ଆମ ଜିଲା ଖବର

ଅବକାରୀ ବିଭାଗକୁ ବଡ ସଫଳତା: ୭ କୁଇଣ୍ଟାଲ ଗଞ୍ଜେଇ ଜବତ

ମାଲକାନଗିରି,୫।୧୦(ଡି.ଏନ.ଏ): ମାଲକାନଗିରି ଜିଲା ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା। ରବିବାର ରାତିରେ ପାଣ୍ଡ୍ରିପାଣି ପଦ୍ମଗିରି ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ସମୟରେ ଗୁପ୍ତ ସୂଚନା ପାଇ ପଦ୍ମଗିରିର ସର୍ଗିଗୁଡା ଗ୍ରାମ ନିକଟରେ ଏକ ପିକ୍‌ଅପ୍‌ ଭ୍ୟାନ୍‌(ଓଡି୧୦ ଏନ ୦୮୦୧ )ରୁ...

୧୩ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଆଶାକର୍ମୀ

ବରଗଡ଼ ଅଫିସ,୫ା୧୦: ବରଗଡ଼ ଜିଲା ଆଶାକର୍ମୀ ସଂଘ ୧୩ ଦଫା ଦାବିରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛି। ଆଶାକର୍ମୀଙ୍କୁ କର୍ମଚାରୀ ମାନ୍ୟତା ପ୍ରଦାନ, ମାସିକ ୧୮ହଜାର ଟଙ୍କା ବେତନ, ଯୋଗ୍ୟତା ଭିତ୍ତିରେ ଏଏନ୍‌ଏମ୍‌...

ମିଳିନି ଫସଲ ବୀମା କ୍ଷତିପୂରଣ, ଜିଲାପାଳଙ୍କଠାରେ ଫେରାଦ ହେଲେ ଚାଷୀ

ବରଗଡ଼ ଅଫିସ,୫ା୧୦: ବରଗଡ଼ ବ୍ଲକ ଅନ୍ତର୍ଗତ ଏସ୍‌. ଡୁମ୍ବେରପାଲି ଗ୍ରାମର ଅଧିକାଂଶ ଚାଷୀଙ୍କୁ ଗତ ଫସଲ କ୍ଷତିପୂରଣ ବୀମା ମିଳିପାରି ନ ଥିବା ଅଭିଯୋଗ ହୋଇଛି। ଉକ୍ତ ଗ୍ରାମର ଅନେକ ଚାଷୀ ଗତବର୍ଷ ବରଗଡ଼ରେ ଥିବା ଏକ ବ୍ୟାଙ୍କରେ ବୀମା...

ଚାରିଘରିଆବାସୀଙ୍କ ଥଇଥାନ ମାମଲା: ଆଶା, ଆଶଙ୍କାରେ ବିତୁଛି ଜୀବନ

କେନ୍ଦ୍ରାପଡ଼ା ଅଫିସ,୫।୧୦: କେନ୍ଦ୍ରାପଡ଼ା ଜିଲା ରାଜନଗର ବନଖଣ୍ଡ ଅଧୀନ ଚାରିଘରିଆ ଗ୍ରାମବାସୀ ସ୍ଥାନାନ୍ତରକୁ ନେଇ ଚିନ୍ତାରେ ଅଛନ୍ତି। ବନ ବିଭାଗ ପକ୍ଷରୁ ବନାଞ୍ଚଳରୁ ହଟିଯିବା ପାଇଁ ସେମାନଙ୍କୁ ବାରମ୍ବାର ନୋଟିସ ହେଉଛି। ସେମାନଙ୍କ ଥଇଥାନ ବ୍ୟବସ୍ଥା ଜିଲା ପ୍ରଶାସନ ପକ୍ଷରୁ...

ବରୀ ବ୍ଲକ: ଦୟନୀୟ ଅବସ୍ଥାରେ ବନ୍ୟା ବିପନ୍ନ

ବରୀ, ୫।୧୦ (ଡି.ଏନ୍‌.ଏ.): ବନ୍ୟା ପ୍ରବାବିତ ପରିବାରକୁ ୫୦ କି.ଗ୍ରା. ଚାଉଳ ଓ ୫ଶହ ଟଙ୍କା ଲେଖାଏ ରିଲିଫ ଯୋଗାଣ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଅଗଷ୍ଟରେ ହୋଇଥିବା ବନ୍ୟାକୁ ଇତିମଧ୍ୟରେ ମାସେ ପୁରିଥିଲେ ବି ଏ...

ଭୂତକୋଠି ପାଲଟିଛି ବଡ଼ଖଣ୍ଡାଏତା ରେଳଷ୍ଟେଶନ

ବାଲିଆ,୫।୧୦: ୧୯୭୪ରେ ଜଗତ୍‌ସିଂହୁର ଜିଲାର ବରିଡ଼ି ତହସିଲ ଅଧୀନ ବଡ଼ଖଣ୍ଡାଏତା ରେଳଷ୍ଟେଶନ ନିର୍ମାଣ ହୋଇଥିଲା। ଏହା କଟକ-ପାରାଦୀପ ରେଳପଥର ସର୍ବପୁରାତନ ଷ୍ଟେଶନ ଥିଲା। ଏହି ଷ୍ଟେସନ ଦେଇ ଜଗତ୍‌ସିଂହପୁର ଏବଂ କଟକ ଜିଲା ଅଧୀନ ୩ଟି ବ୍ଲକର ପ୍ରାୟ ୧୦ଟି...

ଝିଲି ପାହାଡ଼ରେ ବେଆଇନ ପଥର କ୍ବାରି

ଯାଜପୁର ଅଫିସ,୫।୧୦: ଯାଜପୁର ଜିଲା ସୀମାନ୍ତବର୍ତ୍ତୀ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ତହସିଲ ଅନ୍ତର୍ଗତ ଝିଲି ପାହାଡରେ ବେଆଇନ ପଥରକ୍ବାରି ଉପରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଉକ୍ତ ପଥରକ୍ବାରିରେ ପ୍ରଭାବିତ ସୁକାନ୍ତି...

ଏନ୍‌ଏଚ୍‌ ଡାଇଭର୍ସନ ରୋଡ୍‌ରେ ଘାଇ

ନୟାଗଡ଼ ଅଫିସ,୫।୧୦: ବଲାଙ୍ଗୀର-ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌)ର ନୟାଗଡ ସତ୍‌ସଙ୍ଗବିହାର ନିକଟବର୍ତ୍ତି ମଜୁରିଆପଲ୍ଲୀ କ୍ଷୁଦ୍ର ପୋଲ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲେ ମଧ୍ୟ ସଂଯୋଗ ରାସ୍ତା କରାଯାଇ ନ ଥିଲା। ଫଳରେ ଡାଇଭର୍ସନ ରୋଡ୍‌ରେ ଯାନାବାହନ ଯାତାୟାତ କରୁଥିଲା।...

୩୦ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ପୁରୀ ଅଫିସ,୫।୧୦: ପୁରୀ ସହରରେ ବେଆଇନ ନିଶା କାରବାର ବୃଦ୍ଧି ପାଉଛି। କିଛିଦିନ ହେବ ବ୍ରାଉନ୍‌ସୁଗାର କାରବାର ଅଧିକ ମାତ୍ରାରେ ଚାଲିଛି। ବାହାରୁ ବେପାରୀମାନେ ବ୍ରାଉନ୍‌ସୁଗାର ଆଣି ପୁରୀରେ ବିକ୍ରି କରୁଛନ୍ତି। ରବିବାର ପୁରୀକୁ ବ୍ରାଉନ୍‌ସୁଗାର ଚୋରାଚାଲାଣ ହେଉଥିବାବେଳେ ପୋଲିସ...

ବେଆଇନ ପଥର ଖାଦାନରେ ପୁଣି ମୁଣ୍ଡ ଗଡ଼ିଲା

ଯାଜପୁର ଅଫିସ/ଧର୍ମଶାଳା/ ଜେନାପୁର(ଡି.ଏନ.ଏ.)୫।୧୦: ଜଙ୍ଗଲ ଜମିରେ ଥିବା ବେଆଇନ ପଥର ଖାଦାନରେ ଗତ ସପ୍ତାହ ମଧ୍ୟରେ ୨ ଜଣ ଶ୍ରମିକଙ୍କ ଅକାଳ ବିୟୋଗ ଘଟିଛି। ପଥର ଖାଦାନ ଓ କମ୍ପ୍ରେସର ମାଲିକ ପ୍ରମାଣ ନଷ୍ଟ କରିବାକୁ ଉଦ୍ୟମ କରି ଗମ୍ଭାରିଆ...

ଅସହାୟ ପରିବାରକୁ ପଲିଥିନ ଭରସା

ବାରିପଦା ଅଫିସ,୫ା୧୦- ଦିନରେ ଚାଳରୁ ପାଣି ଗଳୁଛି ତ ରାତିରେ ଜହ୍ନ ଆଲୁଅ ଦିଶୁଛି। ଓଳିଏ ଖାଇ ଓଳିଏ ଉପବାସ ରହୁଥିବା ପରିବାରକୁ ମିଳୁନି ପକ୍କାଘର। ସରକାରଙ୍କ ଯୋଜନା ସତେ ଯେପରି ସେମାନଙ୍କ ପାଇଁ ଅପହଞ୍ଚ ସାଜିଛି। ପ୍ରଶାସନ ଓ...

ଅନିଶ୍ଚିତତାରେ ‘ବଳଦଯାତ୍ରା’

ଭୁବନ, ୫।୧୦(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନର ପ୍ରସିଦ୍ଧ ବଳଦଯାତ୍ରା ହେବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗିରହିଛି। କରୋନା ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ଯାତ୍ରା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ହେଲେ ଏହାକୁ ସହଜରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri