ଆମ ଜିଲା ଖବର

ସ୍ନେହ ଡୋରିରେ ବନ୍ଧା ବାଦୁଡ଼ି

ଖଇରା, ୧୪।୧୦(ଡି.ଏନ.ଏ.)-ଦିନେ ନୁହେଁ, ମାସେ ନୁହେଁ କି ବର୍ଷେ ନୁହେଁ, ଦୀର୍ଘ ୧୦ ବର୍ଷ ଧରି ଏକ ବାଦୁଡି ସ୍ନେହ ଡୋରିରେ ବାନ୍ଧି ହୋଇରହିଛି। ବାଲେଶ୍ୱର ଜିଲା ଖଇରା ବ୍ଲକ ଅନ୍ତରା ପଞ୍ଚାୟତ ଓଷଙ୍ଗ ଗାଁର ଅମୂଲ୍ୟ ବେହେରା ଏହି...

ଡାହାଣୀ ସନ୍ଦେହରେ ବୃଦ୍ଧାଙ୍କୁ ମାଡ଼: ଜେଲ୍‌ ଗଲେ ବାପା, ପୁଅ

ରୂପ୍‌ସା,୧୩।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ରୂପ୍‌ସା ଥାନା ରାଉତପଡ଼ା ପଞ୍ଚାୟତ ଅନ୍ତର୍ଗତ ଉପର ବାରାପାଳ ଗ୍ରାମରେ ଜଣେ ବୃଦ୍ଧାଙ୍କୁ ଡାହାଣୀ ସନ୍ଦେହରେ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ପୋଲିସ ଏକ ମାମଲା (ନଂ. ୮୭/୨୦) ରୁଜୁ କରି...

ଗଞ୍ଜାମ, ଗଜପତିରେ ଧସିଲା ପାହାଡ଼

ପାତ୍ରପୁର/ଦିଗପହଣ୍ଡି/ଚିକିଟି/ଶେରଗଡ଼,(ଡି.ଏନ୍‌.ଏ.)/ପାରଳାଖେମୁଣ୍ଡି, ୧୩ା୧୦(ସ୍ବ.ପ୍ର.)-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ ଗଜପତି ଜିଲାରେ ସୋମବାରଠାରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ସାଧାରଣ ଜୀବନଯାତ୍ରା...

କଟକ ସହରରୁ ୯୮ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୧୩।୧୦- କଟକ ସହରରୁ ମଙ୍ଗଳବାର ୯୮ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ...

ବରଗଡ଼ରୁ ୬୪ ନୂଆ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୭୬୦୮ରେ ପହଞ୍ଚିଲା

ବରଗଡ଼ ଅଫିସ,୧୩।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୬୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ୮, ଭେଡେନ ବ୍ଲକର ୬, ବରଗଡ଼ ପୌରାଞ୍ଚଳରେ...

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ

ଦିଗପହଣ୍ଡି,୧୩।୧୦(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଦୁଇଦିନ ହେଲା ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ଯୋଗୁ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ପଞ୍ଚାୟତ ବଉଳଘାଇ ଗ୍ରାମର ସିନ୍ଧୁ ସ୍ବାଇଁଙ୍କ ଘରକାନ୍ଥ ମଙ୍ଗଳବାର ସକାଳେ...

ବାହୁଦା ନଦୀରେ ବନ୍ୟାଜଳ: ବିପଦ ଘେରରେ ୮ ଗାଁ

ଦିଗପହଣ୍ଡି,୧୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବାହୁଦା ନଦୀରେ ବନ୍ୟାଜଳ ପ୍ରବାହିତ ହୋଇଛି। ଏ ନେଇ ଦିଗପହଣ୍ଡି ବ୍ଲକ ଅଧୀନ ଚୌଧୁରୀ ଟିକରପଡ଼ା, ବଜ୍ରଗୁମ୍ମା, ଢେପାପେଣ୍ଠ, ସମାସୀଙ୍ଗି ଶାସନ, ଧାନ୍ୟରାଶି, ପତ୍ରଚୁଡି ସମେତ ଚିକିଟି ବ୍ଳକର ନୂଆପଡ଼ା, ପୁହୁଣ୍ଡି ପ୍ରଭୃତି ଗ୍ରାମ ବିପଦ...

ଘୋଡାହାଡ ଡ୍ୟାମରେ ଜଳପତ୍ତନ ବିପଦ ସଙ୍କେତ ନିକଟତର: ଅଞ୍ଚଳରେ ୮୩ ମି.ମି. ବର୍ଷା

ଦିଗପହଣ୍ଡି,୧୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଘୋଡାହାଡ ଡ୍ୟାମରେ ଜଳପତ୍ତନ ବିପଦ ସଙ୍କେତ ନିକଟତର ରହିଛି। ଡ୍ୟାମର ଜଳଧାରଣା କ୍ଷମତା ୧୧୭.୮୦ ମିଟର ଥିବା ବେଳେ ମଙ୍ଗଳବାର ସକାଳ ୬ ଟା ସୁଦ୍ଧା ଜଳପତ୍ତନ ୧୧୫.୨୦ ମିଟରରେ ପହଞ୍ଚିଛି। ଗତ...

ତୁହାକୁ ତୁହା ବର୍ଷାରେ ବେହାଲ ଗଞ୍ଜାମ ସହର

ଗଞ୍ଜାମ,୧୩।୧୦(ଡି.ଏନ୍‌.ଏ.): ଦୁଇଦିନ ହେଲା ଲଘୁଚାପ ଜନିତ ତୁହାକୁ ତୁହା ବର୍ଷାରେ ଗଞ୍ଜାମ ସହର ବେହାଲ ହୋଇପଡିଛି। ଏହା ଦ୍ୱାରା ଲୋକେ ଘରୁ ବାହାରକୁ ବାହାରି ପାରୁ ନ ଥିବା ସହ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ବିଶେଷ କରି ଏହି...

କୋଇଲା ମାଫିଆଙ୍କ ସମ୍ପର୍କରେ ପୋଲିସକୁ ଦେଉଥିଲେ ତଥ୍ୟ: କାର ଜାଳିଦେଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ,୧୩।୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଇଚ୍ଛାପୁର ପରିବିନ୍ଧା ମାରାପୁର ଗାଁରେ ଏକ କାର୍‌କୁ ଦୁର୍ବୃତ୍ତ ଜାଳିଦେଇଛନ୍ତି। କାର୍‌ ମାଲିକ ପ୍ରତାପ ବେହେରା ପୋଲିସକୁ କୋଇଲା ମାଫିଆଙ୍କ ସମ୍ପର୍କରେ ସୂଚନା ଦେଉଥିବା ସନ୍ଦେହକରି ସେମାନେ ଏଭଳି କାଣ୍ଡ ଘଟାଇଛନ୍ତି।...

୧୭ରୁ ମା’ବିରଜାଙ୍କ ରଥଯାତ୍ରା

ଯାଜପୁର ଟାଉନ, ୧୩।୧୦ (ଡି.ଏନ୍‌.ଏ.): ଯାଜପୁରର ଅଧିଷ୍ଠାତ୍ରୀ ମା’ ବିରଜାଙ୍କ ରଥଯାତ୍ରା ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ। ରଥଯାତ୍ରା ସପକ୍ଷରେ ହାଇକୋର୍ଟଙ୍କ ନିଷ୍ପତ୍ତି ପରେ ସୋମବାର ଜିଲା ପ୍ରଶାସନ ଓ ମନ୍ଦିର ସେବାୟତଙ୍କ ଉପସ୍ଥିତିରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ...

ଜବାବ ଦାଖଲ ପାଇଁ ଅନୁଭବଙ୍କୁ ନୋଟିସ

କଟକ ଅଫିସ,୧୩।୧୦: ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ପାରିବାରିକ ବିବାଦକୁ ନେଇ କଟକ ସଦର ଏସ୍‌ଡିଜେଏମ୍‌ କୋର୍ଟରେ ଏକ ମାମଲା ଚାଲିଛି। ଭରଣପୋଷଣ ଦାବିରେ ବର୍ଷାଙ୍କ ପକ୍ଷରୁ ଉକ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri