ଆମ ଜିଲା ଖବର

ବାହାର ନେତା, କର୍ମୀଙ୍କ ଲାଗି କଟକଣା

ଜଗତ୍‌ସିଂହପୁର ଅଫିସ,୨।୧୧: ତିର୍ତ୍ତୋଲ ଉପନିର୍ବାଚନ ରବିବାର ସନ୍ଧ୍ୟାରେ ପ୍ରଚାର ସରିବା ପରେ ନିର୍ବାଚନମଣ୍ଡଳୀ ବାହାରୁ ଆସିଥିବା ନେତା,କର୍ମୀଙ୍କ ରହଣି ଉପରେ କଟକଣା ଜାରି କରାଯାଇଛି। ଏନେଇ ଜିଲା ନିର୍ବାଚନ ଅଧିକାରୀ ସରୋଜ କୁମାର ମିଶ୍ର ଓ ଆରକ୍ଷୀ ଅଧୀକ୍ଷକ ପ୍ରକାଶ...

ବୁଥ୍‌ରେ ପହଞ୍ଚିଲେ ପୋଲିଂ କର୍ମଚାରୀ

ଜଗତ୍‌ସିଂହପୁର ଅଫିସ,୨ା୧୧: ପୋଲିଂ କର୍ମଚାରୀ ବୁଥ୍‌ମୁହାଁ  ହୋଇଛନ୍ତି। କର୍ମଚାରୀମାନେ ସ୍ଥାନୀୟ ଏସ୍‌ଭିଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ହୋଇଥିବା ପୋଲିଂ ପାର୍ଟି ପ୍ରେରଣ କେନ୍ଦ୍ରରେ ପହଞ୍ଚିଲା ପରେ ପରେ ସେମାନଙ୍କୁ ବିଭିନ୍ନ ବୁଥ୍‌କୁ ପଠାଇ ଦିଆଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି...

କଫ୍‌ ସିରପରେ ନିଶା ବଟିକା ମିଶାଇ ବିକୁଥିଲେ: ୨ ଅଭିଯୁକ୍ତ କୋର୍ଟଚାଲାଣ

କଟକ ଅଫିସ,୨।୧୧: କଫ୍‌ ସିରପରେ ବେଆଇନ ଭାବେ ନାଇଟ୍‌-୧୦ ବଟିକା ମିଶାଇ ବିକ୍ରି କରିବା ଅଭିଯୋଗରେ ମର୍କତନଗର ପୋଲିସ ରବିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ କଟକ ଜିଲା ଚୌଦ୍ୱାର ଥାନା ଅଧୀନ ଓଟିଏମ୍‌...

ନୀରବତାକୁ ଦୁର୍ବଳତା ଭାବ ନାହିଁ: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨।୧୧: ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ଭାବେ ସ୍ବାମୀ ଅଧୋକ୍ଷଜାନନ୍ଦ ନିଜକୁ ପରିଚୟ ଦେବା ପରେ ନୂଆ ବିବାଦ ଉପୁଜିଛି। ଉତ୍ତର ପ୍ରଦେଶର ମଥୁରାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସ୍ବାମୀ ଅଧୋକ୍ଷଜାନନ୍ଦ ଯୋଗଦେଇଥିଲେ। ସେଠାରେ ତାଙ୍କୁ ନେତା ଏବଂ ଅନେକ...

ଶ୍ରୀମନ୍ଦିରରେ ନୀତି ବିଳମ୍ବ

ପୁରୀ ଅଫିସ,୨।୧୧: ରବିବାରଠାରୁ ପବିତ୍ର କାର୍ତ୍ତିକ ମାସ ଆରମ୍ଭ ହୋଇଛି। ଏହି ପୂଣ୍ୟ ଓ ଧର୍ମ ମାସରେ ହବିଷିଆଳିମାନେ କାର୍ତ୍ତିକ ବ୍ରତ ଆରମ୍ଭ କରିଛନ୍ତି। ମହୋଦଧି ସମେତ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ପ୍ରତ୍ୟୁଷରୁ ସ୍ନାନ ସାରିବା ପରେ ସଂକଳ୍ପ କରି...

ନିଯୁକ୍ତି, ରାଜସ୍ବ ଗିଳିବ ସ୍ଲରି ପାଇପ୍‌

ଯାଜପୁର ଅଫିସ,୨।୧୧: ଶିଳ୍ପ କମ୍ପାନୀଗୁଡ଼ିକ ଏବେ ସ୍ଲରି ପାଇପ୍‌ ଲାଇନ ବିଛାଇ ଖଣିଜ ପଦାର୍ଥ ପରିବହନ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏଥିଯୋଗୁ କର୍ମନିଯୁକ୍ତି ହ୍ରାସ ପାଇବା ସହ ସରକାର ବିପୁଳ ପରିମାଣର ରାଜସ୍ବ ହରାଇବେ ବୋଲି ରାଜ୍ୟ ଜଳ ସମ୍ପଦ...

ବିଜୁ ମଇଦାନରେ ସେଲ୍‌ଫି କର୍ନର

ଅନୁଗୋଳ ଅଫିସ, ୨ା୧୧: ଅନୁଗୋଳ ସହରର ହେବ ସୌନ୍ଦର୍ଯ୍ୟକରଣ। ଆସନ୍ତା ୧୫ ଦିନ ମଧ୍ୟରେ ଏହି କାର୍ଯ୍ୟ ଆରମ୍ଭ ହେବ। ଏ ନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ସରିଛି। ରବିବାର ଜିଲାପାଳ ଓ ବିଭାଗୀୟ ଅଧିକାରୀ ସହର ପରିଦର୍ଶନ କରି...

ବାଟ ରୋକିଲା ହାଟ

ଅନୁଗୋଳ ଅଫିସ, ୨।୧୧: ଭିଡ଼ ହେଲେ ସଂକ୍ରମଣ ବଢ଼ିବ। ସେଥିପାଇଁ ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଭିତରେ ହେଉଥିବା ହାଟକୁ ପ୍ରଶାସନ ବନ୍ଦ କରି ଅନୁଗୋଳ-କଟକ ରାସ୍ତାର କଲେଜ ଛକକୁ ସ୍ଥାନାନ୍ତର କଲା। କିନ୍ତୁ ରାସ୍ତା ପାର୍ଶ୍ୱରେ ବସୁଥିବା ଉକ୍ତ ହାଟରେ...

ମନ୍ଦିର ବନ୍ଦ ମନ ଭାଙ୍ଗିଲା

ଢେଙ୍କାନାଳ ଅଫିସ, ୨।୧୧:  ଆରମ୍ଭ ହୋଇଛି ଧର୍ମମାସ କାର୍ତ୍ତିକ। କାର୍ତ୍ତିକ ସୋମବାରରେ ଶିବଦର୍ଶନ କଲେ ମହାଦେବଙ୍କ ଅପାର କରୁଣା ମିଳେ ବୋଲି କାହିଁ କେଉଁ କାଳରୁ ବିଶ୍ୱାସ ରହିଛି। ହେଲେ ଚଳିତବର୍ଷ କରୋନା ଭକ୍ତ-ଭଗବାନଙ୍କ ମଧ୍ୟରେ ଦୂରତା ସୃଷ୍ଟି କରିଛି। ସଂକ୍ରମଣ...

ଅଦିନିଆ ବର୍ଷା ଉଜାଡିଲା ମକାଚାଷୀଙ୍କ ସ୍ବପ୍ନ

କୋକସରା, ୨।୧୧(ଡି.ଏନ.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକରେ ଅଦିନିଆ ବର୍ଷା ଉଜାଡିଦେଲା ଚାଷୀଙ୍କ ସ୍ବପ୍ନ। ବର୍ଷାରେ ଶହଶହ ଏକର ଧାନ ଫସଲ କ୍ଷତିହୋଇ ଗଜା ହୋଇଯିବାରୁ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି ଚାଷୀ। ହେଲେ ବ୍ଲକର ମକା ଚାଷୀ...

ନାଲ୍‌କୋ ଇଡି ଦାୟିତ୍ୱ ନେଲେ ଅମ୍ବିକା ପ୍ରସାଦ

ବଅଁରପାଳ, ୧ା୧୧(ଡି.ଏନ.ଏ.)- ନାଲ୍‌କୋ ସ୍ମେଲଟର ଓ ପାଓ୍ବାର ପ୍ଲାଣ୍ଟର ନୂତନ ନିର୍ବାହୀ ନିର୍ଦ୍ଦେଶକ(ଇଡି) ଭାବେ ଅମ୍ବିକା ପ୍ରସାଦ ପଣ୍ଡା ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ସିପିପିରେ ମହାପ୍ରବନ୍ଧକ ଭାବେ କାର୍ଯ୍ୟ କରୁଥିଲେ। ସେହିପରି ସିପିପିର ନୂତନ ମହାପ୍ରବନ୍ଧକ...

ଅନକାଡେଲି ଅଞ୍ଚଳରୁ ୧.୫ କୋଟି ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ/ଲମତାପୁଟ,୧ା୧୧(ସ୍ବ.ପ୍ର.)-କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନକାଡେଲି ପଞ୍ଚାୟତର ହନୁମାଳ ଗ୍ରାମରେ ରବିବାର ପୋଲିସ ଚଢାଉ କରି ୮କୁଇଣ୍ଟାଲ ୧୨ କେଜି ୭୦୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ଦେଢ କୋଟି ଟଙ୍କା ହେବ ବୋଲି ଜଣାଯାଇଛି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri