ଆମ ଜିଲା ଖବର

ଅଟକିଯାଇଛି ନାଟକ

ଓଡ଼ାପଡ଼ା, ୨୪ା୧୦ –  ଖାଁ ଖାଁ ପ୍ରେକ୍ଷାଳୟ। ବନ୍ଦ ହୋଇଯାଇଛି ସଂଳାପର ପ୍ରତିଧ୍ୱନି। ନାହାନ୍ତି କଳାକାର କି ଦିଶୁନି ସେମାନଙ୍କ ହସକାନ୍ଦ ଭରା ଅଭିନୟର ଚାତୁରି। ମାର୍ଚ୍ଚ ଶେଷ ସପ୍ତାହ ଯାଏ ଚଳଚଞ୍ଚଳ ଥିବା କଳାକାର, ରଙ୍ଗମଞ୍ଚରେ ଏବେ ଅସମ୍ଭବ...

ବାଇକ୍‌ ଡିକି ଭାଙ୍ଗି ନେଇଗଲେ ୨ ଲକ୍ଷ ଟଙ୍କା

ରେଢାଖୋଲ,୨୩।୧୦(ଡି.ଏନ.ଏ.)-ସମ୍ବଲପୁର ଜିଲା ରେଢାଖୋଲ ସହର ବସ୍‌ଷ୍ଟାଣ୍ଡ ନିକଟ ରାଣିବନ୍ଧସ୍ଥିତ ଏକ ସାନିଟାରି ଦୋକାନ ସମ୍ମୁଖରୁ ଶୁକ୍ରବାର ବାଇକ୍‌ ଡିକି ଭାଙ୍ଗି ୨ ଲକ୍ଷ ଟଙ୍କା ଲୁଟ୍‌ ହୋଇଛି। ଲୁଟ୍‌ର ଶିକାର ହୋଇଛନ୍ତି କଦଳୀଗଡ ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ପଣ୍ଡକିମାଳ...

କାଳ ହେଲା ଗାଡି ରେସିଂ: ପଥରରେ ପିଟି ହୋଇ ବାଇକ୍‌ ଚାଳକଙ୍କ ପ୍ରାଣଗଲା

ପାଟଣା, ୨୩ା୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା-କେନ୍ଦୁଝର ରାସ୍ତାର ପୁଟୁଳିଆ ୟୁକାଲ୍‌ ପଟାସ ଜଙ୍ଗଲ ନିକଟରେ ରାସ୍ତା ପାର୍ଶ୍ୱରେ ପଡିଥିବା ଏକ ପଥରରେ ପିଟି ହୋଇ ଶୁକ୍ରବାର ସକାଳୁ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାମେଶ୍ୱରପୁର ଗ୍ରାମର ବିପିନ...

ବରଗଡ଼ରୁ ୬୨ ନୂଆ କରୋନା ପଜିଟିଭ୍ ଚିହ୍ନଟ‌: ସିଭିଲ କୋର୍ଟକୁ ପଶିଲା କରୋନା

ବରଗଡ଼ ଅଫିସ,୨୩।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଶୁକ୍ରବାର ଜିଲାରେ ପୁଣି ୬୨ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨୮ଜଣ ମହିଳା ଓ ୩୪ ଜଣ ପୁରୁଷ ଅଛନ୍ତି। ନୂଆ ଆକ୍ରାନ୍ତ...

ଶିକାରୀ ସନ୍ଦେହରେ ପିଟିପିଟି ହତ୍ୟା ଅଭିଯୋଗ: ବନବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ବିକ୍ଷୋଭ

କପ୍ତିପଦା,୨୩ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ ପୋଡ଼ାଡିହା ଫରେଷ୍ଟ ବିଟ୍‌ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତଦେହ ରଖି ବିକ୍ଷୋଭ କରାଯାଇଛି। ମୃତକ ଜଣକ ହେଲେ କପ୍ତିପଦା ଥାନା ନଛିପୁର ଗ୍ରାମର ଗଜେନ୍ଦ୍ର ନାଏକ। ସୂଚନାଯୋଗ୍ୟ, ଗତ ୯...

ଗାଧୋଇବାକୁ ଯାଇ କେନାଲରେ ଭାସିଗଲେ ଶିକ୍ଷକ

ବରଗଡ଼ ଅଫିସ,୨୩ା୧୦: ବରଗଡ଼ ମୁଖ୍ୟ କେନାଲରେ ଶୁକ୍ରବାର ପୂର୍ବାହ୍ନରେ ଜଣେ ଶିକ୍ଷକ ଭାସି ଯାଇଛନ୍ତି। ସେ ହେଲେ ବରଗଡ଼ ବ୍ଲକ ଅନ୍ତର୍ଗତ ସିମେଣ୍ଟ ନଗର ନିକଟ ସ୍କୁଲ ପଡ଼ାର ଜଳନ୍ଧର କଲେତ୍‌ (୭୦)। ଜଳନ୍ଧର ଭଟଲି ବ୍ଲକ ଅନ୍ତର୍ଗତ ବାଞ୍ଜିପାଲି...

ଗଞ୍ଜାମରେ ପନିପରିବା ଦର ଆକାଶଛୁଆ, ୧୦୦ ଟପିଲା ପିଆଜ

ଗଞ୍ଜାମ,୨୩ା୧୦(ଡି.ଏନ୍‌.ଏ.): ଦୀର୍ଘ ୮ ମାସରୁ ଊର୍ଦ୍ଧ୍ୱ ହେବ କରୋନା କଟକଣା ତଥା ଲକ୍‌ଡାଉନ ଶଟ୍‌ଡାଉନରେ କାମଧନ୍ଦା କରି ନ ପାରି ସାଧାରଣ ଜନତାଙ୍କ ଆର୍ଥିକ ସ୍ଥିତି ଦୁର୍ବଳ ହୋଇ ପଡ଼ିଥିବା ବେଳେ ପନିପରିବା ଦର ବୃଦ୍ଧି ଚିନ୍ତା ବଢ଼ାଇଛି। ବର୍ତ୍ତମାନ...

ବାଜି ମାରି ବାଇକ୍‌ ରେସିଂ କରିବା କାଳ ହେଲା: ଚାଲିଗଲା ଯୁବକଙ୍କ ଜୀବନ

ପାଟଣା,୨୩ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା କେନ୍ଦୁଝର ରାସ୍ତାର ପୁଟୁଳିଆ ୟୁକାଲି ପଟାସ ଜଙ୍ଗଲ ନିକଟରେ ଶୁକ୍ରବାର ସକାଳୁ ଏକ ବାଇକ୍‌ ଭାରସାମ୍ୟ ହରାଇ ରାସ୍ତାପାଶର୍‌ବରେ ଥିବା ବିରାଟ ପଥରରେ ପିଟି ହେବା ଫଳରେ ଜଣେ ୨୫ ବର୍ଷୀୟ ଯୁବକଙ୍କ ଘଟଣାସ୍ଥଳରେ...

ବନ୍ଦର ଆଧୁନିକୀକରଣ ପାଇଁ ୨ ପଦକ୍ଷେପ

ପାରାଦୀପ,୨୩।୧୦(ସ୍ବ.ପ୍ର.): ଦେଶର ବୃହତ ବନ୍ଦର କ୍ଷେତ୍ରରେ ଆଧୁନିକୀକରଣ ପାଇଁ କେନ୍ଦ୍ର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଗତ ସପ୍ତାହ ମଧ୍ୟରେ ଦୁଇଟି ପଦକ୍ଷେପ ନେଇଛନ୍ତି। ତାହା ହେଲା ଭିଟିଏସ୍‌(ଭେସେଲ ଟ୍ରାଫିକ ମନିଟରିଂ) ଏବଂ ଭିଟିଏମ୍‌ଏସ୍‌(ଭେସେଲ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ)। ଏହାକୁ କେନ୍ଦ୍ର...

ଭଙ୍ଗାକାନ୍ଥରେ ୱାଲ୍‌ପେଣ୍ଟିଂ

ନୟାଗଡ଼ ଅଫିସ, ୨୩ା୧୦: ପ୍ରଶାସନ ପକ୍ଷରୁ ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରେ କାନ୍ଥ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଚାଲୁରହିଛି। ତେବେ କିଛି ସ୍ଥାନରେ ଭଙ୍ଗା କାନ୍ଥରେ ୱାଲ୍‌ପେଣ୍ଟିଂ କରାଯାଉଥିବାରୁ ଏହାର ସ୍ଥାୟିତ୍ୱ ନେଇ ପ୍ରଶ୍ନ ଉଠିଛି। କିଛିଦିନ ତଳେ ନୟାଗଡ଼ ଜଗନ୍ନାଥ...

ବେପାରୀଙ୍କ କବ୍‌ଜାରେ ଚାଷୀ ହାଟ

ରସୁଲପୁ୍‌ର, ୨୨।୧୦ (ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅଧୀନ ବାରବାଟୀ ପଞ୍ଚାୟତର ୧୬ନଂ ଜାତୀୟ ରାଜପଥ ପାଶର୍‌ବସ୍ଥିତ ପରିବା ହାଟ ଚାଷୀ ହାଟ ଭାବେ ପରିଚିତ। ସ୍ଥାନୀୟ ଅଞ୍ଚଳର ଚାଷୀ ବିଭିନ୍ନ କିସମର ପନିପରିବା ଚାଷକରି ଏହି ହାଟକୁ ବିକ୍ରି କରିବାକୁ...

ଜଳସେଚନ ଆଶାରେ ବିତିଲା ୮ ବର୍ଷ

ଯାଜପୁର ଅଫିସ/ବରୀ, ୨୩।୧୦ (ଡି.ଏନ୍‌.ଏ.): ରାଜ୍ୟ ସରକାର ୨୦୧୧-୧୨ ଆର୍ଥିକ ବର୍ଷରେ ମେଗା ଉଠା ଜଳସେଚନ ପ୍ରକଳ୍ପ ଆରମ୍ଭ କରିଥିଲେ। ଉଚ୍ଚ ଭୂମିରେ ଥିବା ଚାଷଜମିକୁ ନଦୀ ଏବଂ ଜଳ ଭଣ୍ଡାରରୁ ପାଣି ଉଠାଇ ଜଳସେଚନ କରିବା ଏହାର ମୁଖ୍ୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri