ ଡାକ୍ତରଖାନାକୁ ନେଇଥିଲେ...

ନାବାଳକ ସହ ଅପ୍ରାକୃତିକ ଯୌନ ସମ୍ପର୍କ ଉଦ୍ୟମ ଅଭିଯୋଗ: ଯୁବକ ଗିିରଫ

ପୁରୁଷୋତ୍ତମପୁର, ୩/୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳକଙ୍କୁ ଅପ୍ରାକୃତିକ ଯୌନ ସମ୍ପର୍କ ଲାଗି ଉଦ୍ୟମ କରିବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ପିଣ୍ଟୁ ବିଷୋଇ(୨୩)।ଗିରଫ ପରେ ପିଣ୍ଟୁଙ୍କୁ ବ୍ରହ୍ମପୁର...

ଦିନ ୩ଟା ସୁଦ୍ଧା ୫୫.୦୫% ମତଦାନ: ବାଲେଶ୍ୱରରେ ୫୪.୮୫% , ତିର୍ତ୍ତୋଲରେ ୫୫.୨୩%

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଉଭୟ ବାଲେଶ୍ୱର ଏବଂ ତିର୍ତ୍ତୋଲ ଉପନିର୍ବାଚନ ଲାଗି ଭୋଟଗ୍ରହଣ ଜାରିରହିଛି। ସକାଳ ୭ଟାରୁ ଭୋଟ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ତେବେ ଦିନ ୩ଟା ସୁଦ୍ଧା ହାରାହାରି ୫୫.୦୫ % ମତଦାନ...

ବାଇକ୍‌ ଲୁଟେରା ଗ୍ୟାଙ୍ଗ ଠାବ: ୨୨ ବାଇକ୍‌ ଜବତ, ୫ ଗିରଫ

କଟକ ଅଫିସ, ୩।୧୧: କଟକ ବାଦାମବାଡି ଥାନା ଅଞ୍ଚଳରୁ ଏକ ବାଇକ୍‌ ଚୋରି ଗ୍ୟାଙ୍ଗ୍‌ ଧରାପଡ଼ିଛି। ଏହି ଗ୍ୟାଙ୍ଗ୍‌ର ୫ ଜଣଙ୍କୁ ପୋଲିସ ଗିରଫ କରିବା ସହ ୨୨ଟି ଗାଡି ଜବତ କରିଛି। ଏହି ଲୁଟେଣାମାନେ କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା...

ଷ୍ଟିମ ପାଇପ୍‌ ଫାଟି ଶ୍ରମିକ ମୃତ୍ୟୁ ପ୍ରସଙ୍ଗ: ନଭେମ୍ବର ୫ରେ ନିଯୁକ୍ତି ପାଇବେ ମୃତ ଶଙ୍କରଙ୍କ ସ୍ତ୍ରୀ

ଗଞ୍ଜାମ,୩।୧୧(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀରେ ଗତ ଅକ୍ଟୋବର ୬ରେ ଷ୍ଟିମ ପାଇପ ଫାଟି ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ କାର୍ଯ୍ୟରତ ଇଞ୍ଜିନିୟରଙ୍କୁ ସମେତ ଜଣେ ଶ୍ରମିକ ଗୁରୁତର ହୋଇଥିଲେ । ପରେ ଇଞ୍ଜିନିୟର ଅଭିଷେକ ପାଳ ଓ ଶ୍ରମିକ...

ଦିନ ୧ଟା ସୁଦ୍ଧା ବାଲେଶ୍ୱରରେ ୪୧.୩୬%, ତିର୍ତ୍ତୋଲରେ ୩୯.୬୮ % ମତଦାନ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଉଭୟ ବାଲେଶ୍ୱର ଏବଂ ତିର୍ତ୍ତୋଲ ଉପନିର୍ବାଚନ ଲାଗି ଭୋଟଗ୍ରହଣ ଜାରିରହିଛି। ସକାଳ ୭ଟାରୁ ଭୋଟ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ତେବେ ଦିନ ୧ଟା ସୁଦ୍ଧା ବାଲେଶ୍ୱରରେ ୪୧.୩୬% ମତଦାନ ହୋଇଛି।...

ମମତାଙ୍କ କୁଶପୁତ୍ତଳିକା ଦାହ

କେନ୍ଦୁଝର, ୩।୧୧(ସ୍ବ.ପ୍ର.): ପଶ୍ଚିମବଙ୍ଗରେ ଭାରତୀୟ ମଜଦ୍ଦୁର ସଂଘର କାର୍ଯ୍ୟକର୍ତ୍ତାଙ୍କୁ ତୃଣମୂଳ କଂଗ୍ରେସର ଗୁଣ୍ଡାଙ୍କ ଆକ୍ରମଣ ପ୍ରତିବାଦରେ କେନ୍ଦୁଝରରେ ମଙ୍ଗଳବାର ଏକ ରାଲି ଅନୁଷ୍ଠିତ ହୋଇଯାଇଛି। ସଂଘର ଜିଲା ମୁଖ୍ୟ ଡାକ୍ତର ମହାନ୍ତଙ୍କ ନେତୃତ୍ୱରେ ଆୟୋଜିତ ଏହି ରାଲିରେ ମୁଖ୍ୟମନ୍ତ୍ରୀ ମମତା...

ମାଛ ଧରିବାକୁ ଯାଇ ଧୀବର ନିଖୋଜ: ଆଉ ଫେରିଲେନି ତାମ୍ପରା ହଦ୍ରରୁ

ଛତ୍ରପୁର,୩।୧୧(ଡି.ଏନ୍‌.ଏ. ): ମାଛ ଧରିବା ପାଇଁ ଯାଇଥିବା ବେଳେ ଜଣେ ଧୀବର ନିଖୋଜ ହୋଇଯାଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ତରେଇପାଟପୁର ଗ୍ରାମରେ। ନିଖୋଜ ଧୀବର ହେଲେ ଉକ୍ତ ଗ୍ରାମର ଗୋପାଳ ବେହେରା।...

ବାଲେଶ୍ୱର ଉପନିର୍ବାଚନ: ଭୋଟ ଦେଲେ ଭାଜପା ପ୍ରାର୍ଥୀ ମାନସ ଦତ୍ତ

ବାଲେଶ୍ୱର ଅଫିସ, ୩।୧୧: କୋଭିଡ୍‌ କଟକଣା ମଧ୍ୟରେ ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି। ତେବେ ଜଣଙ୍କ ପରେ ଜଣେ ପ୍ରାର୍ଥୀ ନିଜର ମତ ସାବ୍ୟସ୍ଥ କରୁଥିବା ଦେଖିବାକୁ ମିଳୁଛି। ଏହିକ୍ରମରେ ଭାଜପା ପ୍ରାର୍ଥୀ ମାନସ...

ବାଲେଶ୍ୱର ଉପନିର୍ବାଚନ: ଭୋଟ ଦେବାପାଇଁ ଲାଇନ୍‌ରେ କଂଗ୍ରେସ ପ୍ରାର୍ଥୀ

ବାଲେଶ୍ୱର ଅଫିସ, ୩।୧୧: ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଜାରି ରହିଥିବା ବେଳେ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ଭୋଟ ଦେବା ପାଇଁ ଆସି ଲାଇନ୍‌ରେ ଛିଡ଼ା ହୋଇଥିବା ଦେଖିବାକୁ ମିଳିଛି। କଟକଣା ମଧ୍ୟରେ ପ୍ରତ୍ୟେକ ଭୋଟରଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri