ଆମ ଜିଲା ଖବର

କଟକ ସହରରୁ ୬୫ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨।୧୧-କଟକ ସହରରୁ ଆଜି ମୋଟ୍‌ ୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୩୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୨ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଟୁଇଟ...

ଗଞ୍ଜାମରେ ଡିସେମ୍ବର ପହିଲା ଯାଏ ଖୋଲିବନି ମନ୍ଦିର

ଛତ୍ରପୁର,୨ା୧୧(ଡି.ଏନ୍‌.ଏ.)-କେତେକ ଦେଶରେ ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ କରୋନା ସଂକ୍ରମଣ ଆରମ୍ଭ ହୋଇଯାଇଛି। ଏହି ପର୍ଯ୍ୟାୟରେ ସଂକ୍ରମିତ ହେଲେ ନିଶ୍ଚିତରୂପେ ଜୀବନ ପ୍ରତି ବିପଦ ଦେଖାଦେଉଛି । ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହେଲେ ସମ୍ଭାଳିବା କଷ୍ଟକର...

ଉପନିର୍ବାଚନ ପୂର୍ବରୁ ହିଂସା: ହୋଟେଲରେ ପଶି ସଂଘବଦ୍ଧ ଆକ୍ରମଣ, ୨ ଗୁରୁତର, ୫ ଗିରଫ

ବାଲେଶ୍ୱର ଅଫିସ,୨।୧୧-ବାଲେଶ୍ୱର ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟଗ୍ରହଣ ହେବ। ଏଥିପାଇଁ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରବିବାର ମଧ୍ୟରାତିରେ ଦୁଇ ପ୍ରମୁଖ ଦଳର କର୍ମୀଙ୍କ ମଧ୍ୟରେ ନିର୍ବାଚନୀ ହିଂସା ଦେଖାଦେଇଛି। ଗୋଟିଏ ଗୋଷ୍ଠୀର ସଂଘବଦ୍ଧ...

ଦୀର୍ଘ ୭ ମାସ ପରେ ଖୋଲିଲା ହିଞ୍ଜିଳିକାଟୁ ଆହାରକେନ୍ଦ୍ର

ହିଞ୍ଜିଳିକାଟୁ,୨।୧୧(ଡ଼ି.ଏନ୍‌.ଏ): କରୋନା ମହାମାରୀ କଟକଣା ପାଇଁ ଦୀର୍ଘ ୭ ମାସ ଧରି ଆହାରକେନ୍ଦ୍ର ବନ୍ଦ ରହିଥିଲା। ତେବେ ସୋମବାର ଆହାରକେନ୍ଦ୍ର ପୁଣି ଖୋଲିଛି। ହିଞ୍ଜିଳିକାଟୁ ଆହାରକେନ୍ଦ୍ର ଓ ତାହାର ଆଖପାଖକୁ ସାନିଟାଇଜ କରାଯାଇଥିବା ବେଳେ ସାମାଜିକ ଦୂରତା ବଜାୟ ରଖି...

ବିଦ୍ୟାଳୟ ଉଚ୍ଛେଦ ପ୍ରତିବାଦରେ ଆନ୍ଦୋଳନ: ଗେଟ୍‌ ସମ୍ମୁଖରେ ଅପେକ୍ଷା କରି ବିଫଳ ହେଲ ପ୍ରଧାନଶିକ୍ଷକ

ପୁରୁଷୋତ୍ତମପୁର,୨।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ. ୧୨ କପିଳେଶ୍ବରପୁର ଶାସନ ପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷା ବିଭାଗ ପକ୍ଷରୁ ଉଚ୍ଛେଦ କରିବାକୁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ନିକଟସ୍ଥ ସୀତାରାମପୁର ଆଗ୍ରାହରମ ବିଦ୍ୟାଳୟରେ ପଢ଼ିବା...

ବରଗଡ଼ରୁ ପୁଣି ୭୧ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୮୮୦୦ରେ

ବରଗଡ଼ ଅଫିସ,୨।୧୧: ବରଗଡ ଜିଲାରେ ସୋମବାର ପୁଣି ୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରେ ୪, ବରଗ ବ୍ଲକର ୩, ଅତାବିରା ବ୍ଲକର ୧, ପଦ୍ମପୁର ବ୍ଲକର ୧୦, ପଦ୍ମପୁର ଏନ୍‌ଏସିର ୯,...

ଦୀର୍ଘ ୭ ମାସ ପରେ ଖୋଲିଲା ଆହାର କେନ୍ଦ୍ର

ବେଲପାହାଡ଼,୨ା୧୧(ଡି.ଏନ୍‌.ଏ.): ଦୀର୍ଘ ୭ ମାସ ଧରି କରୋନା ସଂକ୍ରମଣ ଯୋଗୁ ବନ୍ଦ ରହିଥିବା ବେଲପାହାଡ଼ ଆହାରକେନ୍ଦ୍ର ସୋମବାରରୁ ପୁନଃ ଖୋଲିଛି। ଏହି ଅବସରରେ ଝାରସୁଗୁଡ଼ା ଉପଜିଲାପାଳ ଶିବ ଟପ୍ପୋ, ବେଲପାହାଡ଼ ପୌରପରିଷଦର ପୂର୍ବତନ ପୌରାଧ୍ୟକ୍ଷ ପର୍ଶୁରାମ ସାହୁ, କାଉନସିଲର କୈଳାସ...

କଟକରେ ଖୋଲିବ ବାଣ ଦୋକାନ: ମିଳିଲା ଅନୁମତି

କଟକ ଅଫିସ, ୨।୧୧: ଆଗକୁ କାଳୀ ପୂଜା ଓ ଦୀପାବଳି। ତେବେ କୋଭିଡ୍‌ କଟକଣା ଭିତରେ ପାଳିତ ହେବ ଏହିସବୁ ପର୍ବ। କଟକରେ ପୂର୍ବଭଳି ଚଳିତ ବର୍ଷ ମଧ୍ୟ ବାଣ ଦୋକାନ ଖୋଲିବାକୁ ଅନୁମତି ମିଳିଛି। ହେଲେ କେଉଁଠି ବାଣ...

ଇନୋଭା ଉପରେ ଓଲଟିପଡ଼ିଲା ବସ୍‌: ୨ ମୃତ, ୧୨ ଗୁରୁତର

ମାଧପୁର, ୨।୧୧: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କିଆକଟା ଥାନାର କିଆକଟା ବୌଦ୍ଧ ତ୍ରିବେଣୀ ଛକରେ ରବିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଇନୋଭା ଉପରେ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଓଲଟିପଡ଼ିବାରୁ...

ଜମି ସମସ୍ୟାରେ ଅଟକିଛି ଡିଏମ୍‌ଏଫ୍‌ ପ୍ରକଳ୍ପ

ଯାଜପୁର ଅଫିସ,୨।୧୧: ଯାଜପୁର ଜିଲାରେ ୧୭ଟି ଉନ୍ନୟନ ପ୍ରକଳ୍ପ (ପ୍ରତ୍ୟେକର ମୂଲ୍ୟ ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା) ବିଭିନ୍ନ କାରଣରୁ ସମ୍ପୂର୍ଣ୍ଣ ହୋଇପାରୁନାହିଁ। ସେଥିରୁ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠି ଓ ଷ୍ଟେଟ ପ୍ଲାନରୁ ୮ଟି ଲେଖାଏ ଏବଂ...

ଦୁରାରୋଗ୍ୟରେ ସୁକାନ୍ତ: ଅର୍ଥ ଅଭାବରୁ ହୋଇପାରୁନି ଚିକିତ୍ସା

ବରୀ,୨।୧୧(ଡି.ଏନ.ଏ.): ଗରିବ ଲୋକଙ୍କ ପାଇଁ ସରକାର ବିଭିନ୍ନ ଯୋଜନା କରିଛନ୍ତି। ମାତ୍ର ଏସବୁ ଯୋଜନା କେତେକ ସ୍ଥାନରେ ପ୍ରକୃତ ହିତାଧିକାରୀଙ୍କ ନିକଟରେ ପହଞ୍ଚତ୍ ପାରୁନାହିଁ। ଯାହାର ଉଦାହରଣ ଦେଖିବାକୁ ମିଳିଛି ଯାଜପୁର ଜିଲାର ବରୀ ବ୍ଲକ ଅଞ୍ଚଳରେ। ବ୍ଲକ ଅଧୀନ...

ବାହାର ନେତା, କର୍ମୀଙ୍କ ଲାଗି କଟକଣା

ଜଗତ୍‌ସିଂହପୁର ଅଫିସ,୨।୧୧: ତିର୍ତ୍ତୋଲ ଉପନିର୍ବାଚନ ରବିବାର ସନ୍ଧ୍ୟାରେ ପ୍ରଚାର ସରିବା ପରେ ନିର୍ବାଚନମଣ୍ଡଳୀ ବାହାରୁ ଆସିଥିବା ନେତା,କର୍ମୀଙ୍କ ରହଣି ଉପରେ କଟକଣା ଜାରି କରାଯାଇଛି। ଏନେଇ ଜିଲା ନିର୍ବାଚନ ଅଧିକାରୀ ସରୋଜ କୁମାର ମିଶ୍ର ଓ ଆରକ୍ଷୀ ଅଧୀକ୍ଷକ ପ୍ରକାଶ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri