ଆମ ଜିଲା ଖବର

ଆଜିଠୁ ପ୍ରସିଦ୍ଧ ଲକ୍ଷ୍ମୀପୂଜା

ଢେଙ୍କାନାଳ ଅଫିସ, ୩୦।୧୦ ଧରାବତରଣ କରିବେ ଧନଦାତ୍ରୀ। ହେଲେ ମଣ୍ଡପ ଝଲସୁଥିବ ନା ଥିବେ ଭକ୍ତ। କେବଳ ବିଧିରକ୍ଷା କରିବାକୁ ଶ୍ରଦ୍ଧାଳୁଶୂନ୍ୟ ମଣ୍ଡପରେ ପାରମ୍ପରିକ ନୀତି ଅନୁଯାୟୀ ମା’ଙ୍କ ଆବାହନ ହେବ। ୮୦ ବର୍ଷର ଐତିହ୍ୟସମ୍ପନ୍ନ ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜା...

ପ୍ରୋତ୍ସାହନ ନାହିଁ, ଦୁର୍ଦ୍ଦିନରେ ପଥର କାରିଗର

କୋକସରା, ୩୦।୧୦ (ଡି.ଏନ.ଏ.) – କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ କନ୍ଦାଗଡ ହେଉଛି ପଥର କାରିଗରଙ୍କ ପାଇଁ ପରିଚିତ ଶିଳ୍ପୀ ଗ୍ରାମ। ଏହି ଗାଁର ଅନେକ ଯୁବକ ପଥର ଶିଳ୍ପକୁ ଜୀବିକା କରି ପରିବାର ପ୍ରତିପୋଷଣ କରୁଥିଲେ।...

ମିଳିଲାନି ଦ୍ୱିତୀୟ କିସ୍ତି ଟଙ୍କା: ଆଜବେଷ୍ଟସ ପକାଇଲେ ଇନ୍ଦିରାଆବାସ ହିତାଧିକାରୀ

ଲାଠୋର, ୩୦ା୧୦ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଞ୍ଚାୟତ ଅନ୍ତର୍ଗତ ଫୁଲଝର ଗ୍ରାମର ରୁକୁଣୀ ବିଭାର। ସ୍ବାମୀ ଲକ୍ଷ୍ମଣ ବିଭାର, ଦୁଇ ଝିଅ ଅହଲ୍ୟା, ଜ୍ୟୋତ୍ସ୍ନା ଓ ଦୁଇ ପୁଅ ରମେଶ ଏବଂ ଯଶୋବନ୍ତଙ୍କୁୁ ନେଇ ତାଙ୍କ...

କ୍ୟାନସର ପୀଡ଼ିତାଙ୍କୁ ସହଯୋଗର ହାତ, ଚିକିତ୍ସା ପାଇଁ ଗଲେ କଟକ

ଲୋଇସିଂହା,୩୦।୧୦(ଡି.ଏନ.ଏ.) ବଲାଙ୍ଗୀର ଜିଲା ଲୋଇସିଂହାର ମୁଖୀ ପଧାନ ା ସିକଲିନ, କ୍ୟାନସର ଓ ପଥରି ରୋଗରେ ପୀଡିତ ହୋଇ ସେ ଯନ୍ତ୍ରଣା ପାଉଥିଲେ ା ଅର୍ଥାଭାବ ଯୋଗୁ ତାଙ୍କର ଚିକିତ୍ସା ହୋଇ ପାରୁ ନ ଥିଲା। ସିଡିଏମ୍‌ଓ ଭୀମସେନ ସାହୁଙ୍କ...

ହବିଷ୍ୟାଳୀଙ୍କ ପାଇଁ କଟକଣା ଜାରି: ପୁରୀ ନ ଆସିବାକୁ ଅନୁରୋଧ

ପୁରୀ ଅଫିସ,୨୯ା୧୦: ମହାମାରୀ କରୋନା ବିପଦ ସମ୍ପୂର୍ଣ୍ଣ ଭାବେ ଟଳି ନାହିଁ। ପୂର୍ବାପେକ୍ଷା ଅଧିକ ସତର୍କ ହେବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ଏହାକୁ ଆମ ସମସ୍ତଙ୍କୁ ମାନିବାକୁ ପଡ଼ିବ। ନଚେତ କରୋନା ସ୍ଥିତି ପୁଣି ସାଂଘାତିକ ହୋଇପାରେ। ତେଣୁ...

ବାର୍‌ହା ଶିକାର ପାଇଁ ବୋମା ଭିଡୁଥିବା ବେଳେ ଚାଲିଗଲା ଜଣଙ୍କ ଜୀବନ, ୨ ଗୁରୁତର

ଶେରଗଡ଼,୨୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଳରାମପୁର ନିକଟସ୍ଥ ଭୀମପୁରା ଗ୍ରାମରେ ଗୁରୁବାର ସକାଳେ ଏକ ଅଘଟଣ ଘଟିଛି। ବାର୍‌ହା ଶିକାର ପାଇଁ ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି...

ଘାଟିକୁଣ୍ଡ୍ରୁରେ ଲାଗିଛି ମାଓବାଦୀ ପୋଷ୍ଟର

ଭବାନୀପାଟଣା,୨୯।୧୦(ଡି.ଏନ୍‌.ଏ.): ବେଶ୍‌ କିଛି ଦିନ ନୀରବତା ପରେ କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଲାଲବାହିନୀ ତାର ଉପସ୍ଥିତି ଜାହିର କରିଛି। ଗୁରୁବାର ସକାଳୁ ମାଳିଯୁବାଙ୍ଗ ପଞ୍ଚାୟତ ଘାଟିକୁଣ୍ଡ୍ରୁଠାରେ ମାଓବାଦୀ ବ୍ୟାନର ଓ ପୋଷ୍ଟର ମାରିବା ସହ ସରକାର ଓ ପୋଲିସର...

ବୀମାରାଶି ଲାଗି ତେଜିଲା ଚାଷୀ ଆନ୍ଦୋଳନ: ଅଟକାଇଲେ ଏମ୍‌ପିଙ୍କ ଗାଡ଼ି

ପାଟଣାଗଡ଼,୨୯।୧୦ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲାପାଟଣାଗଡ ବ୍ଲକ ଏକ ଚିର ମରୁଡି ପ୍ରପୀଡ଼ିତ ଅଞ୍ଚଳ। ୨୦୧୯-୨୦ ଖରିଫ ଋତୁରେ ମଧ୍ୟ ଏଠାରେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ ୨୦୧୯-୨୦ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପାଟଣାଗଡ଼ ବ୍ଲକର ଅଧିକାଂଶ ଚାଷୀ...

ବରଗଡ଼ରେ ଖସୁଛି କରୋନା ଗ୍ରାଫ୍‌: ଆଜି ମାତ୍ର ୩୫ ପଜିଟିଭ୍‌ ଚିହ୍ନଟ, ୮୫୩୪ରେ ପହଞ୍ଚିଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୨୯ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଗୁରୁବାର ଜିଲାରେ ମାତ୍ର ୩୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରେ ଜଣେ, ବରଗଡ଼ ବ୍ଲକର ୨, ଅତାବିରା ବ୍ଲକର ୪, ପଦ୍ମପୁର...

ପୋଲିସ ମାଡ଼ରେ ଯୁବକଙ୍କ ଆଖିରୁ ବୋହିଲା ରକ୍ତ

ବାରିପଦା ଅଫିସ,୨୯। ୧୦: ପୋଲିସ ମାଡ଼ରେ ଯୁବକଙ୍କ ଆଖିରୁ ବୋହୁଛି ରକ୍ତ, ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାରିପଦା ସହର ୨୫ ନଂ. ଓ୍ବାର୍ଡର ରହୁଥିବା ଯୁବକ ସିପୁ ଦାସ(୨୧)ଙ୍କ ସହ । ବୁଧବାର ସକାଳ ୧୦ଟା ସମୟରେ...

ନକଲି ସୁନାଇଟା ଦେଇ ୫ ଲକ୍ଷ ଠକେଇ

ଚୌଦ୍ୱାର,୨୯।୧୦(ଡି.ଏନ୍‌.ଏ.):  ଜଣେ ସୁନା ବ୍ୟବସାୟୀଙ୍କୁ ନକଲି ସୁନାଇଟା ଦେଇ ୫ଲକ୍ଷ ଟଙ୍କା ଠକେଇ କରିବା ଅଭିଯୋଗରେ ଚୌଦ୍ୱାର ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ସେମାନେ ହେଲେ ଚୌଦ୍ୱାର ତଳ ବଜାରର ବିଜୟ ବେହେରା ଓ ଚୌଦ୍ୱାର...

ବିପଦ ସାଜିଲା ବ୍ଲୁ ଫ୍ଲାଗ୍‌ ବିଚ୍‌

ପୁରୀ ଅଫିସ,୨୯।୧୦: ବ୍ଲୁ ଫ୍ଲାଗ ବିଚ୍‌ ବାଥିଂ ଜୋନ୍‌ରେ ଗାଧୋଉଥିବାବେଳେ ବୁଡ଼ିଯାଇଥିବା ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ ବୁଧବାର ହୋଟେଲ ପିଙ୍କ୍‌ ହାଉସ୍‌ ପଛ ସମୁଦ୍ରରୁ ଉଦ୍ଧାର କରାଯାଇଛି। ସେ ହେଲେ ଝାଡଖଣ୍ଡ ରାଞ୍ଚତ୍ର ବିନୟ ରାଏଙ୍କ ପୁଅ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri