ଆମ ଜିଲା ଖବର

ଖାଦ୍ୟ ନଁ।ରେ ଚାଲିଛି ରୋଗ ବିକ୍ରି

ଅନୁଗୋଳ ଅଫିସ, ୯ା୧୦ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କିଛି ମାସ ଧରି ହୋଟେଲ, ଜଳଖିଆ ଦୋକାନ, ଫାଷ୍ଟଫୁଡ ଓ ବିଭିନ୍ନ ଚଟ୍‌ପଟା ଖାଦ୍ୟ ବିକ୍ରି ଉପରେ କଟକଣା ଲଗାଯାଇଥିଲା। ସରକାର କୋଭିଡ୍‌ ନିୟମାବଳୀରେ କୋହଳ କରିବା ପରେ ଏସବୁ...

ଋତୁରାଜ ମାଝି କୋକସରା ବ୍ଲକ ଆତ୍ମା ଅଧ୍ୟକ୍ଷ ନିର୍ବାଚିତ

କୋକସରା, ୯।୧୦ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ କୃଷି ସୂଚନା ଓ ପରାମର୍ଶ ବିଭାଗ ଦ୍ୱାରା ଗୋଷ୍ଠୀ କୃଷକ ପରାମର୍ଶଦାତା କମିଟିର ନୂତନ ଅଧ୍ୟକ୍ଷ ପାଇଁ ଗୁରୁବାର ବ୍ଲକ ସଭାଗୃହଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବ୍ଲକ ଗୋଷ୍ଠୀ...

ଭିନ୍ନକ୍ଷମ ଲଳିତାଙ୍କୁ ମିଳିନି ଆବାସ ଯୋଜନାରେ ଘର

ଲାଠୋର, ୯ା୧୦ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ପଞ୍ଚାୟତ ଅନ୍ତର୍ଗତ ଚାଉଲଡିଆ ଗ୍ରାମର ଭିନ୍ନକ୍ଷମ ଲଳିତା ରଣା(୩୫)। ସ୍ବାମୀ ଶୋଭାକର ରଣା(୪୫), ଗୋଟିଏ ଝିଅ ଓ ଗୋଟିଏ ପୁଅକୁ ନେଇ ତାଙ୍କ ସଂସାର। ଜମିବାଡି କିଛି ନାହିଁ।...

ଭିଜିଲାନ୍ସ ହାତରେ ଧରାପଡିଲେ କଲେଜ ଅଧ୍ୟକ୍ଷ

ବ୍ରହ୍ମପୁର ଅଫିସ,୮ା୧୦-ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ଯୁକ୍ତ ୨ ବିଜ୍ଞାନ ଉଚ୍ଚ ବିଦ୍ୟାଳୟର ଜଣେ ପଦାର୍ଥ ବିଜ୍ଞାନ ଡେମନଷ୍ଟ୍ରେଟର ବସନ୍ତ କୁମାର ଜେନାଙ୍କ ଜିପିଏଫ ଓ ଏମ୍‌ଏସିପିି ବିଲ୍‌ ପାସ୍‌ କରିବା ପାଇଁ ଉକ୍ତ କଲେଜ ଅଧ୍ୟକ୍ଷ ଦାୟିତ୍ୱରେ ଥିବା ଏମ୍‌....

କରୋନା ମୁକାବିଲା: ଗଞ୍ଜାମ ମଡେଲକୁ ପ୍ରଶଂସା କଲା ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ

ଛତ୍ରପୁର,୮ା୧୦(ଡି.ଏନ.ଏ.)- କୋଭିଡ୍‌-୧୯ର ସଫଳ ମୁକାବିଲା ପାଇଁ ଗଞ୍ଜାମ ମଡେଲ୍‌ ବ୍ରିଟେନ୍‌ର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରଶଂସିତ ହୋଇଛି ା ଏଥିସହ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଏକ ଅଧ୍ୟୟନ ରିପୋର୍ଟରେ ଗଞ୍ଜାମ ମଡେଲ ସ୍ଥାନ ପାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌...

କୋରାପୁଟରେ ହ୍ରାସ ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା

କୋରାପୁଟ,୮ା୧୦(ସ୍ବ.ପ୍ର.): କୋରାପୁଟ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବାବେଳେ ଗୁରୁବାର ୩୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୨୪ ପୁରୁଷ ଏବଂ ୧୨ ଜଣ ମହିଳା ଅଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୬ ଜଣ,...

ସମ୍ପର୍କୀୟଙ୍କ ମୃତଦେହ ସଂସ୍କାର କରିବାକୁ ଆସି କୋଲାବ ଜଳଭଣ୍ଡାରରେ ବୁଡ଼ିଗଲେ ବୃଦ୍ଧ

କୋରାପୁଟ,୮ା୧୦(ସ୍ବ.ପ୍ର.): କୋରାପୁଟସ୍ଥିତ କୋଲାବ ଜଳଭଣ୍ଡାରରେ ବୁଡ଼ି ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। କୋରାପୁଟ ଓଡ୍ରାଫ୍‌ ଟିମ୍‌ ପକ୍ଷରୁ ଗୁରୁବାର ସକାଳେ ଜଳଭଣ୍ଡାରରେ ଦୀର୍ଘ ସମୟ ଧରି ଖୋଜିବା ପରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବୃଦ୍ଧଙ୍କ ନାମ ହେଲା...

ହାଥରସ ଘଟଣାକୁ ନେଇ ବଲାଙ୍ଗୀର ଜିଲା ମହିଳା କଂଗ୍ରେସର ବିକ୍ଷୋଭ

ବଲାଙ୍ଗୀର ଅଫିସ,୮ା୧୦: ଉତ୍ତରପ୍ରଦେଶର ହାଥରସ ଗଣବଳାତ୍କାର ଘଟଣା ସମାଜରେ ମର୍ମାହତ ସୃଷ୍ଟି କରିଛି। ଏକ ଦଳିତ ନାବାଳିକା ଗଣବଳାତ୍କାର ଘଟଣାରେ ଉତ୍ତରପ୍ରଦେଶ ସରକାରଙ୍କ ପୋଲିସ ପ୍ରଶାସନ ନିଷ୍ଟ୍ରିୟ ହେବା ଏବଂ ପୀଡ଼ିତାଙ୍କ ମୃତ୍ୟୁ ପରେ ଜିଲା ପ୍ରଶାସନ ସମେତ ପୋଲିସ...

କରୋନାରେ ପ୍ରାଣ ହରାଇଲେ ଆଉ ଜଣେ କରୋନା ଯୋଦ୍ଧା: ଥାନା ପରିସରରେ ଦିଆଗଲା ଶେଷ ସମ୍ମାନ

ବାଲିଗୁଡା,୮।୧୦(ଡି.ଏନ.ଏ): କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ଅବସ୍ଥାରେ ପୁଣି ଜଣେ କରୋନା ଯୋଦ୍ଧାଙ୍କର ମୃତ୍ୟୁ ହୋଇଛି। ସେ କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବାଳି କହଁର (୫୩) ବୋଲି ଜଣାପଡିଛି। ଗତ ମାସ ୨୦...

ମତ୍ସ୍ୟଜୀବୀ ନିଖୋଜ

ମହାକାଳପଡା,୮।୧୦(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ସ୍ଥାନୀୟ ମହାନଦୀ ଶାଖା ଟୁବି ଗଳିଆ ନଦୀରେ ଏକ ଅଘଟଣ ଘଟିଛି। ମାଛ ଧରା ଡଙ୍ଗାରୁ ଅସାବଧନତାବଶତଃ ଜଣେ ମତ୍ସ୍ୟଜୀବୀଙ୍କ ଗୋଡ ଖସିଯିବାରୁ ସେ ନଦୀରେ ଗଳି ପଡି ନିଖୋଜ ଥିବା ଜଣାପଡିଛି।...

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଆଖିବୁଜିଲେ ସତ୍ୟ

କଟକ ଅଫିସ, ୮ା୧୦: ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଏସ୍‌ସିବିକୁ ସ୍ଥାନାନ୍ତରିତ ହୋଇଥିବା ୨ଜଣଙ୍କ ମଧ୍ୟରୁ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ସତ୍ୟ ନାୟକ(୩୭)। ତାଙ୍କ ଶରୀରର ୬୦ ପ୍ରତିଶତ...

‘ଉପନିର୍ବାଚନରେ ଭାଜପା ଜିତିବ’

ପୁରୀ ଅଫିସ, ୮ା୧୦: ଭାଜପାର ନୂଆ ରାଷ୍ଟ୍ରୀୟ ମୁଖପାତ୍ର ତଥା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ବୁଧବାର ପୁରୀ ଆସି ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ତାଙ୍କୁ ସିଂହଦ୍ୱାର ପାଖରେ ପୁରୀ ଜିଲା ଭାଜପାର ନେତୃତ୍ୱମାନେ ଖଣ୍ଡୁଆ ଓ ପୁଷ୍ପଗୁଚ୍ଛ ଦେଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri