ଆମ ଜିଲା ଖବର

ଠେଙ୍ଗାପାଳିରେ ଜଙ୍ଗଲ ସୁରକ୍ଷା

ନୟାଗଡ଼ ଅଫିସ,୨।୧୦: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ କୁଲୁରୁକୁମ୍ପା ପଞ୍ଚାୟତ ଟାଙ୍ଗନାଡି ଗାଁରେ ପଦା ହୋଇଥିବା ୪ଜଙ୍ଗଲକୁ ଗ୍ରାମବାସୀ ଠେଙ୍ଗାପାଳିରେ ସୁରକ୍ଷା ଦେଇ ସବୁଜିମା କରାଇ ପାରିଛନ୍ତି। ତେବେ ଜୀବନଜୀବିକା ପ୍ରଭାବିତ ପରେ ଆଦିବାସୀମାନେ ମେଳି ହୋଇ ଏଭଳି କାମ...

ନିର୍ଦ୍ଦେଶରେ ସୀମିତ ସିଇଟିପି

ଯାଜପୁର ଅଫିସ,୨।୧୦: ଯାଜପୁର ଜିଲା ବ୍ରାହ୍ମଣୀ ନଦୀତଟବର୍ତ୍ତୀ ଅଞ୍ଚଳରେ ପ୍ରଦୂଷିତ ଜଳର ଉପଚାର କରିବାକୁ ସିଇଟିପି (କମନ୍‌ ଇଫ୍ଲ୍ୟୁଏଣ୍ଟ ଟ୍ରିଟମେଣ୍ଟ ପ୍ଲାଣ୍ଟ) ସ୍ଥାପନ ପାଇଁ ହାଇକୋର୍ଟ ପ୍ରାୟ ୫ ବର୍ଷ ତଳେ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏପରି କି ସୁପ୍ରିମକୋର୍ଟଙ୍କ...

ନିର୍ମାଣ ଅପେକ୍ଷାରେ ଗଲାଣି ୨ ବର୍ଷ

କେନ୍ଦ୍ରାପଡ଼ା ଅଫିସ, ୨।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮ ଡିସେମ୍ବର ୮ରେ କେନ୍ଦ୍ରାପଡ଼ା ଜିଲା ଗସ୍ତ ଅବସରରେ...

ଭିଜିଲାନ୍ସ ହାତରେ ଭଦ୍ରକ ଜିଲା ଶ୍ରମ ଅଧିକାରୀ କାର୍ଯ୍ୟାଳୟର କନିଷ୍ଠ କିରାଣି

ଭଦ୍ରକ ଅଫିସ,୧।୧୦-୯ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଭଦ୍ରକ ଜିଲା ଶ୍ରମ ଅଧିକାରୀ କାର୍ଯ୍ୟାଳୟର କନିଷ୍ଠ କିରାଣି ସୁଧାକର ବାରିକ। ଏକ ସିକ୍ୟୁରିଟି ଏଜେନ୍ସିଠାରୁ ଲେବର ଲାଇସେନ୍ସ ନବୀକରଣ ପାଇଁ ୧୩ ହଜାର ଦାବି...

ହାତଗୋଡ଼ ବନ୍ଧା ଅବସ୍ଥାରେ ପରିତ୍ୟକ୍ତ ଘରୁ ନାବାଳକ ଉଦ୍ଧାର, କାରଣ ଅସ୍ପଷ୍ଟ

ଛେଣ୍ଡିପଦା,୧ା୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ନୂଆଗାଁ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ସନ୍ଧ୍ୟାରେ ଜନୈକ ନାବାଳକଙ୍କୁ ନୂଆଗାଁର ଆପେକ୍ସ କମିଟିର ଏକ ପରିତ୍ୟକ୍ତ ଗୃହରୁ ହାତଗୋଡ଼, ମୁହଁ, ବନ୍ଧା ଅବସ୍ଥାରେ ଉଦ୍ଧାର କରାଯାଇଛି। ନାବାଳକ...

ଘରେ ପଶି ମହିଳାଙ୍କୁ ବଳାତ୍କାର: ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧ା୧୦: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ଅଙ୍ଗଦ ମଳିକଙ୍କୁ ପୋଲିସ ଗୁରୁବାର ବ୍ରହ୍ମପୁର ଜିଲା ଦୌରା ଜଜ୍‌ କୋର୍ଟକୁ ଚାଲାଣ...

ପରିବା କିଣିବାକୁ ଆସିଥିବା ବ୍ୟକ୍ତିଙ୍କୁ ଚାପିଦେଲା ଟ୍ରକ୍‌

ଚୌଦ୍ୱାର,୧ା୧୦: ୫୫ ନଂ. ଜାତୀୟ ରାଜପଥ ମଙ୍ଗୁଳିଠାରୁ ଧୂମାବତୀ ପର୍ଯ୍ୟନ୍ତ ରାଜପଥ ସଂପ୍ରସାରଣ କାର୍ଯ୍ୟ ଚାଲୁରହିଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱ ଖୋଳାଯାଇ ଥିବାବେଳେ ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ପୁରୁଣା ରାସ୍ତାରେ ପିଚୁ ଉଠିଯାଇ ବିଭିନ୍ନ ସ୍ଥାନରେ ଖାଲଖମା ହୋଇଯାଇଛି।...

କରୋନା ନେଲା ଆଇଆଇସିଙ୍କ ଜୀବନ

କୋରାପୁଟ, ୧।୧୦(ସ୍ବ.ପ୍ର): କୋରାପୁଟ ଟାଉନ ଆଇଆଇସି ପୀତବାସ ଧାରୁଆ ଗୁରୁବାର ସକାଳେ କରୋନାରେ ମୃତ୍ୟୁବରଣ କରିଛନ୍ତି। ସେ ଭୁବନେଶରର ଏକ ବେସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ସେ ଜଣେ ଦକ୍ଷ ପୋଲିସ ଅଫିସର...

ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର,୧ା୧୦(ଡି.ଏନ୍‌.ଏ.): ଦୀର୍ଘ ୭ ମାସ ପରେ ଗୁରୁବାରଠାରୁ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିଛି। ମାତ୍ର ଏବେ ସମସ୍ତ ପର୍ଯ୍ୟଟକଙ୍କୁ ଭିତରକନିକା ମଧ୍ୟକୁ ପ୍ରବେଶ ଅନୁମତି ମିଳିବ ନାହିଁ। କେବଳ ରାତ୍ରିଯାପନ ପାଇଁ ଆସୁଥିବା ପର୍ଯ୍ୟଟକଙ୍କୁ ଏହି ଅନୁମତି ମିଳିବ ବୋଲି...

୨ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଆଳି, ୧।୧୦(ଡି.ଏନ.ଏ )-ବଲିଉଡ ଅଭିନେତ୍ରୀଙ୍କ ଡ୍ରଗ୍ସ କାରବାର୍‌କୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଆଳିରୁ ବ୍ରାଉନସୁଗାର ଜବତ ହେବା ଘଟଣା ସମଗ୍ର କେନ୍ଦ୍ରାପଡ଼ା ଜିଲାରେ ହଇଚଇ ସୃଷ୍ଟି କରିଛି। ଆଳି ପୋଲିସ ବୁଧବାର ରାତିରେ ପତ୍ରପୁର ସେତୁ ନିକଟରେ...

ମହିଳାଙ୍କୁ ଏସିଡ୍‌ ଫିଙ୍ଗିବା ମାମଲା: ୨ ଗିରଫ

କଟକ ସଦର, ୧ା୧୦ (ଡି.ଏନ୍‌.ଏ.):କଟକ ସଦର ଥାନା ଅଧୀନ ଶ୍ରୀରାମ ଗ୍ରାମର ଜଣେ ମହିଳାଙ୍କ ଉପରକୁ ଏସିଡ୍‌ ଫିଙ୍ଗିବା ମାମଲାରେ ୪୨ମୌଜା ଫାଣ୍ଡି ପୋଲିସ ବୁଧବାର ୨ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉକ୍ତ ଗ୍ରାମର...

ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ

କଟକ ଅଫିସ, ୧ା୧୦:ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ପାଇଁ ଯୁକ୍ତ ୩ ନାମଲେଖାର ପ୍ରଥମ ପର୍ଯ୍ୟାୟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇଥିବାବେଳେ ଚଳିତବର୍ଷ ଅନ୍‌ଲାଇନ ମାଧ୍ୟମରେ ନାମଲେଖା ପ୍ରକ୍ରିୟା ହେବ ବୋଲି ବିଶ୍ୱବିଦ୍ୟାଳୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri