ଆମ ଜିଲା ଖବର

ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇବା ଦାବିରେ ତେଜିଲା ଆନ୍ଦୋଳନ

ବରଗଡ଼ ଅଫିସ,୧୪ା୧୦: ବରଗଡ଼ ସହରସ୍ଥିତ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ପୁଣି ଆନ୍ଦୋଳନ ତେଜି ଉଠିଛି। ହସ୍ପିଟାଲ ବଞ୍ଚାଅ ଅଭିଯାନ ପକ୍ଷରୁ ବୁଧବାର ଏହି ଦାବି ନେଇ ଏକ ଶୋଭାଯାତ୍ରା ପୁରୁଣା ଜିଲା ମୁଖ୍ୟ...

ଅପହରଣ ପରେ ନାବାଳିକାଙ୍କୁ ବଳାତ୍କାର

କଟକ ଅଫିସ,୧୪ା୧୦:ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ୨୨ଦିନ ଧରି ବଳାତ୍କାର କରାଯାଇଛି। ୨ଜଣ ଯୁବକ ସମ୍ପୃକ୍ତ ନାବାଳିକାଙ୍କୁ ରାସ୍ତାରୁ ଅପହରଣ କରିନେଇ ଏକ ଚିକେନ ଫାର୍ମରେ ରଖି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଚାଉଳିଆଗଞ୍ଜ ଥାନା ଅଧୀନ ଗତିରାଉତପାଟଣା ଅଞ୍ଚଳରେ ଏହି...

ଶ୍ରୀସେତୁ ପାଇଁ ଜନଶୁଣାଣି ଆରମ୍ଭ

ପୁରୀ ଅଫିସ,୧୪ା୧୦:ଶ୍ରୀସେତୁ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ବୁଧବାର ଜନଶୁଣାଣି ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଯୋଗୁ ପ୍ରଭାବିତ ହେବାକୁ ଥିବା ୪ଟି ମୌଜା (ସମଙ୍ଗ, ମାଟିତୋଟା, ମାର୍କଣ୍ଡେଶ୍ୱର ସାହି ଓ ଦାଣ୍ଡିମାଳ ସାହି)ର ଲୋକେ ଜନଶୁଣାଣିରେ ଉପସ୍ଥିତ...

ବଗଲା ବଞ୍ଚାଓ ପଦଯାତ୍ରା ଆରମ୍ଭ

ପୁରୀ ଅଫିସ,୧୪ା୧୦:ବଗଲା ଧର୍ମଶାଳା ଜମି ବିକ୍ରି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେବ ଭାଜପା। ଏନେଇ ବୁଧବାର ସକାଳ ୯ଟାରେ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ସିଂହଦ୍ୱାରଠାରୁ ନବୀନ ନିବାସ ଅଭିମୁଖେ ପଦଯାତ୍ରା ଆରମ୍ଭ ହୋଇଛି। ବିକ୍ରି ହୋଇଥିବା କବଲା ରଦ୍ଦ...

ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢାଉ

ବ୍ରହ୍ମପୁର ଅଫିସ ,୧୪।୧୦ – ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ତରଫରୁ ବୈକୁଣ୍ଠନଗରରେ ରହୁଥିବା ଜଣେ ଶିକ୍ଷକଙ୍କ ଘରେ ବୁଧବାର ଚଢାଉ କରାଯାଇଛି। ଶିକ୍ଷକ ଭୁବନାନନ୍ଦ ସାହୁ ଆୟବର୍ହିଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ...

ବଜ୍ରପାତ ନେଲା ୨ ଜୀବନ

ନୟାଗଡ ଅଫିସ,୧୪।୧୦:ନୟାଗଡ ଜିଲା ଦଶପଲ୍ଲା ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଲାଗି ରହିଛି। ବର୍ଷା ସହ ବଜ୍ରପାତ ହୋଇଛି। ବୁଧବାର ସକାଳେ ଏଠାର ଡିହଗାଁ ପଂଚାୟତରେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଉଛନ୍ତି ଉଦୟ ନାଥ ପ୍ରଧାନ...

ପୁରୀର ୩୨ ହଜାର ପରିବାର ସେବା ପାଇବେ

ପୁରୀ ଅଫିସ,୧୪ା୧୦:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ସୁଜଳ ଯୋଜନା ବା ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ମିଶନର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱର ଓ ପୁରୀ ସହର ପାଇଁ ଏହି ଯୋଜନାର ଆରମ୍ଭ ହୋଇଛି। ପୁରୀ ସହରର ୩୨...

ଭିନ୍ନକ୍ଷମ ପୁଅ ଚିନ୍ତାରେ ଘାରି ହେଉଛନ୍ତି ମା’ବାପା

କୋକସରା, ୧୪।୧୦ (ଡି.ଏନ.ଏ.) – କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଲା ପଞ୍ଚାୟତ ଅନ୍ତର୍ଗତ କାଉଡୋଲା ଗ୍ରାମର ଡମ୍ବରୁଧର କର ଓ ଡାଲିମ୍ବ କରଙ୍କ ପୁଅ ମୁକେଶ। ପାଞ୍ଚବର୍ଷ ତଳେ ପୁଅ ଜନ୍ମ ପରେ ଘରେ ଖୁସିର ଲହରି ଖେଳିଯାଇଥିଲା।...

ବନ୍ୟଜନ୍ତୁ ଉପଦ୍ରବ: ମଞ୍ଚାବାନ୍ଧି ଫସଲ ଜଗୁଛନ୍ତି ଚାଷୀ

ଲୋଇସିଂହା, ୧୪।୧୦(ଡି.ଏନ.ଏ.) – ବଲାଙ୍ଗୀର ଜିଲା ଲୋଇସିଂହା ଓ ଆଗଲପୁର ବ୍ଲକ ଅଞ୍ଚଳରେ ଖରିଫ ଧାନ ପାକଳ ହୋଇ ଆସିଲାଣି। ଆଉ କିଛିଦିନ ପରେ ଅମଳ ପ୍ରକ୍ରିୟା ଆରମ୍ଭ ହୋଇଯିବ। ହେଲେ ଏହାପୂର୍ବରୁ ବନ୍ୟଜନ୍ତୁ ଉପଦ୍ରବ ଚାଷୀଙ୍କ ଚିନ୍ତା ବଢ଼ାଇ...

ପୁଣି ଚମକିଲେ ପ୍ରତ୍ୟୁଷା

ଅନୁଗୋଳ ଅଫିସ, ୧୪।୧୦ – ଅନୁଗୋଳ ଝିଅ ପ୍ରତ୍ୟୁଷା ଅମାନ୍ତ ପୁଣି ସୁନ୍ଦରୀ ପ୍ରତିଯୋଗିତାରେ ଚମକିଛନ୍ତି। ସେ ଅପେରା ମିଡିଆର ଆନୁକୂଲ୍ୟରେ ଆୟୋଜିତ ମିସ୍‌ ଆଣ୍ଡ ମିସେସ୍‌ ଇଣ୍ଡିଆ ଗ୍ଲୋବାଲରେ ଦ୍ୱିତୀୟ ସ୍ଥାନ ଅଧିକାର କରି ରନର୍ସଅପ୍‌ ହୋଇଛନ୍ତି। ଏହି...

ଚର୍ଚ୍ଚାରେ ସୌମ୍ୟବ୍ରତଙ୍କ ପେନ୍‌ସିଲ୍‌ ଆର୍ଟ

ଢେଙ୍କାନାଳ ଅଫିସ, ୧୪।୧୦ – କେଉଁଠି ରାମାୟଣର ଚରିତ୍ର ତ ଆଉ କେଉଁଠି ଦେବଦେବୀଙ୍କ ପ୍ରତିକୃତି। ବଲିଉଡ୍‌ଠାରୁ ଆରମ୍ଭ କରି ଟଲିଉଡ୍‌। ମେଗାଷ୍ଟାର ଅମିତାଭ ବଚ୍ଚନଙ୍କଠୁ ଆରମ୍ଭ କରି ତେଲୁଗୁ ଇଣ୍ଡଷ୍ଟ୍ରିର ଅଭିନେତାଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ଅବିକଳ ଚିତ୍ର, ତାହା...

ସୁଧୁରୁନି ପରିମଳ ବ୍ୟବସ୍ଥା

କଟକ ଅଫିସ,୧୪ା୧୦:କଟକ ସହରର ୫୯ନଂ. ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଅଳିଆ ଆବର୍ଜନା ପଡ଼ି ରହୁଥିଲେ ମଧ୍ୟ କେହି ଉଠାଇବାକୁ ଆସୁନାହାନ୍ତି। ଆଲୋକୀକରଣ କରାଯାଇଥିଲେ ବି ଅନେକ ଲାଇଟ୍‌ ଜଳୁ ନ ଥିବା ଦେଖିବାକୁ ମିଳିଛି। ଡ୍ରେନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri