ଆମ ଜିଲା ଖବର

ନୂଆ ବସ୍‌ଷ୍ଟାଣ୍ଡ-ଚଣ୍ଡିଚୁଆ ରାସ୍ତା ମରଣଯନ୍ତା

ଖୋର୍ଦ୍ଧା ଅଫିସ,୧୯ା୧୦: ଖୋର୍ଦ୍ଧା ନୂଆ ବସ୍‌ଷ୍ଟାଣ୍ଡଠାରୁ ଚଣ୍ଡିଚୁଆ ପର୍ଯ୍ୟନ୍ତ ରାସ୍ତା ମରଣଯନ୍ତା ପାଲଟିଛି। ୩ବର୍ଷରେ ୩ଜଣ ଠିକାଦାର ପରିବର୍ତ୍ତନ ହୋଇଥିଲେ ମଧ୍ୟ ରାସ୍ତା କାର୍ଯ୍ୟ ସରୁନାହିଁ। ରାସ୍ତାରେ ବଡ଼ ବଡ଼ ଖାଲ ସୃଷ୍ଟି ହେବା ସହ ଦୁର୍ଘଟଣା ଘଟିୁଛି। ଜିଲାପାଳଙ୍କ...

ସାଢ଼େ ୩ ବର୍ଷ ଶଯ୍ୟାଶାୟୀ ମୋନାଲିସା

କଟକ ଅଫିସ,୧୯ା୧୦: ମାଟ୍ରିକ ପରୀକ୍ଷା ଚାଲିଥିଲା। ଦୁଇଟି ବିଷୟର ପରୀକ୍ଷା ବାକି ଥିବାବେଳେ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ ମୋନାଲିସା। ଦେହ, ହାତ ଥରିବାକୁ ଲାଗିଲା। ପରୀକ୍ଷା ବାହାନାରେ ଝିଅ ଏଭଳି ଆଚରଣ କରୁଛି ବୋଲି ପରିବାର ଲୋକେ ଚିନ୍ତା...

ବ୍ରିଟେନରେ ହେବ ଜଗନ୍ନାଥ ମନ୍ଦିର

ପୁରୀ ଅଫିସ,୧୯ା୧୦: ମହାପ୍ରଭୁ ହେଉଛନ୍ତି ଜଗତର ଠାକୁର। ତାଙ୍କ ମାୟାରେ ବନ୍ଧା ସମଗ୍ର ବିଶ୍ୱ। ମହାପ୍ରଭୁଙ୍କ ପ୍ରତି ଗଭୀର ଆସ୍ଥା ଓ ବିଶ୍ୱାସ ରଖିଥିବା ବହୁ ଜଗନ୍ନାଥପ୍ରେମୀ ବିଭିନ୍ନ ଦେଶରେ ରହିଛନ୍ତି। ଅନେକ ରାଷ୍ଟ୍ରରେ ପ୍ରବାସୀ ଓଡ଼ିଆ ଜଗନ୍ନାଥ ମନ୍ଦିର...

ତିର୍ତ୍ତୋଲ ଉପନିର୍ବାଚନ: ୩ ଦଳ ଆଶାବାଦୀ, ଅସନ୍ତୁଷ୍ଟ ହେବେ ଚ୍ୟାଲେଞ୍ଜ

ଜଗତ୍‌ସିଂହପୁର ଅଫିସ, ୧୯।୧୦: ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୩ ତାରିଖରେ ହେବ ଉପନିର୍ବାଚନ। ଗତ ଶୁକ୍ରବାର ପ୍ରାର୍ଥତ୍ପତ୍ର ଦାଖଲ ସରିଛି। ପୂର୍ବତନ ବିଧାୟକ ବିଷ୍ଣୁ ଚରଣ ଦାସଙ୍କ ପରଲୋକ ପରେ ଏହି ଉପନିର୍ବାଚନ ହେବାକୁ ଯାଉଛି। ବିଷ୍ଣୁଙ୍କ...

ବଜ୍ରକାପ୍ତା ର଼୍ୟାକେଟ ଧରାପଡ଼ିଲା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ)/: ସୋନପୁର (ନି.ପ୍ର)ରାଜ୍ୟରେ ଏବେ ବନ୍ୟଜନ୍ତୁ ଶିକାର ଅବାଧରେ ଚାଲିଛି। କରୋନା ମହାମାରୀଠାରୁ ଶିକାରି ଓ ଚାଲାଣକାରୀ ବେଶ୍‌ ସକ୍ରିୟ ହୋଇପଡିଛନ୍ତି। ବନ ବିଭାଗ ଓ ପୋଲିସର ଅପାରଗତା ପାଇଁ ମାଫିଆମାନେ ସେମାନଙ୍କ ର଼୍ୟାକେଟକୁ ଆହୁରି ବ୍ୟାପକ କରିଛନ୍ତି। ବନ୍ୟଜନ୍ତୁ...

ପୂଜାରେ ଭାଙ୍ଗିବ ପରମ୍ପରା

ଭୁବନ, ୧୯।୧୦ (ବିପିନ ବିହାରୀ ସେଠୀ) : ସ୍ଥିତି ସ୍ବାଭାବିକ ଥିଲେ ଏତେବେଳକୁ ଆରମ୍ଭ ହୋଇସାରନ୍ତାଣି ଗହଳଚହଳ। ମେଢ଼, ମୂର୍ତ୍ତି, ସାଜସଜ୍ଜା ପାଇଁ ଚାଲିଥାନ୍ତା ପ୍ରତିଯୋଗିତା। ବଳଦଙ୍କୁ ନେଇ ବାହାରୁଥିବା ଅଭ୍ୟାସ ଶୋଭାଯାତ୍ରା, ବାଦ୍ୟବାଜଣାରେ କମ୍ପୁଥାନ୍ତା ପରିବେଶ। ବନ୍ଧୁବାନ୍ଧବରେ ପୂରି ଉଠନ୍ତାଣି...

କଟକଣା ଭିତରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲୁ: ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଜୟନ୍ତ

ପୁରୀ ଅଫିସ,୧୯ା୧୦: କରୋନା କଟକଣାକୁ ପାଳନ କରି ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବାକୁ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ମତ ରଖିଛନ୍ତି। ଏ ନେଇ ସେ ରବିବାର ସାମାଜିକ ଗଣମାଧ୍ୟମ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଜୟନ୍ତ ତାଙ୍କ ପୋଷ୍ଟରେ...

୧୭୪ ସ୍କୁଲରେ ଝୁଲିବ ତାଲା

ଅନୁଗୋଳ ଅଫିସ, ୧୯ା୧୦:  ଅନୁଗୋଳ ଜିଲାର ଆଉ ୧୭୪ ବିଦ୍ୟାଳୟରେ ତାଲା ଝୁଲାଇବେ ସରକାର। ବନ୍ଦ ହେବାକୁ ଥିବା ଏହି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକୁ ଚିହ୍ନଟ କରାଯାଇସାରିଛି। ବିଶେଷକରି ୨୦ରୁ କମ୍‌ ଛାତ୍ରୀଛାତ୍ର ଥିବା ଶିକ୍ଷାନୁଷ୍ଠାନରେ ତାଲା ପକାଇ...

ଶୁଦ୍ଧିକ୍ରିୟା ପାଇଁ ନଦୀକୁ ଗାଧୋଇବାକୁ ଯାଇଥିଲେ: ବଜ୍ରପାତରେ ଚାଲିଗଲା ଦାଦା, ପୁତୁରାଙ୍କ ଜୀବନ

ବିରିଡ଼ି,୧୮ା୧୦(ଡି.ଏନ.ଏ.): ଶୁଦ୍ଧିକ୍ରିୟା ପାଇଁ ନଦୀକୁ ଗାଧୋଇବାକୁ ଯାଇଥିବାବେଳେ ବଜ୍ରପାତ ଘଟି ସମ୍ପର୍କୀୟ ଦାଦା, ପୁତୁରାଙ୍କ ମୃତ୍ୟୁ ଘଟିଛି। ଜଗତ୍‌ସିଂହପୁର ଜିଲା ବିରିଡ଼ି ବ୍ଲକ ଅନ୍ତର୍ଗତ ୨୨ ମୌଜା ବାରଡ଼ିଆ ଗ୍ରାମରେ ରବିବାର ଅପରାହ୍ନରେ ଏହି ଘଟଣା ଘଟିଛି। ମୃତକ ହେଲେ...

ଘରେ ଶୋଇଥିବା ବେଳେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ଜଟଣୀ,୧୮ା୧୦(ଡି.ଏନ.ଏ): ଜଟଣୀ ଥାନା ଅଧୀନ ତରାବୋଇ ଗ୍ରାମ ନୂଆସାହିର ବଙ୍କିନା ତାଡ଼ ଦୁଇ ପିଲାଙ୍କୁ ଧରି ଶୋଇଥିବା ବେଳେ ରବିବାର ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ବାହାରୁ କବାଟ ଦେଇ ନିଆଁ  ଲଗାଇଥିଲେ। ଏଥିରେ କବାଟର କିଛି ଅଁଶ ପୋଡ଼ିଯାଇଛି।...

ଜଟଣୀ ମୁଣ୍ଡିଆସାହିରେ ବୋମାମାଡ଼: ପୋଲିସ ତଦନ୍ତ ଜାରି

ଜଟଣୀ,୧୮ା୧୦(ଡି.ଏନ୍‌.ଏ.): ଜଟଣୀ ଥାନା ଅଧୀନ ବାଲିଛକ ମୁଣ୍ଡିଆସାହିର ରବି ପ୍ରଧାନଙ୍କ ଘର ଉପରକୁ ରବିବାର ବୋମାମାଡ଼ ହୋଇଛି। ଏଥିରେ ଉକ୍ତ ସାହିର ନରେଶ ଦାସ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବରପାଇ ପୋଲିସ...

ବୁଦୁଲିପଦର ଘାଟିରୁ ୨ ଯୁବକଙ୍କ ମୃତଦେହ ଉଦ୍ଧାର: ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ

ବାଲିଗୁଡା,୧୮।୧୦(ଡି.ଏନ.ଏ.)-କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ତୁମୁଡ଼ିବନ୍ଧ ଥାନା ବୁଦୁଲିପଦର ଘାଟିରୁ ରବିବାର ପୋଲିସ ଦୁଇ ଜଣ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ତୁମୁଡ଼ିବନ୍ଧର ସଙ୍କଳ୍ପ ନାୟକ ଓ ତପନ କୁମାର ବେହେରା। ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri