ଆମ ଜିଲା ଖବର

କରୋନା ଆକ୍ରାନ୍ତଙ୍କ ପତ୍ତା ମିଳୁନି

କଟକ ଅଫିସ,୧୮ା୧୦: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ବାରଦା ଗ୍ରାମର ଜଣେ ୭୨ ବର୍ଷୀୟ ବ୍ୟକ୍ତି ଜିଲା ମୁଖ୍ୟ ଚିକିତ୍ସାଳୟରେ ଗତ ୨୯ ତାରିଖରେ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା। ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ଡାକ୍ତର...

ବେଳାଭୂମିରେ କରୋନା ବିଜୟୀଙ୍କ ଯୋଗ

ପୁରୀ ଅଫିସ,୧୮ା୧୦: ପୁରୀ ବେଳାଭୂମିରେ ଜିଲା ପ୍ରଶାସନ ପକ୍ଷରୁ ଏକ ନିଆରା କାର୍ଯ୍ୟକ୍ରମ ମୋ ବିଚ୍‌ ଯୋଗ ଅନୁଷ୍ଠିତ ହୋଇଛି। ତାହା ପୁଣି କରୋନା ବିଜୟୀଙ୍କୁ ନେଇ । ଶନିବାର ସକାଳେ ବ୍ଲୁ ଫ୍ଲାଗ ବେଳାଭୂମିରେ ଏହି ଯୋଗ କାର୍ଯ୍ୟକ୍ରମ...

ଏସ୍‌ସିବି ଆଇସୋଲେଶନ ୱାର୍ଡ: କରୋନା ରୋଗୀଙ୍କୁ ମିଳୁନି ଉନ୍ନତମାନର ଖାଦ୍ୟ

କଟକ ଅଫିସ,୧୮ା୧୦: ଏସ୍‌ସିବି ମେଡିକାଲରେ କରୋନା ସନ୍ଦିଗ୍ଧଙ୍କ ଚିକିତ୍ସା ପାଇଁ ଗତ ମାର୍ଚ୍ଚରେ ଆଇସୋଲେଶନ ୱାର୍ଡ ଖୋଲାଯାଇଥିଲା। ପ୍ରଥମ ୨ ମାସ ଏଠାରେ ରୋଗୀ ସଂଖ୍ୟା କମ୍‌ ଥିଲା। ହେଲେ ପରବର୍ତ୍ତୀ ସମୟରେ ରୋଗୀ ସଂଖ୍ୟା ବୃଦ୍ଧି ପାଇଥିଲା। ଏପରି...

ମା’ ବିରଜାଙ୍କ ରଥଯାତ୍ରା ଆରମ୍ଭ

ଯାଜପୁର ଟାଉନ,୧୮।୧୦(ଡି.ଏନ.ଏ.): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ବିରଜାଙ୍କ ରଥଯାତ୍ରା ଶନିବାର ସନ୍ଧ୍ୟାରେ ଆରମ୍ଭ ହୋଇଛି। ଚଳିତ ବର୍ଷ ଏହି ରଥଯାତ୍ରା ୯ଦିନ ପରିବର୍ତ୍ତେ ୮ଦିନ ହେବ। ଅକ୍ଟୋବର ୨୩ରେ ମା’ଙ୍କ ଷଷ୍ଠୀ ଓ ସପ୍ତମୀ ପୂଜା ଅନୁଷ୍ଠିତ ହେଉଥିବାରୁ ଏପରି...

ନକଲି ଭିଡିଓ ଭାଇରାଲ ମାମଲା: ଅପମାନିତ କରିଛି ଓଟିଭି

ଭୁବନେଶ୍ୱର/କେନ୍ଦୁଝର,୧୮ା୧୦(ବ୍ୟୁରୋ/ସ୍ବ.ପ୍ର.): ୨୦୧୯ ସାଧାରଣ ନିର୍ବାଚନ ସମୟରେ କେନ୍ଦୁଝର ଲୋକ ସଭା ଆସନପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଚନ୍ଦ୍ରାଣୀ ମୁର୍ମୁଙ୍କ ନକଲି ଭିଡିଓ ଭାଇରାଲ କରାଯାଇଥିଲା। ଉକ୍ତ ଘଟଣାରେ ଓଟିଭି ସାମ୍ବାଦିକ ରମେଶ ରଥଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିବା ପରେ ତାଙ୍କୁ ନେଇ...

୩ ମାସରେ ସରିବ ଜମି ଅଧିଗ୍ରହଣ

ପୁରୀ ଅଫିସ,୧୮ା୧୦: ବିଶ୍ୱ ଐତିହ୍ୟ ସହର ହେବ ପୁରୀ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ପରିଚୟ ପାଇବ ଶ୍ରୀକ୍ଷେତ୍ର। ଏଠାରେ ଭକ୍ତ, ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ଓ ସୁବିଧା। ରାଜ୍ୟ ସରକାରଙ୍କ ସ୍ବପ୍ନର ପୁରୀକୁ ବାସ୍ତବ ରୂପ ଦେବା...

ଶିଳାନ୍ୟାସକୁ ୨ବର୍ଷ ବିତିଲା: ଅନିଶ୍ଚିତତାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ

ପୁରୀ ଅଫିସ,୧୮।୧୦: ସତ୍ୟବାଦୀର ବକୁଳବନରେ ପ୍ରସ୍ତାବିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ଭାଗ୍ୟ ଫିଟୁ ନାହିଁ। ପଞ୍ଚସଖା ଓଡ଼ିଆ ନବଜାଗରଣର ଯେଉଁ ସ୍ବପ୍ନ ଦେଖିଥିଲେ ତାହା ପୂରଣ ହୋଇପାରୁ ନାହିଁ। ଫଳରେ ସ୍ବାଭିମାନୀ ଓଡ଼ିଆଙ୍କ ମନ ଆଶା ଆଶଙ୍କାରେ ଛନ୍ଦି ହୋଇଯାଇଛି। କାରଣ...

ରାସ୍ତା ପାଇଁ ହୀନସ୍ତା ମଙ୍ଗଳପୁର ଗ୍ରାମବାସୀ

କୋକସରା, ୧୮।୧୦ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡାଗୁଡା ପଞ୍ଚାୟତର ଅଧିକାଂଶ ରାସ୍ତା ଶୋଚନୀୟ ଅବସ୍ଥାରେ ରହିଛି। ମଙ୍ଗଳପୁର ଏକ ରାଜସ୍ବ ଗ୍ରାମ ହୋଇଥିବା ସ୍ଥଳେ ଏହି ଗ୍ରାମକୁ ନାହିଁ ଭଲ ରାସ୍ତା। ଖରା ଓ ଶୀତ ଦିନରେ...

ତୁମେଶ୍ୱରଙ୍କୁ ମିଳିଲା ଭିନ୍ନକ୍ଷମ ଭତ୍ତା

କୋକସରା, ୧୮।୧୦ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋତମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ବନ୍ଧପଡାରେ ରହୁଥିବା ଅରକ୍ଷିତ ନାଏକଙ୍କ ମଝିଆ ପୁଅ ତୁମେଶ୍ୱର(୫)। ପାଞ୍ଚବର୍ଷର ହୋଇଥିଲେ ବି ସେ ଚଲାବୁଲା କରି ପାରୁ ନାହାନ୍ତି। ଖଟରେ ଦିନରାତି ଶୋଇ ରହିଛନ୍ତି।...

ନିଟ୍‌ ପରୀକ୍ଷାରେ ବାଜି ମାରିଲେ ଜୁନାଗଡ଼ର ତନିଶ

ଜୁନାଗଡ଼,୧୭ା୧୦(ଡି.ଏନ୍‌.ଏ.): ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (ନିଟ୍‌)ର ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି । ଏଥିରେ କଳହାଣ୍ଡି ଜିଲା ଜୁନାଗଡ଼ ସହରର ତନିଶ କୁମାର ସିଙ୍ଘଲ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେ ୬୭୬ ନମ୍ବର ରଖି ସର୍ବଭାରତୀୟ ସ୍ତରରେ ୮୪୫ ର଼୍ୟାଙ୍କରେ...

କରୋନା କଟକଣା : ବିନା ଭକ୍ତରେ ମା’ ତାରାତାରିଣୀଙ୍କ ନବରାତ୍ର ପର୍ବ

ପୁରୁଷୋତ୍ତମପୁର,୧୭ା୧୦(ଡି.ଏନ୍‌.ଏ.): ଶାରଦୀୟ ପୂଜା ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ନବରାତ୍ର ପର୍ବ କରୋନା କଟକଣା ମଧ୍ୟରେ ଆରମ୍ଭ ହୋଇଛି। ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କରୋନା କଟକଣା ଯୋଗୁ ବିନା ଭକ୍ତରେ ପୂଜା ପାଇଛନ୍ତି...

ପୁରୀରେ ମୁଖ୍ୟମନ୍ତ୍ରୀ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର କଲେ ତଦାରଖ

ପୁରୀ ଅଫିସ,୧୭ା୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତରେ ଆସିଛନ୍ତି। ଶ୍ରୀମନ୍ଦିର ଐତିହ୍ୟ ନିରାପତ୍ତା ବଳୟ ମଧ୍ୟରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବାଗତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri