ଆମ ଜିଲା ଖବର

ବରଗଡ଼ରେ ଆଜି ୬୯ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୭୭୬୭ରେ ପହଞ୍ଚିଲା

ବରଗଡ଼ ଅଫିସ,୧୫ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଜିଲାରେ ପୁଣି ୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକରୁ ୪, ବରଗଡ଼ ପୌରାଞ୍ଚଳରେ ୫, ବରଗଡ଼ ବ୍ଲକର ୪, ଅତାବିରା...

ଶେଷରେ ଜେଲ୍‌ ଗଲେ କୋଟିପତି ହିନ୍ଦୀ ଶିକ୍ଷକ

ବ୍ରହ୍ମପୁର ଅଫିସ,୧୫।୧୦: ଆୟବର୍ହିଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ଝାଡାଙ୍କୋଲି ହାଇସ୍କୁଲର ହିନ୍ଦୀ ଶିକ୍ଷକ ଭୁବନାନନ୍ଦ ସାହୁଙ୍କୁ ଗିରଫ କରିଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ତରଫରୁ ବୈକୁଣ୍ଠନଗରବରେ ରହୁଥିବା ଜଣେ ଶିକ୍ଷକଙ୍କ...

ନଦୀକୁ ଡେଇଁଲେ ଦୁଇ ଭଉଣୀ

ଗୁଡଭେଲା,୧୫।୧୦(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁଷୁରା ସହର ସ୍ଥିତ ତେଲ ନଦୀ ଗର୍ଭକୁ ଦୁଇ ଜଣ ଯୁବତୀ ଡେଇଁ ପଡିଥିବା ସୂଚନା ମିଳିଛି। ଉଭୟ ସମ୍ପର୍କରେ ଦୁଇ ଭଉଣୀ ଏବଂ ଗୁଡଭେଲା ଅଞ୍ଚଳର ଜଣେ ବ୍ୟବସାୟୀଙ୍କ ଝିଅ ହୋଇଥିବା ଜଣାପଡିଛି। ଘଟଣା...

ବଜ୍ରାଘାତ ନେଲା ଜଣଙ୍କ ଜୀବନ, ୩ ଗୁରୁତର

ଭୁବନ, ୧୫।୧୦(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ଏନଏସି ଗୋଡ଼ି ପାଟଣା ଗ୍ରାମର ପଦନ ଦାସ (୫୨) ବଜ୍ରାଘାତରେ ମୃତବରଣ କରିଛନ୍ତି। ସେହିପରି ବଜ୍ରାଘାତରେ ଭୁଷଳ ପଞ୍ଚାୟତ ଅସୁର ବନ୍ଦ ଗ୍ରାମର ଚଗଲି ମଳିକ(୩୩), ଦେବକୀ ମଳିକ(୫୦) ଓ କଣ୍ଢେଇ ମଳିକ...

ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି, କଂଗ୍ରେସ ପ୍ରାର୍ଥୀ

ବାଲେଶ୍ୱର ଅଫିସ,୧୫ା୧୦: ବାଲେଶ୍ୱର ଉପନିର୍ବାଚନ ପାଇଁ ଗୁରୁବାର ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ନିଜ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବାଲେଶ୍ୱର ଉପଜିଲାପାଳଙ୍କ ଅଫିସରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ଏବଂ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ପ୍ରାର୍ଥିପତ୍ର ଦାଖଲ...

ଖାଦ୍ୟ ବିଷାକ୍ତରୁ ୩ ଭାଇଭଉଣୀଙ୍କ ଜୀବନ ଗଲା, ଦୁଇ ଗୁରୁତର

ମାଲକାନଗିରି,୧୫ା୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା କଚେଲି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଖାଦ୍ୟ ବିଷାକ୍ତରୁ ପରିବାରର ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଦୁଇ ଭଉଣୀ ଓ ଜଣେ ଭାଇ ରହିଛନ୍ତି।...

ବଗଲା ଜମି ମାମଲା: ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ

କଟକ ଅଫିସ/ପୁରୀ ଅଫିସ,୧୫ା୧୦: ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ଅଭିଯୋଗ ମାମଲାରେ ହାଇକୋର୍ଟ ଗୁରୁବାର ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି। ବଗଲା ଧର୍ମଶାଳା ଜମିରେ ଜଗନ୍ନାଥଙ୍କ ସତ୍ତ୍ୱ ନେଇ ହାଇକୋର୍ଟ ଏହି ଜବାବ ମାଗିଛନ୍ତି। ଆସନ୍ତା ନଭେମ୍ବର...

ଜିଲାପାଳଙ୍କ ବାସଭବନ ପାର୍ଶ୍ୱରେ ଜମିଛି ପାଣି, ପରିବା ବ୍ୟବସାୟୀ ବି ଭୋଗୁଛନ୍ତି ଦୁର୍ଦ୍ଦଶା

ଛତ୍ରପୁର,୧୫ା୧୦(ଡି.ଏନ୍‌.ଏ.): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ ବାସଭବନ ପାର୍ଶ୍ୱରେ ଗୁରୁବାର ବର୍ଷା ପାଣି ଜମି ରହିଛି। ଫଳରେ ଯାତାୟାତରେ ଅସୁବିଧା ହୋଇଛି। ପ୍ରତି ଥର ବର୍ଷା ହେଲେ ଉକ୍ତ ସ୍ଥାନରେ ବର୍ଷା ପାଣି ନିଷ୍କାସନ ହୋଇ ନ ପାରି ଜମି ରହୁଥିବା...

ଗଞ୍ଜାମ ବ୍ଲକର ଅଧିକାଂଶ ଗ୍ରାମ ପାଣି ଘେରରେ

ଗଞ୍ଜାମ,୧୫।୧୦(ଡି.ଏନ.ଏ.): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗଞ୍ଜାମ ବ୍ଲକ ଅଂଚଳର ବିଭିନ୍ନ ଗ୍ରାମ ପାଣି ଘେରରେ ଥିବା ଦେଖିବାକୁ ମିଳିଛି । ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ଫଳରେ ଋଷୁକୁଲ୍ୟା ନଦୀରେ ବନ୍ୟା ଜଳ...

ପିଲିବନ୍ଧର ଗାର୍ଡଓ୍ବାଲ ଧସିଲା

ଛତ୍ରପୁର,୧୫ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିରେ ଥିବା ବ୍ରିଟିଶ ଅମଳର ପିଲିବନ୍ଧର ଗାର୍ଡୱାଲ ଗୁରୁବାର ଧସିଯାଇଛି। ବର୍ଷକ ତଳେ ନୂଆ କରି ଉକ୍ତ ଗାର୍ଡଓ୍ବାଲ ନିର୍ମାଣ କରାଯାଇଥିଲା ା ନିମ୍ନମାନର କାମ ଯୋଗୁ ନିର୍ମାଣର ବର୍ଷକ ପରେ ଉକ୍ତ ଗାର୍ଡଓ୍ବାଲ...

କରୋନାରେ ଆଖିବୁଜିଲେ ପ୍ରଧାନଶିକ୍ଷକ; ଶୋକପ୍ରକାଶ କଲେ ବାଚସ୍ପତି

ଦିଗପହଣ୍ଡି,୧୫।୧୦(ଡି.ଏନ.ଏ.) ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ସରକାରୀ ହାଇସ୍କୁଲର ନବନିଯୁକ୍ତ ପ୍ରଧାନଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପାଢ଼ୀ କରୋନାରେ ମୃତ୍ୟୁବରଣ କରିଛନ୍ତି। ତାଙ୍କ ପରଲୋକ ଖବର ପାଇ ଦିଗପହଣ୍ଡି ବିଧାୟକ ତଥା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର, ଦିଗପହଣ୍ଡି ବ୍ଳକ ଅଧ୍ୟକ୍ଷ ବିପିନ ଚନ୍ଦ୍ର...

ନାବାଳିକାଙ୍କୁ ଗଣବଳାତ୍କାର ଘଟଣା: ଜଣେ ଅଟକ

କଟକ ଅଫିସ/ତିର୍ତ୍ତୋଲ (ଡି.ଏନ.ଏ),୧୫ା୧୦: ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ଘଟଣାରେ ଚାଉଳିଆଗଞ୍ଜ ଥାନା ପୋଲିସ ବୁଧବାର ଜଣେ ଅଭିଯୁକ୍ତଙ୍କୁ ଅଟକ ରଖିଛି। ସେ ମୁଖ୍ୟ ଅଭିଯୁକ୍ତଙ୍କ ସହଯୋଗୀ ତଥା ସମ୍ପୃକ୍ତ ଚିକେନ୍‌ ସେଣ୍ଟରର ମାଲିକ ବୋଲି ଜଣାପଡ଼ିଛି। ତେବେ ମୁଖ୍ୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri