ଆମ ଜିଲା ଖବର

ଦାଦାବଟି ଆଦାୟ ଅଭିଯୋଗ: ପେସାଦାର ଅପରାଧୀ ଗଲେ ଜେଲ୍‌

ଦିଗପହଣ୍ଡି,୩୧ା୧୦: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ବନ୍ଥପଲ୍ଲୀ, ଲଙ୍ଗଳଦେଇ ପ୍ରଭୃତି ଅଞ୍ଚଳରେ ଥିବା କ୍ରସର ୟୁନିଟ, ଇଟାଭାଟି, ପଥର ଖାଦାନ ସମେତ ବିଭିନ୍ନ ଠିକାଦାରଙ୍କ ଠାରୁ ଧମକ ଦେଇ ଦାଦାବଟି ଆଦାୟ କରୁଥିବା ଅଭିଯୋଗ ହେଉଥିଲା। ଏନେଇ ପୋଲିସ...

କରୋନା କଟକଣା ମଧ୍ୟରେ ପୂଜା ପାଉଛନ୍ତି ମା’ ଗଜଲକ୍ଷ୍ମୀ

ପୁରୁଷୋତ୍ତମପୁର,୩୧ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ କରୋନା କଟକଣା ମଧ୍ୟରେ ମା’ ଗଜଲକ୍ଷ୍ମୀ ପୂଜା ପାଉଛନ୍ତି। ପ୍ରତିବର୍ଷ ଏଠାରେ ଜାକଜମକରେ ପୂଜା ହେଉଥିବା ବେଳେ ଚଳିତବର୍ଷ ତାହା ଦେଖିବାକୁ ମିଳିନାହିଁ। ଜନଗହଳି ମଧ୍ୟ ନାହିଁ। କରୋନା ମହାମାରୀ ଯୋଗୁ ପୂଜା...

ବରଗଡ଼ରୁ ପୁଣି ୬୧ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୮୬୩୦ରେ

ବରଗଡ଼ ଅଫିସ,୩୧।୧୦: ବରଗଡ ଜିଲାରେ ଶନିବାର ପୁଣି ୬୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୩୦ ମହିଳା ଏବଂ ୩୧ ପୁରୁଷ ରହିଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬୩୦ରେ ପହଞ୍ଚିଛି।...

କେନ୍ଦୁଝରରେ ଜଳିଗଲା ମାଲବୁହା ଟ୍ରକ୍‌

କେନ୍ଦୁଝର, ୩୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ନରଣପୁର-ଡୁବୁରୀ ରାସ୍ତା ପିଟାପିଟି ଗ୍ରାମ ଭାଇଭାଇ ଢାବା ନିକଟରେ ଶନିବାର ସକାଳେ ଏକ ୧୨ ଚକିଆ ମାଲବୁହା ଟ୍ରକ୍‌ (ନଂ. ଓଆର୍‌ ୦୯ଏନ୍‌ ୬୨୩୧) ରେ ହଠାତ୍‌ ନିଆଁ ଲାଗି...

କରୋନା କଟକଣା ପାଇଁ ପାଟଣାରେ ନିରାଡମ୍ବରେ ହେଲା ଗଜଲକ୍ଷ୍ମୀ ପୂଜା

ପାଟଣା,୩୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବ ମନ୍ଦିର ନିକଟରେ ଥିବା କଲ୍ୟାଣ ମଣ୍ଡପରେ ଶନିବାର ରାତ୍ରି ପାଟଣା କୁମାର ଉତ୍ସ କମିଟି ତରଫରୁ ଶନିବାର ୫୧ତମ ଗଜଲକ୍ଷ୍ମୀ ପୂଜା ଅନୁଷ୍ଠିତ ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ...

ପ୍ରାଚୀପ୍ରଜ୍ଞା ପିଏନ୍‌ କଲେଜ ଟପ୍ପର

ଖୋର୍ଦ୍ଧା ଅଫିସ,୩୧ା୧୦: ଖୋର୍ଦ୍ଧା ପ୍ରାଣନାଥ (ପିଏନ୍‌) ସ୍ବୟଂଶାସିତ ମହାବିଦ୍ୟାଳୟର ଦ୍ୱାଦଶତମ ସ୍ନାତକ(+୩) ୨୦୧୭-୨୦୨୦ ଶିକ୍ଷାବର୍ଷର ବାର୍ଷିକ ଫଳ ଶନିବାର ପ୍ରକାଶ ପାଇଛି। ଏଥିରେ ମୋଟ୍‌ ପାସ୍‌ ହାର ୯୦.୪ ପ୍ରତିଶତ ରହିଛି। ବାଣିଜ୍ୟରେ ଆଦିତ୍ୟନାଥ ପୃଷ୍ଟି, କଳାରେ ଶିକ୍ଷା ବିଭାଗ ଛାତ୍ରୀ...

ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା

ବୁଗୁଡ଼ା, ୩୧ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବାଲିପିଣ୍ଡି ପୋଖରୀ ନିକଟସ୍ଥ ଦଳିତ ସାହିରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କ ତଣ୍ଟି ଚିପି ସ୍ତ୍ରୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଯୁବକ...

ବ୍ରହ୍ମପୁରରେ ଆଇପିଏଲ୍‌ ବେଟିଂ ର଼୍ୟାକେଟ୍‌ ଠାବ

ବ୍ରହ୍ମପୁର ଅଫିସ,୩୧ା୧୦: ବ୍ରହ୍ମପୁର ସହରରେ ଦୀର୍ଘଦିନ ଧରି ଚାଲିଥିବା ଏକ ବଡ଼ ଧରଣର ଆଇପିଏଲ୍‌ ବେଟିଂ କାରବାର ପୋଲିସ ଠାବ କରିଛି। ପୋଲିସ ଏହି ର଼୍ୟାକେଟ୍‌ ଚଳାଉଥିବା ଦୁଇଜଣ ମୁଖ୍ୟଙ୍କୁ ଶୁକ୍ରବାର ଗିରଫ କରିବା ସହ ଅନ୍‌ଲାଇନ୍‌ କ୍ରିକେଟ ବେଟିଂର...

ନୀରବ ବିଦ୍ରୋହ ଭାରି ପଡ଼ିବ

ତିର୍ତ୍ତୋଲ, ୩୧ା୧୦ (ସ୍ବ.ପ୍ର.): ୨୦୧୯ ନିର୍ବାଚନରେ ତିର୍ତ୍ତୋଲ ବିଧାନସଭା ଆସନରୁ ବିଜୟୀ ହୋଇଥିବା ବିଜେଡି ନେତା ବିଷ୍ଣୁଚରଣ ଦାସଙ୍କ ପରଲୋକ ପରେ ଏବେ ଚାଲିଛି ସେଠାରେ ଉପନିର୍ବାଚନ ପ୍ରକ୍ରିୟା। ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୩ ବ୍ଲକ୍‌ ତିର୍ତ୍ତୋଲ, ରଘୁନାଥପୁର ଓ ବିରିଡ଼ିର...

ଖାଁ ଖାଁ ଗୋତମରା ଗାଁ

ବଅଁରପାଳ, ୩୧ା୧୦(ଡି.ଏନ.ଏ.) ପ୍ରତିବର୍ଷ ପରି ବାର୍ଷିକ ପୂଜାରେ ଚଳଚଞ୍ଚଳ ହେବନି ବଅଁରପାଳ ବ୍ଲକ ଗୋତମରା ଗ୍ରାମର ମା’ ବ୍ରହ୍ମାୟଣୀଙ୍କ ପୀଠ। ବସିବନି ଦୋକାନ ବଜାର କି ଜମିବନି ଶ୍ରଦ୍ଧାଳୁଙ୍କ ଭିଡ଼। ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ ହେବନି। ନିରାଡମ୍ବରରେ କେବଳ...

ଭୁଶୁଡ଼ି ପଡ଼ିଛି କ୍ରୀଡ଼ା ଭିତ୍ତିଭୂମି

ଅନୁଗୋଳ ଅଫିସ, ୩୧।୧୦ – ଶିଳ୍ପ ସମୃଦ୍ଧ ଅନୁଗୋଳ ଜିଲାରେ କ୍ରୀଡ଼ା ଭିତ୍ତିଭୂମିର ଉନ୍ନତୀକରଣ ହୋଇପାରୁନାହିଁ। ଅର୍ଥର ଅଭାବ ନ ଥିଲେ ମଧ୍ୟ ପ୍ରଶାସନର ଆନ୍ତରିକତା ଅଭାବରୁ ସହରରେ ଥିବା ଏକମାତ୍ର ଇନ୍‌ଡୋର ହଲ୍‌ ଜୀରାଜୀର୍ଣ୍ଣ ଅବସ୍ଥାକୁ ଚାଲିଯାଇଛି। ଏପରି...

ଇନ୍ଦ୍ରପୁରୀ ହେବନାହିଁ ବିଷ୍ଣୁପୁରୀ

ଓଡ଼ାପଡ଼ା, ୩୧ା୧୦ କରୋନା ଆତଙ୍କ ଯୋଗୁ ସତେ ଯେମିତି କେଉଁଠି ଅଟକିଯାଇଛି ପୃଥିବୀ। ପ୍ରଭାବିତ ହୋଇଛନ୍ତି ମଣିଷ। ଅସ୍ତବ୍ୟସ୍ତ ହୋଇଛି ଜୀବନଯାତ୍ରା। ସବୁଠୁ ବେଶି ପ୍ରତିକୂଳ ପ୍ରଭାବ ପଡ଼ିଛି ହୋଇଛି କଳା, ସଂସ୍କୃତି ଏବଂ ଶିକ୍ଷା ଉପରେ। ଗଣେଶପୂଜା, ଦଶହରା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri