ଆମ ଜିଲା ଖବର

ସମସ୍ତ ଦୋଷୀ ଫାଶୀଖୁଣ୍ଟରେ ଝୁଲିଲା ପରେ ହିଁ ଶାନ୍ତି ପାଇବ ପୀଡ଼ିତାଙ୍କ ଆତ୍ମା: ବିଜୁ ଛାତ୍ର ଜନତା ଦଳ

ଭବାନୀପାଟଣା,୩।୧୦(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ହାଥରସ ଗଣବଳାତ୍କାର ଓ ହତ୍ୟାକାଣ୍ଡ ମାମଲାକୁ ବିଭିନ୍ନ ମହଲରୁ ନିନ୍ଦା କରାଯାଇଛି। ଏହି କ୍ରମରେ କଳାହାଣ୍ଡି ଜିଲା ବିଜୁ ଛାତ୍ରଜନତା ଦଳ ତରଫରୁ ପୀଡ଼ିତାଙ୍କୁ ନ୍ୟାୟ ଦେବା ଏବଂ ଅଭିଯୁକ୍ତମାନଙ୍କୁ ଗିରଫ କରି ଫାଶୀ ଦେବାକୁ ଦାବି...

ପୀଡ଼ିତାଙ୍କୁ ନ୍ୟାୟ ଦାବି: କଳାହାଣ୍ଡିରେ ବିକ୍ଷୋଭ

ଭବାନୀପାଟଣା,୩।୧୦(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ଗଣବଳାତ୍କାର ଘଟଣାରେ ପୀଡ଼ିତାଙ୍କୁ ନ୍ୟାୟ ପାଇଁ ସବୁଠି ଦାବି ହେଉଛି। ଏ ନେଇ ଭବାନୀପାଟଣାରେ କଳାହାଣ୍ଡି ୟୁନାଇଟେଡ୍‌ ଆମ୍ବେଡକର ରାଇଟ୍‌ ଫୋରମ୍‌ ଏବଂ କଳାହାଣ୍ଡି ଦଳିତ ମଞ୍ଚ ତରଫରୁ ଗଣ ବିକ୍ଷୋଭ କରାଯାଇଛି। ଏଥିରେ ଏପିଆଇର ଛବିଲାଲ...

ନିଶା କାରବାର ଯୋଗୁ ବଢୁଛି ଅପରାଧ: ଏସ୍‌ପିଙ୍କୁ ଫେରାଦ ହେଲା ଅଭିଭାବକ ସଂଘ

ବରଗଡ଼ ଅଫିସ,୩।୧୦: ବରଗ ଜିଲାରେ ନିଶା କାରବାର ବଢି ଚାଲିଛି। କଫ ସିରପ୍‌, ନିଶା ବଟିକା ଆଦି ସେବନ କରି ଯୁବପିଢି ପଥଭ୍ରଷ୍ଟ ହେଉଛନ୍ତି। ଏପରିକି ଚୋରି, ଡକାୟତି, ଲୁଟପାଟଠାରୁ ଆରମ୍ଭ କରି ହତ୍ୟାକାଣ୍ଡ ଭଳି ଅପରାଧ ଘଟାଇ ଚାଲିଛନ୍ତି...

ବରଗଡ଼ରେ ୫ମାସର ଶିଶୁକୁ କରୋନା: ଆକ୍ରାନ୍ତଙ୍କ ସଂଖ୍ୟା ୬୬୭୫ରେ ପହଞ୍ଚିଲା

ବରଗଡ଼ ଅଫିସ,୩।୧୦: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଅଣାୟତ୍ତ ହୋଇ ପଡିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଶନିବାର ଜିଲାରେ ପୁଣି ୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ୫ମାସର ଶିଶୁ...

୧୧୫ ବର୍ଷ ହେବ ବନ୍ଦ ରହିଛି ରଘୁନାଥ ବେଶ

ପୁରୀ ଅଫିସ, ୩।୧୦:  ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ନାଗାର୍ଜୁନ ଓ ରଘୁନାଥ ବେଶ୍‌ ଅତ୍ୟନ୍ତ ଦୁଲର୍‌ଲଭ ଏବଂ ମନୋମୁଗ୍ଧକର। ପରମ୍ପରା ମୁତାବକ ତିଥି ଅନୁସାରେ ଶ୍ରୀମନ୍ଦିରରେ ନାଗାର୍ଜୁନ ବେଶ ଅନୁଷ୍ଠିତ ହୋଇଆସୁଛି। ହେଲେ ରଘୁନାଥ ବେଶ ହେଉନାହିିଁ। ତଥ୍ୟ...

ଡେଲାଙ୍ଗରେ ଚୋରି ଗାଡ଼ି ର଼୍ୟାକେଟ ପର୍ଦ୍ଦାଫାଶ

ଡେଲାଙ୍ଗ,୩।୧୦(ଡି.ଏନ୍‌.ଏ.): ଗତ ଏକ ମାସର ବ୍ୟବଧାନ ପରେ ପୁରୀ ଜିଲା ଡେଲାଙ୍ଗ ପୋଲିସ ପୁଣି ଏକ ଚୋରି ଗାଡ଼ି ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ଏହା ପଛରେ ଥିବା ଏକ ଗ୍ୟାଙ୍ଗର ୬ଜଣ ସଦସ୍ୟକୁ ପୋଲିସ ଗିରଫ କରିବା ସହ କୋର୍ଟଚାଲଣ...

ପ୍ରସୂତୀ-ସ୍ତ୍ରୀ ରୋଗ ବିଶେଷଜ୍ଞ ପ୍ରଫେସର ଡାକ୍ତର ଆଶିଷ କୁମାର ଦେଙ୍କ ପରଲୋକ

କଟକ ଅଫିସ, ୩।୧୦: ବରିଷ୍ଠ ପ୍ରସୂତୀ ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ପ୍ରଫେସର ଆଶିଷ କୁମାର ଦେ ଆଉ ନାହାନ୍ତି। କଟକ ତୁଳସୀପୁର ସ୍ଥିତ ବାସଭବନରେ ଶୁକ୍ରବାର ରାତି୧୧ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ...

ବର୍ଷା: ଦୁଇଦିନରେ କଟକ ଅବସ୍ଥା ସଙ୍ଗିନ

କଟକ ଅଫିସ,୩।୧୦:  ଗତ ଦୁଇଦିନ ଧରି ଲଘୁଚାପ ବର୍ଷାରେ କଟକ ସହରର ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଡ୍ରେନଗୁଡିକ ଜାମ୍‌ ହୋଇପଡିଥିବାରୁ ବର୍ଷାଜଳ ଠିକ ଭାବେ ନିଷ୍କାସନ ହୋଇ ନ ପାରି ରାସ୍ତାକୁ ଉଦ୍‌ବୃତ୍ତ ହୋଇଆସିବା ସହ କେତେଜଣଙ୍କ ଘରେ ପଶିଥିଲା।...

ଜରିମାନାରେ ଜାଲିଆତି

କଟକ ଅଫିସ,୩।୧୦: ଜରିମାନା ଆଦାୟରେ ଜାଲିଆତି ହେଉଛି। ପୋଲିସ ଯେତିକି ଟଙ୍କାର ଚାଲାଣ କାଟୁଛି, ସରକାରଙ୍କ ନିକଟରେ ଏହାଠୁ କମ୍‌ ରାଶି ଦର୍ଶାଯାଉଛି। ଏଭଳି ଏକ ଘଟଣା ଚାଉଳିଆଗଞ୍ଜ ଥାନା ଅଧୀନରେ ହୋଇଥିବା ଅଭିଯୋଗ ହୋଇଛି। ଗତ ଜୁଲାଇ ୨୦...

ଦୁଇ ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ

ଖୋର୍ଦ୍ଧା ଅଫିସ,୩।୧୦: ଦୁଇ ବର୍ଷ ପରେ ଜଣେ ନାବାଳକ ତାଙ୍କ ମା’ଙ୍କ କୋଳକୁ ଫେରିଛନ୍ତି। ହଜିଯାଇଥିବା ପୁଅକୁ ଫେରିପାଇ ପରିବାରଲୋକଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ସୂଚନା ଅନୁଯାୟୀ, ୨୦୧୮ ମେ’ ମାସରେ ବାଣପୁର ବଜାରରୁ ସ୍ଥାନୀୟ ପୋଲିସ ଜଣେ...

ବିପର୍ଯ୍ୟସ୍ତ ରାସ୍ତା: ଅଧକିମି ଚାଲି ଚାଲି ଆସିଲେ ଗର୍ଭବତୀ

କେଗାଁ, ୩ା୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ କେଗାଁ ପଞ୍ଚାୟତ ଅନ୍ତର୍ଗତ ସାନଚେର କର୍ଲାପଡା ଗଁା ରାସ୍ତା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ଏଥିଯୋଗୁ ଗାଁକୁ ଆମ୍ବୁଲାନ୍ସ ଆସି ନ ପାରିବାରୁ ୧ କିଲୋମିଟର ଚାଲି ଚାଲି ଜଣେ ଗର୍ଭବତୀ ଆମ୍ବୁଲାନ୍ସ...

କଟକ ସହରରୁ ୧୮୨ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨।୧୦- କଟକ ସହରରୁ ଶୁକ୍ରବାର ମୋଟ ୧୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୧୦୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୭୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri