ଆମ ଜିଲା ଖବର

ଶୁଦ୍ଧିକ୍ରିୟା ପାଇଁ ନଦୀକୁ ଗାଧୋଇବାକୁ ଯାଇଥିଲେ: ବଜ୍ରପାତରେ ଚାଲିଗଲା ଦାଦା, ପୁତୁରାଙ୍କ ଜୀବନ

ବିରିଡ଼ି,୧୮ା୧୦(ଡି.ଏନ.ଏ.): ଶୁଦ୍ଧିକ୍ରିୟା ପାଇଁ ନଦୀକୁ ଗାଧୋଇବାକୁ ଯାଇଥିବାବେଳେ ବଜ୍ରପାତ ଘଟି ସମ୍ପର୍କୀୟ ଦାଦା, ପୁତୁରାଙ୍କ ମୃତ୍ୟୁ ଘଟିଛି। ଜଗତ୍‌ସିଂହପୁର ଜିଲା ବିରିଡ଼ି ବ୍ଲକ ଅନ୍ତର୍ଗତ ୨୨ ମୌଜା ବାରଡ଼ିଆ ଗ୍ରାମରେ ରବିବାର ଅପରାହ୍ନରେ ଏହି ଘଟଣା ଘଟିଛି। ମୃତକ ହେଲେ...

ଘରେ ଶୋଇଥିବା ବେଳେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ଜଟଣୀ,୧୮ା୧୦(ଡି.ଏନ.ଏ): ଜଟଣୀ ଥାନା ଅଧୀନ ତରାବୋଇ ଗ୍ରାମ ନୂଆସାହିର ବଙ୍କିନା ତାଡ଼ ଦୁଇ ପିଲାଙ୍କୁ ଧରି ଶୋଇଥିବା ବେଳେ ରବିବାର ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ବାହାରୁ କବାଟ ଦେଇ ନିଆଁ  ଲଗାଇଥିଲେ। ଏଥିରେ କବାଟର କିଛି ଅଁଶ ପୋଡ଼ିଯାଇଛି।...

ଜଟଣୀ ମୁଣ୍ଡିଆସାହିରେ ବୋମାମାଡ଼: ପୋଲିସ ତଦନ୍ତ ଜାରି

ଜଟଣୀ,୧୮ା୧୦(ଡି.ଏନ୍‌.ଏ.): ଜଟଣୀ ଥାନା ଅଧୀନ ବାଲିଛକ ମୁଣ୍ଡିଆସାହିର ରବି ପ୍ରଧାନଙ୍କ ଘର ଉପରକୁ ରବିବାର ବୋମାମାଡ଼ ହୋଇଛି। ଏଥିରେ ଉକ୍ତ ସାହିର ନରେଶ ଦାସ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବରପାଇ ପୋଲିସ...

ବୁଦୁଲିପଦର ଘାଟିରୁ ୨ ଯୁବକଙ୍କ ମୃତଦେହ ଉଦ୍ଧାର: ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ

ବାଲିଗୁଡା,୧୮।୧୦(ଡି.ଏନ.ଏ.)-କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ତୁମୁଡ଼ିବନ୍ଧ ଥାନା ବୁଦୁଲିପଦର ଘାଟିରୁ ରବିବାର ପୋଲିସ ଦୁଇ ଜଣ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ତୁମୁଡ଼ିବନ୍ଧର ସଙ୍କଳ୍ପ ନାୟକ ଓ ତପନ କୁମାର ବେହେରା। ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା...

ଭୁଜାଲି ଦେଖାଇ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ବାଲେଶ୍ୱର ଅଫିସ,୧୮ା୧୦: ସୋରର ଜଣେ ଗହଣା ଦୋକାନୀଙ୍କୁ ଭୁଜାଲି ଦେଖାଇ ଦୁର୍ବୃତ୍ତମାନେ ୮୦ ଗ୍ରାମ ସୁନା, ଚାରି କିଲୋ ରୁପା ଏବଂ ନଗଦ ୧୩ ହଜାର ଟଙ୍କା ଲୁଟି ନେଇଛନ୍ତି। ଦୁଇଟି ବାଇକ୍‌ରେ ୬ ଜଣ ଦୁର୍ବୃତ୍ତ ରୁଷ ଗାଁର...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ କରୋନା

ଭବାନୀପାଟଣା,୧୮।୧୦(ଡି.ଏନ୍‌.ଏ.): ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଭକ୍ତଚରଣ ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ପଜିଟିଭ୍‌ ଚିହ୍ନଟ ହେବା ପରେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଗୃହ ସଂଗରୋଧରେ ରହି ଚିକିତ୍ସିତ ହେଉଛନ୍ତି। ତେବେ ସେ ସୁସ୍ଥ ଓ...

ରାସ୍ତାପାର୍ଶ୍ୱରେ ପଡ଼ିଥିବା ପେଟିଭିତରୁ ନବଜାତକର ମୃତଦେହ ଉଦ୍ଧାର

ବସ୍ତା,୧୮ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ବାଲିଆପାଳ ରାସ୍ତାର ପେଜଗଳl ପୋଲ ନିକଟ ରାସ୍ତାପାର୍ଶ୍ୱରେ ରବିବାର ସକାଳେ ଏକ ପେଟି ଭିତରେ ନବଜାତକର ମୃତଦେହ ପଡ଼ିଥିବା ଲୋକେ ଦେଖିବାକୁ ପାଇଥିଲେ l ପରେ ପୋଲିସକୁ ଖବର ଦେବାରୁ ବସ୍ତା ପୋଲିସ ଘଟଣାସ୍ଥଳରେ...

କୋରାପୁଟରୁ ୪୧ କରୋନା ଆକ୍ରାନ୍ତ ଚିହ୍ନଟ: ସଂଖ୍ୟା ୬୮୭୧କୁ ବୃଦ୍ଧି

କୋରାପୁଟ,୧୮।୧୦(ସ୍ବ.ପ୍ର.): କୋରାପୁଟ ଜିଲାରେ ରବିବାର ଆଉ ୪୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୭୧କୁ ବୃଦ୍ଧି ପାଇଛି। ଚିହ୍ନଟ ୪୧ ଜଣଙ୍କ ମଧ୍ୟରେ ପୁରୁଷ ୨୭ ଓ ମହିଳା...

NEET ଟପ୍ପର ସୋଏବ୍‌ଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ, ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନ୍‌ଇଇଟି(NEET) ଟପ୍ପର ସୋଏବ ଅଫତାବଙ୍କ ସହ ଫୋନରେ ରବିବାର କଥା ହୋଇଛନ୍ତି। ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସୋଏବଙ୍କୁ ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଇବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ...

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ପ୍ରବେଶିକା ପରୀକ୍ଷା: ୧୯ରେ ପ୍ରଥମ ମେରିଟ ଲିଷ୍ଟ

କୋରାପୁଟ,୧୮।୧୦(ସ୍ବ.ପ୍ର.): ଓଡ଼ଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସମେତ ଦେଶର ୧୪ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଓ ୪ଟି ରାଜ୍ୟ ବିଶ୍ୱବିଦ୍ୟାଳୟରେ ୟୁଜି ଓ ପିଜି ନାମ ଲେଖା ପାଇଁ ପୁର୍ବରୁ ପ୍ରବେଶିକା ପରୀକ୍ଷା ହୋଇଥିଲା। ତେବେ ଆସନ୍ତା ୧୯ ତାରିଖରେ ବିଶ୍ୱବିଦ୍ୟାଳୟ ପକ୍ଷରୁ...

ଆଉଜଣେ କୋଭିଡ୍‌ ଯୋଦ୍ଧାଙ୍କ ପରଲୋକ

ପାଟଣା,୧୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାର ବର୍ଷୀୟାନ ସଂଗଠକ ତଥା ଖବରଦାତା ଧୀରେନ କୁମାର ରାଉତଙ୍କର ରବିବାର ସକାଳେ ୬୨ ବର୍ଷ ବୟସରେ ପରଲୋକ ଘଟିଛି। କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ଜିଲାରେ ସେ କାନ୍ଦିରି ଭାଈ...

ବିଜୁ ମାର୍କେଟ ଦୋକାନ ଘରେ ଗୋଦାମ

ନୟାଗଡ଼ ଅଫିସ,୧୮ା୧୦: ନୟାଗଡ଼ ସହର ବିଜୁ ମାର୍କେଟର ଦୋକାନ ଘରେ ଗୋଦାମ ସଂଖ୍ୟା ବଢ଼ିବା ପରେ ଖୁଚୁରା ବ୍ୟବସାୟୀ ଚିନ୍ତାରେ ଅଛନ୍ତି। ସେମାନଙ୍କ ବ୍ୟବସାୟ ଦିନକୁ ଦିନ କମିବାରେ ଲାଗିଛି। ପୁଣି ବଜାରରେ ପାର୍କିଂ ବ୍ୟବସ୍ଥା, ଦୋକାନୀ ଓ ଗ୍ରାହକଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri